Home Left

ଚାଇନାକୁ ଅର୍ଥ, ଅସ୍ତ୍ର ମାଗିଛି ରୁଷିଆ

ମସ୍କୋ,୧୫ା୩: ୟୁକ୍ରେନ୍‌ ବିରୋଧରେ ଲଢ଼େଇ ପାଇଁ ରୁଷିଆ ଚାଇନାକୁ ସେନା ଓ ଆର୍ଥିକ ସହାୟତା ମାଗିଥିବା ଆମେରିକା ଅଭିଯୋଗ ଆଣିଛି। ସୋମବାର ରୋମରେ ଆମେରିକା ଓ ଚାଇନା ପ୍ରତିନିଧିଙ୍କ ମଧ୍ୟରେ ଆଲୋଚନା ପୂର୍ବରୁ ଓ୍ବାଶିଂଟନ୍‌ ଅଧିକାରୀଙ୍କ ଏଭଳି ଦାବି ବିଶ୍ୱ ସମୁଦାୟ…

୪୦ ପଇସା ପାଇଁ ୪ ହଜାର ତଣ୍ଡ

ବେଙ୍ଗାଲୁରୁ,୧୫।୩:ଦୋକାନରୁ କୌଣସି ଜିନିଷ କିଣିଲେ ଆମେ ସାଧାରଣତଃ ସମ୍ପୂର୍ଣ୍ଣ ମୂଲ୍ୟ ପୈଠ କରିଥାଉ। ଉଦାହରଣ ସ୍ବରୂପ ଯଦି ଗୋଟିଏ ଜିନିଷର ଦାମ୍‌ ୨୪ଟଙ୍କା ୫୫ ପଇସା ତେବେ ଆମେ ସାଧାରଣତଃ ବିନା ପ୍ରଶ୍ନରେ ଦୋକାନୀଙ୍କୁ ସମ୍ପୂର୍ଣ୍ଣ ୨୫ ଟଙ୍କା ଦେଇଥାଉ। କିନ୍ତୁ…

ଅନ୍ତରାଷ୍ଟ୍ରୀୟ କୋର୍ଟରେ ୧୬ ମାର୍ଚ୍ଚରେ ହେବ ୟୁକ୍ରେନ୍‌-ରୁଷିଆ ମାମଲାର ଶୁଣାଣି

ଆମଷ୍ଟରଡମ,୧୪ ।୩: ରୁଷିଆ ବିରୋଧରେ ୟୁକ୍ରେନ କରିଥିବା ମାମଲାର ଶୁଣାଣି ଅନ୍ତରାଷ୍ଟ୍ରୀୟ କୋର୍ଟରେ ମାର୍ଚ୍ଚ ୧୬ରେ କରାଯିବ ବୋଲି ଜଣାପଡିଛି । କୋର୍ଟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ, ୭ ମାର୍ଚ୍ଚରେ ହୋଇଥିବା ଶୁଣାଣିକୁ ରୁଷିଆ ବହିଷ୍କାର କରିଥିଲା…

ପୋଲିସ ଭୟରେ ନାବାଳିକାଙ୍କ ଆତ୍ମହତ୍ୟା

ଜଗତ୍‌ସିଂହପୁର ଅଫିସ, ୧୫ା୩:ପଞ୍ଚାୟତ ନିର୍ବାଚନର ପୂର୍ବଦିନ ହୋଇଥିବା ମାମଲାରେ ପୋଲିସ ଭୟଭୀତ କରୁଥିବାରୁ ରବିବାର ଜଣେ ଯୁବତୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ ହାବେଳିନାଥ ସାହିରେ ଏହି ଘଟଣା ଘଟିଛି। ଗତ ଫେବୃୟାରୀ ୧୭ ରାତିରେ ଏହି…

୧୨-୧୪ ବର୍ଷ ପିଲାଙ୍କୁ ୧୬ରୁ ଟିକା

ନୂଆଦିଲ୍ଲୀ,୧୫ା୩(ପି.ଟି.):ଆସନ୍ତା ୧୬ ତାରିଖ ବୁଧବାରଠାରୁ ୧୨ରୁ ୧୪ ବର୍ଷ ବୟସ ବର୍ଗର ପିଲାଙ୍କୁ କୋଭିଡ୍‌ ଟିକା ଦିଆଯିବ। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ସୋମବାର ଏହା ଘୋଷଣା କରିଛନ୍ତି। ହାଇଦ୍ରାବାଦର ବାୟୋଲୋଜିକାଲ-ଇ ପ୍ରସ୍ତୁତ କୋର୍ବେଭାକ୍ସ ଟିକା ଏହି ପିଲାମାନଙ୍କୁ ଦିଆଯିବ। ଏନେଇ…

କଟକ ସହର ଯୁବ ବିଜେଡି ସଭାପତି ନିଲମ୍ବିତ

ଭୁବନେଶ୍ୱର,୧୪ା୩(ବ୍ୟୁରୋ)-କଟକ ସହର ଯୁବ ବିଜେଡି ସଭାପତି ମନଜିତ ଦାସଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ତାଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଥିବା ବିଜୁ ଯୁବ ଜନତା ଦଳ ସଭାପତି ବ୍ୟୋମକେଶ ରାୟ ସୋମବାର ଏକ ପ୍ରେସ ବିଜ୍ଞପ୍ତି ଜରିିଆରେ…

କାହା ପାଇଁ ହୋଇଥିଲା ଅମିରଙ୍କ ଛାଡ଼ପତ୍ର, ଖୁଲାସା କଲେ ଅଭିନେତା

ବଲିଉଡ ସୁପରଷ୍ଟାର ଅମିର ଖାନଙ୍କ ଆଜି ୫୭ତମ ଜନ୍ମ ଦିନ। ଜନ୍ମଦିନ ଅବସରରେ ଜାଣନ୍ତୁ ତାଙ୍କ ବ୍ୟକ୍ତିଗତ ଜୀବନ ସମ୍ପର୍କିତ କିଛି କଥା। ଅମିର ନିକଟରେ ତାଙ୍କ ଦିତ୍ୱୀୟ ସ୍ତ୍ରୀ କିରଣ ରାଓଙ୍କ ସହ ୧୫ବର୍ଷର ସମ୍ପର୍କକୁ ଶେଷ କରିଥିଲେ। ପାରସ୍ପରିକ…

ଓଡ଼ିଶାବାସୀଙ୍କୁ ବିଭ୍ରାନ୍ତ ପାଇଁ ଭାଜପା ଚେଷ୍ଟା ଚଳାଇଛି: ବିଜେଡି

ଭୁବନେଶ୍ୱର,୧୪ା୩(ବ୍ୟୁରୋ): ଓଡ଼ିଶା ଭାଜପା ଅଭ୍ୟାସଗତ ଭାବେ ରାଜ୍ୟବାସୀଙ୍କୁ ବିଭ୍ରାନ୍ତ ଓ ଭ୍ରମିତ କରିବା ସହିତ ଦ୍ୱନ୍ଦ୍ୱରେ ପକାଇବାକୁ ଚେଷ୍ଟା କରୁଛି।ଏଭଳି କାର୍ଯ୍ୟ ପାଇଁ ଓଡ଼ିଶାର ଲୋକମାନେ ସେମାନଙ୍କୁ ବାରମ୍ବାର ପ୍ରତ୍ୟାଖ୍ୟାନ କରୁଥିବାବେଳେ ଓଡ଼ିଶା ଭାଜପା ଏଥିରୁ କିଛି ଶିଖିପାରୁ ନାହିଁ ବୋଲି…

ବ୍ରିଟିଶ୍‌ ଏକାଡେମି ଫିଲ୍ମ ଆଓ୍ବାର୍ଡ: ‘ଦି ପାଓ୍ବାର ଅଫ୍‌ ଡଗ୍‌’କୁ ଶ୍ରେଷ୍ଠ ଫିଲ୍ମ, ଓ୍ବିଲ୍‌ ସ୍ମିଥ୍‌ ଶ୍ରେଷ୍ଠ ଅଭିନେତା

ଲଣ୍ଡନ,୧୪।୩: ଲଣ୍ଡନର ରୟାଲ୍‌ ଆଲବର୍ଟ ହଲ୍‌ରେ ରବିବାର ୭୫ତମ ବ୍ରିଟିଶ୍‌ ଏକାଡେମି ଫିଲ୍ମ ଆଓ୍ବାର୍ଡ (ବିଏଏଫ୍‌ଟିଏ) କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ‘ଦି ପାଓ୍ବାର ଅଫ୍‌ ହଗ୍‌’କୁ ଶ୍ରେଷ୍ଠ ଚଳଚ୍ଚିତ୍ର ସମ୍ମାନରେ ସମ୍ମାନିତ କରାଯାଇଥିବା ବେଳେ ହଲିଉଡ୍‌ ଅଭିନେତା ଓ୍ବିଲ୍‌…

କମ୍‌ ମୂଲ୍ୟରେ ରୁଷିଆରୁ ତେଲ କିଣିପାରେ ଭାରତ

ନୂଆଦିଲ୍ଲୀ, ୧୪ା୩: ଆମେରିକା, ୟୁରୋପୀୟ ଦେଶ ସମେତ ଅନ୍ୟ ଦେଶଗୁଡ଼ିକ ରୁଷିଆ ଉପରେ କଟକଣା ଲଗାଇବା ଫଳରେ ମସ୍କୋର ଅର୍ଥନୀତିରେ ଉପରେ ଏହାର ବ୍ୟାପକ ପ୍ରଭାବ ପଡ଼ିଛି। ବାଣିଜ୍ୟ କାରବାର ଘୋର ପ୍ରଭାବିତ ହେବା ସହ ରୁଷିଆ ମୁଦ୍ରା ରୁବଲ ମୂଲ୍ୟ…

ପୁଟିନ୍‌ଙ୍କୁ ମସ୍କଙ୍କ ଚ୍ୟାଲେଞ୍ଜ

ଓ୍ବାଶିିଂଟନ୍‌, ୧୪ା୩: ବୈଦ୍ୟୁତିକ କାର୍‌ ନିର୍ମାଣକାରୀ କମ୍ପାନୀ ଟେସ୍‌ଲା ତଥା ମହାକାଶଯାନ ନିର୍ମାତା ସ୍ପେସ୍‌ଏକ୍ସର ମାଲିକ ଏଲନ୍‌ ମସ୍କ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କୁ ଖୋଲାଖୋଲି ଚ୍ୟାଲେଞ୍ଜ ଦେଇଛନ୍ତି। ପୁଟିନ୍‌ ସାମ୍‌ନାକୁ ଆସି ତାଙ୍କ ସହ ହାତାହାତି ହୁଅନ୍ତୁ। ଏଥିରେ ୟୁକ୍ରେନ୍‌କୁ…

‘କଂଗ୍ରେସର ପରାଜୟ ପାଇଁ ଗାନ୍ଧୀ ପରିବାର ଦାୟୀ’

ଚଣ୍ଡିଗଡ଼,୧୪।୩: ପଞ୍ଜାବ ସମେତ ୫ ରାଜ୍ୟରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ଗାନ୍ଧୀ ପରିବାର ଦାୟୀ ବୋଲି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପଞ୍ଜାବ ଲୋକ କଂଗ୍ରେସ ପାର୍ଟିର ମୁଖ୍ୟ ଅମରିନ୍ଦର ସିଂ କହିଛନ୍ତି। କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟୁସି) ବୈଠକରେ ପରାଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?