Home Left

କେନାଲକୁ ଖସି ପଡିଲା କାର୍‌; ୨ ନିଖୋଜ

ଭୁବନେଶ୍ୱର,୪।୧୧(ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ପୁରୀ କେନାଲରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କେନାଲରେ ଏକ କାର୍‌ ଖସି ପ଼ଡିଥିବା ଯୋଗୁ କାର୍‌ରେ ଥିବା ୨ ଜଣ ଯୁବକଙ୍କ ପତ୍ତା ମିଳିନାହିଁ । ତେବେ ଏଯାଏ ସେମାନଙ୍କର କୌଣସି ଖୋଜ…

ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୪।୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୪୭ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, କଟକ, ଅନୁଗୋଳ ଓ ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର…

ମିଳିଗଲା ରିଲିଜ ଡେଟ୍‌

ସଲମାନଙ୍କ ହୋମ୍‌ ବ୍ୟାନର ସଲମାନ ଖଁା ଫିଲ୍ମସରେ ନିର୍ମିତ ‘ଅନ୍ତିମ-ଦ ଫାଇନାଲ ଟ୍ରୁଥ୍‌’ର ରିଲିଜ ଡେଟ୍‌ ଘୋଷିତ ହୋଇଛି। ଏହି ଚିତ୍ରଟି ଚଳିତ ମାସ ୨୬ରେ ପରଦା ଉପରକୁ ଆସିବ। ପୁଣି ଏହି ଡେଟ୍‌ରେ ଜନ୍‌ ଆବ୍ରାହମ୍‌ଙ୍କ ‘ସତ୍ୟମେବ ଜୟତେ-୨’ ମଧ୍ୟ…

ଜାଲିଆତି କରି ୨୧ ଟନ୍‌ କୋକ୍‌ ଚାଲାଣ

ଢେଙ୍କାନାଳ ଅଫିସ, ୪।୧୧: କାଗଜପତ୍ର ଜାଲିଆତି କରି ଏକ ଡିପୋରୁ ଲକ୍ଷାଧିକ ଟଙ୍କାର କୋଇଲା ଚୋରାଚାଲାଣ କରିଥିବା ଅଭିଯୋଗରେ ଢେଙ୍କାନାଳ ଜିଲା ରାସୋଳ ଥାନା ପୋଲିସ ୨ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ କୋଇଲା ଚୋରା ଚାଲାଣରେ ବ୍ୟବହୃତ ଏକ ଟ୍ରକ୍‌, ୫…

ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କଲା କ୍ରାଇମବ୍ରାଞ୍ଚ

ବରଗଡ ଅଫିସ,୪।୧୧: ବନ ବିଭାଗର କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଗୁରୁବାର ସକାଳୁ ବରଗଡ ଜିଲା ଘେଁସ ଫରେଷ୍ଟ ରେଞ୍ଜ ଅର୍ନ୍ତଗତ ଜାମପାଲି ଗ୍ରାମରୁ ଏକ ଜୀବନ୍ତ ବଜ୍ରକାପ୍ତା ଜବତ କରିଛି । ଏହି ଘଟଣାରେ ମୁକୁନ୍ଦ ବରିହା ନାମକ ଜଣେ ଲୋକଙ୍କୁ ଘେଁସ…

ସାରା ଦେଶରେ ୧୫ ଟନ୍‌ ସୁନା ବିକ୍ରି

ନୂଆଦିଲ୍ଲୀ, ୪।୧୧: ଚଳିତ ବର୍ଷର ଧନ୍‌ତେରସ ପୂର୍ବ ରେକର୍ଡ ଭାଙ୍ଗିଛି। ଧନ୍‌ତେରସରେ ପ୍ରଥମ ଥର ଲାଗି ସାରା ଦେଶରେ ୧୫ ଟନ ସୁନା ବିକ୍ରି ହୋଇଛି। ଏହାର ମୂଲ୍ୟ ପ୍ରାୟ ୭୫୦୦କୋଟି ଟଙ୍କା ହେବ। କରୋନା ଯୋଗୁ ଦେଶର ଜୁଏଲେରି ଶିଳ୍ପ ମାନ୍ଦାବସ୍ଥା…

ଆଜି ମଧ୍ୟରାତ୍ରରେ ଧରାବତରଣ

ଭୁବନ, ୪।୧୧(ଡି.ଏନ୍‌.ଏ.)  ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ଏବଂ ବ୍ଲକର ପ୍ରସିଦ୍ଧ କାଳୀପୂଜା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ୪ ସ୍ଥାନରେ ପୂଜା ଅନୁଷ୍ଠିତ ହେଉଛି। ଗୁରୁବାର ମଧ୍ୟରାତ୍ରରେ ମା’ ଧରାବତରଣ କରିବେ। ସରକାରୀ ଗାଇଡ୍‌ଲାଇନ୍‌ ଅନୁଯାୟୀ ସମସ୍ତ…

ମହେଶ ହିଁ ବେଷ୍ଟ

କିଆରା ଆଡଓ୍ବାନୀଙ୍କ ଆଇଡିଆକୁ ମାନିବାକୁ ପଡିବ। ନିକଟରେ ସେ ସାଇନ୍‌ କରିଥିବା ଏକ ସିନେମାରେ କିଏ ମେଲ୍‌ ଲିଡ୍‌ରେ ଆକ୍ଟିଂ କରିବ ସେ ନେଇ ତାଙ୍କର ମତ ନିଆଯାଇଥିଲା। କାରଣ ସେହି ଭୂମିକାରେ କେବଳ ରୋମାନ୍ସ ନୁହେଁ, ଆକ୍ସନ ମଧ୍ୟ ଥିଲା।…

କମିଲା ପେଟ୍ରୋଲ-ଡିଜେଲ ଦାମ୍‌, ଯୋଗୀଙ୍କ ଦୀପାବଳି ଉପହାର…

ଲକ୍ଷ୍ନୌ,୪।୧୧: ଆସନ୍ତା ବିଧାନସଭା ନିର୍ବାଚନ ପୂର୍ବରୁ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟବାସୀଙ୍କୁ ଦୀପାବଳି ଉପହାର ପ୍ରଦାନ କରିଛନ୍ତି। ଏହାସହିତ ପ୍ରଧାନମନ୍ତ୍ରୀ ଅନ୍ନ ଯୋଜନାକୁ ହୋଲି ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ପେଟ୍ରୋଲ-ଡିଜେଲ ଉପରେ ଏକ୍ସାଇଜ…

ପ୍ରଧାନ ବିଚାରପତିଙ୍କୁ ଚିଠି ଲେଖିଲେ ଅଷ୍ଟମ ଶ୍ରେଣୀ ଛାତ୍ରୀ

ତେଲେଙ୍ଗାନା,୪।୧୧: ତେଲେଙ୍ଗାନାର ଜଣେ ଅଷ୍ଟମ ଶ୍ରେଣୀର ଛାତ୍ରୀ ପ୍ରଧାନ ବିଚାରପତି ଏନ.ଭି ରମଣଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ତାଙ୍କ ଗାଁକୁ ବସ ସେବା ପୁଣି ଆରମ୍ଭ କରିବାମ୍‌ ପାଇଁ ସହାୟତା ମାଗିଛନ୍ତି। କରୋନା ମହାମାରୀ ପରେ ଏହି ଗାଁକୁ ବସ୍‌ ସେବା…

ମର୍ମନ୍ତୁଦ ସଡକ ଦୁର୍ଘଟଣା:ଚାଲିଗଲା ୨୨ ଜୀବନ

ଇସଲାମବାଦ: ପାକ ଅଧିକୃତ କାଶ୍ମୀର ତଥା ପିଓକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ନାଳକୁ ବସ ଖସିପଡିବାରୁ ୨୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୮ ଜଣ ଆହତ ହୋଇଛନ୍ତି । ସମସ୍ତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବୁଧବାର ପିଓକେ…

ଫେରିଲେ ମୁଁ ତୁମର

କେତେବେଳେ ନାୟକ ତ କେତେବେଳେ ଖଳନାୟକ, ପୁଣି ତାଙ୍କୁ ଦେଖିବାକୁ ମିଳିଛି ଚରିତ୍ର ଅଭିନେତା ଭାବରେ। ହେଲେ ଏଥର ଆଉ ଏକ କ୍ଷେତ୍ରରେ ସେ ପାଦ ରଖିଛନ୍ତି। ତାହା ହେଲା ଚଳଚ୍ଚିତ୍ର ପ୍ରଯୋଜନା ଏବଂ କାହାଣୀ ରଚନା। ନିଜସ୍ବ କାହାଣୀକୁ ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri