Home Left

ଦଶ’ରା, ଦୀପାବଳିରେ ଘରକୁ ଯିବାକୁ ଚାହୁଁଥିଲେ ଖୁସିଖବର, ସ୍ପେଶାଲ ଟ୍ରେନ୍‌କୁ ନେଇ ରେଲେଓ଼୍ବର ବଡ଼ ଘୋଷଣା

ନୂଆଦିଲ୍‌ଲୀ,୪।୯: ନିଜ ଘରଠାରୁ ଦୂରରେ ଦିଲ୍ଲୀ, ମୁମ୍ୱାଇ, ଚଣ୍ଡିଗଡ଼ ଏବଂ ଅନ୍ୟାନ୍ୟ ବଡ଼ ବଡ଼ ସହରରେ ରହୁଥିବା ଲୋକଙ୍କ ପାଇଁ ଖୁସି ଖବର। ଦଶହରା, ଦୀପାବଳି ଏବଂ ଛଠ ପୂଜା ସମୟରେ ବହୁ ସଂଖ୍ୟାରେ ଲୋକ ନିଜ ନିଜ ଗାଁ ଓ…

ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା ଅନ୍ତର୍ଜାତୀୟ ବିମାନ ବନ୍ଦର! ଯାତ୍ରୀ ହନ୍ତସନ୍ତ

ନୂଆଦିଲ୍ଲୀ,୪।୯: ଶୁକ୍ରବାର, ସେପ୍ଟେମ୍ବର ୪ ଅପରାହ୍ନରେ ଆରମ୍ଭ ହୋଇଥିବା ବର୍ଷା ପରେ ଜାତୀୟ ରାଜଧାନୀ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର ବାହାରେ ପାଣି ଜମି ରହିବା ଘଟଣା ଦେଖାଦେଇଛି। ଯାତ୍ରୀମାନେ ପରିସ୍ଥିତି ଦେଖି ହଡବଡେଇ ଯିବା ପରି ମନେ ହେଉଥିଲେ।…

ଜନ୍ମାଷ୍ଟମୀରେ ମହାସଂଯୋଗ କରିବ ମନି ମେକର୍‌, ୯ଟି ରାଶି ହେବ ଧନବାନ!

ଚଳିତ ବର୍ଷ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପର୍ୱ କେବଳ ଧାର୍ମିକ ଦୃଷ୍ଟିକୋଣରୁ ନୁହେଁ, ବରଂ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ମଧ୍ୟ ଅତ୍ୟନ୍ତ ବିରଳ ଏବଂ ଶୁଭଙ୍କର। ୪ ସେପ୍ଟେମ୍ୱର ଶୁକ୍ରବାର ଜନ୍ମାଷ୍ଟମୀରେ ଗ୍ରହମାନଙ୍କ ଅବସ୍ଥିତି ଅନେକ ଶୁଭ ରାଜଯୋଗ ସୃଷ୍ଟି କରୁଛି। ଏହି…

କାହିଁକି ସ୍ବୟଂବର କରିଥିଲେ ରାଖୀ ସାୱନ୍ତ? ଖୋଲିଦେଲେ ଅସଲ କାରଣ, କହିଲେ-ବିବାହ ପାଇଁ ନୁହେଁ ବରଂ…

ମୁମ୍ବାଇ: ବଲିଉଡର ‘ଡ୍ରାମା କ୍ୱିନ’ ଭାବେ ପରିଚିତ ରାଖୀ ସାୱନ୍ତ ପୁଣିଥରେ ଚର୍ଚ୍ଚାରେ। ୨୦୦୯ରେ ତାଙ୍କ ସ୍ବୟଂବର ରିଆଲିଟି ଶୋ’ ଟେଲିଭିଜନରେ ଖୁବ ଚର୍ଚ୍ଚିତ ହୋଇଥିଲା। ସେତେବେଳେ ରାଖୀଙ୍କୁ ୧୬ ଜଣ ପୁରୁଷଙ୍କ ସହ ଡେଟ୍‌ କରି ସେମାନଙ୍କ ମଧ୍ୟରୁ ଜଣଙ୍କୁ…

କୋରାପୁଟ ଜିଲାର ୮୮,୨୮୯ ଚାଷୀଙ୍କୁ ୧୭.୮୮ କୋଟିର ସିଏମ୍‌-କିଷାନ ସହାୟତା

କୋରାପୁଟ, ୪।୯ (ଅମିତାଭ ବେହେରା): ରବି ଋତୁରେ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇଦେବା ଲକ୍ଷ୍ୟରେ ସିଏମ୍‌-କିଷାନ ଯୋଜନାର ୫ମ କିସ୍ତି ଶୁକ୍ରବାର ପ୍ରଦାନ କରାଯାଇଛି। ଭୁବନେଶ୍ୱରସ୍ଥିତ ଓୟୁଏଟିର କୃଷି ଶିକ୍ଷା ସଦନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କିସ୍ତିର ଶୁଭାରମ୍ଭ…

ବଡ଼ ଘୋଷଣା କଲା BCCI, ଟିମ ଇଣ୍ଡିଆ ପ୍ରଥମ ଥର ପାଇଁ…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଶୁକ୍ରବାର ବଡ଼ ଘୋଷଣା କରିଛି। ଏସିଆନ ଗେମ୍ସରେ ନିଜ ଅଭିଯାନ ଆରମ୍ଭ କରିବା ପୂର୍ବରୁ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ଏକ ଐତିହାସିକ T20 ମ୍ୟାଚ ଖେଳିବ। ଏସିଆନ ଗେମ୍ସରେ…

ଶ୍ରୀ ରାଧାକୃଷ୍ଣ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦିଗପହଣ୍ଡି,୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପାଇକ ସାହି ନିକଟ ଶ୍ରୀକୃଷ୍ଣ ଚୈତନ୍ୟ ଆଶ୍ରମ ପରିସରରେ ଥିବା ଶ୍ରୀ ରାଧା ବିନୋଦ ବିହାରୀଜୀଉ(ରାଧାକୃଷ୍ଣ) ମନ୍ଦିରରେ ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶୁକ୍ରବାର ଶ୍ରୀ କୃଷ୍ଣ ଜନ୍ମାଷ୍ଟମୀ ମହୋତ୍ସବ ଆଡମ୍ବର ସହକାରେ…

ନବପଞ୍ଚମ ଯୋଗରେ ମାଲାମାଲ ହେବେ ସିଂହ ସମେତ ଏସବୁ ରାଶି: ଖୋଲିବ ଆୟର ଦ୍ୱାର, ଶନିବାରଠୁ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆସନ୍ତା ୫ ସେପ୍ଟେମ୍ବର ସକାଳେ ଶୁକ୍ର ଓ ଚନ୍ଦ୍ରଙ୍କ ମଧ୍ୟରେ ଏକ ଶୁଭ ନବପଞ୍ଚମ ଯୋଗ ଗଠନ ହେବ। ଚନ୍ଦ୍ରମା ୫ ସେପ୍ଟେମ୍ବର ସକାଳ ୧୦ଟା ୧୯ ମିନିଟରେ ମିଥୁନ ରାଶିରେ ପ୍ରବେଶ କରିବେ। ତୁଳା ରାଶିରେ…

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜନ୍ମାଷ୍ଟମୀ, ଶ୍ରୀକୃଷ୍ଣ ମେଳା

ଛତ୍ରପୁର, ୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ଓ ଶ୍ରୀକୃଷ୍ଣ ମେଳା ବର୍ଣ୍ଣାଢ଼୍ୟ ପରିବେଶରେ ପାଳିତ ହୋଇଯାଇଛି। ଏହି ଅବସରରେ ଶିଶୁମାନଙ୍କ ମଧ୍ୟରେ ରାଧାକୃଷ୍ଣ ବେଶ ପ୍ରତିଯୋଗିତା, ମାତୃ ସମ୍ମିଳନୀ…

ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏମିତି କହିଲେ ମିଥୁନ ଚକ୍ରବର୍ତ୍ତୀ, ସଭିଏଁ ଆଶ୍ଚର୍ଯ୍ୟ

କୋଲକାତା,୪।୯: ବରିଷ୍ଠ ଅଭିନେତା, ପଦ୍ମଭୂଷଣ ପୁରସ୍କାରପ୍ରାପ୍ତ ଏବଂ ପୂର୍ବତନ ଭାଜପା ରାଜ୍ୟ ସଭା ସାଂସଦ ମିଥୁନ ଚକ୍ରବର୍ତ୍ତୀ ଶୁକ୍ରବାର ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (TMC) ମୁଖ୍ୟ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଥିଲେ। ସେ ପ୍ରଶ୍ନ କରିଥିଲେ ଯେ…

ପୁଣି ପେନଶନ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌, ପେନଶନଧାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍ଲୀ,୪।୯: ୮ମ ବେତନ ଆୟୋଗ (8th Pay Commission) ଗଠନ ହେବାର ୧୦ ମାସ ପୂରଣ ହୋଇସାରିଛି। ଜଷ୍ଟିସ ରଞ୍ଜନା ପ୍ରକାଶ ଦେଶାଇଙ୍କ ଅଧ୍ୟକ୍ଷତାରେ ଗଠିତ ଏହି ଆୟୋଗ ମେ-ଜୁନ ୨୦୨୭ ସୁଦ୍ଧା ନିଜର ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିପାରନ୍ତି। ଏହି…

ଦୂରଶିକ୍ଷା ପାଇଁ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟକୁ ଅନୁମତି

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷରୁ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷାରେ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ଅନୁମତି ମିଳିଛି। ଫଳରେ ଅଞ୍ଚଳର ଛାତ୍ରୀଛାତ୍ର ଘର ପାଖରେ ରହି ୟୁଜି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?