Home Left

ଏୟାର ସ୍ପେସ୍‌ ଦେବାକୁ ମନାକଲା ପାକ୍‌

ନୂଆଦିଲ୍ଲୀ, ୪ା୧୧: ୦ଜମ୍ମୁ-କଶ୍ମୀରର ଶ୍ରୀନଗରରୁ ଶାର୍‌ଜା ପର୍ଯ୍ୟନ୍ତ ‘ଗୋ ଫାଷ୍ଟ୍‌’ ବିମାନ ଚଳାଚଳ ପାଇଁ ନିଜ ଆକାଶମାର୍ଗ ବ୍ୟବହାର ପାଇଁ ପାକିସ୍ତାନ ମନା କରିଦେଇଛି। ପାକ୍‌ର ଏହି ନିଷ୍ପତ୍ତି ଯୋଗୁ ଅହମଦାବାଦ୍‌ର ଉଦୟପୁର ଏବଂ ଓମାନ୍‌ ଦେଇ ଶ୍ରୀନଗରରୁ ଶାର୍‌ଜା ଯିବାକୁ…

ଏଣିକି ଆମେରିକା ଯାଇପାରିବେ କୋଭାକ୍ସିନ୍‌ ନେଇଥିବା ବ୍ୟକ୍ତି

ୱାଶିଂଟନ,୪।୧୧: ଭାରତର ସ୍ବଦେଶୀ ଟିକା କୋଭାକ୍ସିନର ଉଭୟ ଡୋଜ୍‌ ନେଇଥିବା ବ୍ୟକ୍ତି ଏଣିକି ବିନା ଦ୍ୱିଧାରେ ଆମେରିକା ଯାତ୍ରା କରିପାରିବେ। ଏନେଇ ଆମେରିକା ପ୍ରଶାସନ ସବୁଜ ସଙ୍କେତ ଦେଇଛି। ଭ୍ରମଣ ତାଲିକାରେ କୋଭାକ୍ସିନ ଅନ୍ତର୍ଭୁକ୍ତ ହେବା ଉପରେ ସିଡିସିର ପ୍ରେସ ଅଧିକାରୀ…

ଚାଇନାରେ ଦ୍ରୁତ ଗତିରେ ବଢୁଛି ଆଣବିକ ଅସ୍ତ୍ରଶସ୍ତ୍ର ଭଣ୍ଡାର

ବେଜିଂ,୪।୧୧: ଆଜିକାଲି ଚାଇନା ଆଣବିକ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢାଇବାରେ ବ୍ୟସ୍ତ ଅଛି। ଆମେରିକାର ଅଧିକାରୀମାନେ ଏକ ବର୍ଷ ପୂର୍ବେ ଆକଳନ କରିଥିବା ତୁଳନାରେ ଚାଇନା ଏହାର ଆଣବିକ ଅସ୍ତ୍ର ସଂଖ୍ୟା ଦ୍ରୁତ ଗତିରେ ବଢାଇବାକୁ ପ୍ରୟାସ କରୁଛି। ଆମେରିକାର ସମାନ ହେବା…

ଏନ୍‌ଏଚ୍‌ କର୍ତ୍ତୃପକ୍ଷଙ୍କୁ ଘେରିଲେ ଲୋକେ

ପାଣିକୋଇଲି,୪।୧୧(ଡି.ଏନ.ଏ.): ୧୬ ନଂ. ଜାତୀୟ ରାଜପଥ (ଏନ୍‌ଏଚ୍‌)ର ସମ୍ପ୍ରସାରଣରେ ବିଭାଗୀୟ ତ୍ରୁଟିପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ସ୍ଥାନୀୟ ଲୋକଙ୍କ ପାଇଁ କାଳ ହୋଇଛି। ଏହିକ୍ରମରେ ବୁଧବାର ଏନ୍‌ଏଚ୍‌ର ଶର୍ମା ପେଟ୍ରୋଲ ପମ୍ପ ନିକଟରେ ଥିବା ଡାଇଭର୍ସନକୁ କମ୍ପାନୀ ପକ୍ଷରୁ କଂକ୍ରିଟ ୱାଲ ଦେଇ ବନ୍ଦ…

ଖାଲି କେଶରେ ନୁହେଁ ଏସବୁ ଥିରେ ବି ବ୍ୟବହାର କରାଯାଏ କଣ୍ଡିଶନର

କେଶକୁ ନରମ ଓ ଚିକ୍କଣ ରଖିବା ପାଇଁ କଣ୍ଡିଶନର ବ୍ୟବହାର କରାଯାଏ। ଏହା ଲମ୍ବା କେଶକୁ ଜଟା ସମସ୍ୟାରୁ ରକ୍ଷା କରିବା ସହ କେଶରେ ଚମକ ଆଣିଥାଏ। ଏହି କଣ୍ଡିଶନର ବିଭିନ୍ନ ପ୍ରକାରର ବ୍ୟବହାର ରହିଛି। ତେବେ ଜାଣନ୍ତୁ ଏ ସମ୍ପର୍କରେ……

୧୧,୫୨୬ ହିତାଧିକାରୀଙ୍କୁ ୧୧୧ କୋଟି ଋଣ

ଜଗତ୍‌ସିଂହପୁର ଅଫିସ, ୪।୧୧: ୧୧,୫୨୬ ହିତାଧିକାରୀଙ୍କୁ ୧୧୧.୬୪ କୋଟି ଟଙ୍କା ଋଣ ପ୍ରଦାନ କରାଯାଇଛି । ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି), ବ୍ୟକ୍ତିଗତ, କଞ୍ଜୁମର ଡୁରେବ୍ଲ, ଗାଡି, ଘର, କୃଷି, ପ୍ରାଣୀ, ପିଏମ୍‌ଇଜିପି, କେସିସି ସମେତ ମୁଦ୍ରା ଋଣ ଆକାରରେ ଏହି…

ଢିଙ୍କିଆବାସୀଙ୍କ ପାଟଣା ପ୍ରବେଶ ଉଦ୍ୟମ ବିଫଳ

କୁଜଙ୍ଗ,୪।୧୧(ଡି.ଏନ.ଏ.): ଜଗତ୍‌ସିଂହପୁର ଜିଲା ଏରସମା ତହସିଲ ଢ଼ିଙ୍କିଆବାସୀଙ୍କ ପାଟଣା ପ୍ରବେଶ ଉଦ୍ୟମ ବୁଧବାର ଦ୍ୱିତୀୟ ଦିନରେ ବିଫଳ ହୋଇଛି। ଏହାକୁ ନେଇ ଅଞ୍ଚଳରେ ଚାପା ଉତ୍ତେଜନା ଲାଗି ରହିଛି। ପୋଲିସ୍‌ ଘଟଣାସ୍ଥଳରେ ମୁତୟନ ରହିଛନ୍ତି। ସୂଚନାଯୋଗ୍ୟ ଏରସମା ତହସିଲ ଅନ୍ତର୍ଗତ ଢ଼ିଙ୍କିଆ…

ଭୁଲ ବୁଝିପାରିଲେ ବିରାଟ କୋହଲି

ଦୁବାଇ,୪।୧୧:: ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଟି -୨୦ ବିଶ୍ୱକପ୍‌ର ତୃତୀୟ ମ୍ୟାଚ୍‌ରେ ଆଫଗାନିସ୍ତାନକୁ ୬୬ ରନ୍‌ରେ ପରାସ୍ତ କରିଛି। ଏହି ମ୍ୟାଚରେ ଭାରତୀୟ ଦଳର ବ୍ୟାଟ୍ସମ୍ୟାନ ଏବଂ ବୋଲରମାନେ ଚମତ୍କାର ପ୍ରଦର୍ଶନ କରିଥିଲେ। ଏହି ମ୍ୟାଚରେ ଟିମ ଇଣ୍ଡିଆ…

ସରଜୁ ନଦୀକୂଳ ହେଲା ଆଲୋକିତ: ଅଯୋଧ୍ୟାରେ ଜଳିଲା ୧୨ଲକ୍ଷ ଦୀପ

ଅଯୋଧ୍ୟା,୪ ।୧୧: ସାରା ଦେଶରେ ଗୁରୁବାର ପାଳନ କରାଯାଉଛି ଆଲୋକର ପର୍ବ ଦୀପାବଳି । ହେଲେ ଏହାର ଗୋଟିଏ ଦିନ ପୂର୍ବରୁ ଅଯୋଧ୍ୟାର ସରଜୁ ନଦୀ କୂଳ ଆଲୋକିତ ହୋଇ ରେକର୍ଡ କରିଛି । ବୁଧବାର ସନ୍ଧ୍ୟାରେ ଏଠାରେ ୧୨ ଲକ୍ଷ…

ଶ୍ରୀମନ୍ଦିର ଚାରିପାଖେ ୧୪୪ ଧାରା

ପୁରୀ ଅଫିସ,୪।୧୧: ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଗୁରୁବାର ଦୀପାବଳିରେ କାଉଁରିଆ କାଠି ଜାଳିବା ଉପରେ କଟକଣା ଜାରି ହୋଇଛି। ସେହିପରି ଶ୍ରୀମନ୍ଦିର ଓ ଚତୁଃପାର୍ଶ୍ୱରେ ଜନସମାଗମ ନ ହେବା ପାଇଁ ୧୪୪ ଧାରା ଜାରି କରାଯାଇଛି। ଗୁରୁବାର ଭୋର ୪ଟାରୁ ପରବର୍ତ୍ତୀ…

ଜିଲାପାଳଙ୍କ ଅଫିସ୍‌ ଲିଫ୍ଟରେ ଫସିଲେ ୮ ଆଇନଜୀବୀ

ପୁରୀ ଅଫିସ,୪।୧୧: ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରସ୍ଥ ଲିଫ୍ଟରେ ବୁଧବାର ୮ଜଣ ଆଇନଜୀବୀ ପ୍ରାୟ ୨୦ ମିନିଟ ଫସିରହିଥିଲେ। ଏହି ସମୟରେ ସେମାନେ ଅଣନିଃଶ୍ୱାସୀ ଅନୁଭବ କରିଥିଲେ। ଏ ନେଇ ଜଣାପଡ଼ିବା ପରେ ଲିଫ୍ଟ ଚାବି ଖୋଲାଯାଇ ସେମାନଙ୍କୁ ଉଦ୍ଧାର କରାଯାଇଥିଲା।…

ଦୀପାବଳିରେ ଏହି ୪ ରାଶିର ବ୍ୟକ୍ତିଙ୍କ ଭାଗ୍ୟ ଚମକିବ

ଆଜି ଆଲୋକର ପର୍ବ ଦୀପାବଳି। ହିନ୍ଦୁ ଧର୍ମରେ ବିଶ୍ୱାସ ରହିଛି ଏହି ଦିନ ମା’ ଲକ୍ଷ୍ମୀ ଘରକୁ ଆସିଥାନ୍ତି। ଫଳରେ ପୂର୍ବ ଅପେକ୍ଷା ଆର୍ଥିକ ସ୍ଥିତି ଅଧିକ ଶକ୍ତିଶାଳୀ ହୁଏ। ଆପଣ କିଛି ଭଲ ଖବର ପାଇବାର ସମ୍ଭାବନା ରହିଥାଏ। ଆସନ୍ତୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri