ପାଓ୍ବର ପ୍ଲେ’ରେ ୫୩ ରନ୍
ଦୁବାଇ,୩।୧୧: ଚଳିତ ଟି୨୦ ବିଶ୍ୱକପ୍ରେ ବୁଧବାର ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍ରେ ଭାରତକୁ ଜବରଦସ୍ତ ପ୍ଲାଟଫର୍ମ ଦେଇଛନ୍ତି ରୋହିତ ଶର୍ମା ଓ ଲୋକେଶ ରାହୁଲଙ୍କ ଓପନିଂ ଯୋଡ଼ି। ଦୁହେଁ ପ୍ରାରମ୍ଭିକ ଓଭରରେ ଆଟାକିଂ ବ୍ୟାଟିଂ କରି ପାଓ୍ବର ପ୍ଲେରେ ୫୩ ରନ୍ ଯୋଡ଼ିଛନ୍ତି।…
ଘରକୁ ଫେରିଲେ ଅପହୃତା ଦଶମ ଶ୍ରେଣୀ ଛାତ୍ରୀ
କୁଳିଅଣା,୩ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଯଶିପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଥିଲା। ମଙ୍ଗଳବାର ପୋଲିସ ଉକ୍ତ ନାବାଳିକାଙ୍କୁ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିବା ବେଳେ ଅପହରଣରେ ସମ୍ପୃକ୍ତ ଅଭିଯୁକ୍ତମାନେ ଫେରାର ହୋଇଯାଇଛନ୍ତି। ଦଶମ ଶ୍ରେଣୀରେ…
ଟି୨୦ ଖେଳାଳିଙ୍କ ର଼୍ୟାଙ୍କିଙ୍ଗ୍ରେ ବଡ଼ ଧରଣର ପରିବର୍ତ୍ତନ
ଆବୁଧାବି,୩।୧୧: ପାକିସ୍ତାନ ଅଧିନାୟକ ବାବର ଆଜାମ ଆଇସିସି ଟି୨୦ ବ୍ୟାଟରଙ୍କ ର଼୍ୟାଙ୍କିଙ୍ଗ୍ରେ ଇଂଲଣ୍ଡର ଦାଓ୍ବିଦ ମଲାନଙ୍କୁ ପଛରେ ପକାଇ ଶୀର୍ଷ ସ୍ଥାନ ହାସଲ କରିଛନ୍ତି। ଏବେ ମଲାନଙ୍କ ଠାରୁ ୩୬ ପଏଣ୍ଟ ଆଗରେ ଅଛନ୍ତି ବାବର (୮୩୪ ପଏଣ୍ଟ)। କ୍ୟାରିୟରରେ ୬ଷ୍ଠ…
ଶାହରୁଖଙ୍କ ପାଇଁ ଚିଠିରେ ଏଭଳି ଲେଖିଥିଲେ ରାହୁଲ
ନୂଆଦିଲ୍ଲୀ,୩।୧୧: କ୍ରୁଜ୍ ଡ୍ରଗ୍ସ ପାର୍ଟି ମାମଲାରେ ପୁଅ ଆର୍ୟନ ଖାନ୍ ଗିରଫ ହୋଇ ମୁମ୍ବାଇର ଆର୍ଥର ରୋଡ୍ ଜେଲରେ ଥିବା ବେଳେ ଅକ୍ଟୋବର ୧୪ରେ ବଲିଉଡ୍ ଷ୍ଟାର ଶାହରୁଖ ଖାନ୍ଙ୍କ ନିକଟକୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ ଚିଠି ଲେଖିଥିଲେ।…
ମଉଳୁଛି ଟିମ୍ ଇଣ୍ଡିଆର ଆଶା
ଦୁବାଇ,୩।୧୧: ଚଳିତ ଟି୨୦ ବିଶ୍ୱକପ୍ରେ ଭାରତୀୟ ଦଳର ସେମିଫାଇନାଲ ଆଶା ଧିରେ ଧିରେ ଶେଷ ହେବାକୁ ଯାଉଛି। ବୁଧବାର ଅପରାହ୍ନରେ ଦୁବାଇଠାରେ ଖେଳାଯାଇଥିବା ମ୍ୟାଚ୍ରେ ସ୍କଟଲାଣ୍ଡକୁ ୧୬ ରନ୍ରେ ହରାଇ ଦେଇଛି ନ୍ୟୁଜିଲାଣ୍ଡ। ଏଥିସହ ନ୍ୟୁଜିଲାଣ୍ଡ ସେମିଫାଇନାଲ ନିକଟତର ହୋଇଛି। ଅନ୍ୟପକ୍ଷରେ…
ଏଥର ବି ଜିତିପାରିଲେ ନାହିଁ ଟସ୍
ଆବୁଧାବି,୩।୧୧: ଚଳିତ ଟି୨୦ ବିଶ୍ୱକପ୍ରେ ଭାରତୀୟ ଅଧିନାୟକ ବିରାଟ କୋହଲି କ୍ରମାଗତ ଦ୍ୱତୀୟ ଥର ପାଇଁ ଟସ୍ ଜିତିବାରେ ବିଫଳ ହୋଇଛନ୍ତି। ବୁଧବାର ଆବୁଧାବିରେ ଖେଳାଯିବାକୁ ଥିବା ମ୍ୟାଚ୍ରେ ଆଫଗାନିସ୍ତାନ ଅଧିନାୟକ ମହମ୍ମଦ ନବି ଟସ୍ ଜିତି ପ୍ରତିପକ୍ଷ ଭାରତକୁ ବ୍ୟାଟିଂ…
‘ବଡ଼ ଖେଳାଳିଙ୍କୁ ବିଦା କର’
ନୂଆଦିଲ୍ଲୀ,୩।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପାଇଁ ଏକ ବଡ଼ ନିଷ୍ପତ୍ତି ନେବାର ସମୟ ଆସିଯାଇଛି। ପ୍ରଦର୍ଶନ କରିପାରୁ ନ ଥିବା ସିନିୟର ଖେଳାଳିଙ୍କୁ ଦଳରୁ ବିଦା କର। ସେମାନଙ୍କ ସ୍ଥାନରେ ଯୁବ ଖେଳାଳିଙ୍କୁ ଆଣ। ବିସିସିଆଇକୁ ଏଭଳି ପରାମର୍ଶ…
ପୁରୀ ଜିଲା ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ସିଧାସଳଖ…
ପୁରୀ ଅଫିସ,୩।୧୧: ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲାର ଚାଷୀ ମାନେ କାଳିଆ ସହାୟତା ଭାବରେ ୨୦୦୦ ଟଙ୍କା ଲେଖାଏ ସହାୟତା ପାଇବେ। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି। ଜିଲାର ୧,୬୫,୧୩୧ ଜଣ କ୍ଷୁଦ୍ର ଓ…
ବ୍ରେକ୍ଅପ୍ ପରେ ପ୍ରସିଦ୍ଧ ହୋଇଥିଲେ ଏହି ଅଭିନେତା
ମୁମ୍ବାଇ: ଅଭିନେତା ହିମାଂଶ କୋହଲିଙ୍କ ଆଜି ହେଉଛି ୩୨ ତମ ଜନ୍ମଦିନ। ୧୯୮୯ ମସିହା ନଭେମ୍ବର ୩ରେ ସେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ଆଜିର ଏହି ଖାସ୍ ଦିନରେ ତାଙ୍କ ସହ ଜଡ଼ିତ କିଛି କଥା ବିଷୟରେ ଜାଣନ୍ତୁ… ଅଭିନୟ ଜଗତକୁ…
କେଜ୍ରିଓ୍ବାଲଙ୍କୁ ‘କପି ମାଷ୍ଟର’ କହିଲେ ଗୋଆ ମୁଖ୍ୟମନ୍ତ୍ରୀ
ପାଣାଜୀ,୩।୧୦: ଆସନ୍ତା ବର୍ଷ ଗୋଆରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ରାଜ୍ୟରେ ବହୁ ଦଳ ଜୋରଦାର କାର୍ଯ୍ୟ କରୁଛନ୍ତି। ସେଥିମଧ୍ୟରୁ ଦିଲ୍ଲୀର ଶାସକ ଆମ ଆଦମୀ ପାର୍ଟି (ଏଏପି) ମଧ୍ୟ ଏକ ପ୍ରମୁଖ ପ୍ରତିଦ୍ୱନ୍ଦ୍ୱୀ। ଦଳ ଦ୍ୱାରା ଅନେକ ନିର୍ବାଚନ…
ପୁଣି ଧବଳେଶ୍ୱର ପୀଠରେ ୧୪୪ ଧାରା
ଆଠଗଡ଼,୩।୧୧(ଡି.ଏନ୍.ଏ.): କଟକ ଜିଲାରେ ଥିବା ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱର ପୀଠରେ ପୁଣି ୧୪୪ ଧାରା ଲାଗୁ କରାଯାଇଛି। ଦୀପାବଳିରେ ଭିଡ଼କୁ ଦୃଷ୍ଟିରେ ରଖି ଏହି କଟକଣା ଜାରି କରାଯାଇଥିବା ଜଣାପଡ଼ିଛି। ଉପ-ଜିଲାପାଳ ହେମନ୍ତ କୁମାର ସ୍ବାଇଁ ଏହି ସୂଚନା ଦେଇଛନ୍ତି…
ଦର୍ଦାମ ବୃଦ୍ଧି ପ୍ରତିବାଦରେ ରାଜରାସ୍ତାକୁ ଓହ୍ଲାଇଲେ ଶ୍ରମିକ, କୃଷକ
ଦିଗପହଣ୍ଡି,୩ା୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ବୁଧବାର ବାମପନ୍ଥୀ ସଙ୍ଗଠନ ସିପିଆଇ (ଏମ୍) ପକ୍ଷରୁ ଦରଦାମ ବୃଦ୍ଧି ବିରୋଧରେ ପ୍ରତିବାଦ କରାଯାଇଛି। ସିପିଆଇ (ଏମ୍) ରାଜ୍ୟ କମିଟିର ଡାକରା କ୍ରମେ ପାର୍ଟିର ଦିଗପହଣ୍ଡି ଆଞ୍ଚଳିକ ସାଙ୍ଗଠନିକ କମିଟି ପକ୍ଷରୁ…
Archives


