Home Left

ସ୍ବାମୀ ଦେଖୁଥିଲେ ଅଶ୍ଲୀଳ ଭିଡିଓ, ସ୍ତ୍ରୀ ବିରୋଧ କରିବାରୁ…

ବେଙ୍ଗାଲୁରୁ,୩।୧୧: କର୍ନାଟକର ବେଙ୍ଗାଲୁରୁରେ ମହିଳା ନିର୍ଯାତନାର ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ସ୍ବାମୀ ଅଶ୍ଲୀଳ ଫିଲ୍ମ ଦେଖୁଥିବାବେଳେ ସ୍ତ୍ରୀ ମନା କରିବାରୁ ତାଙ୍କୁ ସଢା ଖାଦ୍ୟ ଖାଇବାକୁ ପଡିଛି। ୩୬ ବର୍ଷୀୟା ମହିଳା ତାଙ୍କ ସ୍ବାମୀଙ୍କ ବିରୋଧରେ ପ୍ରଥମ ଅତିରିକ୍ତ…

‘ତଲଓ୍ବାର୍‌ ଦେଖାଇ ଭାଜପା ନେତାଙ୍କୁ ଟିଏମ୍‌ସିରେ କରାଯାଉଛି ସାମିଲ’

ଇନ୍ଦୋର,୩।୧୧: ପଶ୍ଚିମବଙ୍ଗ ସରକାର ବିରୋଧୀଙ୍କୁ ହତ୍ୟା କରିବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିଛନ୍ତି ଭାରତୀୟ ଜନତା ପାର୍ଟି ସାଧାରଣ ସମ୍ପାଦକ କୈଳାଶ ବିଜୟବର୍ଗିୟ। ସେ କହିଛନ୍ତ, ଏହି ରାଜ୍ୟରେ ବିରୋଧୀ ଦଳର ନେତାଙ୍କ ବିରୋଧରେ ଗୁରୁତର ଅପରାଧର ମିଥ୍ୟା ମାମଲା ରହିଛି।…

ସନି ଲିଓନି ଶେୟାର କଲେ ଏମିତି ଫଟୋ, ପାଗଳ ହେଲେ ପ୍ରଶଂସକ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ସନି ଲିଓନି ସୋସିଆଲ ମିଡିଆରେ ଅଧିକ ଆକ୍ଟିଭ୍‌ ରହୁଥିବା ଅଭିନେତ୍ରୀମାନଙ୍କ ମଧ୍ୟରୁ ଜଣେ। ସେ ନିଜର ବ୍ୟକ୍ତିଗତ ଜୀବନଠାରୁ ଆରମ୍ଭ କରି ବୃତ୍ତିଗତ ପର୍ଯ୍ୟନ୍ତ ସମସ୍ତ କଥା ପ୍ରଶଂସକମାନଙ୍କ ସହ ଶେୟାର କରିଥାନ୍ତି। ସନି ଏବେ କିଛି…

ମା’ ଝିଅଙ୍କୁ ଛୁରାମାଡ଼ ଘଟଣା: ହସ୍ପିଟାଲରୁ ଡିସଚାର୍ଜ ପରେ ପୋଲିସ ହେପାଜତରେ ଅଭିଯୁକ୍ତ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଶୈଳଶ୍ରୀବିହାର ଅଞ୍ଚଳରେ ଘରେ ପଶି ମା’ ଝିଅଙ୍କୁ ଛୁରାମାଡ଼ ଘଟଣାରେ ମୁଖ୍ୟ ଅଭିଯୁକ୍ତ ରୂପେଶ ପଣ୍ଡାଙ୍କୁ କମିଶନରେଟ ପୋଲିସ ଅଟକ ରଖିଛି । ହସ୍ପିଟାଲରୁ ଡିସଚାର୍ଜ ପରେ ରୂପେଶଙ୍କୁ ପୋଲିସ ଅଟକ ରଖି ପଚରାଉଚରା ଚଳାଇଛି। ରୂପେଶ ଲୁଟ…

‘ଦୁଇ ଭାଗ ହୋଇଗଲାଣି ଭାରତୀୟ କ୍ରିକେଟ ଟିମ୍‌’

ନୂଆଦିଲ୍ଲୀ,୩।୧୧: ଟି-୨୦ ବିଶ୍ୱକପ୍‌ରେ ନୈରାଶ୍ୟଜନକ ପ୍ରଦର୍ଶନ ଜାରି ରଖିଛି ଟିମ୍‌ ଇଣ୍ଡିଆ। ଲଗାତାର ଦୁଇଟି ମ୍ୟାଚ୍‌ରେ ପରାଜିତ ହେବା ପରଠାରୁ ଦଳକୁ ବିଭିନ୍ନ ମହଲରେ ସମାଲୋଚନାର ଶିକାର ହେବାକୁ ପଡ଼ିଛି। ରବିବାର ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ମ୍ୟାଚ୍‌ରେ ୮ ଉଇକେଟରେ ପରାସ୍ତ…

ପଦ୍ମଶ୍ରୀରେ ସମ୍ମାନିତ ହେବେ କଙ୍ଗନା-ଏକତା-କରନ୍‌

ମୁମ୍ବାଇ: ବଲିଉଡ୍‌ କୁଇନ୍‌ କଙ୍ଗନା ରଣାୱାତଙ୍କୁ ମିଳିବ ପଦ୍ମଶ୍ରୀ ପୁରସ୍କାର । ଜାତୀୟ ପୁରସ୍କାର ପରେ ତାଙ୍କୁ ଏହି ସମ୍ମାନ ମିଳିବ। ତାଙ୍କ ସହ ପ୍ରସିଦ୍ଧ ଫିଲ୍ମ ନିର୍ମାତା ଏକତା କପୁର ଓ କରନ୍‌ ଜୋହରଙ୍କୁ ମଧ୍ୟ ଏହି ପୁରସ୍କାରରେ ସମ୍ମାନିତ…

୧୦ ବର୍ଷ ପରେ ମା’ଙ୍କ ହସ ଦେଖିଥିଲି: ସାରା

ବମ୍ବେ: ବୟସରେ କମ୍‌ ହୋଇଥିବା ସତ୍ତ୍ୱେ ସୈଫ ଅଲ୍ଲୀ ଖାନ୍‌ଙ୍କ ହାତ ଧରିଥିଲେ ଅଭିନେତ୍ରୀ ଅମୃତା ସିଂହ। ହେଲେ ପରେ ଉଭୟ ଅଲଗା ହୋଇଯାଇଥିଲେ। ଏବେ ଅମୃତାଙ୍କ ଝିଅ ସାରା ଅଲ୍ଲୀ ଖାନ ବଲିଉଡ୍‌ରେ ଡେବ୍ୟୁ କରିସାରିଲେଣି। ଅଭିନେତ୍ରୀ ଭାବେ ନିଜର…

ଦୁନିଆ ଛାଡିଲେ, ୪ ଜଣଙ୍କୁ ନୂଆ ଜୀବନ ଦେଇଗଲେ ରାଜକୁମାର

କନ୍ନଡ ସିନେମାର ଅଭିନେତା ପୁନିତ ରାଜକୁମାର ଜଣେ ଅଭିନେତା ତଥା ସାମାଜିକ କର୍ମୀ ମଧ୍ୟ ଥିଲେ। ଗତ ଅକ୍ଟୋବର ୨୯ରେ ୪୬ ବର୍ଷ ବୟସରେ ସେ ଦୁନିଆକୁ ଅଲବିଦା କହିଥିଲେ। ପୁନିତ ତାଙ୍କ ମୃତ୍ୟୁ ପରେ ଆଖି ଦାନ କରିଥିଲେ। ଏହି…

ଏଠାରେ ରହିଛି ସୁନାର ଦ୍ୱୀପ, ମତ୍ସ୍ୟଜୀବୀଙ୍କୁ ମିଳୁଛି ଗୋଟିଏ ପରେ ଗୋଟିଏ ସୁନା ଜିନିଷ

ସୁନା ଅଧିକ ମହଙ୍ଗା ହେବା ସହିତ ଲୋକଙ୍କୁ ଆକର୍ଷିତ ମଧ୍ୟ କରିଥାଏ। ଏହାର ମୂଲ୍ୟ ହେତୁ ସୁନା କିଣିବା ସମସ୍ତଙ୍କ ପକ୍ଷେ ସମ୍ଭବ ନୁହେଁ। କିନ୍ତୁ ଇଣ୍ଡୋନେସିଆରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ହଠାତ୍‌ ଏକ ନଦୀରୁ ସୁନା…

ପ୍ରେମିକାଙ୍କ ସହ ଗୋଟିଏ କାର୍‌ରେ ଆସିଲେ ସଲମାନ

ଉତ୍ସବର ସିଜିନ ଆସିଛି। ବିଭିନ୍ନ ସେଲିବ୍ରିଟିଙ୍କ ଘରେ ଦୀପାବଳି ପାର୍ଟି ଆରମ୍ଭ ହୋଇଛି। ନିକଟରେ ଫିଲ୍ମ ରମେଶ ତୈରାନୀ ଏକ ପାର୍ଟି ଦେଇଥିଲେ। ଏହି ପାର୍ଟିକୁ ସଲମାନ ଏବଂ ୟୁଲିଆ ଭଣ୍ଟୁର ଏକସଙ୍ଗେ ସମାନ କାରରେ ପହଞ୍ଚିଥିଲେ। ଏହି ସମୟରେ ସଲମାନ…

ଫିଲ୍ମ‘ସୂର୍ଯ୍ୟବଂଶୀ’କୁ ନେଇ ବଢୁଛି କ୍ରେଜ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ଏବଂ ଅଭିନେତ୍ରୀ କାଟ୍ରିନା କୈଫଙ୍କ ଯୋଡିକୁ ବେଶ୍‌ ପସନ୍ଦ କରନ୍ତି ଦର୍ଶକ। ପୁଣି ଥରେ ଏହି ଯୋଡିଙ୍କୁ ଦେଖିବାକୁ ମିଳିବ। ତାଙ୍କର ଅପକମିଙ୍ଗ ଫିଲ୍ମ ‘ସୂର୍ଯ୍ୟବଂଶୀ’କୁ ବେଶ୍‌ ଉତ୍ସାହର ଅପେକ୍ଷା କରିଛନ୍ତି ଦର୍ଶକ। ତେବେ…

ଏହି ଜିଲାରେ ଜଣେ ବି ବାଣ ବିକ୍ରି ପାଇଁ କରି ନାହାନ୍ତି ଆବେଦନ

ଛତ୍ରପୁର,୩।୧୧(ଡି.ଏନ୍‌.ଏ.): ରାତି ପାହିଲେ ଦୀପାବଳି । ଆଲୋକର ଏହି ପର୍ବକୁ ପାଳନ କରିବା ପାଇଁ ଲୋକେ ପ୍ରସ୍ତୁତି ଶେଷ କରିଛନ୍ତି। ତେବେ ପରିବେଶ ପ୍ରଦୂଷଣକୁ ଆଖି ଆଗରେ ରଖି ଏଥର ସରକାର ବାଣ ଫୁଟାଇବା ଉପରେ ସମ୍ପୂର୍ଣ୍ଣ ପ୍ରତିବନ୍ଧକ ଲଗାଇବା ପରିବର୍ତ୍ତେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri