Home Left

ଏମିତି ଫଟୋ ଶେୟାର ଶୁଭମନ୍‌, ପ୍ରଶଂସକ କହିଲେ ସାରାଙ୍କ ସହ ବ୍ରେକ୍‌ଅପ୍‌ ହୋଇଗଲା କି

ଭାରତୀୟ କ୍ରିକେଟ ଦଳର ତାରକା ବ୍ୟାଟ୍ସମ୍ୟାନ ଶୁଭମନ ଗିଲ ଏବେ ଛୁଟି କାଟୁଛନ୍ତି। ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ରେ କୋଲକାତା ନାଇଟ ରାଇଡର୍ସ (କେକେଆର୍‌) ବ୍ୟାଟ୍ସମ୍ୟାନ ଶୁଭମନ ଗିଲ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ନିକଟରେ ସେ ଶୁଭମନ ତାଙ୍କ…

ବଡ଼ବଡୁଆ ଡାକିବାକୁ କାଉଁରିଆ କାଠି ମିଳୁନି

ପାଟକୁରା,୩ା୧୧ (ଡି.ଏନ.ଏ.): ଦୀପାବଳିରେ ପିତୃପୁରୁଷଙ୍କ ପାଇଁ ପରିବାର ଲୋକେ କାଉଁରିଆ କାଠି ଜାଳି ବଡ଼ବଡୁଆ ଡାକିଥା’ନ୍ତି। କିନ୍ତୁ ଏବେ ଏହି କାଉଁରିଆ କାଠିର ଅଭାବ ପରିଲକ୍ଷିତ ହେଉଛି। ପୂର୍ବରୁ ଲାଭଜନକ ଫସଲ ଭାବେ ନଳିତା ଚାଷକୁ ଚାଷୀମାନେ ଆପଣାଇ ନେଇଥିଲେ। ନଳିତା…

ବେଆଇନ ବାଣ ବିକ୍ରି, ବ୍ୟବହାର କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩।୧୧(ବ୍ୟୁରୋ):ସବୁଜ ବାଣ ବିକ୍ରି ଓ ବ୍ୟବହାର ସମ୍ବନ୍ଧିତ ସୁପ୍ରିମକୋର୍ଟ ଏବଂ ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ସହ ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ ଗାଇଡ୍‌ଲାଇନକୁ କଡ଼ାକଡ଼ି ଭାବେ ଲାଗୁ କରିବା ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସମସ୍ତ ଜିଲାପାଳ ଓ…

ଏବେ ବି ଚୁଆପାଣି ଉପରେ ଭରସା

ନୂଆଗାଁ,୩।୧୧(ଡି.ଏନ.ଏ.):ଲୋକଙ୍କ ସମସ୍ୟା ଦୂର କରିବା ପାଇଁ ସରକାର ବିଭିନ୍ନ ଯୋଜନା ପ୍ରସ୍ତୁତ କରୁଛନ୍ତି। ସେଥିମଧ୍ୟରୁ ପାନୀୟ ଜଳ ଏକ ପ୍ରମୁଖ ସମସ୍ୟା। ସେଥିପାଇଁ ସରକାର ଅଧିକ ଗୁରୁତ୍ୱ ଦେବା ସହ ପ୍ରତିଗାଁକୁ କିଭଳି ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ ସେଥିପାଇଁ…

ପାରିବାରିକ କଳହରୁ ଜୀବନ ଯାଉଛି

ଭୁବନେଶ୍ୱର, ୩।୧୧(ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରରେ ବିଗତ ଦିନରେ ଘଟିଥିବା କେତେକ ଘଟଣାରୁ ମାନବିକତା ହଜିଯାଉଥିବା ଭଳି ମନେ ହେଉଛି। ଭୀମଟାଙ୍ଗି ଅଞ୍ଚଳରେ ଘରେ ପଶି ମହିଳାଙ୍କ ତଣ୍ଟି କାଟି ହତ୍ୟା, ମନୀଷ ଅନୁରାଗ ଦାସ ହତ୍ୟାକାଣ୍ଡ, ଜୟଦେବ ବିହାର, ସିଆର୍‌ପି ଛକ ଗୋଷ୍ଠୀ…

ପୁଅ, ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା

ଭୁବନେଶ୍ୱର, ୩ା୧୧(ବ୍ୟୁରୋ):ଆର୍ଥିକ ଅନଟନ ଓ ପାରିବାରିକ କଳହ ଆଉ ୨ଟି ଜୀବନ ନେଇଛି। ରାଜଧାନୀ ଉପକଣ୍ଠ ତମାଣ୍ଡୋ ଥାନା ଅନ୍ତର୍ଗତ କଳିଙ୍ଗନଗର ଅଞ୍ଚଳରେ ମଙ୍ଗଳବାର ଘଟିଛି ଡବଲ ମର୍ଡର। ଅବନ୍ତୀ ମଙ୍ଗରାଜ ନାମକ ଜଣେ ବ୍ୟକ୍ତି ତାଙ୍କ ୯ବର୍ଷର ପୁଅ ଦିପ୍ତିଦୀପକ…

ଅଜବ ପରିବାର, ରହିବାକୁ ଖୋଜୁଛନ୍ତି ଏମିତି ଘର

ସାଧାରଣତଃ ଯଦି କୌଣସି ଘରେ ଭୁତ କିମ୍ବା ପ୍ରେତ ଥିବାର ସନ୍ଦେହ ହୁଏ ଲୋକେ ସେ ଘର ଛାଡି ଅନ୍ୟତ୍ର ରହିବାକୁ ପସନ୍ଦ କରନ୍ତି। କିନ୍ତୁ ଇଂଲଣ୍ଡରେ ରହୁଥିବା ବେକ୍ସ ପାମର ଏବଂ ତାଙ୍କ ସ୍ବାମୀ ସେନ୍‌ ଯେଉଁଠାରେ ଭୂତ କିମ୍ବା…

ରେକର୍ଡ ଠାରୁ ହାତେ ଦୂରରେ ରିଜଓ୍ବାନ

ଆବୁଧାବି,୩।୧୧: ଗୋଟିଏ ବର୍ଷରେ ଅନ୍ତର୍ଜାତୀୟ ଟି୨୦ରେ ସର୍ବାଧିକ ରନ୍‌ କରିବାର ରେକର୍ଡ ଠାରୁ ହାତେ ଦୂରରେ ଅଛନ୍ତି ପାକିସ୍ତାନ ଓପନର ମହମ୍ମଦ ରିଜଓ୍ବାନ। ଚମତ୍କାର ଫର୍ମରେ ଥିବା ରିଜଓ୍ବାନ ଏପର୍ଯ୍ୟନ୍ତ ୨୦୨୧ରେ ୧୬୬୧ ରନ୍‌ କରିସାରିଛନ୍ତି। ତେବେ ଗୋଟିଏ ବର୍ଷ ଅନ୍ତର୍ଜାତୀୟ…

‘ସଚ୍ଚୋଟ ଅଫିସର ୨ ଲକ୍ଷ ଟଙ୍କାର ଜୋତା ପିନ୍ଧନ୍ତି ନାହିଁ’

ମୁମ୍ବାଇ,୩।୧୧: ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି) ଜୋନାଲ ଡିରେକ୍ଟର ସମୀର ୱାଙ୍ଖଡେଙ୍କୁ ପୁଣି ଟାର୍ଗେଟ କରିଛନ୍ତି ମହାରାଷ୍ଟ୍ର ମନ୍ତ୍ରୀ ନୱାବ ମଲ୍ଲିକ। ୱାଙ୍ଖଡେ ଜଣେ ଦୁର୍ନୀତି ଖୋର ଅଫିସର। ସେ ବଟି ଆଦାୟ କରିବା ସହ ଅତି ଦାମୀ ପୋଷାକ ପିନ୍ଧନ୍ତି।…

ବିମାନରେ ମିଳିବ ଷ୍ଟାର୍‌ଲିଙ୍କ୍‌ ବ୍ରଡ୍‌ବ୍ୟାଣ୍ଡ

ନୂଆଦିଲ୍ଲୀ,୨।୧୧: ଆଗାମୀ ଦିନରେ ବିମାନଗୁଡ଼ିକରେ ଷ୍ଟାର୍‌ଲିଙ୍କ୍‌ ବ୍ରଡ୍‌ବ୍ୟାଣ୍ଡ୍‌ ସୁବିଧା ଉପଲବ୍ଧ ହେବ। ଏ ନେଇ ବିମାନ କମ୍ପାନୀଗୁଡ଼ିକ ସହ ଆଲୋଚନା ଚାଲିଥିବା ସୂଚନା ଦେଇଛନ୍ତି ବିଲିୟନେୟାର ଉଦ୍ୟୋଗୀ ଏଲନ ମସ୍କ। ରକେଟ କମ୍ପାନୀ ସ୍ପେସ୍‌ ଏକ୍ସ ପକ୍ଷରୁ ଷ୍ଟାର୍‌ଲିଙ୍କ୍‌ ହେଉଛି ସାଟେଲାଇଟ…

ଦ୍ୱିତୀୟ ବିବାହ କରିବେ ଅନୁପମା

ବମ୍ବେ: ଦ୍ୱିତୀୟ ବିବାହ କରିବେ ଅନୁପମା। ଖୁବ୍‌ଶୀଘ୍ର ଧାରାବାହିକରେ ଦେଖିବାକୁ ମିଳିବ ଅନେକ ଟୁଇଷ୍ଟ ଆଣ୍ଡ ଟର୍ନ। ଏବେ ଅନୁପମା ଶାଶୁଘର ଛାଡ଼ି ଚାଲିଯାଇଥିବା ବେଳେ ଆଗାମୀ ଦିନରେ ଦେଖିବାକୁ ମିଳିବ ଏପରି କିଛି। ଧାରାବାହିକ ‘ଅନୁପମା’ରେ ବାପୁଜୀଙ୍କ ପାଇଁ ଅନେକ…

କୋହଲିଙ୍କ ସମର୍ଥନରେ ଏମିତି ଲେଖିଲେ ରାହୁଲ

ନୂଆଦିଲ୍ଲୀ,୨।୧୧: କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ମଙ୍ଗଳବାର ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲିଙ୍କ ସମର୍ଥନରେ ଟୁଇଟ୍‌ କରିଛନ୍ତି। ଚଳିତ ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନ ଠାରୁ ଭାରତ ପରାସ୍ତ ହେବା ପରେ ମହମ୍ମଦ ଶାମିଙ୍କ ସମର୍ଥନରେ ବାହାରିବା କାରଣରୁ କୋହଲିଙ୍କ ଝିଅକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri