Home Left

ଶେଷରେ ଗିରଫ ହେଲେ ଅନିଲ ଦେଶମୁଖ

ମୁମ୍ବାଇ୨।୧୦: ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ ସମସ୍ୟା ବଢିବାରେ ଲାଗିଛି। ୧୦୦ କୋଟି ଏକ୍ସଟୋରସନ ମାମଲାରେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ସୋମବାର ବିଳମ୍ବିତ ରାତିରେ ଅନିଲ ଦେଶମୁଖଙ୍କୁ ଗିରଫ କରିଛି। ସେ ଅନେକ ଦିନ ନିଖୋଜ ହେବା ପରେ ସୋମବାର…

ଉନ୍ନତ ବିକ୍ରି ଆଶାରେ ଜୁଏଲର୍ସ

ଭୁବନେଶ୍ୱର,୨।୧୧: ପୂର୍ବ ବର୍ଷ ଅପେକ୍ଷା ଚଳିତ ବର୍ଷ କରୋନା ସ୍ଥିତି ବଜାର ଉପରେ ଏତେଟା ନାହିଁ। ଏବେ କଟକଣା ମଧ୍ୟ କୋହଳ ହୋଇଛି। ସୁନା ଦର ମଧ୍ୟ ପୂର୍ବାପେକ୍ଷା ଶସ୍ତା ରହିଛି। ମଙ୍ଗଳବାର ଧନ୍‌ତେରସ ପଡ଼ୁଛି। ଏହିଦିନ ସୁନା କିଣିଲେ ଶୁଭ…

ପୋଷାକ ବଦଳାଇବାରେ ମୋଦିଙ୍କୁ ପଛରେ ପକାଇଦେଇଛନ୍ତି ଓ୍ବାଙ୍ଖଡେ

ମୁମ୍ବାଇ,୨।୧୧: ମୁମ୍ବାଇର ଡ୍ରଗ୍ସ ମାମଲାରେ ମହାରାଷ୍ଟ୍ର ମନ୍ତ୍ରୀ ନବାବ ମଲିକ ପୁଣି ବର୍ଷିଛନ୍ତି। ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀ ଡକାଇ ସେ ଭାଜପା ନେତା ଦେବେନ୍ଦ୍ର ଫଡନଭିସ ଏବଂ ଏନସିବି ଜୋନାଲ ନିର୍ଦ୍ଦେଶକ ସବୀର ଓ୍ବାଙ୍ଖଡେଙ୍କୁ ଟାର୍ଗେଟ କରିଥିତ୍ଲେ। ସେ କହିଛନ୍ତି,…

ଏହି କ୍ରିକେଟର୍‌ଙ୍କ ପରଲୋକ

ଲଣ୍ଡନ,୨।୧୧: ଇଂଲଣ୍ଡ ଦଳ ଟି -୨୦ ବିଶ୍ୱକପ ୨୦୨୧ ର ସେମିଫାଇନାଲରେ ପ୍ରବେଶ କରିଛି। ତେବେ ଇଂଲଣ୍ଡ ଦଳ ସେମିଫାଇନାଲରେ ପହଞ୍ଚିବାର ଖୁସି ଫିକା ପଡିଯାଇଛି। ଇଂଲଣ୍ଡର ପୂର୍ବତନ ବୋଲର ଆଲାନ ଇଗଲ୍ସଡେନ ପରଲୋକ ଘଟିଛି। ତାଙ୍କୁ ୫୭ ବର୍ଷ ବୟସ…

ବଦଳିଲା ଫୈଜାବାଦ ଜଙ୍କସନର ନାମ

ଲକ୍ଷ୍ନୌ,୨ ।୧୧: ଉତ୍ତର ପ୍ରଦେଶର ଫୈଜାବାଦ ରେଲୱେ ଜଙ୍କସନର ନାମ ପରିବର୍ତ୍ତନ କରାଯାଇ ଅଯୋଧ୍ୟା କାଣ୍ଟ କରିଦିଆଯାଇଛି । ଏହାକୁ ନେଇ ଅଧିସୂଚନା ଜାରି କରାଯାଇଛି । ପ୍ରମୁଖ ସଚିବ ଲୋକ ନିର୍ମାଣ ବିଭାଗ ନିତିନ ରମେଶ ଗୋକର୍ନ ଏହି ଅଧିସୂଚନା…

୫୦ ଲକ୍ଷ ଟପିଲା କୋଭିଡ୍‌ ମୃତ୍ୟୁ

ଓ୍ବଶିଂଟନ, ୨।୧୧: ସାରା ବିଶ୍ୱରେ କୋଭିଡ୍‌-୧୯ ମହାମାରୀ ଜନିତ ମୃତ୍ୟୁସଂଖ୍ୟା ଇତିମଧ୍ୟରେ ୫୦ ଲକ୍ଷ ଅତିକ୍ରମ କରିଛି। ୨ ବର୍ଷରୁ କମ୍‌ ସଙ୍କଟ କାଳରେ କେବଳ ଦରିଦ୍ର ଦେଶଗୁଡ଼ିକ ଯେ ବିପର୍ଯ୍ୟସ୍ତ ହୋଇଛନ୍ତି ତାହା ନୁହେଁ, ଉନ୍ନତ ସ୍ବାସ୍ଥ୍ୟସେବା ଭିତ୍ତିଭୂମି ଥିତ୍ବା…

ମୋ ଉପରେ ଅଯଥା ଟଙ୍କା ଖର୍ଚ୍ଚ କର ନାହିଁ: କାହିଁକି ଏମିତି କହିଲେ ଧୋନୀ

ନୂଆଦିଲ୍ଲୀ,୨।୧୧: ଆଇପିଏଲ ୨୦୨୨ ପୂର୍ବରୁ ମେଗା ନିଲାମ ଅନୁଷ୍ଠିତ ହେବ। କିଛି ମନୋନୀତ ଖେଳାଳିଙ୍କ ବ୍ୟତୀତ ସମସ୍ତଙ୍କୁ ନିଲାମରେ ସାମିଲ ହେବାକୁ ପଡିବ। ଏହି ସମୟରେ, ସିଏସକେ ଅଧିନାୟକ ଏମଏସ ଧୋନୀ ଚାହୁଁ ନାହାଁନ୍ତି ଯେ ତାଙ୍କ ଦଳ ତାଙ୍କୁ ବଜାୟ…

ଏହି ଅଭିନେତ୍ରୀଙ୍କ ପାଇଁ ଚାଲୁଥିଲା ଜିତେନ୍ଦ୍ରଙ୍କ ପରିବାର

ବଲିଉଡର ଭେଟେରାନ ଅଭିନେତାମାନଙ୍କ ମଧ୍ୟରୁ ଜିତେନ୍ଦ୍ର ଅନ୍ୟତମ। ସେ ତାଙ୍କ ସମୟର ଜଣେ ପ୍ରସିଦ୍ଧ ଅଭିନେତା ଥିଲେ । ଯଦିଓ ବର୍ତ୍ତମାନ ସେ ଚଳଚ୍ଚିତ୍ରରୁ ନିଜକୁ ଦୂରେଇ ରଖିଛନ୍ତି, କିନ୍ତୁ ତାଙ୍କର ଅନେକ ଚଳଚ୍ଚିତ୍ରକୁ ଦର୍ଶକ ଆଜିବି ମନେ ରଖିଛନ୍ତି। ସେ…

କୋଭିଡ୍‌ ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ପାଇଁ ୩ରୁ ଆବେଦନ

ଭୁବନେଶ୍ୱର,୨।୧୧(ବ୍ୟୁରୋ): ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ କରୋନା ସଂକ୍ରମଣରେ ମୃତ୍ୟୁବରଣ କରିଥିବା ଲୋକଙ୍କ ପରିବାର କିମ୍ବା ନିକଟତମ ସମ୍ପର୍କୀୟଙ୍କୁ ୫୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିବେ ରାଜ୍ୟ ସରକାର। ଏହି ଆର୍ଥିକ ସହାୟତା ପ୍ରଦାନ ପ୍ରକ୍ରିୟାକୁ ସୁଗମ କରିବା ପାଇଁ…

ଡାକ୍ତରଙ୍କ ସାଢେ ୭ ଲକ୍ଷ ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତି ନିର୍ଦ୍ଦେଶ

କଟକ ଅଫିସ,୨।୧୧: ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟର ପୂର୍ବତନ ମେଡିସିନ ସ୍ପେଶାଲିଷ୍ଟ ଡାକ୍ତର ଧ୍ରୁବଚରଣ ନାଥଙ୍କ ୭ଲକ୍ଷ ୫୫ ହଜାର ୪୨୭ ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତି କରାଯିବ। ଏନେଇ ଗତ ୩୦ ତାରିଖରେ କଟକ ଭିଜିଲାନ୍ସ ସ୍ବତନ୍ତ୍ର କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।…

ପ୍ରଥମ ଭର୍ଚୁଆଲ କୋର୍ଟରୁମ୍‌ ଉଦ୍‌ଘାଟିତ

କଟକ ଅଫିସ,୨।୧୧: ଅନୁଗୋଳ ଓ ନୟାଗଡ଼ ଜିଲାରେ ରାଜ୍ୟର ପ୍ରଥମ ମଡେଲ ଭର୍ଚୁଆଲ କୋର୍ଟରୁମ୍‌ ଉଦ୍‌ଘାଟିତ ହୋଇଯାଇଛି। ସୋମବାର ଭିଡିଓ କନଫରେନ୍ସ ମାଧ୍ୟମରେ ସୁପ୍ରିମକୋର୍ଟ ବିଚାରପତି ତଥା ଇ-କମିଟି ଚେୟାରମ୍ୟାନ ଜଷ୍ଟିସ ଡି.ୱାଇ. ଚନ୍ଦ୍ରଚୂଡ଼ ପ୍ରଥମ ମଡେଲ ଭର୍ଚୁଆଲ କୋର୍ଟରୁମ୍‌କୁ ଉଦ୍‌ଘାଟନ…

ଏଏସ୍‌ଆଇଙ୍କ ନାମରେ ଅନୈତିକ ସମ୍ପର୍କ ଅଭିଯୋଗ

ରାଇଘର, ୨।୧୧(ଡି.ଏନ.ଏ.): ନବରଙ୍ଗପୁର ଜିଲା ରାଇଘର ପୋଲିସ ଏଏସ୍‌ଆଇ ବଟକୃଷ୍ଣ ଗୌଡ଼ଙ୍କ ନାମରେ ଜଣେ ବୃଦ୍ଧା ସଙ୍ଗୀନ ଅଭିଯୋଗ ଆଣିଛନ୍ତି। ସମ୍ପୃକ୍ତ ଏଏସ୍‌ଆଇ ତାଙ୍କ ପୁତ୍ରବଧୂଙ୍କ ସହିତ ଅନୈତିକ ସମ୍ପର୍କ ରଖି ପରିବାର ଉଜାଡ଼ି ଦେଇଥିବା ସେ କହିଛନ୍ତି। ଏ ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri