Home Left

ଅଯୋଧ୍ୟାରେ ଜଳିବ ସାଢେ ୯ ଲକ୍ଷ ଦୀପ

ଲକ୍ଷ୍ନୌ,୧।୧୧: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଛୋଟ ଦୀପାବଳି ଅର୍ଥାତ୍‌ ନଭେମ୍ବର ୩ରେ ଅଯୋଧ୍ୟାରେ ଥିବା ରାମ କି ପ୍ୟାଡି ଘାଟରେ ନଅ ଲକ୍ଷ ୫୧ ହଜାର ଦୀପ ଜାଳିବାର ଲକ୍ଷ୍ୟ ରଖିଛନ୍ତି। ଏହି ଲକ୍ଷ୍ୟକୁ ସଫଳ କରିବା ପାଇଁ ରାମ…

ବିବାହରେ ଗୀତ ବାଜିବାରୁ ୧୩ ଜଣଙ୍କୁ ହତ୍ୟା କଲେ ତାଲିବାନ

କାବୁଲ,୧।୧୧: ତାଲିବାନ ଶାସନର ଆଉ ଏକ କ୍ରୁର ଚିତ୍ର ଦେଖିବାକୁ ମିଳିଛି। ବିବାହରେ ମାଇକ୍‌ ବାଜିବାରୁ ତାଲିବାନ ମାନେ ୧୩ ଜଣଙ୍କୁ ହତ୍ୟା କରିଛନ୍ତି। ଆଫଗାନିସ୍ତାନର ପୂର୍ବତନ ଉପରାଷ୍ଟ୍ରପତି ଅମରୁଲ୍ଲା ସାଲେହ ଏହି ସୂଚନା ଟୁଇଟର୍‌ ଯୋଗେ ଦେଇଛନ୍ତି। ସେ ଟୁଇଟ୍‌…

ଏମିତି ଶିଶୁ ଜନ୍ମଦେଲେ ମହିଳା; ଡାକ୍ତର ହେଲେ ଆଶ୍ଚର୍ଯ୍ୟ

ଲଣ୍ଡନ,୧।୧୧: ବ୍ରିଟେନର ଜଣେ ବ୍ରିଟିଶ ମହିଳା ଏକ ଭାରୀ ସନ୍ତାନ ଜନ୍ମ ଦେଇଛନ୍ତି। ୩୧ ବର୍ଷିୟ ଚେରାଲ ମିଚେଲ ନାମକ ଜଣେ ମହିଳା ପ୍ରାୟ ସାଢେ ୬ କିଲୋଗ୍ରାମର ଏକ ସନ୍ତାନ ଜନ୍ମ ଦେଇଛନ୍ତି। ଏହା ବ୍ରିଟେନର ତୃତୀୟ ଭାରୀ ନବଜାତ…

୬୦ ବର୍ଷ ପୁରୁଣା ଅଶ୍ୱତ୍ଥ ଗଛ କାଟିବା ଉପରେ ରୋକ ଲଗାଇଲେ ହାଇକୋର୍ଟ…

ନୂଆଦିଲ୍ଲୀ,୧।୧୧: ରାଜଧାନୀ ଦିଲ୍ଲୀର ଇନ୍ଦରପୁରୀଠାରେ ଥିବା ଏକ ୬୦ ବର୍ଷ ପୁରୁଣା ଅଶ୍ୱତ୍ଥ ଗଛକୁ କାଟିବା ପାଇଁ ହେଉଥିବା ଯୋଜନା ଉପରେ ରୋକ ଲାଗିଛି। ଦିଲ୍ଲୀ ହାଇକୋର୍ଟ ଏନେଇ ନିର୍ଦ୍ଦେଶ ଜାରି କରିଛନ୍ତି। ବରିଷ୍ଠ ଆଇନଜୀବୀ ଏନ୍‌.ହରିହରନ୍‌ଙ୍କ ପକ୍ଷରୁ ଦାଖଲ ହୋଇଥିବା…

ସ୍ତ୍ରୀଙ୍କ ଜିଦ୍‌ ଆଗରେ ହାର୍‌ ମାନିଲେ ସ୍ବାମୀ: ପ୍ରେମିକ ସହ କଲେ…

କାନପୁର,୧।୧୧: ଉତ୍ତରପ୍ରଦେଶର କାନପୁରରେ ବଲିଉଡର ୧୯୯୯ ବ୍ଲକବଷ୍ଟର ‘ହମ ଦିଲ ଦେ ଚୁକେ ସନମ’ର ଏକ ପ୍ରକୃଷ୍ଟ ଉଦାହରଣ ସାମ୍ନାକୁ ଆସିଛି। କାନପୁରର ଜଣେ ବ୍ୟକ୍ତି ପାଞ୍ଚ ମାସ ପୂର୍ବରୁ ବିବାହ କରିଥିଲେ। ତା’ପରେ ପରିସ୍ଥିତି ଏପରି ହେଲା ଯେ ସେ…

ଦୀପାବଳିରେ ବାଣଫୁଟାକୁ ଅନୁମତି: କେବଳ ଫୁଟିବ ଗ୍ରୀନ କ୍ରାକର

କଟକ ଅଫିସ,୧।୧୧: ଚଳିତ ବର୍ଷ ଦୀପାବଳିରେ ବାଣଫୁଟାକୁ ଅନୁମତି ମିଳିଛି। ତେବେ କେବଳ ଗ୍ରୀନ କ୍ରାକର ବିକ୍ରି ପାଇଁ ସୋମବାର ହାଇକୋର୍ଟ ଅନୁମତି ପ୍ରଦାନ କରିଛନ୍ତି । ଅଲ ଓଡ଼ିଶା ଫାୟାର ଓ୍ବାର୍କସ ଡିଲରର୍ସ ଆସୋସିଏଶନ ପକ୍ଷରୁ ହୋଇଥିବା ଆବେଦନକୁ କୋର୍ଟ…

ଗ୍ଲାସଗୋରେ ମୋଦି

ଏଡିନବର୍ଗ,୧ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ସ୍କଟଲ୍ୟାଣ୍ଡର ସହର ଗ୍ଲାସଗୋରେ ପହଞ୍ଚିଛନ୍ତି । ରବିବାର ସେଠାରେ ଆରମ୍ଭ ହୋଇଥିବା ଜାତିସଂଘ ଜଳବାୟୁ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ସେ ପହଞ୍ଚିଛନ୍ତି । ଏହି ସମ୍ମିଳନୀରେ ଗ୍ଲୋବାଲ ୱାର୍ମିଂଠାରୁ ଦୂରେଇ ରହିବାକୁ…

ଫଡନବିଶଙ୍କୁ ଉଦ୍ଧବଙ୍କ ପ୍ରଶ୍ନ, ପାକିସ୍ତାନ ଉପରେ କେବେ ପଡିବ ବୋମା

ମୁମ୍ବାଇ,୧ ।୧୧: କ୍ରୁଜ ଡ୍ରଗ୍ସ ମାମଲାରେ ରାଜନୀତି ବେଳକୁ ବେଳ ସରଗରମ ହେଉଥିବା ବେଳେ ଏବେ ଏଥିରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ଏଣ୍ଟ୍ରି ହୋଇଯାଇଛି । ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ଦୀପାବଳି ପରେ ବୋମା ଫୁଟାଇବା ଭଳି…

ଭାରତ ହାରିବା ପରେ ଲାଇଭ୍‌ ଶୋ’ରେ ନାଚିଲେ ପାକିସ୍ତାନ ଖେଳାଳି

ଇସଲାମାବାଦ,୧।୧୧:ଟି -୨୦ ବିଶ୍ୱକପରେ ଭାରତକୁ କ୍ରମାଗତ ଦ୍ୱିତୀୟ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ରବିବାର ନ୍ୟୁଜିଲାଣ୍ଡ ଭାରତକୁ ୮ ଉଇକେଟରେ ପରାସ୍ତ କରିଛି। ଏହାପୂର୍ବରୁ ପାକିସ୍ତାନ ଓପନିଂ ମ୍ୟାଚ୍‌ରେ ଭାରତକୁ ୧୦ ଉଇକେଟ୍‌ରେ ପରାସ୍ତ କରିଥିଲା। ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତୀୟ ବ୍ୟାଟିଂ…

ଭାଇରସ୍‌କୁ ପ୍ରତିହତ କରିବ ବ୍ୟାକ୍ଟେରିଆ

ଅନେକ ସମୟରେ ଆମେ ବ୍ୟାକ୍ଟେରିଆ କିମ୍ବା ଭାଇରସ୍‌ଜନିତ ରୋଗ ଦ୍ୱାରା ଆକ୍ରାନ୍ତ ହୋଇଥାଉ। ହେଲେ ଭାରଇସକୁ ପ୍ରତିହତ କରିବାକୁ ଡର୍‌ହାମ୍‌ ୟୁନିଭର୍ସିଟିର ବିଶେଷଜ୍ଞମାନଙ୍କ ଦ୍ୱାରା ଏକ ପ୍ରକାର ବ୍ୟାକ୍ଟେରିଆ ନିକଟରେ ଉଦ୍ଭାବିତ ହୋଇଛି। କେବଳ ସେତିକି ନୁହେଁ, ଶରୀରରେ ରୋଗ ପ୍ରତିରୋଧକ…

ଦୀପାବଳି ଦିନ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଜାରି ହେବ ୧୪୪ ଧାରା

ପୁରୀ ଅଫିସ,୧।୧୧: ଆସନ୍ତା ୪ ତାରିଖରେ ପବିତ୍ର ଦୀପାବଳି ଓ ପୟାଶ୍ରାଦ୍ଧ। ଏହି ଅବସରରେ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବା ସହ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ୧୪୪ଧାରା ଜାରି ହେବ। ପରମ୍ପରା ଅନୁଯାୟୀ ଦୀପାବଳି ଦିନ ଭକ୍ତମାନେ ବଡବଡୁଆ ଡାକିବା ପାଇଁ…

ନୋବେଲ ପୁରସ୍କାର-୨୦୨୧ : ରସାୟନ ବିଜ୍ଞାନ

ଦୀର୍ଘଦିନ ଧରି ରାସାୟନିକ ପ୍ରତିକ୍ରିୟାମାନଙ୍କରେ ଉତ୍‌ପ୍ରେରକ ରୂପେ ବ୍ୟବହୃତ ହୋଇ ଆସୁଥିଲା କେତେକ ଧାତୁ ଏବଂ ଏନ୍‌ଜାଇମ୍‌। ତେବେ ଏକ ତୃତୀୟ ଶ୍ରେଣୀର ଉତ୍‌ପ୍ରେରକ ଆବିଷ୍କାର କରି ଚଳିତ ବର୍ଷ ରସାୟନ ବିଜ୍ଞାନରେ ନୋବେଲ ପୁରସ୍କାର ଲାଭ କରିଛନ୍ତି ଜର୍ମାନୀର ମାକର୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri