ଗଞ୍ଜାମ ବ୍ଲକ ଅକ୍ତିଆର କଲା ବିଜେଡି
ଗଞ୍ଜାମ,୧୨ା୩(ଡି.ଏନ୍.ଏ.): ପଞ୍ଚାୟତ ସମିତି ପାଇଁ ଶନିବାର ଅଧ୍ୟକ୍ଷା ପଦବୀ ନିମନ୍ତେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଜେଡି ପ୍ରାର୍ଥିନୀ ଶ୍ରୀମତୀ ଶର୍ମିଷ୍ଠା ପ୍ରଧାନ ୧୫ ଜଣ ସମିତି ସଭ୍ୟ ମଧ୍ୟରୁ ୧୦ ଜଣ ସମିତିସଭ୍ୟଙ୍କ ଭୋଟ୍ ପାଇଛନ୍ତି। ଅନ୍ୟପକ୍ଷରେ ତାଙ୍କ ନିକଟତମ…
ଗିରଫ ହେବେ ଚିଲିକା ବିଧାୟକ; ଲାଗିଲା ହତ୍ୟା ଉଦ୍ୟମ ଦଫା
ଭୁବନେଶ୍ୱର, ୧୨।୩(ବ୍ୟୁରୋ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଲୋକଙ୍କ ଉପରେ ଗାଡ଼ି ମଡ଼ାଇବା ଘଟଣାରେ ଗିରଫ ହେବେ। ତାଙ୍କ ବିରୋଧରେ ହତ୍ୟା ଉଦ୍ୟମ ଦଫା ଲଗାଯାଇଥିବା ନେଇ ଶନିବାର କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ସୂଚନା ଦେଇଛନ୍ତି। ଅପରପକ୍ଷେ ଘଟଣାପରେ ଅଞ୍ଚଳରେ…
ଲେଫ୍ରିପଡ଼ା ବ୍ଲକ ଅଧ୍ୟକ୍ଷ ହେଲେ ନରେଶ ପ୍ରତାପ
ଲେଫ୍ରିପଡ଼ା,୧୨ା୩(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦ ପାଇଁ ଶନିବାର ଶାନ୍ତି ଶୃଙ୍ଖଳାର ସହ ଭୋଟ ଗ୍ରହଣ ହୋଇଛି। ଏଥିରେ ପୂର୍ବତନ ବିଧାୟକ ତଥା ବିଜେଡି ନେତା ଯୋଗେଶ କୁମାର ସିଂହଙ୍କ ବଡ଼ଭାଇ ନରେଶ ପ୍ରତାପ ସିଂହ ନିର୍ଦ୍ୱନ୍ଦ୍ୱରେ…
ଲାଞ୍ଜିଗଡ଼ରେ ୨୦ ବର୍ଷର ଗଡ଼ ଭାଙ୍ଗିଲା
ଲାଞ୍ଜିଗଡ,୧୨।୩(ଡି.ଏନ.ଏ.): ଦୀର୍ଘ ୨୦ବର୍ଷ ପର୍ଯ୍ୟନ୍ତ ପୁର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀଙ୍କ କବଜାରେ ରହିଥିଲା ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷ ପଦବୀ । ହେଲେ ଶନିବାର ବ୍ଲକ ଅଧ୍ୟକ୍ଷା ନିର୍ବାଚନରେ ଏଥିରେ ହୋଇଛି ପରିବର୍ତ୍ତନ। ସକାଳ ୯ଟାରେ ଅଜ୍ଞାତବାସରେ ଥିବା ୨୬ ପଞ୍ଚାୟତରେ ନିର୍ବାଚିତ…
‘ଟେବୁଲ୍ ଟପ୍ପର’ ହେବା ପରେ ଏପରି କହିଲେ ମିଥାଲି
ହାମିଲଟନ,୧୨।୩: ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଦମ୍ଦାର ପ୍ରଦର୍ଶନକୁ ଯୋଗୁ ଆଇସିସି ମହିଳା ବିଶ୍ୱକପ୍ର ଦ୍ୱିତୀୟ ମୁକାବିଲାରେ ବିଜେତା ହୋଇଛି ଭାରତ। ନିର୍ଧାରିତ ୫୦ ଓଭରରେ ୮ ଉଇକେଟ ହରାଇ ୩୧୭ ରନ୍ କରିଥିଲା ଦଳ। ଜବାବରେ ଓ୍ବେଷ୍ଟଇଣ୍ଡିଜ ୧୬୨ ରନ୍ରେ ଅଲଆଉଟ୍ ହୋଇଯାଇଥିଲା।…
ବ୍ଲକ ଅଧ୍ୟକ୍ଷ ପଦ ଜିତିଲେ ଚନ୍ଦନ
କେସିଙ୍ଗା,୧୨ା୩(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷ ନିର୍ବାଚନ ପାଇଁ କେସିଙ୍ଗା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା। ଶନିବାର ବିଜେଡି ସମର୍ଥିତ ଚନ୍ଦନ ସେନାପତି ଏବଂ ସ୍ବାଧୀନ ପ୍ରାର୍ଥିନୀ ରାଜଲକ୍ଷ୍ମୀ ପଟ୍ଟନାୟକ ନାମାଙ୍କନ ଦାଖଲ କରିଥିଲେ ଚନ୍ଦନ ୧୫ଟି…
ମା’ ହେଲେ ପୂଜା ବାନାର୍ଜୀ, ଘରକୁ ଆସିଲେ ନୂଆ ଅତିଥି
‘କସୋଟିି ଜିନ୍ଦେଗୀ କି ୨’ ଏବଂ ‘କୁମ୍ କୁମ ଭାଗ୍ୟ’ ଭଳି ଟିଭି ଶୋ’ରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିବା ଅଭିନେତ୍ରୀ ପୂଜା ବାନାର୍ଜୀ ଏକ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ପୂଜାଙ୍କ ଭାଇ ନୀଲ ବାନାର୍ଜୀ ଏକ ଇଣ୍ଟରଭ୍ୟୁରେ ଏହି…
ହାଟ୍ରିକ୍ କଲେ ନମିତା
କୋରାପୁଟ,୧୨ା୩(ସ୍ବ.ପ୍ର.): କୋରାପୁଟ ବ୍ଲକ ଅଧ୍ୟକ୍ଷା ଭାବେ ନମିତା ମାଝି ହାଟ୍ରିକ କରିଛନ୍ତି। ନମିତା ୪ ଖଣ୍ଡ ଭୋଟ୍ ବ୍ୟବଧାନରେ ବିଜୟୀ ହୋଇଥିବା ଜଣାଯାଇଛି। ଶନିବାର ମଧ୍ୟାହ୍ନରେ କୋରାପୁଟ ବ୍ଲକ ଅଧ୍ୟକ୍ଷା ପଦବୀ ନିମନ୍ତେ କଂଗ୍ରେସ ସମର୍ଥିତ ପ୍ରାର୍ଥୀ ମସ୍ତିପୁଟ ସମିତିସଭ୍ୟା ନମିତା…
ହୃଦୟ ଜିତିଲେ ସ୍ମୃତି ମନ୍ଧାନା
ହାମିଲଟନ,୧୨।୩: ଦ୍ୱିତୀୟ ମହିଳା ବିଶ୍ୱକପ୍ ମ୍ୟାଚ୍ରେ ଓ୍ବେଷ୍ଟଇଣ୍ଡିଜକୁ ହରାଇଛି ଭାରତୀୟ ମହିଳା କ୍ରିକେଟ ଟିମ୍। ମ୍ୟାଚ୍ ପରେ ୧୨୩ ରନ୍ କରିଥିବା ସ୍ମୃତି ମନ୍ଧାନାଙ୍କୁ ‘ପ୍ଲେୟାର ଅଫ୍ ଦ ମ୍ୟାଚ୍’ ଭାବେ ବିବେଚିତ କରାଯାଇଥିଲା। ହେଲେ ସେ ଏହି ପୁରସ୍କାରକୁ ହରମନପ୍ରିତଙ୍କ…
ପରଦାରେ ଟକ୍କର ଦେଉଛି ‘ଦ କଶ୍ମୀର ଫାଇଲ୍ସ’: ବ୍ୟବସାୟରେ ରଚିଲା କୀର୍ତ୍ତିମାନ
ବମ୍ବେ: ସୁପରଷ୍ଟାର ପ୍ରଭାସଙ୍କ ‘ରାଧେ ଶ୍ୟାମ’କୁ ପରଦାରେ ଟକ୍କର ଦେଉଛି ସତ୍ୟ ଘଟଣା ଉପରେ ଆଧାରିତ ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’। ମାତ୍ର ୬୩୦ ସିନେମାହଲ୍ରେ ରିଲିଜ ହୋଇଥିଲେ ହେଁ କୀର୍ତ୍ତିମାନ ରଚିଛି ଫିଲ୍ମ। ପ୍ରଥମ ଦିନରେ ଏହା ୩.୫୫ କୋଟି…
ସ୍ବାଧୀନ ପ୍ରାର୍ଥୀଙ୍କ ହାତକୁ ଗଲା ବ୍ଲକ ଅଧ୍ୟକ୍ଷା ପଦବୀ
କୁତ୍ରା,୧୨ା୩(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ କାର୍ଯ୍ୟାଳୟ ପରିସରରେ ଶନିବାର ପଞ୍ଚାୟତ ସମିତି ଅଧ୍ୟକ୍ଷା ପଦବୀ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସରିବା ପରେ ସମସ୍ତ ରାଜନୈତିକ ଦଳ ପକ୍ଷରୁ ଅଧ୍ୟକ୍ଷା ପଦ ପାଇଁ ଅଙ୍କକଷା ଚାଲିଥିଲା।…
ପାଟଣା, ସାହାରପଡ଼ା ବ୍ଲକ ଅଧ୍ୟକ୍ଷା ପଦ ଦଖଲ କଲା ବିଜେଡି
ପାଟଣା,୧୨ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକରେ ସୁକାନ୍ତି ନାଏକ ଓ ସାହାରପଡ଼ା ବ୍ଲକରେ ରୀନା ନାଏକ ବ୍ଲକ ଅଧ୍ୟକ୍ଷା ଭାବେ ନିର୍ବାଚିତ ହୋଇଛନ୍ତି। ଶନିବାର କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ବ୍ଲକ ଅଧ୍ୟକ୍ଷା ପଦବୀ ନିର୍ବାଚନ ଆରମ୍ଭ ହୋଇଥିଲା। ଉଭୟ ବ୍ଲକ…

