Home Left

ବାଜିବ ଶାହାନାଇ; ପ୍ରେମିକ ବିକ୍କିଙ୍କ ହାତ ଧରିବାକୁ ଯାଉଛନ୍ତି ଏହି ଚର୍ଚ୍ଚିତ ଅଭିନେତ୍ରୀ

ବମ୍ବେ: ଖୁବ୍‌ଶୀଘ୍ର ବାଜିବ ଶାହାନାଇ। ପ୍ରେମିକ ବିକ୍କି ଜୈନଙ୍କ ହାତ ଧରିବେ ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ। ଦୀର୍ଘଦିନରୁ ଉଭୟ ପରସ୍ପରକୁ ଡେଟ୍‌ କରୁଥିଲେ। ଏବେ କିନ୍ତୁ ଆଉ ପାଦେ ଆଗକୁ ଯାଇ ସମ୍ପର୍କ ଉପରେ ମୋହର ମାରିବାକୁ ଦୁହେଁ ନିଷ୍ପତ୍ତି ନେଇଛନ୍ତି।…

ପ୍ରସିଦ୍ଧ ଟ୍ରେଭି ଫାଉଣ୍ଟେନ୍‌ ବୁଲିବାକୁ ଗଲେ ମୋଦି

ରୋମ,୩୧।୧୦: ପାଞ୍ଚ ଦିନିଆ ବିଦେଶ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବର୍ତ୍ତମାନ ଇଟାଲୀର ରାଜଧାନୀ ରୋମରେ ଅଛନ୍ତି। ଜି -୨୦ ଶିଖର ସମ୍ମିଳନୀରେ ଭାଗ ନେବା ଅବସରରେ ସେ ରୋମର ଐହିହ୍ୟ ଉପଭୋଗ କରୁଛନ୍ତି। ରବିବାର ପ୍ରଧାନମନ୍ତ୍ରୀ ଅନ୍ୟ ବିଶ୍ୱ…

ମା’ଙ୍କ ପାଇଁ ଚିନ୍ତାରେ ବାବର

ଦୁବାଇ,୩୧।୧୦: ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୧୨ ପର୍ଯ୍ୟାୟରେ ଅପରାଜେୟ ଧାରା ଜାରି ରଖିଥିବା ପାକିସ୍ତାନ ଅଧିନାୟକ ବାବର ଆଜାମ ଏବେ ମାନସିକ ଚାପରେ ଅଛନ୍ତି। ଚିରପ୍ରତିଦ୍ୱନ୍ଦ୍ୱୀ ଭାରତ ବିପକ୍ଷ ମ୍ୟାଚ୍‌ ଖେଳିଲା ବେଳେ ବାବରଙ୍କ ମା’ ଭେଣ୍ଟିଲେଟରରେ ଥିଲେ। ଏ ନେଇ…

ଅଷ୍ଟ୍ରେଲିୟ କ୍ରିକେଟରଙ୍କ ବଡ଼ ଭବିଷ୍ୟବାଣୀ; ବିଶ୍ୱକପ୍‌ ଫାଇନାଲ ଖେଳିବେ…

ଦୁବାଇ, ୩୧।୧୦: ଏବେ ଟି-୨୦ ବିଶ୍ୱକପ୍‌ର ସୁପର-୧୨ ମୁକାବିଲା ଖେଳାଯାଉଛି। ଏହାପରେ ସେମିଫାଇନାଲ ଏବଂ ଫାଇନାଲ ଖେଳାଯିବ। ଏଣୁ ପୂର୍ବରୁ ବିଶ୍ୱକପ୍‌ରେ କିଏ ବାଜି ମାରିବ ସେନେଇ କହିବା ମୁସ୍କିଲ। ଏବେ ଅଷ୍ଟ୍ରେଲିଆର ପୂର୍ବ ଅଭିଜ୍ଞ ସ୍ପିନର ଶେନ୍‌ ଓ୍ବାର୍ନ ବଡ଼…

ଭାରତ-ପାକିସ୍ତାନ ମ୍ୟାଚ୍‌ ସମୟରେ ଭେଣ୍ଟିଲେଟରରେ ଥିଲେ ଏହି କ୍ରିକେଟରଙ୍କ ମା’; ଭାବୁକ ପୋଷ୍ଟ ଲେଖି ବାପା କହିଲେ…

ନୂଆଦିଲ୍ଲୀ, ୩୧।୧୦: ମା’ ଭେଣ୍ଟିଲେଟରରେ ଥିଲେ। ତଥାପି ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ରେ ଭାରତ ବିପକ୍ଷରେ ଖେଳି ଦଳକୁ ବିଜେତା କରାଇଥିଲେ କ୍ରିକେଟର। ଆମେ କଥା ହେଉଛୁ ପାକିସ୍ତାନ ଅଧିନାୟକ ବାବର ଆଜମଙ୍କ ବିଷୟରେ। ଶନିବାର ବାବରଙ୍କ ବାପା ଆଜମ ସିଦ୍ଧକୀ…

ରାଜ୍ୟ ସରକାରଙ୍କ ଭୁଲ ଯୋଗୁ ପରିବାଦର ଏବେ ଆକାଶଛୁଆଁ: ନିରଞ୍ଜନ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ଦରଦାମ ବୃଦ୍ଧିକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ପ୍ରତିବାଦ ପ୍ରସଙ୍ଗରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ବିଜେଡି ପରିବା ଦରକୁ ନେଇ ପ୍ରତିବାଦ କରିବା ଏକ ହାସ୍ୟାସ୍ପଦ କଥା। ଏ ପ୍ରତିବାଦ ବିଜେଡି…

ସାବଧାନ! ଏସବୁ ଫୋନ୍‌ରେ ବନ୍ଦ ହୋଇଯିବ ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୩୧ା୧୦: ହ୍ବାଟ୍ସଆପ୍‌ ହେଉଛି ସବୁଠୁ ଲୋକପ୍ରିୟ ଇନ୍‌ଷ୍ଟାଣ୍ଟ ମେସେଜିଂ ଆପ୍‌। ଅନେକ ଆଣ୍ଡ୍ରଏଡ୍‌ ଏବଂ ଆଇଓଏସ୍‌ ଉପଭୋକ୍ତା ସେମାନଙ୍କ ନିଜ ଲୋକମାନଙ୍କ ସହ ଯୋଡ଼ି ହୋଇ ରହିବା ପାଇଁ ହ୍ବାଟ୍ସଆପ୍‌ ବ୍ୟବହାର କରିଥାନ୍ତି। ତେବେ ହ୍ବାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ଏକ ଦୁଃଖଦ…

‘କାବୁଲ ନଦୀ’ ଜଳ ଅଯୋଧ୍ୟା ପଠାଇଲେ ଆଫଗାନିସ୍ତାନ ବାଳିକା

ଅଯୋଧ୍ୟା, ୩୧।୧୦: ଆଫଗାନିସ୍ତାନର ଜଣେ ବାଳିକା ‘କାବୁଲ ନଦୀ’ ଜଳ ଅଯୋଧ୍ୟା ପଠାଇଛନ୍ତି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରବିବାର ଏହି ଜଳ ନେଇ ଅଯୋଧ୍ୟା ଯିବେ। ମୁଖ୍ୟମନ୍ତ୍ରୀ ସେଠାରେ ପ୍ରଭୁ ରାମଲାଲା ଏବଂ ହନୁମାନଗଢିଙ୍କର ଦର୍ଶନ କରିବେ। ସିଏମ ଯୋଗୀ…

ଆସନ୍ତା ୨ରେ କୁଚିଣ୍ଡା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ସମ୍ବଲପୁର,୩୧।୧୦(ବ୍ୟୁରୋ): ଆସନ୍ତା ୨ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁର ଜିଲା ଗସ୍ତ କରିବେ। ଏ ନେଇ ସରକାରୀ ଭାବେ ସୂଚୀ ଜାରି କରାଯାଇଛି । ମଙ୍ଗଳବାର ମୁଖ୍ୟମନ୍ତ୍ରୀ କୁଚିଣ୍ଡାସ୍ଥିତ ମୁକୁନ୍ଦି ପଡିଆରେ ଅବତରଣ କରିବେ। ସେଠାରେ ବିଏସ୍‌କେୱାଇ ସ୍ମାର୍ଟ ହେଲ୍ଥ…

ଷ୍ଟେଟ୍‌ବ୍ୟାଙ୍କ ପରିସରରୁ ଏଟିଏମ୍‌ ଭାଙ୍ଗିଲେ ଦୁର୍ବୃତ୍ତ

ଆରଡି, ୩୧।୧୦(ଡି.ଏନ.ଏ.): ଭଦ୍ରକ ଜିଲାର ଶୈବପୀଠ ଆରଡି ଷ୍ଟେଟବ୍ୟାଙ୍କ ପରିସରରେ ଥିବା ଏଟିଏମ୍‌କୁ ଦୁର୍ବୃତ୍ତମାନେ ଶନିବାର ବିଳମ୍ବିତ ରାତିରେ ଭାଙ୍ଗିଦେଇଛନ୍ତି। ହେଲେ ସେମାନେ ଟଙ୍କା ନେବାରେ ବିଫଳ ହୋଇଛନ୍ତି। ତେବେ ରବିବାର ବ୍ୟାଙ୍କ ଛୁଟି ରହିଥିବା ସୁଯୋଗରେ ଦୁର୍ବୃତ୍ତମାନେ ଏପରି କାର୍ଯ୍ୟ…

ଭଉଣୀ ସହ ବଜାର ଯାଇଥିଲେ ଭାଇ, ହେଲେ ଘରକୁ ଫେରିଲା ମୃତଦେହ

ରାୟଗଡ଼ା ଅଫିସ, ୩୧।୧୦: ୩୨୬ ନମ୍ବର ଜାତୀୟ ରାଜପଥରେ ଶନିବାର ଏକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ୫ ବର୍ଷୀୟ ଶିଶୁର ମୃତ୍ୟୁ ଘଟିଛି। ସେ ହେଲେ ସୁଧାଂଶୁ ସାମଲ। ତାଙ୍କ ଘର ରାୟଗଡ଼ା ସହର ଆର୍‌କେ ନଗରସ୍ଥିତ ସୁଇପର କଲୋନୀରେ…

ଦୂରବୀକ୍ଷଣ ଯନ୍ତ୍ର ନୁହେଁ, ଚଷମା ଲଗାନ୍ତୁ ଶାହା

ଲକ୍ଷ୍ନୌ,୩୧।୧୦:ଉତ୍ତର ପ୍ରଦେଶର ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋରସୋରରେ ଆରମ୍ଭ ହୋଇଛି। କଂଗ୍ରେସ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ରବିବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଗଡ ଗୋରଖପୁରରେ ପହଞ୍ଚି ପ୍ରତିଜ୍ଞା ରାଲିକୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ସେ ଆଦିତ୍ୟନାଥ ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri