Home Left

ନନ୍ଦ ସାର୍‌ଙ୍କ ଜୀବନୀ ଉପରେ ଚଳଚ୍ଚିତ୍ର

ଯାଜପୁର ଅଫିସ,୩୧।୧୦: ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କନ୍ତିରା ଗ୍ରାମର ଚାଟଶାଳୀ ଶିକ୍ଷକ ତଥା ପଦ୍ମଶ୍ରୀ ନନ୍ଦ ପୃଷ୍ଟିଙ୍କ ଜୀବନୀ ଉପରେ ତିଆରି ହେଉଛି ଏକ ଓଡ଼ିଆ ଚଳଚ୍ଚିତ୍ର। ଯାଜପୁର ରୋଡ୍‌ ଜେମ୍ସ ସ୍କୁଲ ପରିସରରେ ଥିବା ରୋଟାରି ଭବନ…

ବିଜୁ ଶ୍ରମିକ ସାମ୍ମୁଖ୍ୟରେ ମିଶିଲେ ହଜାରେ ଶ୍ରମିକ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ୪୨ଟି ସ୍ଥାନୀୟ ଓ ରାଜ୍ୟସ୍ତରୀୟ ଟ୍ରେଡ୍‌ ୟୁନିୟନର ପ୍ରାୟ ୧ ହଜାର ଶ୍ରମିକ ଓ କର୍ମଚାରୀ ଶ୍ରମିକ ନେତା ନବ କିଶୋର ମହାନ୍ତିଙ୍କ ନେତୃତ୍ୱରେ ଶନିବାର ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି। ବିଜେଡି ସାଙ୍ଗଠନିକ ସମ୍ପାଦକ ତଥା ବିଧାୟକ…

୯ଯୋଡ଼ା ସ୍ବତନ୍ତ୍ର ଟ୍ରେନ୍‌ର ଅଣସଂରକ୍ଷିତ ଟିକେଟରେ ଯାତ୍ରାକୁ ଅନୁମତି

ଭୁବନେଶ୍ୱର,୩୧।୧୦: ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ୯ଯୋଡ଼ା ସ୍ବତନ୍ତ୍ର ଟ୍ରେନ୍‌ର ଅଣସଂରକ୍ଷିତ ବଗିରେ ଅଣସଂରକ୍ଷିତ ଟିକେଟ୍‌ ଦ୍ୱାରା ଯାତ୍ରୀ ଯାତ୍ରା କରିପାରିବେ ବୋଲି ରେଳପଥ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ନଭେମ୍ବର ପହିଲାରୁ ପୂର୍ବତଟ ରେଳପଥ ୬ ଯୋଡ଼ା ସ୍ବତନ୍ତ୍ର ଟ୍ରେନ୍‌ରେ ଥିବା…

୧ରେ ପ୍ରକାଶ ପାଇବ ଚିଠା ଭୋଟର ତାଲିକା

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ୨୦୨୨ ଜାନୁୟାରୀ ୧ ତାରିଖକୁ ଯୋଗ୍ୟତାଭିତ୍ତିକ ତାରିଖ ଭାବେ ଗ୍ରହଣ କରି ଭାରତ ନିର୍ବାଚନ ଆୟୋଗ ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକାର ସଂଶୋଧନ କାର୍ଯ୍ୟକ୍ରମ କରିବାକୁ ଯାଉଛନ୍ତି । ଶନିବାର ଏଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ମୁଖ୍ୟ ନିର୍ବାଚନ…

ଅଜବ ନିଶା: ସପ୍ତାହକୁ ୩ ବର୍ଗଫୁଟ କାନ୍ଥ ଖାଉଛନ୍ତି ଏହି ମହିଳା

ଦୁନିଆରେ ଅନେକ ବିଚିତ୍ର ଲୋକ ଅଛନ୍ତି। ଯେଉଁମାନେ ସେମାନଙ୍କର ଅଜବ କାରନାମାକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ସେମିତି ଜଣେ ମହିଳା ଅଛନ୍ତି, ଯିଏ କି ଘରର କାନ୍ଥ ଖାଇ ଚର୍ଚ୍ଚାକୁ ଆସିଛନ୍ତି। ଏକଥା ବିଶ୍ୱାସ ହେଉ ନ ଥିଲେ ବି ସତ।…

ସ୍ବତନ୍ତ୍ର ଶିକ୍ଷକ ପଦବୀ ପୂରଣ କର

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ଦେଶରେ ସ୍ବତନ୍ତ୍ର ବ୍ୟବସ୍ଥା ଆବଶ୍ୟକ କରୁଥିବା ପିଲାଙ୍କ ପାଇଁ ନିୟମିତ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଜରୁରୀ ହୋଇପଡ଼ିଛି। ତେଣୁ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟ ସ୍ବତନ୍ତ୍ର ଶିକ୍ଷକ ପଦବୀ ପୂରଣ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ରିହାବିଲିଟେଶନ କାଉନ୍‌ସିଲ ଅଫ୍‌…

ପ୍ରଥମେ ସୁରକ୍ଷା

ସୋସିଆଲ୍‌ ସାଇଟ୍‌ରେ ଅପ୍‌ଡେଟ୍‌ ରହି ଅଧିକ ଲୋକପ୍ରିୟତା ସାଉଁଟିବାର କ୍ରେଜ୍‌ ଯୁବପିଢ଼ିଙ୍କଠାରେ କେତେ ଅଧିକ ତାହା କେବଳ କହିବାବାହୁଲ୍ୟ। ଏଥିପାଇଁ ସେମାନେ ପ୍ରତିଟି ଅବସର ଅନୁସାରେ ଗେଟ୍‌ଅପ୍‌ ନେବା ସହ ବିଭିନ୍ନ ପୋଜ୍‌ରେ ଫଟୋ ଏବଂ ଭିଡିଓ ନେବାକୁ ପଛାଉନାହାନ୍ତି। ଆଗକୁ…

ଦରବୃଦ୍ଧିକୁ ବିଜେଡିର ବିରୋଧ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ପେଟ୍ରୋଲ, ଡିଜେଲ ଓ ଏଲ୍‌ପିଜି ସମେତ ଆବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ଘଟିଛି। ଏହା ବିରୋଧରେ ବିଜୁ ଜନତା ଦଳ ଯୁଦ୍ଧଂ ଦେହି ଡାକରା ଦେଇଛି  ରାଜଧାନୀଠାରୁ ପ୍ରତ୍ୟେକ ନିର୍ବାଚନମଣ୍ଡଳୀ ପର୍ଯ୍ୟନ୍ତ ବିଭିନ୍ନ ସ୍ତରରେ ଦଳ ପକ୍ଷରୁ ପ୍ରତିବାଦ…

ଘଣ୍ଟାକରେ ମାଉଥ୍‌ ଅର୍ଗାନରେ ୪୫ ଗୀତ ବଜାଇ ରେକର୍ଡ କଲେ ଏହି କୁନି ବାଳକ

କରୋନା ସମୟରେ ଯେତେବେଳେ ସ୍କୁଲ ବନ୍ଦ ଥିଲା ସେତେବେଳେ କିଛି ପିଲା ଘରେ ରହି ନିଜର କଳା କୌଶଳ ପ୍ରଦର୍ଶନ କରିଥିଲେ। ଜଣେ ଛାତ୍ର ୨୧ ମାସ ପର୍ଯ୍ୟନ୍ତ ମାଉଥ୍‌ ଅର୍ଗାନ ଏପରି ଅଭ୍ୟାସ କଲେ ଯେ, ଶେଷରେ ଏସିଆ ମହାଦେଶର…

ରାଜ୍ୟରୁ ପୁଣି ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୩୩କୁ ବୃଦ୍ଧି ପାଇଛି। ୪ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ଜଣ ରହିଥିବା ବେଳେ ମୟୂରଭଞ୍ଜ ଓ ପୁରୀ ଜିଲାରୁ ଜଣେ ଲେଖାଏ ରହିଛନ୍ତି…

ମୁହଁ ଖୋଲି କହି ନ ପାରିଲେ ବି ଝିଅଙ୍କ ଏହି ଗୁଣକୁ ଅଧିକ ପସନ୍ଦ କରନ୍ତି ପୁଅ

ପୁରୁଷମାନେ ମନଖୋଲି ସବୁକଥା କୁହନ୍ତି ନାହିଁ। ମାତ୍ର ମହିଳାମାନେ ସେମାନଙ୍କ କଥା ସହଜରେ କହି ଦେଇଥାନ୍ତି। ସେମାନେ ସହଜରେ କୁହନ୍ତି ଯେ, ସେମାନଙ୍କର ମନରେ କ’ଣ ଅଛି କିମ୍ବା ସେମାନେ କେଉଁ ପ୍ରକାରର ପୁରୁଷଙ୍କୁ ପସନ୍ଦ କରନ୍ତି। ତେବେ ମୁଁହ ଖୋଲି…

ନଭେମ୍ବରରେ ୧୭ ଦିନ ବ୍ୟାଙ୍କ ଛୁଟି

ଚଳିତ ବର୍ଷ ନଭେମ୍ବର ମାସ ଆରମ୍ଭରୁ ସାରା ଦେଶରେ ପର୍ବପର୍ବାଣି ଓ ସରକାରୀ ଛୁଟିକୁ ନଜରରେ ରଖି ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆର୍‌ବିଆଇ) ପକ୍ଷରୁ ବ୍ୟାଙ୍କ ଛୁଟି ତାଲିକା ପ୍ରକାଶ କରାଯାଇଛି। ନଭେମ୍ବରରେ ଧନ୍‌ତେରସ, ଦୀପାବଳି, ଭାଇ ଦୁଜ୍‌, ଛଟ୍‌ପୂଜା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri