Home Left

ଜେଲରୁ ବାହାରି ‘ମନ୍ନତ’ ପହଞ୍ଚିଲେ ଆର୍ୟନ; ୧୪ ସର୍ତ୍ତ ସହ…

ବମ୍ବେ: ଜେଲରୁ ମୁକୁଳି ଘରକୁ ଗଲେ ବଲିଉଡ୍‌ କିଙ୍ଗ ଖାନଙ୍କ ପୁଅ ଆର୍ୟନ। ଶନିବାର ସକାଳେ ସେ ମୁମ୍ବାଇର ଆର୍ଥର ରୋଡ୍‌ ଜେଲରୁ ବାହାରିଛନ୍ତି। ତାଙ୍କୁ ଶାହାରୁଖଙ୍କ ବଡ଼ିଗାର୍ଡ ସହ ତିନି ଗାଡ଼ି ପାଛୋଟି ନେଉଥିବା ଦେଖାଯାଇଛି। ଏହାକୁ ନେଇ ଶାହାରୁଖଙ୍କ…

ବୌଦ୍ଧରେ ୧୨ ଘଣ୍ଟିଆ ବନ୍ଦ ପାଳନ

ବୌଦ୍ଧ,୩୦ା୧୦(ସ୍ବ.ପ୍ର.): ଶିକ୍ଷୟିତ୍ରୀ ମମିତା ମେହେରଙ୍କୁ ହତ୍ୟା ମାମଲାର ସିବିଆଇ ତଦନ୍ତ ଓ ହତ୍ୟାକାଣ୍ଡରେ ସମ୍ପୃକ୍ତି ଅଭିଯୋଗ ହେଉଥିବା ଗୃହମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ ତୁରନ୍ତ ମନ୍ତ୍ରୀ ମଣ୍ଡଳରୁ ବହିଷ୍କାର କରିବା ଦାବିରେ ଶନିବାର ବୌଦ୍ଧ ଜିଲା ଭାଜପା ପକ୍ଷରୁ ବୌଦ୍ଧ ଜିଲା…

ନଭେମ୍ବର ୧ରୁ ଭୋଟର ତାଲିକା ସଂଶୋଧନ

ଖୋର୍ଦ୍ଧା ଅଫିସ,୩୦ା୧୦: ଭାରତୀୟ ନିର୍ବାଚନ କମିଶନ ଓ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶାନାମା ଅନୁଯାୟୀ, ଜିଲାରେ ସ୍ବତନ୍ତ୍ର ସଂକ୍ଷିପ୍ତ ଫଟୋ- ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ଜାରି ରହିଛି। ଶନିବାର ଏନେଇ ଜିଲାପାଳଙ୍କ ସମ୍ମିଳନୀରେ କକ୍ଷରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଜିଲାପାଳ…

ଜଳିଗଲା ୫ ବଖରା: ୪ ଗୋରୁ, ଛେଳି ଜୀବନ୍ତ ଦଗ୍ଧ

ଭଦ୍ରକ ଅଫିସ,୩୦ା୧୦: ଅଗ୍ନିକାଣ୍ଡରେ ୩ଟି ପରିବାରର ୫ ବଖରା ଘର ଜଳିଯାଇଛି। ଏଥିସହ ୪ ଗୋରୁ ଓ ଗୋଟିଏ ଛେଳି ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଭଦ୍ରକ ବ୍ଲକ ବାଣିତିଆ ପଞ୍ଚାୟତ ଅନ୍ତର୍ଗତ ଦକ୍ଷିଣସାହି ଗ୍ରାମରେ ଏଭଳି ଭୟାବହ ଅଗ୍ନିକାଣ୍ଡ ଘଟିଛି। ସୂଚନା…

ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୨୯ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ଦୁଇ ଜଣ ରହିଥିବା ବେଳେ ନୟାଗଡ ଓ କଟକରୁ…

ମମିତା ହତ୍ୟା ମାମଲା: ଆଜି କେନ୍ଦ୍ରାପଡ଼ା ବନ୍ଦ

କେନ୍ଦ୍ରାପଡ଼ା ଅଫିସ,୩୦ା୧୦: ବଲାଙ୍ଗୀର ଜିଲ୍ଲାର ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ଜିଲା ଭାଜପା ଯୁବମୋର୍ଚ୍ଚା ପକ୍ଷରୁ କେନ୍ଦ୍ରାପଡ଼ା ଜିଲା ବନ୍ଦ ହୋଇଛି। ସହରର ତିନିମୁହାଣୀ ସମେତ ବିଭିନ୍ନ ରାସ୍ତାରେ କର୍ମୀ ଓ ଦଳୀୟ ନେତାମାନେ ଉପସ୍ଥିତ ରହି ଯାତାୟାତକୁ ସମ୍ପୂର୍ଣ୍ଣ…

ରକ୍ତହୀନତା ସହ ଅନେକ ସମସ୍ୟାରୁ ମୁକ୍ତି ଚାହୁଁଥିଲେ…

ସପୁରି ସ୍ବାସ୍ଥ୍ୟ ଉପକାରୀ ଗୁଣରେ ଭରପୂର। ଏଥିରେ ପୋଷକ ତତ୍ତ୍ୱ ସହ ଆଣ୍ଟି ଅକ୍ସିଡାଣ୍ଟ ଗୁଣ ମଧ୍ୟ ରହିଥାଏ। ଏକ ଗ୍ଲାସ ସପୁରି ରସରୁ ୧.୭ ଗ୍ରାମ ପ୍ରୋଟିନ୍‌, ୨.୩ ଗ୍ରାମ ଫାଇବର ଏଥିସହ ଭିଟାମିନ୍‌ ସି ଓ ବି-୬ ମିଳିଥାଏ।…

ଆଉ ନାହାନ୍ତି ଭେଟେରାନ ଅଭିନେତା ୟୁସୁଫ ହୁସେନ

ବମ୍ବେ: ପରଲୋକରେ ଭେଟେରାନ ଅଭିନେତା ୟସୁଫ ହୁସେନ। ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା। କରୋନାରେ ପୀଡ଼ିତ ହେବା ପରେ ସେ ଲୀଳାବତୀ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ୟୁସୁଫଙ୍କ ମୃତ୍ୟୁ ନେଇ ଜ୍ୱାଇ ତଥା ଫିଲ୍ମନିର୍ମାତା ହଂସଲ ମେହଟ୍ଟା ସୋସିଆଲ ମିଡିଆରେ…

ଘରକୁ ଫେରୁଥିଲେ ଦାଦନ ଶ୍ରମିକ:ଗଛକୁ ଧକ୍କା ଦେଲା ସ୍କର୍ପିଓ

ପାପଡାହାଣ୍ଡି,୩୦।୧୦(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ଦେଇ ଯାଇଥିବା ଜାତୀୟ ରାଜପଥ ୨୬ର ବାବାଜୀ ଗୁଡା ନିକଟରେ ଶନିବାର ଏକ ଦୁର୍ଘଟଣା ଘଟିଛି। ଭୋରୁ ଏକ ସ୍କର୍ପିଓ ଗଛକୁ ଧକ୍କା ଦେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୮ ଜଣ ଆହାତ ହୋଇଛନ୍ତି।…

କାଟ୍ରିନାଙ୍କୁ ପ୍ରପୋଜ ବେଳେ ଏମିତି କହି ମନେଇବାକୁ ଚାହିଁଥିଲେ ଭାଇଜାନ

ବଲିଉଡ୍‌ର ଜଣାଶୁଣା ଅଭିନେତା ସଲମାନ ଖାନ ଏବଂ କାଟ୍ରିନା କୈଫଙ୍କ ସମ୍ପର୍କ ପାୟ ସବୁ ସମୟରେ ଚର୍ଚ୍ଚାରେ ରହିଆସିଛି। ଉଭୟ ଏକାଠି ଅନେକ ଫିଲ୍ମ ମଧ୍ୟ କରିଛନ୍ତି। ଦର୍ଶକ ଉଭୟଙ୍କ ଯୋଡିକୁ ପସନ୍ଦ ମଧ୍ୟ କରନ୍ତି। ଏପରିକି ସଲମାନ ଥରେ କାଟ୍ରିନାଙ୍କୁ…

ଲୋକେ କରୁଛନ୍ତି ଏଭଳି ପାଣିଟାଙ୍କି, ସୋସିଆଲ ମିଡ଼ିଆରେ ହେଉଛି ଭାଇରାଲ…

ଚଣ୍ଡିଗଡ଼,୩୦।୧୦: ଛାତ ଉପରେ କରାଯାଇଥିବା ନିଆରା ପାଣିଟାଙ୍କି ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏଭଳି ପାଣିଟାଙ୍କି ପଞ୍ଜାବର କେତେକ ଅଞ୍ଚଳରେ କରାଯାଉଛି। ତେବେ ଜଳନ୍ଧରର ଉପ୍ପାଲ ଭୁପା ଗାଁରେ ଲୋକଙ୍କ ମଧ୍ୟରେ ଏରୋପ୍ଲେନ୍‌, ପଦ୍ମଫୁଲ, ଗୃହପାଳିତ ତଥା ଜଙ୍ଗଲୀ…

ଦୀର୍ଘକାଳ ବୁଡ଼ିଥିଲେ, ଏବେ ଉଠିଲେ

ଓ୍ବାଶିଂଟନ,୩୦।୧୦: ପ୍ରଶାନ୍ତ ମହାସାଗରରେ ଅତଳ ଜଳରାଶି ମଧ୍ୟରୁ ଉପରକୁ ଉଠିଛି ୨ ଡଜନ ଘୋଷ୍ଟ ଶିପ୍‌। ଆଗ୍ନେୟଗିରି ଉଦ୍‌ଗିରଣ ଯୋଗୁ ଏହି ଜାହାଜଗୁଡ଼ିକ ଉଠିଆସିଥିବା ଜଣାପଡ଼ିଛି। ଏସବୁର ଫଟୋ ଓ ଭିଡିଓ ଫୁଟେଜ୍‌ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri