Home Left

ଧୋନୀଙ୍କ ପାଇଁ ବିଶ୍ୱକପ୍‌ ଦଳରେ ହାର୍ଦ୍ଦିକ

ଶାରଜା,୨୯।୧୦: ଚଳିତ ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନଠାରୁ ଲଜ୍ଜାଜନକ ପରାଜୟ ମିଳିବା ପରେ ଭାରତୀୟ ଦଳରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଭୂମିକା ଉପରେ ଉଠିଛି ଅନେକ ପ୍ରଶ୍ନ। ଆହତ ହେବାର ସମ୍ଭାବନା ଥିବାରୁ ସେ ବୋଲିଂ କରୁ ନାହାନ୍ତି। ଆଉ ବ୍ୟାଟରେ ତାଙ୍କ ପ୍ରଦର୍ଶନ…

ବିଦା ହେବାରୁ ବର୍ତ୍ତିଲା ଡିଫେଣ୍ଡିଂ ଚାମ୍ପିୟନ

ଶାରଜା,୨୯।୧୦: ଲଗାତାର ଦୁଇ ପରାଜୟ ପରେ ଚଳିତ ଟି୨୦ ବିଶ୍ୱକପ୍‌ରେ ବିଜୟ ସ୍ବାଦ ଚାଖିଛି ଡିଫେଣ୍ଡିଂ ଚାମ୍ପିୟନ ଓ୍ବେଷ୍ଟଇଣ୍ଡିଜ। ଶୁକ୍ରବାର ଏଠାରେ ଖେଳାଯାଇଥିବା ରୋମାଞ୍ଚକ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ ୩ ରନ୍‌ରେ ବାଂଲାଦେଶକୁ ହରାଇ ଦେଇଛି। ଏହି ବିଜୟ ସହ ଓ୍ବେଷ୍ଟଇଣ୍ଡିଜର ସେମିଫାଇନାଲ…

୨ ଦିନ ପରେ ନେଇଥାନ୍ତେ ଅବସର, ହେଲେ…

ଗୁଣପୁର,୨୯ା୧୦(ଡି.ଏନ୍‌.ଏ.): ଅବସର ଗ୍ରହଣ କରିବାର ମାତ୍ର ୨ ଦିନ ପୂର୍ବରୁ ଜଣେ ଶିକ୍ଷକଙ୍କ ନାମରେ ଜାଲ୍‌ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଅଭିଯୋଗ ଆସିଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ କାଡାସି କ୍ଲଷ୍ଟର ଅଧୀନ ଡେଙ୍ଗିଣି ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ପାଞ୍ଚିନ…

ସମସ୍ତ ଦୁଃଖର କାରଣ ହେଉଛି ପ୍ରେମ, ଜାଣନ୍ତୁ କାହିଁକି ଏପରି କହିଛନ୍ତି ଚାଣକ୍ୟ…

ମହାନ ରାଜନୀତିଜ୍ଞ ଏବଂ ଅସ୍ତ୍ରଶାସ୍ତ୍ର ବିଶାରଦ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ସଫଳ ଜୀବନକୁ ନେଇ ଅନେକ ନୀତି ଉଲ୍ଲେଖ କରିଛନ୍ତି। ପ୍ରେମ ସମ୍ପର୍କକୁ ନେଇ ଚାଣକ୍ୟ ଏପରି କିଛି କହିଛନ୍ତି, ଯାହା ସାଧାରଣ ଚିନ୍ତାଧାରାରୁ ଅଲଗା ଅଟେ। ଆସନ୍ତୁ ଜାଣିବା…

ଯୁବକଙ୍କୁ ବୋମା ମାଡ଼, କାରଣ ଖୋଜୁଛି ପୋଲିସ

ଆସିକା,୨୯ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଗାଙ୍ଗପୁର ଥାନା ଅଧୀନ ପଣିବନ୍ଧ ଗ୍ରାମରେ ଶୁକ୍ରବାର ବୋମାମାଡରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଟୁକୁନା ସ୍ବାଇଁ । ତାଙ୍କ ମୁଣ୍ଡ ଓ ଶରୀରର ବିଭିନ୍ନ ସ୍ଥାନରେ ଆଘାତ ଲାଗିଥିବାରୁ…

ରୋନାଲ୍ଡୋଙ୍କୁ ଅନୁସରଣ କଲେ ଓ୍ବାର୍ନର

ଦୁବାଇ,୨୯।୧୦: କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ପଦାକୁ ଅନୁସରଣ କରିଛନ୍ତି ଅଷ୍ଟ୍ରେଲିଆର ତାରକା ଓପନର୍‌ ଡେଭିଡ ୱାର୍ନର। ଏଠାରେ ଚାଲିଥିବା ଟି -୨୦ ବିଶ୍ୱକପ୍‌ର ଏକ ଖବରଦାତା ସମ୍ମିଳନୀରେ ସେ ତାଙ୍କ ସମ୍ମୁଖରେ ରଖାଯାଇଥିବା କୋକାକୋଲା ବୋତଲକୁ ସାମୟିକ ଭାବେ ହଟାଇ ଦେଇଛନ୍ତି। ଶ୍ରୀଲଙ୍କା…

ବ୍ୟାଟ୍‌ରେ ବଲ ନ ବାଜିବାରୁ ଡ୍ରେସିଂ ରୁମ୍‌ ଚାଲିଗଲେ ପୋଲାର୍ଡ

ଶାରଜା,୨୯।୧୦: ଏଠାରେ ଶୁକ୍ରବାର ବାଂଲାଦେଶ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୧୨ ପର୍ଯ୍ୟାୟ ଏକ ମ୍ୟାଚ୍‌ରେ ଅସାଧାରଣ ଦୃଶ୍ୟ ଦେଖିବାକୁ ମିଳିଛି। ଓ୍ବେଷ୍ଟଇଣ୍ଡିଜ ପାଇଁ ୫ମ କ୍ରମରେ ବ୍ୟାଟିଂ କରିବାକୁ ଓହ୍ଲାଇଥିବା ଅଧିନାୟକ କିରନ ପୋଲାର୍ଡଙ୍କ ବ୍ୟାଟରେ…

ସମୟରେ ପହଞ୍ଚିଲାନି କୋର୍ଟଙ୍କ ଅର୍ଡର

ମୁମ୍ବାଇ,୨୯।୧୦ : ବଲିଉଡ୍‌ ଷ୍ଟାର ଶାହରୁଖ ଖାଁଙ୍କ ପୁଅ ଆର୍ୟନ ଖାନ୍‌ଙ୍କୁ ଗୁରୁବାର ବମ୍ବେ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ହେଲେ ଆର୍ୟନ ମୁମ୍ବାଇର ଆର୍ଥର ରୋଡ ଜେଲରୁ ଶୁକ୍ରବାର ମଧ୍ୟ ମୁକୁଳିପାରି ନାହାନ୍ତି। କାରଣ କୋର୍ଟଙ୍କ ଅର୍ଡର ସନ୍ଧ୍ୟା ସାଢେ…

ପରିବର୍ତ୍ତନ ଲାଗି ପରାମର୍ଶ ଦେଲେ ଗାଭାସ୍କର

ଦୁବାଇ,୨୯।୧୦: ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୧୨ ପର୍ଯ୍ୟାୟରେ ଆସନ୍ତା ରବିବାର ନ୍ୟୁଜିଲାଣ୍ଡକୁ ଭେଟିବାକୁ ଯାଉଛି ଭାରତୀୟ ଦଳ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ପୂର୍ବରୁ କିମ୍ବଦନ୍ତୀ କ୍ରିକେଟର ତଥା ଭାଷ୍ୟକାର ସୁନିଳ ଗାଭାସ୍କର ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ଦଳରେ ଦୁଇଟି ପରିବର୍ତ୍ତନ…

ଶେଷ ୬ ଓଭରରେ ଧୂଆଁଦାର ବ୍ୟାଟିଂ

ଶାରଜା,୨୯।୧୦: ଚଳିତ ଟି୨୦ ବିଶ୍ୱକପ୍‌ରେ ପ୍ରଥମ ଦୁଇ ମ୍ୟାଚ୍‌ରେ ପରାଜୟର ସମ୍ମୁଖୀନ ହୋଇଥିବା ଡିଫେଣ୍ଡିଂ ଚାମ୍ପିୟନ ଓ୍ବେଷ୍ଟଇଣ୍ଡିଜ ଶୁକ୍ରବାର ବାଂଲାଦେଶ ଆଗରେ ୧୪୩ ରନ୍‌ର ବିଜୟ ଲକ୍ଷ୍ୟ ଛିଡ଼ା କରିଛି। ବାଂଲାଦେଶର ବୋଲିଂ ଆଗରେ କିରନ ପୋଲାର୍ଡଙ୍କ ନେତୃତ୍ୱାଧୀନ ଦଳ ପ୍ରଥମ…

ପୁତୁରାର ଠେଙ୍ଗା ମାଡରେ କକାଙ୍କ ମୃତ୍ୟୁ

ଭଞ୍ଜନଗର,୨୯।୧୦(ଡି.ଏନ୍‌.ଏ.): ପୁତୁରା ଆକ୍ରମଣରେ ଘଟିଛି କକାଙ୍କ ମୃତ୍ୟୁ। ଏଭଳି ଏକ ଘଟଣା ଘଟିଛି ତାରସିଂଙ୍ଗି ଥାନା ଅନ୍ତର୍ଗତ ମହୁଲ ପାଟଣା ଗ୍ରାମରେ। ମୃତକ ଜଣଙ୍କ ହେଲେ କୃଷ୍ଣ ଖିଲାର । ଖବର ପାଇ ପୋଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲକୁ…

ବାଣ ଫୁଟିଲେ ବଢିପାରେ କରୋନା: ଡିଏମ୍‌ଇଟି

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ କୋଭିଡ୍‌କୁ ନେଇ ସ୍ବାସ୍ଥ୍ୟ ବିଭାଗ ଚିନ୍ତା ବଢେଇବା ଭଳି ସୂଚନା ଦେଇଛି। ବାଣ ଫୁଟିଲେ ବଢିପାରେ କରୋନା ଏ ନେଇ ଡିଏମ୍‌ଇଟି ନିର୍ଦ୍ଦେଶକ ଡାକ୍ତର ସିବିକେ ମହାନ୍ତି କହିଛନ୍ତି। ବର୍ତ୍ତମାନ କରୋନା ରହିବା ଓ ବଢ଼ିବା ଚିନ୍ତାଜନକ ବିଷୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri