ଲାଞ୍ଚ ନେଇ ମଦ ଫେରାଇ ଦେଇଥିଲେ କନଷ୍ଟେବଳ
ପାଟଣା,୨୮।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନାରେ କାର୍ଯ୍ୟରତ ଜଣେ କନଷ୍ଟେବଳ ଜବତ ମଦ ଫେରାଇ ପ୍ରତିବଦଳରେ ଲାଞ୍ଚ ନେଉଥିବାର ସ୍ବୀକାରୋକ୍ତି ଅଡିଓ ଭାଇରାଲ ହୋଇଛି। କନେଷ୍ଟବଳ ଜଣଙ୍କ ଗତ ମେ’ରେ ସିଲିପଦା ଅଞ୍ଚଳର ଜଣେ ବେପାରୀଙ୍କ ଘରେ ଚଢାଉ କରି ମଦ…
ଶୈଳେଶ ଡାନି ବିଜେଡିରୁ ନିଲମ୍ବିତ
ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ସମ୍ବଲପୁର ଜିଲା ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକ ଶୈଳେଶ ଡାନିଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଡାନିଙ୍କୁ ଦଳରୁ ନିଲମ୍ବନ କରାଯାଇଥିବା ବିଜେଡି ପକ୍ଷରୁ ଗୁରୁବାର ଜାରି କରାଯାଇଥିବା ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇ…
ମିଛ ଗଣବଳାତ୍କାର ମାମଲାରେ ମହିଳାଙ୍କୁ ୧୦ ବର୍ଷ ଜେଲ୍
ଭୋପାଳ,୨୮।୧୦: ୪ ଜଣ ପଡୋଶୀଙ୍କ ବିରୋଧରେ ମିଥ୍ୟା ଗଣବଳାତ୍କାର ମାମଲା ଆଣିଥିଲେ। ଏହାକୁ ପ୍ରମାଣିତ କରିବା ପାଇଁ ଜାଲ୍ ତଥ୍ୟ ପ୍ରସ୍ତୁତ କରିଥିବା ମଧ୍ୟପ୍ରଦେଶର ଜଣେ ୪୬ ବର୍ଷୀୟ ମହିଳା ଓ ତାଙ୍କ ଜ୍ୱାଇଁଙ୍କୁ ୧୦ ବର୍ଷ ଜେଲ୍ଦଣ୍ଡରେ ଦଣ୍ଡିତ କରାଯାଇଛି।…
‘ପିଜା, ବର୍ଗର ନୁହେଁ ରନ୍ଧା ଖାଦ୍ୟ ଭଲ’
ନୂଆଦିଲ୍ଲୀ,୨୮।୧୦: ଭାରତର ଉପ ରାଷ୍ଟ୍ରପତି ଭେଙ୍କାୟା ନାଇଡ଼ୁ ଗୁରୁବାର ଉତ୍ତର ଗୋଆରେ ଏକ କଲେଜର ନୂଆ କ୍ୟାମ୍ପସ ଉଦଘାଟନୀ ଉତ୍ସବରେ ଯୋଗଦେଇଥିଲେ। ପ୍ରଯୁକ୍ତିବିଦ୍ୟା ଓ ଜଳବାୟୁ ପରିବର୍ତ୍ତନ ଯୋଗୁଁ ସୃଷ୍ଟି ହେଉଥିବା ବିପଦ ଉପରେ ଆଲୋଚନା ବେଳେ ଉପ ରାଷ୍ଟ୍ରପତି ଭେଙ୍କାୟା…
ଆଇପିଏଲ୍ ଅକ୍ଶନରେ ଭାଗ ନେବେ ଓ୍ବାର୍ନର
ମେଲବୋର୍ନ,୨୮।୧୦ : ପରବର୍ତ୍ତୀ ଆଇପିଏଲ ସିଜନ ଲାଗି ସନରାଇଜର୍ସ ହାଇଦ୍ରାବାଦ୍ ଫ୍ରାଞ୍ଚାଇଜ ଅଷ୍ଟ୍ରେଲିଆନ ଓପନର ଡେଭିଡ୍ ଓ୍ବାର୍ନରଙ୍କୁ ରିଟେନ କରିବାର ସମ୍ଭାବନା କ୍ଷୀଣ। ଏଣୁ ସେ ଆଗାମୀ ଅକଶନରେ ଭାଗ ନେବେ ବୋଲି ସେ ସ୍ପଷ୍ଟ କରିଛନ୍ତି। ଅଧିନାୟକ ଥିଲା ବେଳେ…
ଅନ୍ୟ ମହିଳାଙ୍କ ସହ ସମ୍ପର୍କ ରଖିବାରୁ…
ବାଙ୍ଗିରିପୋଷି,୨୮।୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ଶିମିଳାରେ ଏକ ହତ୍ୟାକାଣ୍ଡ ଘଟିଛି। ପରକୀୟା ପ୍ରୀତି ପାଇଁ ବଚସାକୁ କେନ୍ଦ୍ରକରି ନିଜ କକାଙ୍କୁ ହାଣି ହତ୍ୟା କରିଛନ୍ତି ପୁତୁରା। ପୋଲିସ ଗୁରୁବାର ଏକ ହତ୍ୟା ମାମଲା (ନଂ.୨୫୨/୨୧) ରୁଜୁ କରି ପୁତୁରା…
ଓ୍ବାଙ୍ଖଡେଙ୍କୁ ମିଳିଲା ନାହିଁ ସୁରକ୍ଷା
ମୁମ୍ବାଇ, ୨୮ା୧୦: ଗିରଫଦାରିରୁ ମୁକ୍ତି ପାଇବା ପାଇଁ ଏନ୍ସିବି ଆଞ୍ଚଳିକ ନିର୍ଦ୍ଦେଶକ ସମୀର ଓ୍ବାଙ୍ଖଡେ ବମ୍ବେ ହାଇକୋର୍ଟଙ୍କଠାରୁ ଅନ୍ତରୀଣ ସୁରକ୍ଷା ପାଇଁ କରିଥିବା ଆବେଦନ ଗୁରୁବାର ଖାରଜ ହୋଇଯାଇଛି। ଜବରଦସ୍ତି ବଟି ଆଦାୟ ଏବଂ ଦୁର୍ନୀତି ମାମଲାରେ ଗିରଫ କରିବାର ୩…
ଆର୍ଯ୍ୟନଙ୍କୁ ଜାମିନ ମିଳିବା ପରେ ଓକିଲଙ୍କ ସହ ଫଟୋ ଉଠାଇଲେ
ମୁମ୍ବାଇ, ୨୮।୧୦ : କ୍ରୁଜ ଯାହଜରେ ଜବତ ହୋଇଥିବା ଡ୍ରଗ୍ସ ମାମଲାରେ ଆର୍ଯ୍ୟନ ଖାନଙ୍କୁ ଗୁରୁବାର ଜାମିନ ମିଳିବା ନେଇ ସ୍ପଷ୍ଟ ହୋଇଛି। ପୁଅକୁ ଜାମିନ ମିଳିବା ପରେ ବଲିଉଡ୍ ସୁପରଷ୍ଟାର ଶାହରୁଖ ଖାନ ତାଙ୍କ ଓକିଲଙ୍କ ଟିମ୍ ସହ ଫଟୋ…
ନିଜ ପକ୍ଷ ରଖିଲେ ଡି’କକ୍
ଶାରଜା, ୨୮।୧୦ : ଚଳିତ ଟି୨୦ ବିଶ୍ୱକପ୍ରେ ଦକ୍ଷିଣ ଆଫ୍ରିକାର ପରବର୍ତ୍ତୀ ମ୍ୟାଚ୍ ଲାଗି ନିଜକୁ ଉପଲବ୍ଧ କରିଛନ୍ତି କୁଇଣ୍ଟନ ଡି’କକ୍। ଏହି ଉଇକେଟକିପର ବ୍ୟାଟ୍ସମ୍ୟାନ ମଙ୍ଗଳବାର ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍ରେ ଖେଳି ନ ଥିଲେ। ‘ବ୍ଲାକ ଲାଇଫ୍ ମ୍ୟାଟର୍ସ’…
ଫଟୋ ଡିଲିଟ୍ କରୁଛନ୍ତି ସାମନ୍ଥା
ମୁମ୍ବାଇ: ଟଲିଉଡ୍ର ଲୋକପ୍ରିୟ ଯୋଡ଼ି ନାଗା ଚୈତନ୍ୟ ଓ ସାମନ୍ଥା ରୁଥ୍ ଅଲଗା ହୋଇଛନ୍ତି। ଉଭୟଙ୍କ ସମର୍ଥନରେ ଦାମ୍ପତ୍ୟ ଜୀବନରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଅଲଗା ହେବା ପରେ ସାମନ୍ଥା ନିଜ ଶୈଳୀରେ ଜୀବନ ବିତାଇବା ଆରମ୍ଭ କରିଦେଲେଣି। ନିକଟରେ ସେ ଚାରିଧାମ…
ସଂକ୍ରମିତ ରୋଗ ନେଲା ହାତୀର ଜୀବନ
ନାକଟିଦେଉଳ,୨୮ା୧୦(ଡି.ଏନ.ଏ.): ସମ୍ବଲପୁର ଜିଲା ବାମରା ବନଖଣ୍ଡ ଖଳାଶୁଣୀ ଅଭୟାରଣ୍ୟର କିସିଣ୍ଡା ରେଞ୍ଜ ଅଧୀନ କୁଲାଡ଼େରା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ଗୁରୁବାର ନାକଟିଦେଉଳ ପ୍ରାଣୀଧନ ଚିକିତ୍ସକ ଡା. ଦେବାଶିଷ ପଣ୍ଡା ମୃତ ହାତୀର ବ୍ୟବଚ୍ଛେଦ କରିବା ପରେ ବିଭାଗ…
ବଳିଥିବା ଭାତ, ଡାଲମାକୁ ନେଇ ମହିଳାଙ୍କ ମଧ୍ୟରେ ମାରପିଟ୍
ଧରାକୋଟ,୨୮ା୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ଧରାକୋଟ ଥାନା ଅଧୀନ ପାଙ୍କଳବାଡ଼ି ଗ୍ରାମରେ କୁମାରପୂର୍ଣ୍ଣିମା ପରେ ଝିଅମାନେ ଚାନ୍ଦା ଆଦାୟ କରି ପାଲା ପରିବେଷଣ କରାଇଥିଲେ। ପରେ ଭୋଜି ଭାତର ଆୟୋଜନ କରିଥିଲେ। ଭୋଜିରେ ବଳିଥିବା ଭାତ, ଡାଲମା ଘରକୁ ନେବାକୁ ନେଇ ଦୁଇ…
Archives


