ଏକ ବିଦ୍ୟାଳୟରୁ ୩୨ ଛାତ୍ର କରୋନା ପଜିଟିଭ୍
ବେଙ୍ଗାଲୁରୁ,୨୮ା୧୦): କର୍ନାଟକର ଏକ ବିଦ୍ୟାଳୟରୁ କରୋନା ମାମଲା ସାମ୍ନାକୁ ଆସିଛି। ଏଠାରେ ଅଧ୍ୟୟନ କରୁଥିବା ୩୨ ଛାତ୍ର କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଏତେ ସଂଖ୍ୟକ ଛାତ୍ର ସଂକ୍ରମିତ ହୋଇଥିବା ମାମଲା ଏପରି ସମୟରେ ଆସିଛି, ଯେତେବେଳେ ଅଧିକାଂଶ ରାଜ୍ୟରେ ସ୍କୁଲ…
ଆମିରଙ୍କ ଶାଳୀ ହେଉଛନ୍ତି ଏହି ଅଭିନେତ୍ରୀ; ୨୧ ବର୍ଷରେ ହୋଇଥିଲା ବିବାହ ହେଲେ…
ବମ୍ବେ: ଅଦିତି ରାଓ ହୈଦରୀ, ବଲିଉଡ୍ଜଗତର ଜଣେ ଲୋକପ୍ରିୟ ଅଭିନେତ୍ରୀ। ଫିଲ୍ମ ‘ୟେ ସାଲୀ ଜିନ୍ଦେଗୀ’, ‘ପଦ୍ମାବତ’ ଭଳି ଫିଲ୍ମରେ ନିଜ ଅଭିନୟର ଚାତୁରୀରେ ଦର୍ଶକଙ୍କ ହୃଦୟ ଜିତିଛନ୍ତି ସେ। ଆଜି ସେ ନିଜର ଜନ୍ମଦିନ ପାଳନ କରୁଥିବା ବେଳେ ତାଙ୍କ…
ଖୁବ୍ ଶୀଘ୍ର ପ୍ରକାଶ ପାଇବ ନିଟ୍ -ୟୁଜି ଫଳାଫଳ
ନୂଆଦିଲ୍ଲୀ: ଖୁବ୍ ଶୀଘ୍ର ନିଟ୍ -ୟୁଜି ରେଜଲ୍ଟ ପ୍ରକାଶ ହେବା ନେଇ ଗୁରୁବାର ସୁପ୍ରିମକୋର୍ଟ କହିଛନ୍ତି। ୧୬ଲକ୍ଷ ପରୀକ୍ଷାର୍ଥୀଙ୍କ ଫଳାଫଳ ଘୋଷଣା କରିବାକୁ ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି। ଏଥିସହ ସୁପ୍ରିମକୋର୍ଟ ବମ୍ବେ ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରୋକ ଲଗାଇଛନ୍ତି। ବମ୍ବେ ହାଇକୋର୍ଟ…
୨୦ ବର୍ଷ ପରେ…
ଅମୀଷା ପଟେଲଙ୍କ ଖୁସି କହିଲେ ନ ସରେ। କାହିଁକି ନା, ଯେଉଁ କଥା ସେ ଚିନ୍ତା କରୁଥିଲେ ତାହା ପୂରଣ ହୋଇଛି। ଅନିଲ ଶର୍ମାଙ୍କ ‘ଗଦ୍ଦର : ଏକ ପ୍ରେମ କଥା’ରେ ସନ୍ନି ଦେଓଲ ଏବଂ ଅମୀଷାଙ୍କୁ ଦେଖିବାକୁ ମିଳିଥିଲା। କେବଳ…
ଜାଣନ୍ତି ରେଳ ଟ୍ରାକ୍ରେ କାହିଁକି ଲାଗେ ନାହିଁ କଳଙ୍କି
ସାଧାରଣତଃ ଘରେ ଥିବା ଲୁହା ଜିନିଷଗୁଡ଼ିକରେ କିଛିଦିନ ପରେ କଳଙ୍କି ଲାଗିଯାଏ। ମାତ୍ର ରେଳ ଟ୍ରାକ୍ ଲୁହାରେ ନିର୍ମିତ ହୋଇଥିଲେ ମଧ୍ୟ ଟିକେ ବି କଳଙ୍କି ଲାଗେ ନାହିଁ। ଏହା ଖରା ବର୍ଷାରେ ସେମିତି ଚିକ୍ ଚିକ୍ କରୁଥାଏ। ଜାଣନ୍ତୁ ଏ…
ଋଚାଙ୍କୁ ଜୀବନସାଥୀ କରିବେ ଏହି ବଲିଉଡ ଅଭିନେତା. ଖୁବ୍ଶଘ୍ର ବାଜିବ ଶାହାନାଇ
ବମ୍ବେ: ଦୀର୍ଘଦିନରୁ ଅଭିନେତା ଅଲି ଫଜଲଙ୍କୁ ଡେଟ୍ କରି ଆସୁଛନ୍ତି ବଲିଉଡ୍ ଅଭିନେତ୍ରୀ ଋଚା ଚଡ୍ଢା। ସମ୍ପର୍କକୁ ଗୋଟିଏ ପାଦ ଆଗକୁ ବଢ଼ାଇ ବିବାହ ଯାଏ ନେବାକୁ ଉଭୟ ଚାହୁଁଥିଲେ ହେଁ ଭାଗ୍ୟ ସାଥ୍ ଦେଉନାହିଁ। କେତେବେଳେ ନିଜର ବ୍ୟସ୍ତତା ତ…
ଫିଲ୍ମ‘ସତ୍ୟମେବ ଜୟତେ ୨’ର ପ୍ରଥମ ଗୀତ ରିଲିଜ୍
ମୁମ୍ବାଇ: ଫିଲ୍ମ‘ସତ୍ୟମେବ ଜୟତେ ୨’ର ଟ୍ରେଲର ରିଲିଜ୍ ହେବା ପରେ ଗୁରୁବାର ଏହାର ପ୍ରଥମ ଗୀତ‘ମେରି ଜିନ୍ଦେଗୀ ହୈ ତୁ’ ରିଲିଜ୍ ହୋଇଛି। ଜନ ଆବ୍ରାହମ ଏବଂ ଦିବ୍ୟା ଖୋସଲା କୁମାରଙ୍କୁ ଏହି ଗୀତରେ ଦେଖିବାକୁ ପାଇବେ ଦର୍ଶକ। ତେବେ ଫିଲ୍ମର…
ପୋଲିସ୍ ଅବତାର
ଭୂମିକାଟି ଆକ୍ସନ ହେଉ କି କମେଡି, ସେଗୁଡ଼ିକୁ ବେଶ୍ ସୂଚାରୁ ରୂପରେ ତୁଲାଇବା ସହ ବଲିଉଡ୍ରେ ନିଜକୁ ଜଣେ ନାମୀ ଅଭିନେତାର ପରିଚୟ ଦେଇସାରିଛନ୍ତି ଅକ୍ଷୟ କୁମାର। ଏବେ ତାଙ୍କୁ ନେଇ ଚର୍ଚ୍ଚା। କାରଣ ସେ ଅଭିନୟ କରିଥିବା ତଥା ରିଲିଜ…
ଉଦ୍ଧବଙ୍କୁ ଚିଠି ଲେଖିଲେ ଓ୍ବାଙ୍ଖଡେଙ୍କ ସ୍ତ୍ରୀ
ମୁମ୍ବାଇ,୨୮।୧୦: ମୁମ୍ବାଇ: ମୁମ୍ବାଇ କ୍ରୁଜ ଡ୍ରଗ୍ସ ପାର୍ଟି ମାମଲାରେ ଜାରି ରହିଛି ଥ୍ରୀଲର ଏବଂ ସସ୍ପେନ୍ସ। ଏହି ହାଇପ୍ରୋଫାଇଲ କେସ୍ରେ ଦିନକୁ ଦିନ ନୂଆ ଟୱିଷ୍ଟ ସାମ୍ନାକୁ ଆସୁଛି। ଏନ୍ସିବିର ତଦନ୍ତ ଅଧିକାରୀ ସମୀର ୱାଙ୍ଖଡେଙ୍କ ତଦନ୍ତକୁ ନେଇ ଉଠିଛି ପ୍ରଶ୍ନ।…
କିଏ ଏହି କୁନି ଶିଶୁ, ଯାହାର ଚେହେରା ମିଶୁଛି କରୀନାଙ୍କ ପୁଅ ସହ
କରୀନା କପୁର ଏବଂ ସୈଫ୍ ଅଲ୍ଲୀ ଖାନ୍ଙ୍କ ପୁଅ ତୈମୁର ଅଲ୍ଲୀ ଖାନ୍ ଷ୍ଟାର୍ କିଡ୍ ଭାବେ ଲୋକପ୍ରିୟତା ରହିଛି। ସୋସିଆଲ ମିଡିଆରେ ଏବେ ତୈମୁରଙ୍କ ଚେହେରା ପରି ଆଉ ଜଣେ କୁନି ଶିଶୁର ଫଟୋ ଭାଇରାଲ ହେଉଛି। ଏମିତିରେ ବି…
କ୍ରୁର ଶାସକଙ୍କ ଚରମ ନିର୍ଦ୍ଦେଶ: ବଞ୍ଚି ରହିବାର ଅଛି ତ କମ ଖାଅ
ପ୍ୟାଙ୍ଗ୍ୟାଙ୍ଗ୍,୨୮।୧୦: ଉତ୍ତର କୋରିଆରେ ଖାଦ୍ୟ ସଙ୍କଟ ଗଙ୍ଗୀର ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ଲୋକଙ୍କୁ କମ ଖାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। କିମ ଜୋଙ୍ଗ ଦେଶବାସୀଙ୍କୁ ୨୦୨୫ ପର୍ଯ୍ୟନ୍ତ କମ ଖାଦ୍ୟ…
ଟୋଟାଲ ବାଳୁଙ୍ଗା
ଲଭ୍, ଇମୋଶନ, କମେଡି ଏବଂ ଫ୍ୟାମିଲି ଡ୍ରାମାକୁ ନେଇ ପ୍ରସ୍ତୁତ ହେବାକୁ ଯାଉଛି ଏକ ଭିନ୍ନ ଧରଣର ଓଡ଼ିଆ ସିନେମା। ଏହାର ଟାଇଟଲ ରହିଛି ‘ଟୋଟାଲ ବାଳୁଙ୍ଗା’। କ୍ରିଷ୍ଣା ଫିଲ୍ମସ ବ୍ୟାନରରେ ଏହାର ମହୁରତ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏକ ତ୍ରିକୋଣୀୟ…
Archives


