Home Left

କ୍ଷମତାରୁ ଯିବା ପରେ ବିଜେଡିକୁ ଆଉ ମିଳୁନି ଚାନ୍ଦା, ଆୟ ସମ୍ପର୍କିତ ସତ୍ୟପାଠରୁ ସାମ୍ନାକୁ ଆସିଲା ବଡ଼ ତଥ୍ୟ

ଭୁବନେଶ୍ୱର, ୨୩।୧୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ବାଚନରେ ପରାଜୟ ପରେ ବିଜେଡିକୁ ଆଉ ଚାନ୍ଦା(ଡୋନେଶନ) ମିଳୁନାହିଁ। କ୍ଷମତାରୁ ଯିବା ପରେ ବିଜେଡିକୁ ଆଉ ଚାନ୍ଦା ଦେବାକୁ କେହି ଆଗ୍ରହ ଦେଖାଉନାହାନ୍ତି। ୨୦୨୪-୨୫ ଆର୍ଥିକ ବର୍ଷରେ ବିଜେଡିକୁ ୬୦ କୋଟି ଟଙ୍କା ମିଳିଥିଲା। ହେଲେ…

ଦକ୍ଷିଣ ଏସିଆ ପିଲାଙ୍କ ବିକାଶରେ ବାଧକ ଜଳବାୟୁ ପରିବର୍ତ୍ତନ

ନୂଆଦିଲ୍ଲୀ,୨୩ା୧୨: ଜଳବାୟୁ ପରିବର୍ତ୍ତନ ଯୋଗୁ ଉତ୍ତାପ ଏବଂ ଆର୍ଦ୍ରତା ବଢ଼ୁଥିବାବେଳେ ଏହା ଦକ୍ଷିଣ ଏସୀୟ ପିଲାମାନଙ୍କ ଉପଯୁକ୍ତ ବିକାଶକୁ ପ୍ରଭାବିତ କରୁଛି। ୨୦୫୦ ସୁଦ୍ଧା ଉପଯୁକ୍ତ ବିକଶିତ ହୋଇ ନ ଥିବା ପିଲାଙ୍କ ସଂଖ୍ୟା ୩ ନିୟୁତ ଟପିପାରେ ବୋଲି ଏକ…

Bangladesh Violence: ବାଂଲାଦେଶ ହିଂସା ଭିତରେ ବଡ଼ ଘୋଷଣା କଲେ ୟୁନୁସ୍, କହିଲେ ନିର୍ବାଚନ…

ନୂଆଦିଲ୍ଲୀ,୨୩।୧୨: ଦୁଇ ଦୁଇଟି ହତ୍ୟା ପରେ ଜଳୁଛି ବାଂଲାଦେଶ । ଏହାରି ଭିତରେ  ବାଂଲାଦେଶର ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ୍ ଫେବୃଆରୀ ୧୨ ତାରିଖରେ ସାଧାରଣ ନିର୍ବାଚନ କରିବା ପାଇଁ ପୁଣିଥରେ ତାଙ୍କର ପ୍ରତିବଦ୍ଧତାକୁ ଦୋହରାଇଛନ୍ତି । ସେ କହିଛନ୍ତି ଯେ…

ବଡ଼ଦିନରୁ ବଢ଼ିବ ଶୀତ: କୁହୁଡ଼ି ପାଇଁ ଏହି ୧୨ ଜିଲାକୁ ସତର୍କତା

ଭୁବନେଶ୍ୱର,୨୩ା୧୨(ବନ୍ଦନା ସେଠୀ): ବଡଦିନରୁ ଆହୁରି ବଢିବ ଶୀତ। ରାଜ୍ୟରେ ଏବେ ଶୀତର ଲହରି ଜାରି ରହିଥିବାବେଳେ ଆସନ୍ତା ୨୫ରୁ ଶୀତ ପ୍ରକୋପ ଅସମ୍ଭାଳ ହେବ। ପଶ୍ଚିମା ଝଡ଼ର ପ୍ରସ୍ଥାନ ପରେ ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ବୃଦ୍ଧି…

ମଧ୍ୟପ୍ରଦେଶରୁ ଏୟାରଲିଫ୍ଟ ହେଲା ବାଘୁଣୀ

ସେଓନି,୨୩ା୧୨: ମଧ୍ୟପ୍ରଦେଶର ସେଓନିସ୍ଥିତ ପେଞ୍ଚ ରିଜର୍ଭର ଏକ ବାଘୁଣୀ ୨୪ ଦିନ ପରେ ବନ ବିଭାଗ ଅଧିକାରୀଙ୍କ ହାତରେ ଧରାଦେଇଛି। ରବିବାର ଏହାକୁ ବାୟୁସେନାର ଏମ୍‌ଆଇ-୧୭ ହେଲିକପ୍ଟର ଯୋଗେ ରାଜସ୍ଥାନକୁ ସଫଳତାର ସହ ଏୟାରଲିଫ୍ଟ କରାଯାଇଛି। ସକାଳଠାରୁ ଅପରାହ୍ନ ପର୍ଯ୍ୟନ୍ତ ହାତୀମାନଙ୍କ ଦ୍ୱାରା…

ବାଂଲାଦେଶର ଆଉଜଣେ ଛାତ୍ରନେତାଙ୍କ ମୁଣ୍ଡକୁ ଗୁଳି

ଢାକା,୨୩ା୧୨(ପି.ଟି.): ବାଂଲାଦେଶର ଖ୍ୟାତନାମା ଯୁବନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ହତ୍ୟା ଘଟଣାର ୪ ଦିନ ପରେ ସୋମବାର ଆଉ ଜଣେ ଛାତ୍ରନେତାଙ୍କ ମୁଣ୍ଡକୁ ଗୁଳି କରାଯାଇଛି। ମୋତାଲେବ ଶିକଦର ୨୦୨୪ର ହିଂସାତ୍ମକ ଛାତ୍ର ଆନ୍ଦୋଳନର ଦ୍ୱିତୀୟ ନେତା। ଗୁରୁତର ଅବସ୍ଥାରେ ତାଙ୍କୁ ଖୁଲ୍‌ନା…

ଆଜି ପାଇଁ ମେଷ ସମେତ ଏହି 3 ରାଶି ଲକି, ମିଳିପାରେ ଖୁସି ଖବର

ନୂଆଦିଲ୍ଲୀ,୨୩/୧୨: ଆଜି ମକର ରାଶିରେ ଚନ୍ଦ୍ର ଗଠନ, ଦାୟିତ୍ୱ ଏବଂ ଦୀର୍ଘକାଳୀନ ଚିନ୍ତାଧାରାକୁ ପ୍ରୋତ୍ସାହିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ ଏବଂ ଶୁକ୍ର ଆତ୍ମବିଶ୍ୱାସ ଏବଂ ଉଦ୍ଦେଶ୍ୟର ସ୍ପଷ୍ଟତାକୁ ପ୍ରୋତ୍ସାହିତ କରନ୍ତି, ଯେତେବେଳେ ବିଛା ରାଶିରେ ବୁଧ ଅନୁମାନ ଅପେକ୍ଷା…

୨୪ ନୂଆ ଏନଏସି, ୫ ମ୍ୟୁନିସିପାଲଟି ପାଇଁ ବିଜ୍ଞପ୍ତି ପ୍ରକାଶ: ଗଞ୍ଜାମ ଜିଲାର ଏହି ସବୁ ଅଞ୍ଚଳ…

ଛତ୍ରପୁର, ୨୩।୧୨ (ଦିଲ୍ଲୀପ ସାମଲ): ରାଜ୍ୟର ୨୪ ନୂଆ ଏନଏସି ଓ ୫ ମ୍ୟୁନିସିପାଲଟି ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ରାଜ୍ୟ ସରକାର। ପାଲଲହଡା, ସିମୁଳିଆ, ସୋହେଲା, ତିହିଡି, ଧୂଷୁରୀ, ସାଲେପୁର, ବଡମ୍ବା, ନରସିଂହପୁର, ଗନ୍ଦିଆଁ, ଜଗନ୍ନାଥପ୍ରସାଦ, ପାତ୍ରପୁର, ନର୍ଲା,…

ଏମିତି ସହର, ଯେଉଁଠି ସବୁକିଛି ଧଳା, କୋଠାରୁ ଆରମ୍ଭ କରି…

ସମସ୍ତେ ରଙ୍ଗକୁ ଭଲ ପାଆନ୍ତି। ରଙ୍ଗୀନ ଘର, ରଙ୍ଗଜୀନ କୋଠା ସମସ୍ତଙ୍କୁ ଆକର୍ଷିତ କରେ। ଆପଣ ଜାଣନ୍ତି କି, ବିଶ୍ୱରେ ଏପରି ଏକ ସହର ଅଛି ଯେଉଁଠାରେ ସବୁକିଛି ଧଳା। ଏହି ସହର ରଙ୍ଗୀନ ପୋଷାକ କିମ୍ବା ରଙ୍ଗୀନ ଯାନବାହନ ପସନ୍ଦ…

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼ ଡିଲ୍ କରିଛି। କମ୍ପାନୀ ସ୍ୱଚ୍ଛ ଶକ୍ତି ବିକାଶକାରୀ ସଂସ୍ଥା ‘ଇଣ୍ଟରସେକ୍ଟ ପାୱାର’କୁ ୪.୭୫ ବିଲିୟନ…

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ ଜନସଂଖ୍ୟା ବଢ଼ିବା ସହିତ ମୃତ୍ୟୁସଂଖ୍ୟାକୁ ନେଇ ଏକ ଚିନ୍ତାଜନକ ରିପୋର୍ଟ ସାମ୍ନାକୁ ଆସିଛି। ‘ଦି…

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ ବିଜୟ ପରେ ପାକିସ୍ତାନୀ କୋଚ୍ ତଥା ପୂର୍ବତନ ଅଧିନାୟକ ସରଫରାଜ ଅହମ୍ମଦ ଭାରତୀୟ ଖେଳାଳିଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri