ନନ୍ଦନକାନନରେ ଗାଇଡ୍ଙ୍କୁ କାମୁଡ଼ିଲା ଭାଲୁ
ବାରଙ୍ଗ,୨୮।୧୦(ଡି.ଏନ୍.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ବୁଧବାର ଏକ ଅଘଟଣ ଦେଖିବାକୁ ମିଳିଛି। ଅପରାହ୍ନ ସମୟରେ ଭାଲୁ ସଫାରିରେ ଯାଇଥିବା ଜଣେ ଗାଇଡ୍ ଭାଲୁକୁ ଖାଦ୍ୟ ଦେଉଥିବାବେଳେ ହଠାତ ଭାଲୁଟି ଗାଇଡ୍ଙ୍କ ହାତକୁ କାମୁଡ଼ି ଦେଇଛି। ସୌଭାଗ୍ୟବଶତଃ ଗାଇଡ୍ ଜଣଙ୍କ ବଞ୍ଚତ୍ୟାଇଥିଲେ ମଧ୍ୟ…
କାମକୁ ନୁହେଁ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍
ଭୁବନେଶ୍ୱର, ୨୮।୧୦(ବ୍ୟୁରୋ): ଆତଙ୍କବାଦୀ କାର୍ଯ୍ୟକଳାପକୁ ଦୃଷ୍ଟିରେ ରଖି ୨୦୦୫ରେ କେନ୍ଦ୍ର ସରକାର ଯାନବାହନଗୁଡ଼ିକରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍ ଲଗାଇବାକୁ ନିଷ୍ପତ୍ତି ନେଇଥିଲେ। ତଦୁନଯାୟୀ ଏହି ନମ୍ବର ପ୍ଲେଟ୍ ନୂଆ ଗାଡ଼ି କିଣିବା ସମୟରେ ଲାଗିକରି ଆସିବ। ବିନା ନମ୍ବରରେ କୌଣସି…
ଚିକିତ୍ସାଳୟରୁ ବାଇକ୍ରେ ବୁହାହେଲା ମୃତଦେହ
ବାଙ୍କୀ, ୨୮।୧୦ (ସ୍ବ.ପ୍ର.): କଟକ ଜିଲା ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଭିନ୍ନକ୍ଷମ ଯୁବକଙ୍କ ମୃତ୍ୟୁ ପରେ ତାଙ୍କୁ ଘରେ ପହଞ୍ଚାଇବାକୁ ମହାପ୍ରୟାଣ ଗାଡି ଯୋଗା ନ ଯିବାରୁ ବାଇକ୍ରେ ପରିବାର ଲୋକେ…
ନଭେମ୍ବରରୁ ଉତ୍ସବ ମୁଖରିତ ହେବ ମଞ୍ଚ
ଭୁବନେଶ୍ୱର,୨୮।୧୦(ବ୍ୟୁରୋ): କରୋନା ମହାମାରୀ ଥମିଛି। ଦୀର୍ଘଦିନ ଧରି ଜୀବନଜୀବିକାକୁ ନେଇ ସଂଘର୍ଷ କରୁଥିବା କଳାକାରମାନେ ମଞ୍ଚକୁ ଯିବାକୁ ଚାହିଁ ବସିଛନ୍ତି। ଏପଟେ କରୋନାର କୋପ ଭିତରେ ଧୁନ୍ଦି ହେଉଥିବା ଶିଶୁଠାରୁ ବଡ଼ ଲୋକଙ୍କ ପର୍ଯ୍ୟନ୍ତ ସମସ୍ତେ ମନକୁ ଟିକେ ହାଲ୍କା କରିବା…
ସର୍ବଦଳୀୟ ବୈଠକ ଡାକିଲେ ନିର୍ବାଚନ କମିଶନ
ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତା ୬ ତାରିଖରେ ସର୍ବଦଳୀୟ ବୈଠକ ବସିବ। ଏ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ବୁଧବାର ସମସ୍ତ ରାଜନୈତିକ ଦଳଗୁଡ଼ିକୁ ଚିଠି ମାଧ୍ୟମରେ ଜଣାଇ ଦିଆଯାଇଛି। ଜିଲ୍ଲା ପରିଷଦଗୁଡ଼ିକର କାର୍ଯ୍ୟକାଳ ୨୦୨୨ ମାର୍ଚ୍ଚ…
ରାଜ୍ୟ ସରକାର, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ନୋଟିସ
କଟକ ଅଫିସ, ୨୮।୧୦: ହାଇକୋର୍ଟରେ ବାଣ ବିକ୍ରି ମାମଲାର ଶୁଣାଣି ବୁଧବାର ହୋଇଥିଲା। ମୁଖ୍ୟ ବିଚାରପତି ଏସ୍. ମୁରଲୀଧର ଓ ଜଷ୍ଟିସ ବି.ପି. ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ରାଜ୍ୟ ସରକାର ଓ ପ୍ରଦୂଷଣ ନିୟନ୍ତ୍ରଣ…
ହାତୀ ଦାନ୍ତ ଜବତ, ଶିକାରୀ ଗିରଫ
ଭୁବନେଶ୍ୱର,୨୮।୧୦(ବ୍ୟୁରୋ): କ୍ରାଇମ୍ବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍ଟିଏଫ୍) ଅନୁଗୋଳ ବନବିଭାଗ ସହାୟତାରେ ଚଢ଼ାଉ କରି ଜଣେ ବନ୍ୟଜନ୍ତୁ ଶିକାରୀଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଅନୁଗୋଳ ଜିଲା ଠାକୁରଗଡ଼ ଥାନା ରାଣିବନ୍ଧ ଗ୍ରାମର ସୁଦର ନାୟକ। ତାଙ୍କଠାରୁ ଗୋଟିଏ ହାତୀ ଦାନ୍ତ…
୨୯ରୁ ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା
ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ଆସନ୍ତା ୧୨ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ବୁଧବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନରୁ ୩.୧ କିଲୋମିଟର ଉପରେ ରହିଛି।…
ଷଡ଼ଯନ୍ତ୍ର ଉପରୁ ପରଦା ହଟୁନି
ବଲାଙ୍ଗୀର ଅଫିସ,୨୮।୧୦: ପରକୀୟା ପ୍ରୀତି ପ୍ରଘଟ ଭୟରେ କଳାହାଣ୍ଡି ଜିଲା ମହାଲିଙ୍ଗ ଘରୋଇ ସ୍କୁଲର ପରିଚାଳନା ସଭାପତି ଗୋବିନ୍ଦ ସାହୁ ଅଧ୍ୟକ୍ଷା ମମିତା ମେହେରଙ୍କୁ ହତ୍ୟା କରିଥିଲେ ବୋଲି ଉତ୍ତରାଞ୍ଚଳ ପୋଲିସ ଡିଆଇଜି ଦୀପକ କୁମାର ଖବରଦାତା ସମ୍ମିଳନୀରେ କହିଥିଲେ। ମମିତାଙ୍କୁ…
ନେଟ୍ସରେ ବୋଲିଂ କଲେ ହାର୍ଦ୍ଦିକ
ଦୁବାଇ,୨୮।୧୦: ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଚଳିତ ମାସରେ ପ୍ରଥମ ଥର ନେଟ୍ସରେ ବୋଲିଂ କରିଛନ୍ତି। ଏଥିଯୋଗୁ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ୍ରେ ତାଙ୍କ ଖେଳିବାର ସମ୍ଭାବନା ବୃଦ୍ଧି ପାଇଛି। କାରଣ ତାଙ୍କର ଉପସ୍ଥିତି ଦଳକୁ ୬ଷ୍ଠ ବୋଲିଂ ବିକଳ୍ପ ଦେଉଛି। ପ୍ରଥମ ମ୍ୟାଚ୍ରେ…
ଅନ୍ଧାରରେ ଆମେରିକାର ୬ ଲକ୍ଷ ଘର
ନ୍ୟୁୟର୍କ,୨୭।୧୦: ଶକ୍ତିଶାଳୀ ଝଡ଼ କାରଣରୁ ଆମେରିକାର ଉତ୍ତରାପୂର୍ବାଞ୍ଚଳରେ ବାଧାପ୍ରାପ୍ତ ହୋଇଛି ବିଦ୍ୟୁତ ଯୋଗାଣ ବ୍ୟବସ୍ଥା। ଏପରି କି ୬ ଲକ୍ଷରୁ ଅଧିକ ଘର ଅନ୍ଧାର ମୁହଁକୁ ଚାଲିଯାଇଥିବା ଜଣାପଡ଼ିଛି। କେବଳ ମାସଚୁସେଟ୍ସ ରାଜ୍ୟରେ ୪.୯୫ ଲକ୍ଷ ଘର ପ୍ରଭାବିତ ହୋଇଥିବା ଓ୍ବେବସାଇଟ୍ରେ…
ପିଲାଙ୍କ ଟିକା ଫାଇଜରକୁ ଅନୁମତି ଲାଗି ସୁପାରିସ୍
ଓ୍ବାଶିଂଟନ୍,୨୭ା୧୦: ଆମେରିକାର ଫୁଡ୍ ଆଣ୍ଡ ଡ୍ରଗ୍ ଆଡ୍ମିନିଷ୍ଟ୍ରେଶନ(ଏଫ୍ଡିଏ)ର ପରାମର୍ଶଦାତା କମିଟି ୫ରୁ ୧୧ ବର୍ଷ ପିଲାଙ୍କ ପାଇଁ ଫାଇଜର କୋଭିଡ୍ ଟିକାକୁ ଅନୁମତି ପ୍ରଦାନ ନିମନ୍ତେ ସୁପାରିସ୍ କରିଛି। କିଛି ଦିନ ମଧ୍ୟରେ ଏଫ୍ଡିଏ ଏହି ସୁପାରିସ୍ ଉପରେ ମୋହର ଲଗାଇପାରେ…
Archives


