ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ
ଭୁବନେଶ୍ୱର, ୨୭।୧୦(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଓଡ଼ିଶା ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷ(ଓସ୍ଡମା) କାର୍ଯ୍ୟନିର୍ବାହୀ ଅଧିକାରୀ ସତ୍ୟ ରଞ୍ଜନ…
ନିଶ୍ଚିନ୍ତ ଦୁର୍ଘଟଣାରୁ ନିଜକୁ ଏମିତି ବଞ୍ଚାଇଲେ ଅମ୍ପାୟାର୍: ଦେଖନ୍ତୁ ଭିଡିଓ
ଦୁବାଇ,୨୭।୧୦: ଦକ୍ଷିଣ ଆଫ୍ରିକା ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ଟି -୨୦ ବିଶ୍ୱକପ ୨୦୨୧ର ୧୮ତମ ମ୍ୟାଚରେ ଅମ୍ପାୟାର ଆଲିମ ଡାର ଦୁଇଥର ଏକ ବଡ଼ ଦୁର୍ଘଟଣାକୁ ଏଡାଇ ଦେଇଥିଲେ। ଏହି ମ୍ୟାଚ୍ରେ ଅମ୍ପାୟାର୍ ଥିବା ଡାର୍ ଦୁଇଥର ବଡ଼ ଦୁର୍ଘଟଣାର…
୫ ହଜାର କୋଟି ସମ୍ପତ୍ତିର ମାଲିକ, ପିଲାମାନେ ପାଇବେନି କିଛି…
ଚଣ୍ଡିଗଡ଼,୨୭।୧୦: ବଲିଉଡ ଅଭିନେତା ସୈଫ ଅଲି ଖାଁ ହେଉଛନ୍ତି ପଟୌଦିର ନବାବ ଏବଂ ତାଙ୍କୁ ବଲିଉଡର ନବାବ ମଧ୍ୟ କୁହାଯାଏ। ସେ ରୟାଲ ପରିବାର ସହିତ ତାଙ୍କର ସମ୍ପର୍କ। ସୈଫ୍ ଗୋଟିଏ ବର୍ଷରେ ଚଳଚ୍ଚିତ୍ର ଏବଂ ବିଜ୍ଞାପନରେ ଅଭିନୟ କରି ବହୁ…
ପ୍ରଥମ ଓଭରରେ ଚମତ୍କାର ହ୍ୟାଟ୍ରିକ୍ ନେଇଥିଲେ ଏହି କ୍ରିକେଟର୍
କପିଳ ଦେବଙ୍କ ପରେ ଭାରତୀୟ ଦଳର ସର୍ବଶ୍ରେଷ୍ଠ ଅଲରାଉଣ୍ଡର ଥିଲେ ଇରଫାନ ପଠାନ। ଟି -୨୦ ବିଶ୍ୱକପର ଫାଇନାଲରେ ମ୍ୟାନ୍ ଅଫ ଦି ମ୍ୟାଚ ପୁରସ୍କାର ଜିତିବା ହେଉ କିମ୍ବା ଟେଷ୍ଟ ମ୍ୟାଚର ପ୍ରଥମ ଓଭରରେ ହ୍ୟାଟ୍ରିକ ନେଇଥିଲେ ସେ। ଭାରତୀୟ…
ଭାରତକୁ ରହିବାକୁ ପଡ଼ିବ ସାବଧାନ
ଦୁବାଇ,୨୭।୧୦: ଟି -୨୦ ବିଶ୍ୱକପ୍ର ଗ୍ରୁପ-୨ରେ ପାକିସ୍ତାନର ସେମିଫାଇନାଲ ରାସ୍ତା ସହଜ ହୋଇଛି। ମଙ୍ଗଳବାର ଖେଳାଯାଇଥିବା ମ୍ୟାଚରେ ପାକିସ୍ତାନ ନ୍ୟୁଜିଲାଣ୍ଡକୁ ୫ ଉଇକେଟରେ ପରାସ୍ତ କରିଛି। ଏହା ଦଳର କ୍ରମାଗତ ଦ୍ୱିତୀୟ ବିଜୟ ଏବଂ ଦଳ ମଧ୍ୟ ଟେବୁଲର ଶୀର୍ଷରେ ପହଞ୍ଚିଛି।…
ଆନ୍ଧ୍ରରେ ବନ୍ଧା ୨ ହଜାର ବଣ୍ଡା
ମାଲକାନଗିରି,୨୭।୧୦: ମାଲକାନଗିରି ଜିଲା ଖଇରପୁଟ ବ୍ଲକ ବଣ୍ଡାଘାଟିରେ ରହୁଛନ୍ତି ବଣ୍ଡା ଆଦିବାସୀ। ଏହି ଆଦିମ ଜନଜାତିଙ୍କ ଜୀବନମାନରେ ଉନ୍ନତି ଆଣିବା ପାଇଁ ସରକାରୀ ଓ ଘରୋଇ ସଂସ୍ଥା ପକ୍ଷରୁ ଚେଷ୍ଟା ହୋଇଛି। କିନ୍ତୁ ତାହା ସମ୍ଭବ ହୋଇପାରିନାହିଁ। ଏହାର ମୁଖ୍ୟ କାରଣ…
ଆଶୀର୍ବାଦ ଯୋଜନା ପାଇଁ ଲାଞ୍ଚ
ନୟାଗଡ଼ ଅଫିସ,୨୭।୧୦: ଲାଞ୍ଚ ନ ଦେଲେ ଆଶୀର୍ବାଦ ଯୋଜନାରେ ନାମ ତାଲିକାଭୁକ୍ତ କରାଯାଉନାହିଁ। ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ୧ ହଜାର ଟଙ୍କା ନ ଦେଲେ ଦରଖାସ୍ତକୁ ଫେରାଇ ଦେଉଛନ୍ତି। ଯଦି କେହି ବାଧ୍ୟ କରି ଦରଖାସ୍ତ ଦେଉଛନ୍ତି ତାକୁ ଫିଙ୍ଗି ଦିଆଯାଉଥିବା…
‘ଦେଶ ପ୍ରଗତିର ପ୍ରତିବନ୍ଧକ ଦୁର୍ନୀତି’
ନବରଙ୍ଗପୁର, (ବି.ପ୍ର.)/ରାୟଗଡ଼ା ଅଫିସ, ୨୭।୧୦:ଦେଶର ଆର୍ଥିକ ରାଜନୈତିକ ଏବଂ ସାମାଜିକ ପ୍ରଗତି ପଥରେ ଦୁର୍ନୀତି ହିଁ ସବୁଠୁ ବଡ଼ ପ୍ରତିବନ୍ଧକ। ଦୁର୍ନୀତିର ମୂଳପ୍ଲାଟନ ନିମନ୍ତେ ସମସ୍ତ ଅଂଶୀଦାର ହେବା ଜରୁରୀ। ପ୍ରତ୍ୟେକ ନାଗରିକ ସବୁ ସମୟରେ ସତର୍କତା, ସାଧୁତା ଓ ସତ୍ୟନିଷ୍ଠାରେ…
ଭିତରକନିକାରେ ଲାଗିଲା କ୍ୟାମେରା
ରାଜନଗର, ୨୭।୧୦(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନରେ କ୍ୟାମେରା ଟ୍ରାପ ମାଧ୍ୟମରେ ବନ୍ୟଜନ୍ତୁମାନଙ୍କର ଗତିବିଧି ନିରୀକ୍ଷଣ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମ ଦଫାରେ ରାଜନଗର ରେଞ୍ଜର ଘଞ୍ଚ ଜଙ୍ଗଲ ମଧ୍ୟରେ କ୍ୟାମେରା ଖଞ୍ଜା ଯାଇଛି। ବନ ବିଭାଗର କ୍ଷେତ୍ର କର୍ମଚାରୀମାନଙ୍କୁ ତାଲିମ ଦିଆଯାଉଛି।…
୩୩ ମାଛର ଦାମ୍ ୧ କୋଟି
ଭୋଗରାଇ, ୨୭।୧୦(ଡି.ଏନ.ଏ.): ୩୩ଟି ମାଛର ଦାମ୍ ୧ କୋଟି ଟଙ୍କା। ଏହା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏହି ମାଛଗୁଡ଼ିକୁ ବଙ୍ଗୋପସାଗର ପଶ୍ଚିମବଙ୍ଗ ଦୀଘା ଉପକୂଳରୁ ଧରାଯାଇ ଟ୍ରଲର ଯୋଗେ ଦୀଘା ମାଛ ମାର୍କେଟ୍କୁ ଅଣାଯାଇ ବିକ୍ରି କରାଯାଇଛି। କୋଲକାତା…
ଅଲିଭ୍ ରିଡ୍ଲେ ପ୍ରଜନନ: ୧ରୁ କଟକଣା
ଭୁବନେଶ୍ୱର, ୨୭ ।୧୦(ବ୍ୟୁରୋ): ଚଳିତବର୍ଷ ଅଲିଭ୍ ରିଡ୍ଲେ ପ୍ରଜନନ ଋତୁରେ ଏମାନଙ୍କ ସଂରକ୍ଷଣ ଓ ସୁରକ୍ଷା ପାଇଁ ବ୍ୟାପକ ପ୍ରଶାସନିକ ପ୍ରସ୍ତୁତି ହୋଇଛି। ନଭେମ୍ବର ୧ରୁ ୨୦୨୨ ମେ’ ୩୧ ପର୍ଯ୍ୟନ୍ତ କଟକଣା ଲାଗିବ। ଧାମରା, ଦେବୀ ଓ ଋଷିକୁଲ୍ୟା ନଦୀ…
ରାଗରେ ଏହି ଅଭିନେତ୍ରୀଙ୍କୁ ଶକ୍ତ ଚାପୁଡ଼ା ମାରିଥିଲେ ଇଶା, ଆଉ ତା’ ପରେ
ବଲିଉଡ ଇଣ୍ଡଷ୍ଟ୍ରିରେ ଅଭିନେତ୍ରୀମାନଙ୍କ ମଧ୍ୟରେ ଝଗଡା ସାଧାରଣ କଥା। ଇଣ୍ଡଷ୍ଟ୍ରିରେ ଅନେକ ଅଭିନେତ୍ରୀ ଅଛନ୍ତି, ଯେଉଁମାନେ ଛୋଟଛୋଟ ମନୋମାଳିନ୍ୟ ଲାଗି ଚର୍ଚ୍ଚାକୁ ଆସିଥାନ୍ତି। ଏହି କାରଣରୁ, ଇଣ୍ଡଷ୍ଟ୍ରିର କିଛି ଅଭିନେତ୍ରୀ ପରସ୍ପର ସହ କାମ କରିବା ଠାରୁ ଦୂରେଇ ରହିଛନ୍ତି। କିନ୍ତୁ…
Archives


