Home Left

ଆଜି ଅଭିଯୋଗ ଶୁଣିବେନି ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାରଣ

ଭୁବନେଶ୍ୱର,୨୭।୪(ବନ୍ଦନା ସେଠୀ): ସୋମବାର ୨୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ହେବ ନାହିଁ। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏହି ଜନଶୁଣାଣି କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଥିବା ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୟୁନିଟ-୨…

ଅଧିକ ମୋବାଇଲ୍ ଦେଖୁଥିଲେ ସାବଧାନ! ଆସିଲା ଚାଞ୍ଚଲ୍ୟକର ତଥ୍ୟ

ଆଜିକାଲି ହାଇଟେକ୍‌ ଯୁଗରେ ମୋବାଇଲର ବ୍ୟବହାର କେତେ ବହୁଳ ହୋଇଯାଇଛି ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏବେ ଅନେକ କାମରେ ଏହା ଉପଯୋଗୀ ସାବ୍ୟସ୍ତ ହୋଇଛି। ବିଶେଷଭାବରେ ଯୁବପିଢ଼ି ଅଧିକ ମୋବାଇଲ୍‌ ବ୍ୟବହାର କରୁଥିବାର ଏକ ସର୍ଭେରୁ ଜଣାପଡିଛି। ତେବେ ଆବଶ୍ୟକତାଠାରୁ…

ଚେନ୍ନାଇକୁ ହରାଇଲା ଗୁଜରାଟ

ଚେନ୍ନାଇ,୨୬ା୪: ସାଇ ସୁଦର୍ଶନଙ୍କ ଅର୍ଦ୍ଧଶତକ ବଳରେ ରବିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ (ଜିଟି) ୮ ଉଇକେଟରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)କୁ ପରାସ୍ତ କରିଛି। ଲଗାତର ଦୁଇ ପରାଜୟ ପରେ ଏହି ବିଜୟ ସହ ଗୁଜରାଟ ତା’ର ପରାଜୟ…

ଭଞ୍ଜନଗର ଠାକୁରାଣୀ ଯାତ୍ରା ଆରମ୍ଭ, ସହର ଉତ୍ସବମୁଖର

ଭଞ୍ଜନଗର,୨୬।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ରବିବାର ଆରମ୍ଭ ହୋଇଯାଇଛି। ଯାତ୍ରାକୁ ଦେଖିବା ପାଇଁ ହଜାର ହଜାର ଲୋକଙ୍କ ସମାଗମ ହୋଇଥିଲା। ଆତସବାଜି ଏବଂ ପାରମ୍ପରିକ ନୃତ୍ୟରେ ପ୍ରକମ୍ପିତ ହୋଇପଡ଼ିଥିଲା ସହର। ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ପୋଲିସ…

ଜନଗଣନା କର୍ମଚାରୀଙ୍କୁ ମାଡ଼: ଧରାପଡ଼ିଲେ ୨ ଅଭିଯୁକ୍ତ

ପଟ୍ଟାଙ୍ଗି,୨୬ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଓଡ଼ିଶା ପକ୍ଷରୁ ଜନଗଣନା କରୁଥିବା କର୍ମଚାରୀଙ୍କ ମାଡ଼ ମାରିବା ଅଭିଯୋଗରେ ସେମ୍ୱି ଗ୍ରାମର ୨ଜଣ ବ୍ୟକ୍ତିଙ୍କୁ କୋଟିଆ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। କୋଟିଆ…

ଦେଢ଼ କି.ମି. ରାସ୍ତାରେ ୧୦ ହମ୍ପ୍ସ

ନୂଆପଡ଼ା,୨୬ା୪ (ମକାରୁ ବେମାଲ): ଛତିଶଗଡ଼ ରାଜ୍ୟ ରାୟପୁରଠାରୁ ନୂଆପଡ଼ା ଜିଲା ଦେଇ ଗୋପାଳପୁରକୁ ସଂଯୋଗ କରୁଥିବା ଜାତୀୟ ରାଜପଥରେ ଅତ୍ୟଧିକ ହମ୍ପ୍ସ (ସ୍ପିଡ୍‌ ବ୍ରେକର) ଯୋଗୁ ଯାତାୟାତରେ ବହୁତ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି ବୋଲି ଅଭିଯୋଗ ହେଉଛି। ଉକ୍ତ ହମ୍ପ୍ସ…

୮ ଦିନର ସଂଘର୍ଷ ପରେ ହାରିଗଲେ ଶୁଭଶ୍ରୀ

ଥୁଆମୂଳ ରାମପୁର, ୨୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଶ୍ରୀମସ୍କା ଛକଠାରେ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଜଣେ ନାବାଳିକାଙ୍କ ଶନିବାର ବିଳମ୍ୱିତ ରାତିରେ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଗତ…

ଦେର୍ଲାଠିର ହିତାଧିକାରୀଙ୍କୁ ମିଳିଲା ପକ୍କାଘର କାର୍ଯ୍ୟାଦେଶ

ଥୁଆମୂଳ ରାମପୁର,୨୬ା୪(ଦୁର୍ଗା କୀର୍ତ୍ତି): ଦୁର୍ଗମ ଅଞ୍ଚଳର ବିକାଶ ପାଇଁ ପ୍ରଶାସନ ଦେଇଥିବା ପ୍ରତିଶ୍ରୁତି ବାସ୍ତବ ରୂପ ନେଇଛି। କିଛିଦିନ ପୂର୍ବେ କଳାହାଣ୍ଡି ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ (ସିଡିଓ) ତଥା ଆଇଏଏସ୍‌ ସୌମ୍ୟରଞ୍ଜନ ପ୍ରଧାନ ଥୁଆମୂଳ ରାମପୁର ବ୍ଲକର ଦେର୍ଲାଠି…

ଟ୍ରମ୍ପଙ୍କ ଡିନରରେ ଗୁଳି ଚଳାଇଥିବା ଆକ୍ରମଣକାରୀଙ୍କ ଆସିଲା ଶିକ୍ଷାଗତ ଯୋଗ୍ୟତା, ଜାଣନ୍ତୁ…

ଓ୍ୱାଶିଂଟନ,୨୬ା୪: ଆମେରିକାର ରାଜଧାନୀ ୱାଶିଂଟନ ଡିସିରେ ଆୟୋଜିତ ପ୍ରତିଷ୍ଠିତ ‘ହ୍ୱାଇଟ ହାଉସ କରେସପଣ୍ଡେଣ୍ଟସ ଡିନର’ କାର୍ଯ୍ୟକ୍ରମରେ ଗୁଳିକାଣ୍ଡ ଘଟିଥିଲା। କାର୍ଯ୍ୟକ୍ରମରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, ପ୍ରଥମ ମହିଳା ମେଲାନିଆ ଟ୍ରମ୍ପ ଏବଂ ଉପ-ରାଷ୍ଟ୍ରପତି ଜେଡି ଭେନ୍ସଙ୍କ ସମେତ ଅନେକ କ୍ୟାବିନେଟ…

୨ ପରିବାରରେ ଖଣ୍ଡଯୁଦ୍ଧ: ୨ ବାଇକ୍‌ରେ ଠେଙ୍ଗାବାଡ଼ି ଧରି ଆସି…

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମରେ ପାରିବାରିକ ହିଂସା କାରଣରୁ ଦୁଇ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ ଘଟିଛି। ଆକ୍ରମଣ ଓ ପ୍ରତିଆକ୍ରମଣରେ ଉଭୟ ପରିବାରର ୬ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ଜକର ଗ୍ରାମର ନୂଆସାହିରେ…

ପିଆଜ ଚାଷଜମି ପରିଦର୍ଶନ କଲେ ଅତିରିକ୍ତ ସଚିବ, ଚାଷୀଙ୍କୁ କହିଲେ…

ନୂଆପଡ଼ା,୨୬ା୪(ମକାରୁ ବେମାଲ): କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଧନଧାନ୍ୟ ଯୋଜନା ଅତିରିକ୍ତ ସଚିବ ମନୋଜ କୁମାର ରବିବାର ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ତୁକଳାପଡା ଗାଁର ଚାଷୀଙ୍କ ପିଆଜ ଚାଷଜମି ପରିଦର୍ଶନ କରିଛନ୍ତି। ଏହି ସମୟରେ ସେ ଗାଁର…

ଅନୁଦାନ ମିଳିଲାନି, ବନ୍ଦ ହେଲା ସରକାରୀ କାର୍ଯ୍ୟକ୍ରମ

ହାଟଡିହୀ/ଛେନାପଦୀ,୨୬ା୪(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ଅନୁଦାନ ପ୍ରଦାନ ନ ହେବାରୁ ଏକ ସରକାରୀ କାର୍ଯ୍ୟକ୍ରମ ବନ୍ଦ ହୋଇଛି। ଯାହାକୁ ନେଇ କଳାକାରମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। କଳାକାରମାନଙ୍କୁ ଉପେକ୍ଷା କରାଯାଉଥିବା କୁହାଯାଇଛି। ସୂଚନା ଅନୁସାରେ, ଓଡ଼ିଆପକ୍ଷ ୨୦୨୬ ଅବସରରେ ଏପ୍ରିଲ ୧୦କୁ ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?