Home Left

ପୁଣି ଟିଆରଏସ ଅଧ୍ୟକ୍ଷ ହେଲେ କେ. ଚନ୍ଦ୍ରଶେଖର ରାଓ

ହାଇଦ୍ରାବାଦ,୨୬।୧୦: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ପୁଣି ଟିଆରଏସ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହୋଇଛନ୍ତି । ଏନେଇ ଟିଆରଏସର ସଧାରଣ ସମ୍ପାଦକ ଏମ.ଶ୍ରୀନିବାସ ରେଡ୍ଡୀ ଘୋଷଣା କରିଛନ୍ତି। କେ. ଚନ୍ଦ୍ରଶେଖର ରାଓ କ୍ରମାଗତ ଭାବେ ନବମ ଥର ପାଇଁ ଏହି…

ରିଲିଜ ହେଲା ‘ଅନ୍ତିମ’

ମୁମ୍ବାଇ: ବଲିଉଡ୍‌ ଷ୍ଟାର ସଲମାନ୍‌ ଖାନ୍‌ ଓ ଆୟୁଷ ଶର୍ମାଙ୍କ ଅଭିନୀତ ‘ଅନ୍ତିମ୍‌’(ଦ ଫାଇନାଲ୍‌ ଟ୍ରୁଥ୍‌)ର ଟ୍ରେଲର ରିଲିଜ ହୋଇଛି। ମହେଶ ମଞ୍ଜରେକାଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ନଭେମ୍ବର ୨୬(ମଙ୍ଗଳବାର) ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ। ସଲମାନ୍‌ ଖାନ୍‌ ଏହାର ପୋଷ୍ଟର ସୋସିଆଲ…

ଦାବି ପୂରଣ ପାଇଁ ଘାସ ଚୋବାଇଲେ ଗାଁସାଥୀ

ଭୁବନେଶ୍ୱର,୨୬।୧୦: ବିଧାନସଭା ସମ୍ମୁଖ ଲୋୟର ପିଏମ୍‌ଜି ଧାରଣାସ୍ଥଳରେ ପୁଣି ଏକାଠି ହେଲେ ଗାଁସାଥୀ। ଗାଁସାଥୀ(ମେଟ୍‌) କମିଟି ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ଓଡିଶା ପ୍ରଦେଶର ଶତାଧିକ କର୍ମକର୍ତ୍ତା ଓ ସଭ୍ୟାସଭ୍ୟ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ପର୍ଯ୍ୟାପ୍ତ ନିଯୁକ୍ତିର ଅଭାବ ଓ ଆର୍ଥିକ…

ଅଧିନାୟକଙ୍କ ଆଖିରେ ଲୁହ

ଦୁବାଇ,୨୬।୧୦: ଆଫଗାନିସ୍ତାନ ଟି-୨୦ ବିଶ୍ୱକପ ୨୦୨୧ରେ ଏକ ଜବରଦସ୍ତ ବିଜୟରୁ ଅଭିଯାନ ଆରମ୍ଭ କରିଛି। ସୁପର -୧୨ ରାଉଣ୍ଡରେ ଆଫଗାନିସ୍ତାନ ସ୍କଟଲ୍ୟାଣ୍ଡକୁ ୧୩୦ ରନରେ ପରାସ୍ତ କରିଛି। ରନ ଦୃଷ୍ଟିରୁ ଟି -୨୦ରେ ଏହା ଦଳର ସବୁଠାରୁ ବଡ ବିଜୟ। ଆଫଗାନିସ୍ତାନ…

ବିକ୍ରି ହେଉନି ହସ୍ତକଳା, ଚିନ୍ତାରେ ପରିବାର

ବେଗୁନିଆ,୨୬।୧୦(ଡି.ଏନ୍‌.ଏ.): ଏବେ ଦୁର୍ଦ୍ଦିନରେ ଦିନ ବିତାଉଛନ୍ତି ହସ୍ତକଳା କାରିଗର। ଅତ୍ୟାଧୁନିକ ସାମଗ୍ରୀର ଚାହିଦା ଓ କରୋନା ମହାମାରୀ ଛଡ଼ାଇ ନେଇଛି ସେମାନଙ୍କର କୁଳବେଉସା। ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଞ୍ଚଳର ଅନୁସୂଚିତ ଜାତି ପରିବାରଙ୍କ କ୍ଷେତ୍ରରେ ଦେଖିବାକୁ ମଳିଛି। ଏହି ବ୍ଲକର…

ନିର୍ବାଚନ ଆୟୋଗ, ସରକାରଙ୍କ ଜବାବ ଦାଖଲ

କଟକ ଅଫିସ,୨୬।୧୦: ହାଇକୋର୍ଟରେ ସୋମବାର ପୌର ନିର୍ବାଚନ ବିଳମ୍ବ ମାମଲାର ଶୁଣାଣି ହୋଇଛି। ମୁଖ୍ୟ ବିଚାରପତି ଡ. ଏସ୍‌. ମୁରଲୀଧର ଏବଂ ବିଚାରପତି ବି.ପି. ରାଉତରାୟଙ୍କ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ…

ସବୁ ଯାତ୍ରୀବାହୀ ଗାଡ଼ିରେ ରହିବ ଭିଏଲ୍‌ଟିଡି

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରାଜ୍ୟର ସବୁ ଯାତ୍ରୀବାହୀ ଗାଡିରେ ଭିଏଲ୍‌ଟିଡି (ଭେଇକିଲ ଲୋକେଶନ ଟ୍ରାକିଂ ଡିଭାଇସ) ଲାଗିବ। ଓଲା, ଉବେର, ମୋ ବସ୍‌ ଭଳି ଯାତ୍ରୀବାହୀ ଗାଡିଗୁଡିକରେ ଏହି ସୁବିଧା ରହିଛି। ଏହାଦ୍ୱାରା ଯାତ୍ରୀମାନେ ଏହିସବୁ ବସ୍‌, କାର୍‌ କିମ୍ବା ଅଟୋ ଆଦିର ଯାତାୟାତ…

ଏବେ ଭାରତ ସହ ସମ୍ପର୍କ ଦୃଢ ବିଷୟରେ ଆଲୋଚନ କରିବା ଭଲ ସମୟ ନୁହେଁ: ଇମ୍ରାନ

ଇସଲାମାବାଦ,୨୬।୧୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଭାରତ ସହ ସମ୍ପର୍କକୁ ସୁଦୃଢ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ସାଉଦି ଆରବର ରାଜଧାନୀ ରିୟାଦରେ ପାକିସ୍ତାନ-ସାଉଦି ଇନଭେଷ୍ଟମେଣ୍ଟ ଫୋରମକୁ ସମ୍ବୋଧିତ କରିବାବେଳେ ଖାନ କହିଛନ୍ତି, ଭାରତ ଏବଂ ପାକିସ୍ତାନର କେବଳ ଗୋଟିଏ ପ୍ରସଙ୍ଗ…

୧୪ଲକ୍ଷ ଠକି ୩ ଭଉଣୀଭାଇ ଗିରଫ

ଝାରସୁଗୁଡ଼ା ଅଫିସ,୨୬।୧୦: ଜଣେ ଯୁବକଙ୍କୁ ରେଳବାଇରେ ଚାକିରି ଦେବା ନାମରେ ତାଙ୍କ ନିକଟରୁ ୧୪ଲକ୍ଷ ଟଙ୍କା ଠକି ନେବା ଅଭିଯୋଗରେ ଝାରସୁଗୁଡ଼ା ପୋଲିସ ୩ ଭଉଣୀଭାଇଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଝରଣା ବାଦି (୩୨),…

ସୀମା ଉଲ୍ଲଂଘନ କରି ତଦନ୍ତ କରୁଛନ୍ତି ଡିଆଇଜି

ପ୍ରଶ୍ନ-୧: ଗିରଫ ଲୋକଙ୍କୁ ଥାନାରେ ରଖାଯାଏ। ପୋଲିସ ବାରାକ କେବଳ କର୍ମଚାରୀଙ୍କ ରହିବା ପାଇଁ ଉର୍ଦ୍ଦିଷ୍ଟ। ଅପରାଧୀଙ୍କୁ ହାତକଡି ପଡିଲାନି କିମ୍ବା ହାଜତରେ ରଖାଗଲାନି। ପୋଲିସ ବାବୁମାନେ ସସମ୍ମାନେ ଅପରାଧୀଙ୍କୁ ନିଜ ଘରେ ନେଇ ରଖିଲେ। ଏହା ସମ୍ପୂର୍ଣ୍ଣ ଭାବେ ପୋଲିସ…

ଚେତାବନୀ ଦେଲା ଅଫଗାନିସ୍ତାନ

ଶାରଜା,୨୬।୧୦: ଟି-୨୦ ବିଶ୍ୱକପ୍‌ରେ ଆଫଗାନିସ୍ତାନ ଏବଂ ସ୍କଟଲ୍ୟାଣ୍ଡ ଭଳି ଦେଶକୁ ଅନେକ ଲୋକ ଭାବନ୍ତି ଯେ ଏହି ଦୁଇଜଣ ଛୋଟ ଏବଂ ଦୁର୍ବଳ ଦଳ। କିନ୍ତୁ ଉଭୟ ଦଳ ଚଳିତ ବିଶ୍ୱକପ୍‌ରେ ଏହି ୨ ଦିନ ଜବରଦସ୍ତ ପ୍ରଦର୍ଶନ କରିଛନ୍ତି। ଆଫଗାନିସ୍ତାନ…

ପରିବର୍ତ୍ତନର ଅଗ୍ରଦୂତ ସାଜନ୍ତୁ ଯୁବପିଢ଼ି: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସରେ ମହାତ୍ମା ଗାନ୍ଧୀ ଜାତୀୟ ଛାତ୍ରବୃତ୍ତି(ଏମ୍‌ଜିଏନ୍‌ଏଫ୍‌) ୨ୟ ପର୍ଯ୍ୟାୟର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଧର୍ମେନ୍ଦ୍ର ଛାତ୍ରବୃତ୍ତିଧାରୀ ତଥା ଯୁବପିଢ଼ିଙ୍କୁ ଦକ୍ଷତା ବିକାଶର ପ୍ରୟାସରେ ତୃଣମୂଳସ୍ତରରେ ସାମାଜିକ ପରିବର୍ତ୍ତନର ଅଗ୍ରଦୂତ ହେବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri