ଅଗ୍ନିକାଣ୍ଡରେ ୪ ଜଣଙ୍କ ମୃତ୍ୟୁ
ନୂଆଦିଲ୍ଲୀ: ଦିଲ୍ଲୀର ପୁରୁଣା ସୀମାପୁରୀ ଅଞ୍ଚଳରେ ଆଜି ଭୋରରେ ଭୟାନକ ଅଘଟଣା ଘଟିଛି। ଏକ ତିନି ମହଲା କୋଠାରେ ନିଆଁ ଲାଗି ୪ ଜଣଙ୍କର ମୃତ୍ୟୁ ଘଟିଥିବା ଦିଲ୍ଲୀ ପୋଲିସ ସୂଚନା ଦେଇଛି। ଭୋର୍ ସମୟରେ ଘରେ ନିଆଁ ଲାଗିଥିବା ନେଇ…
୩ ଓଡ଼ିଆ ପୁରସ୍କୃତ
ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ନୂଆଦିଲ୍ଲୀରେ ସୋମବାର ଅନୁଷ୍ଠିତ ୬୭ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବରେ ଓଡ଼ିଶାର ୩ଜଣଙ୍କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯାଇଛି। ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ‘ଶଲା ବୁଢ଼ାର ବଦ୍ଲା’ ପାଇଁ ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ସବ୍ୟସାଚୀ ମହାପାତ୍ର…
ପ୍ରମାଣ ନଷ୍ଟ ପାଇଁ ଫନ୍ଦିଫିକର
ବଲାଙ୍ଗୀର ଅଫିସ,୨୬।୧୦: କଳାହାଣ୍ଡି ଜିଲା କେଗଁା ଥାନା ମହାଲିଙ୍ଗସ୍ଥିତ ଏକ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ଅପହରଣ ଏବଂ ହତ୍ୟା ଘଟଣାକୁ ଇତିମଧ୍ୟରେ ୧୮ ଦିନ ବିତିଗଲାଣି। ଏହି ଜଘନ୍ୟ ହତ୍ୟା ଘଟଣାରେ ପୋଲିସର ହାବଭାବ ଏବଂ ତଦନ୍ତ ପ୍ରକ୍ରିୟା…
ବିଜ୍ଞାପନ କରି ବିବାଦକୁ ଆସିଥିଲେ ନୀଳନୟନା, ପୂରାଘଟଣା ଜାଣିଲେ
ବଲିଉଡ ତାରକାମାନେ ତାଙ୍କ ଚଳଚ୍ଚିତ୍ର ପାଇଁ ଯେତିକି ଜଣାଶୁଣା, ସେମାନେ ବିଜ୍ଞାପନ ପାଇ ପାଇଁ ମଧ୍ୟ ସେତିକି ପ୍ରସିଦ୍ଧ । ଫିଲ୍ମ ଜଗତରେ ଅନେକ ବଲିଉଡ ଅଭିନେତା ଓ ଅଭିନେତ୍ରୀ ଅଛନ୍ତି, ଯେଉଁମାନେ ସେମାନଙ୍କ ଚଳଚ୍ଚିତ୍ର ଅପେକ୍ଷା ବିଜ୍ଞାପନକୁ ନେଇ ଚର୍ଚ୍ଚାରେ…
ପାହାଚରୁ ଏମିତି ଓହ୍ଲାଉଛି ବିଲେଇ, ଦେଖିଲେ ଲାଗିବ ସାପ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
ପୁଣି ନିକଟତର ହେଉଛନ୍ତି କି ଉର୍ବଶୀ-ପନ୍ତ
ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି -୨୦ ବିଶ୍ୱକପ ମ୍ୟାଚ ଦେଖିବାକୁ ବହୁ ସଂଖ୍ୟାରେ ଦର୍ଶକ ଉପସ୍ଥିତ ଥିଲେ। ଏହା ସହିତ ଅକ୍ଷୟ କୁମାର, ମୌନି ରୟଙ୍କ ସମେତ ଅନେକ ଭାରତୀୟ ସେଲିବ୍ରିଟି ମଧ୍ୟ ଷ୍ଟାଡିୟମରେ ଉପସ୍ଥିତ ହୋଇଥିଲେ। କିନ୍ତୁ, ଏସବୁ…
କୋଲେଷ୍ଟରଲ ସମସ୍ୟା ଥିଲେ…
ଧନିଆ ପତ୍ର କେବଳ ତରକାରୀର ସ୍ବାଦ ବଢ଼ାଇ ଥାଏ ତାହା ନୁହେଁ ଏଥିରେ ପୋଷକତ୍ତ୍ୱ, ପୋଟାସିୟମ, କ୍ୟାଲସିୟମ, ଭିଟାମିନ୍ ଓ ମାଙ୍ଗାନିଜ ଭରପୁର ମାତ୍ରାରେ ରହିଥାଏ। ଯାହା ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବା ସହ ମଣିଷକୁ ରୋଗମୁକ୍ତ କରାଇଥାଏ। ଜାଣନ୍ତୁ ଏହାର…
ଖବରଦାତାଙ୍କୁ ଲାଞ୍ଚୁଆ କହିଲେ ଭାଜପା ନେତା
ଭବାନୀପାଟଣା,୨୫।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ମହାଲିଙ୍ଗ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟା ମାମଲାରେ ଗଣମାଧ୍ୟମ ପ୍ରତିନିଧି ଟଙ୍କା ଖାଇଛନ୍ତି। ସେଥିଲାଗି ଗୃହ ରାଷ୍ଟ୍ର ମନ୍ତ୍ରୀଙ୍କ ସପକ୍ଷରେ ଖବର ପ୍ରସାରଣ କରୁଛନ୍ତି। ଏଭଳି ଅଭିଯୋଗ ଆଣିଛନ୍ତି ଭାଜପା ଜିଲା ଉପସଭାପତି ଅଜୟ…
ପୋଲିସ ଜାଲରେ ପଡ଼ିଲେ ମିଛ ଆର୍ଟିଓ ଅଧିକାରୀ
ବରଗଡ଼ଅଫିସ,୨୫।୧୦: ଆର୍ଟିଓ ଅଧିକାରୀ ସାଜି ଗାଡ଼ିଗୁଡିକରୁ ଟଙ୍କା ଅସୁଲି କରୁଥିଲେ। ସୋମବାର ରାତିରେ ବରଗଡ଼ ସହର ଉପକଣ୍ଠ ଫୋରଲେନ୍ ରାସ୍ତାର ଟୋଲ୍ପ୍ଲାଜା ନିକଟରୁ ଧରାପଡିଛନ୍ତି ମିଛ ଆରଟିଓ ଅଧିକାରୀ। ସମ୍ପୃକ୍ତ ଯୁବକ ଜଣକ ବରଗଡ଼ ସହରରେ ଏକ ଘରେ ଭଡା ନେଇ…
ଗୋବିନ୍ଦଙ୍କ କୋଭିଡ୍ ରିପୋର୍ଟକୁ ନେଇ ବଢିଲା ଦ୍ୱନ୍ଦ୍ୱ
ଟିଟିଲାଗଡ଼, ୨୫।୧୦(ଡି.ଏନ.ଏ.): ମମିତା ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଟିଟିଲାଗଡ ପୋଲିସ ବାରାକରୁ ଗତ ୧୭ ତାରିଖ ରାତିରେ ଫେରାର ହେବା ଦିନଠାରୁ ଭିନ୍ନ ଆଲୋଚନା ଜୋର ଧରିଛି। ଏଥର ଆଲୋଚନା ଗୋବିନ୍ଦଙ୍କ କରୋନା ଟେଷ୍ଟକୁ ନେଇ। ୧୭ତାରିଖ…
୬୦ରେ ରୋକିଦେଲେ ମୁଜୀବ-ରଶିଦ
ଶାରଜା,୨୫।୧୦: ସ୍କଟଲାଣ୍ଡକୁ ୬୦ ରନ୍ରେ ଅଲଆଉଟ୍ କରି ଦେଇଛି ଆଫଗାନିସ୍ତାନର ଦୁଇ ସ୍ପିନରଙ୍କ ଯୋଡ଼ି। ମୁଜୀବ ଉର ରେହମାନ ୪ ଓଭରରେ ୨୦ ରନ୍ ବ୍ୟୟରେ ୫ ଉଇକେଟ ନେଇଥିଲେ। ତାଙ୍କ ସହଯୋଗୀ ପାଲଟିଥିଲେ ରଶିଦ ଖାନ (୨.୨ ଓଭରରେ ୯…
ବିଦେଶ ଯାଇପାରିବେ ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ପୁଅ
ନୂଆଦିଲ୍ଲୀ,୨୫।୧୦: ଆଇଏନ୍ଏକ୍ସ ମିଡିଆ ମାମଲାର ଅଭିଯୁକ୍ତ କଂଗ୍ରେସ ଏମ୍ପି କାର୍ତ୍ତି ଚିଦାମ୍ବରମ୍ଙ୍କୁ ଅକ୍ଟୋବର ୨୫ରୁ ନଭେମ୍ବର ୨୧ ପର୍ଯ୍ୟନ୍ତ ବିଦେଶ ଯିବା ଲାଗି ସୁପ୍ରିମକୋର୍ଟ ସୋମବାର ଅନୁମତି ପ୍ରଦାନ କରିଛନ୍ତି। ବିଦେଶ ଯିବା ପୂର୍ବରୁ ସୁପ୍ରିମକୋର୍ଟ ରେଜିଷ୍ଟ୍ରିରେ ୧ କୋଟି ଟଙ୍କା…
Archives


