Home Left

ଚିକେନ ପକୋଡ଼ା ଖାଇଲେ ମିଳିବ ୧ ଲକ୍ଷ ଟଙ୍କାର ଚାକିରି, ଅଫର ଦେଇଛି ଏହି କମ୍ପାନୀ

ବ୍ରିଟେନର ଏକ କମ୍ପାନୀ ଚିକେନ ପକୋଡ଼ା ଖାଇଲେ ୧ ଲକ୍ଷ ଟଙ୍କାର ଦରମା ମିଳିବ ବୋଲି ଘୋଷଣା କରିଛି। ଚିକେନ ପକୋଡ଼ା ଖାଇବା ପରେ ଏଠାକାର ଏକ ଫୁଡ୍‌ କମ୍ପାନୀ ଏହି ଅଫର ଦେଇଛି। ଏଥିପାଇଁ କମ୍ପାନୀ ପକ୍ଷରୁ ବିଜ୍ଞାପନ ମଧ୍ୟ…

ମାଓବାଦୀ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ: ୩ ମାଓବାଦୀ ମୃତ

ମାଲକାନଗିରି,୨୫।୧୦(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ବିଜାପୁର ଅଧୀନରେ ଥିବା ଟେକୁଲାଗୁଡେମ ସୀମାନ୍ତବର୍ତ୍ତୀ ଅଞ୍ଚଳରେ ମାଓବାଦୀ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୩ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହା ସହ ଘଟଣାସ୍ଥଳରେ ଗୋଟିଏ ଏକେ…

‘ବଣ୍ଟି ଔର ବବଲି ୨’ର ଟ୍ରେଲର ରିଲିଜ୍‌

ମୁମ୍ବାଇ: ଫିଲ୍ମ ‘ବଣ୍ଟି ଔର ବବଲି’ର ସ୍ବିକେଲ ‘ବଣ୍ଟି ଔର ବବଲି ୨’ ଟ୍ରେଲର ନିକଟରେ ରିଲିଜ୍‌ ହୋଇଯାଇଛି। ଯେଉଁଥିରେ ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ସହ ଅଭିନେତ୍ରୀ ରାଣୀ ମୁଖାର୍ଜୀ ନଜର ଆସୁଛନ୍ତି। ଦୀର୍ଘ ବର୍ଷ ପରେ ପୁଣି ଏହି…

ଚଳନ୍ତା ବସ୍‌ରେ ସନ୍ତାନ ପ୍ରସବ କଲେ ମହିଳା, ଯାତ୍ରୀମାନେ କଲେ ସାହାଯ୍ୟ

ମୁମ୍ବାଇ,୨୫ା୧୦: କର୍ନାଟକର ଦେବଦୁର୍ଗରୁ ପୁଣେ ଯାଉଥିବା ଜଣେ ମହିଳା ଏକ ଚଳନ୍ତା ବସ୍‌ରେ ସନ୍ତାନ ପ୍ରସବ କରିଛନ୍ତି। ପ୍ରସବ ପରେ ମହିଳା ଏବଂ ତାଙ୍କ ନବଜାତକ ଶିଶୁକୁ ନୀରା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଉଭୟ ମା’ ଏବଂ ଶିଶୁର ସ୍ବାସ୍ଥ୍ୟାବସ୍ଥା…

ଲାଞ୍ଚନେଇ ଭିଜିଲାନ୍ସ ଜାଲରେ ସିଡିପିଓ

ଭବାନୀପାଟଣା,୨୫।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରର ସିଡିପିଓ ପୁଷ୍ପାଞ୍ଜଳି ରଥ ସୋମବାର ଲାଞ୍ଚନେଇ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ଏକ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ତାଙ୍କୁ କାବୁ କରିଛି। ର୍ବିସିଂ ମାଝିଙ୍କୁ ଅଙ୍ଗନଓ୍ବାଡି କର୍ମୀ କରାଇଦେବା ପାଇଁ ସେ…

‘ଆଶ୍ରମ ୩’ର ଶୁଟିଂ ସେଟ୍‌ରେ ବଜରଙ୍ଗ ଦଳର ଭଙ୍ଗାରୁଜା

  ମୁମ୍ବାଇ: ବଲିଉଡ୍‌ ଅଭିନେତା ବବି ଦେଓଲଙ୍କ ୱେବ ସିରିଜ୍‌ ‘ଆଶ୍ରମ’ର ଦୁଇଟି ସିଜିନ ହିଟ୍‌ ହୋଇଛି। ଏବେ ଭୋପାଳରେ ଏହାର ତୃତୀୟ ସିରିଜର ଶୁଟିଂ ଆରମ୍ଭ କରିଛନ୍ତି ନିର୍ଦ୍ଦେଶକ ପ୍ରକାଶ ଝା। ତେବେ ଭୋପାଳରେ ‘ଆଶ୍ରମ ୩’ର ଶୁଟିଂ ସେଟ୍‌ରେ…

ବକେୟା ଦରମା ନ ମିଳିବାରୁ ପାଣିଟାଙ୍କି ଉପରେ ଚଢ଼ି ପୂର୍ବତନ କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୨୫ା୧୦: ବକେୟା ଦରମା ନ ମିଳିବାରୁ ପାଣିଟାଙ୍କି ଉପରେ ଚଢ଼ି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପର ପୂର୍ବତନ କର୍ମଚାରୀ। ଏଭଳି ଘଟଣା ଘଟିଛି କଟକ ସଦର ବ୍ଲକ ଅରିଲୋ ପଞ୍ଚାୟତରେ। ତାଙ୍କ ନାଁ ଦୀପକ ରଞ୍ଜନ…

ରାଜଧାନୀରୁ ୨୫ ଲକ୍ଷର ବ୍ରାଉନସୁଗାର ଜବତ

ଭୁବନେଶ୍ୱର,୨୫ା୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ୨୫ଲକ୍ଷର ବ୍ରାଉନସୁଗାର ଜବତ ହୋଇଛି। ସୁନ୍ଦରପଦା ହାଇଟେକ୍‌ ଛକରୁ ଏହି ଧଳା ଜହର ଜବତ କରିଛି ଏୟାରଫିଲ୍ଡ ଥାନା ପୋଲିସ । ବ୍ରାଉନସୁଗାର କାରବାରରେ ୟୁପିର ଡ୍ରଗ୍ସ ମାଫିଆ ଆନନ୍ଦ କୁମାରକୁ ଗିରଫ କରିଛି ପୋଲିସ। ଆନନ୍ଦଠାରୁ…

୬୭ ତମ ଚଳଚ୍ଚିତ୍ର ପୁରସ୍କାର ଗ୍ରହଣ କଲେ ବିଜେତା

ନୂଆଦିଲ୍ଲୀ,୨୫।୧୦: ୬୭ ତମ ଚଳଚ୍ଚିତ୍ର ପୁରସ୍କାର ସୋମବାର ପ୍ରଦାନ କରାଯାଇଛି। ଆଜି ସକାଳ ୧୧ ଟାରେ ଭିଗାନ ଭବନରେ ପୁରସ୍କାର ବିତରଣ ସମାରୋହରେ ବିଜେତାମାନଙ୍କୁ ଜାତୀୟ ପୁରସ୍କାର ପ୍ରଦାନ କରାଯାଇଛି। ୨୦୧୯ରେ ନିର୍ମିତ ଚଳଚ୍ଚିତ୍ର ପାଇଁ ଏହି ପୁରସ୍କାର ଦିଆଯାଉଛି। ଉପରାଷ୍ଟ୍ରପତି…

ଅଧାରୁ ପାଠ ଛାଡିଥିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ରୁ ହଲିଉଡ୍‌ ଯାଏ ନିଜର ଅଭିନୟ ମାଧ୍ୟମରେ ବାନ୍ଧି ରଖିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ପିଲାବେଳୁ ଅନେକ ସଂଘର୍ଷମୟ ଜୀବନ ବିତାଇଛନ୍ତି। ତାଙ୍କର ବାପା,ମା ଆର୍ମି ଡାକ୍ତର ଥିଲେ। ଯେଉଁଥିପାଇ ସେ ଅଲଗା ଅଲଗା ସହରରେ ରହି ପାଠ ପଢିଥିଲେ।…

ଆୟକର ବିଭାଗ ପକ୍ଷରୁ ନୋଟିସ ପାଇ ମୁଣ୍ଡରେ ହାତ ଦେଲେ ରିକ୍ସା ଚାଳକ

ମଥୁରା,୨୫।୧୦: ଉତ୍ତରପ୍ରଦେଶର ମଥୁରାରେ ଜଣେ ରିକ୍ସା ଚାଳକଙ୍କୁ ଆୟକର (ଆଇଟି) ବିଭାଗ ପକ୍ଷରୁ ନୋଟିସ ପଠାଯାଇଛି। ନୋଟିସରେ ତାଙ୍କୁ ୩ କୋଟିରୁ ଅଧିକ ଟଙ୍କା ପରିଶୋଧ କରିବାକୁ କୁହାଯାଯାଇଛି। ନୋଟିସ ମିଳିବା ପରେ ରିକ୍ସା ଚାଳକ ଜଣଙ୍କ ପୋଲିସର ସାହାରା ନେଇଛନ୍ତି।…

ସରକାରୀ ଅର୍ଥ ହରିଲୁଟ୍‌ ଅଭିଯୋଗ: ତଦନ୍ତ ଦାବିରେ ଆମରଣ ଅନଶନ

ବରୀ,୨୫ା୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ଅଧିନସ୍ଥ ଇଶାଣପୁର ପଞ୍ଚାୟତରେ ୨୦୧୭ରୁ ୨୦୨୧ ମସିହା ପର୍ଯ୍ୟନ୍ତ ମନରେଗା ଯୋଜନା, ଚତୁର୍ଦ୍ଦଶ ଓ ଚତୁର୍ଥ ଅର୍ଥ କମିଶନ ଅନୁଦାନରେ ଅନିୟମିତତା କରାଯାଇଥିବା ଅଭିଯୋଗ ହୋଇଛି। ଏହି ପଞ୍ଚାୟତକୁ ଆସିଥିବା ସରକାରୀ ଅନୁଦାନକୁ ସରପଞ୍ଚ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri