ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ
ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ ବରିଷ୍ଠ ସମାଜସେବୀ ତଥା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ସ୍ତ୍ରୀ ମଧୁସ୍ମିତା ନାୟକ,…
ପରିମଳ କର୍ମଚାରୀଙ୍କ ଅନର୍ଦ୍ଦିିଷ୍ଟ କାଳ କାର୍ଯ୍ୟବନ୍ଦ ଆନ୍ଦୋଳନ
କବିସୂର୍ଯ୍ୟନଗର,୨୨ା୧୨(କୃପାସିନ୍ଧୁ ସ୍ୱାଇଁ): ୧୦ ମାସର ବକେୟା ଦରମା ପ୍ରଦାନ ଓ ଛଟେଇ ନିଷ୍ପତ୍ତି ପ୍ରତ୍ୟାହାର ଦାବିନେଇ କବିସୂର୍ଯନଗର ଏନ୍ଏସିର ପରିମଳ କର୍ମଚାରୀମାନେ ଅନର୍ଦ୍ଦିିଷ୍ଟ କାଳ ପାଇଁ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ କରିଛନ୍ତି। ଏହାଫଳରେ ସହରରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପହିଛି। ସାହି…
ଜାନୁଆରୀ ୧ରୁ କଡ଼ାକଡ଼ି ହେବ ଗାଡ଼ି ଚେକିଂ, ଏହି ସାର୍ଟିଫିକେଟ ନ ଥିଲେ ମିଳିବନି ପେଟ୍ରୋଲ!
ଭୁବନେଶ୍ୱର,୨୨।୧୨: ଜାନୁଆରୀ ୧ ତାରିଖରୁ ଜୋରଦାର ଗାଡ଼ି ଚେକିଂ ହେବ। ଏନେଇ ପରିବହନ କମିଶନର ଅମିତାଭ ଠାକୁର ସୂଚନା ଦେଇଛନ୍ତି। ସେ କହିଛନ୍ତି, MVI ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ। ସଡ଼କ ସୁରକ୍ଷା ନିୟମ ମାନନ୍ତୁ, ଦୁର୍ଘଟଣା ହେବନି।…
ଦୁର୍ବ୍ୟବହାର ପ୍ରତିବାଦରେ ଡାକ୍ତର, କର୍ମଚାରୀଙ୍କ ଧାରଣା
କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଓ ଡାକ୍ତରଙ୍କୁ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ପ୍ରତିବାଦରେ ସୋମବାର ଡାକ୍ତର ଓ କର୍ମଚାରୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଧାରଣା ଦେଇଥିଲେ। ସୂଚନା ଅନୁସାରେ ସକାଳ ୮…
Asia Cup ବିଜୟୀ ଦଳକୁ ସ୍ୱତନ୍ତ୍ର ପୁରସ୍କାର ଘୋଷଣା କଲେ ଶାହବାଜ
କରାଚୀ,୨୨ା୧୨: ଦୁବାଇରେ ୧୯ବର୍ଷରୁ କମ୍ Asia Cup ବିଜୟୀ ପାକିସ୍ତାନ ଦଳର ସଦସ୍ୟମାନଙ୍କ ଲାଗି ଦେଶର ପ୍ରଧାନମନ୍ତ୍ରୀ ଶାହବାଜ ଶରିଫ ୧୦ ନିୟୁତ ପାକିସ୍ତାନୀ ଟଙ୍କା ସ୍ୱତନ୍ତ୍ର ପୁରସ୍କାର ଘୋଷଣା କରିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ଭାରତକୁ ୧୯୧ ରନ୍ରେ ପରାସ୍ତ…
ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…
ଭୁବନେଶ୍ବର,୨୨।୧୨: ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହା ଦ୍ବାରା ନିଯୁକ୍ତି ମଧ୍ୟ ସୃଷ୍ଟି ହୋଇପାରିବ ବୋଲି କୁହାଯାଇଛି । ସୂଚନା…
ଘରେ କଳାକନା ବୁଲାଇଲେ ଦୁବୃର୍ତ୍ତ
ଗୋପାଳପୁର,୨୨ା୧୨(ନବୀନ ରାଜ ଆଚାରୀ)-ଗତ କିଛି ଦିନ ହେଲା ଗୋପାଳପୁର ଥାନା ଅଞ୍ଚଳରେ ଚୋରି ଓ ଲୁଟପାଟ ବଢ଼ିବାରେ ଲାଗିଛି। ଆମ୍ୱପୁଆସ୍ଥିତ ପୋଲିସ କଲୋନୀ ଗଜାନନ ବିହାର ଦ୍ୱିତୀୟ ଗଳିର ଏକ ତାଲାବନ୍ଦ ଘରୁ ଦୁବୃର୍ତ୍ତମାନେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ…
ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ
ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ ସହଯୋଗୀମାନଙ୍କ ସହିତ ମିଶି ତାଙ୍କ ସ୍ୱାମୀଙ୍କ ହାତଗୋଡ଼କୁ ଲୁହା ଅସ୍ତ୍ର ଏବଂ ଗ୍ରାଇଣ୍ଡରରେ କାଟି…
ବଡ଼ଦିନ ପାଳନ ପାଇଁ ଚଳଚଞ୍ଚଳ କନ୍ଧମାଳ: ପୋଲିସ ପାଟ୍ରୋଲିଂକୁ କରାଯିବ କଡାକଡ଼ି
ଦାରିଙ୍ଗବାଡି, ୨୨ା୧୨ (ଅରୁଣ ସାହୁ): ଆଉ ମାତ୍ର ୨ ଦିନ ପରେ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ହେବ। ଏଥିପାଇଁ ସବୁଠି ଆନନ୍ଦର ଲହରି ଦେଖା ଦେଇଛି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ମଧ୍ୟ ଉତ୍ସବ ମୁଖର ହୋଇପଡ଼ିଛି। ଗାଁ…
ଟି-୨୦ ବିଶ୍ୱକପ ପୂର୍ବରୁ ସନ୍ୟାସ ନେଇ ଚମକାଇଲେ ଏହି ଖେଳାଳି, ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା
ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆର ଦଳ ଡିସେମ୍ବର ୨୦ ତାରିଖରେ ଘୋଷଣା କରାଯାଇଥିଲା। ୨୦୨୬ ଟି୨୦ ବିଶ୍ୱକପ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ଏହି ଟୁର୍ନାମେଣ୍ଟ ଫେବୃଆରୀ ୭ ତାରିଖରେ ଆରମ୍ଭ ହେବ, ଏବଂ ଫାଇନାଲ…
ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ
ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ ମୃତ୍ୟୁ ହୋଇଛି । ଖବରପାଇ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ…
ଅତିଷ୍ଠ ହେଉଛି ସାମାଜିକ ବାସନ୍ଦ: ପରିବାର ସହ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ଯୁବକ
ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ସୋମବାର ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟଠାରେ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୋଟ ୯୬ଟି ଆବେଦନର ଶୁଣାଣି କରାଯାଇଥିବା ବେଳେ ଏକ ସ୍ପର୍ଶକାତର ଘଟଣା ସମସ୍ତଙ୍କୁ…
Archives


