ଭାଙ୍ଗିରୁଜି ଗଲାଣି ସରକାରୀ କ୍ୱାର୍ଟର୍ସ
ଗୋପ,୨୫।୧୦(ଡି.ଏନ୍.ଏ.): ଗୋପ ବ୍ଲକରେ ସରକାର ବିଭାଗର ଅଧିକାରୀ ଓ କର୍ମଚାରୀଙ୍କ ପାଇଁ ରହିଥିବା କ୍ୱାର୍ଟର୍ସଗୁଡ଼ିକରେ ଅଧିକାଂଶ ସମୟ କେହି ରହୁ ନ ଥିବା ଦେଖିବାକୁ ମିଳିଛି। ଫଳରେ ଦୀର୍ଘଦିନ ଧରି କ୍ୱାର୍ଟର୍ସ ସବୁ ଖାଲିପଡ଼ିଥିବାରୁ ଧୀରେ ଧୀରେ କୋଠାଗୁଡ଼ିକ ଭାଙ୍ଗିରୁଜି ଯିବା…
ଏହି ପ୍ରସିଦ୍ଧ ଅଭିନେତାଙ୍କ ପରଲୋକ
ତେଲଗୁ ସୁପରଷ୍ଟାର ରାଜା ବାବୁଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ତେଲୁଗୁ ସିନେମାର ଭେଟେରାନ ଅଭିନେତାମାନଙ୍କ ମଧ୍ୟରୁ ରାଜା ବାବୁ ଅନ୍ୟତମ। ସେ ୧୩ ଜୁନ…
ରାଜଙ୍କ ପାଇଁ କରଓ୍ବାଚୌଥ ବ୍ରତ କଲେ ଶିଳ୍ପା
ମୁମ୍ବାଇ: ସବୁବେଳେ ଚର୍ଚ୍ଚାରେ ରହୁଥିବା ବଲିଉଡ୍ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀ ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ସ୍ବାମୀ ରାଜ କୁନ୍ଦ୍ରାଙ୍କ ପାଇଁ କରଓ୍ବାଚୌଥ ବ୍ରତ ପାଳନ କରିଛନ୍ତି । ସୋସିଆଲ ମିଡିଆରେ ଏନେଇ ସେ ଏକ ଭିଡିଓ ଶେୟାର କରିଛନ୍ତି ।…
ହାରିବା ପରେ ବି ହୃଦୟ ଜିତିଲେ କୋହଲି: ଦେଖନ୍ତୁ ଭିଡିଓ
ଦୁବାଇ,୨୫।୨୦: ରବିବାର ଆଇସିସି ଟି -୨୦ ବିଶ୍ୱକପ୍ରେ ଖେଳାଯାଇଥିବା ମ୍ୟାଚରେ ପାକିସ୍ତାନ ହାତରୁ ୧୦ ଉଇକେଟରେ ପରାଜୟ ଭୋଗିଛି ଟିମ ଇଣ୍ଡିଆ। ଏହି ପରାଜୟ ସତ୍ତ୍ୱେ ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ଏକ କାର୍ଯ୍ୟ କରି ସମସ୍ତଙ୍କ ହୃଦୟ ଜିତିଛନ୍ତି।…
ମୁହଁ ଫେରାଉଛନ୍ତି ପର୍ଯ୍ୟଟକ
ଖୋର୍ଦ୍ଧା ଅଫିସ,୨୫ା୧୦: ଖୋର୍ଦ୍ଧା ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳଗୁଡ଼ିକ ମଧ୍ୟରୁ ବରୁଣେଇ ପୀଠ ଅନ୍ୟତମ। ଏବେ ଏହି ପୀଠ ଅବହେଳିତ ହୋଇପଡ଼ିଛି। ବରୁଣେଇ ଜଙ୍ଗଲ କ୍ଷୟ ହେଉଥିବାବେଳେ ରାସ୍ତା, ପାନୀୟଜଳ ପ୍ରଭୃତି ବିଭିନ୍ନ ସମସ୍ୟା ଲାଗିରହିଛି। ଏଠାକାର ସମସ୍ୟା ପ୍ରତି ଦୃଷ୍ଟି ଦିଆଯାଉ…
ଚଳଚଞ୍ଚଳ ହେଲାଣି ପକ୍ଷୀଙ୍କ ଭୂସ୍ବର୍ଗ
ଖୋର୍ଦ୍ଧା ଅଫିସ,୨୫ା୧୦: ଏସିଆ ମହାଦେଶର ସର୍ବବୃହତ ଲୁଣା ହ୍ରଦ ମରାଳ ମାଳିନୀ ନୀଳାମ୍ବୁ ଚିଲିକାକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହେଲାଣି। ଚଳିତ ବର୍ଷ ଅକ୍ଟୋବର ୨ୟ ସପ୍ତାହରୁ ଧୀରେ ଧୀରେ ପକ୍ଷୀ ଆସିବାରେ ଲାଗିଛନ୍ତି। କିଚିରି ମିଚିରି କଳରବରେ ଫାଟିପଡୁଛି ଚିଲିକା।…
ଅଘୋଷିତ ବିଦ୍ୟୁତ୍ କାଟ: ବଢୁଛି ଅସନ୍ତୋଷ
ଜଗତ୍ସିଂହପୁର ଅଫିସ, ୨୫ା୧୦: ଜଗତ୍ସିଂହପୁର ଜିଲାରେ ବିଦ୍ୟୁତ୍ କାଟ ଚିନ୍ତାର କାରଣ ପାଲଟିଛି। ପ୍ରତ୍ୟହ ଅଘୋଷିତ ବିଦ୍ୟୁତ୍ କାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏପରିକି ଜିଲା ମୁଖ୍ୟାଳୟରେ ବାରମ୍ବାର ଅଘୋଷିତ ବିଦ୍ୟୁତ କାଟକୁ ନେଇ ଚାପା ଉତ୍ତେଜନା…
ନକଲି ଟିପିରେ ବଢୁଛି ବାଲି ଲୁଟ୍
ଯାଜପୁର ଅଫିସ/ପାଣିକୋଇଲି (ଡି.ଏନ.ଏ.), ୨୫ା୧୦: ନଦୀନାଳ ଭରା ଯାଜପୁର ଜିଲାରେ ବେଆଇନ ବାଲି ଉତ୍ତୋଳନ ଚାଲିଥିଲେ ହେଁ ରାଜସ୍ବ ବିଭାଗର ନଜର ନ ପଡ଼ିବା ଦୁର୍ଭାଗ୍ୟର ବିଷୟ ହୋଇଛି। ବିଭାଗୀୟ କର୍ତ୍ତୃପକ୍ଷ ଏଥିପ୍ରତି ଉପଯୁକ୍ତ ପଦକ୍ଷେପ ଗ୍ରହଣ ନ କରିବା ଯୋଗୁ…
ଲୋକେ ଆତଙ୍କିତ, ୭ ନଭେମ୍ବର ପର୍ଯ୍ୟନ୍ତ କାଫେ-ରେଷ୍ଟୁରାଣ୍ଟ-ଦୋକାନ ବନ୍ଦ…
ମସ୍କୋ,୨୫।୧୦: କରୋନା ମହାମାରୀ ପୁଣି ଥରେ ଫେରିବା ଆରମ୍ଭ କରିଛି। ଏହାକୁ ଦୃଷ୍ଟିରେ ରଖି ରୁଷିଆର ସେଣ୍ଟ୍ ପିଟର୍ସବର୍ଗରେ ୭ ନଭେମ୍ବର ପର୍ଯ୍ୟନ୍ତ କାଫେ, ରେଷ୍ଟୁରାଣ୍ଟ, ଦୋକାନ ଆଦିକୁ ବନ୍ଦ ରଖାଯିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ଅପରପକ୍ଷରେ ଔଷଧ ଦୋକାନ ଏବଂ…
ଭାରତ ପରାଜୟର ୫ ମୁଖ୍ୟ କାରଣ
ଦୁବାଇ,୨୫।୧୦: ଟି -୨୦ ବିଶ୍ୱକପ ୨୦୨୧ରେ ପାକିସ୍ତାନ ଟିମ ଇଣ୍ଡିଆକୁ ୧୦ ଉଇକେଟରେ ପରାସ୍ତ କରିଛି। ଦିନିକିଆ ଏବଂ ଟି -୨୦ ବିଶ୍ୱକପର ୨୯ ବର୍ଷର ଇତିହାସରେ ପ୍ରଥମ ଥର ପାଇଁ ପାକିସ୍ତାନ ଭାରତୀୟ ଦଳକୁ ପରାସ୍ତ କରିଛି। ମ୍ୟାଚ୍ରେ ଟିମ…
ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୧୨କୁ ବୃଦ୍ଧି
ଭୁବନେଶ୍ୱର,୨୫ା୧୦(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନେ କମିଲେ ଦିନେ ବଢ଼ୁଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି। ଆଜି ଆଉ ୩ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ଧାନ ଫସଲରେ ମାଟିଆ ପୋକ, ଚିନ୍ତାରେ ଚାଷୀ
କେନ୍ଦ୍ରାପଡ଼ା ଅଫିସ, ୨୫ା୧୦: ଚଳିତବର୍ଷର ଲଗାଣ ବର୍ଷା, ବନ୍ୟା ପରେ ସାର ଓ ରାସାୟନିକ ଔଷଧର ଅଭାବ ଚିନ୍ତାର କାରଣ ସାଜିଛି। ଧାନ ଫସଲରେ ମାଟିଆ ପୋକ ଯୋଗୁ ଗଛଗୁଡିକ ନଷ୍ଟ ହୋଇଯାଉଛି। ଫଳରେ ଜିଲାର ୮ ବ୍ଲକ ଅଞ୍ଚଳର ଖରିଫ…
Archives


