ଧାନ ଫସଲରେ ମାଟିଆ ପୋକ, ଚିନ୍ତାରେ ଚାଷୀ
କେନ୍ଦ୍ରାପଡ଼ା ଅଫିସ, ୨୫ା୧୦: ଚଳିତବର୍ଷର ଲଗାଣ ବର୍ଷା, ବନ୍ୟା ପରେ ସାର ଓ ରାସାୟନିକ ଔଷଧର ଅଭାବ ଚିନ୍ତାର କାରଣ ସାଜିଛି। ଧାନ ଫସଲରେ ମାଟିଆ ପୋକ ଯୋଗୁ ଗଛଗୁଡିକ ନଷ୍ଟ ହୋଇଯାଉଛି। ଫଳରେ ଜିଲାର ୮ ବ୍ଲକ ଅଞ୍ଚଳର ଖରିଫ…
ବୁଝାମଣା ଚେଷ୍ଟା କରିଥିଲେ ମନ୍ତ୍ରୀ: ବିଜୟ
ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ମମିତା ମେହେର ହତ୍ୟା ଘଟଣାରେ ରାଜନୈତିକ ଆନ୍ଦୋଳନ, ପ୍ରତିବାଦ ଏବଂ ବିକ୍ଷୋଭ ବନ୍ଦ ହେବାର ନାଁ ନେଉ ନାହିଁ। ଏହି ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି କରି ଭାଜପା ଓ କଂଗ୍ରେସ ବିରୋଧ ପ୍ରଦର୍ଶନ…
ଭିଡିଓରେ ଏଭଳି କହିଲେ କାଟ୍ରିନା…
ମୁମ୍ବାଇ: ଫିଲ୍ମ ସୂର୍ଯ୍ୟବଂଶୀକୁ ନେଇ ଉତ୍ସାହିତ ଅଛନ୍ତି ନିର୍ଦ୍ଦେଶକ ରୋହିତ ଶେଟ୍ଟୀ ଓ ଅକ୍ଷୟ କୁମାର। କାଟ୍ରିନା କୈଫ୍ ଏକ ଭିଡିଓ ମାଧ୍ୟମରେ ଏହା ଦେଖାଇଛନ୍ତି। ସବୁଠାରୁ ବ୍ୟଙ୍ଗାତ୍ମକ ଅଭିନେତା ପାଇଁ ପୁରସ୍କାର … ଏହାକୁ ଅପେକ୍ଷା କର … କାଟ୍ରିନା ଏଭଳି…
ଆଜି ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ
ଭବାନୀପାଟଣା,୨୫।୧୦(ସ୍ବ.ପ୍ର): ସୋମବାର ୧୨ ଘଣ୍ଟିଆ କଳାହାଣ୍ଡି ଜିଲା ବନ୍ଦ ଡାକରା ଦିଆଯାଇଛି। ପଛୁଆବର୍ଗ ଜାତି ସମୂହ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ଜିଲାର ୧୩ଟି ବ୍ଲକର ୩୬ ଗୋଟି ଜିଲା ପରିଷଦ ସଦସ୍ୟ ପଦବୀ ପାଇଁ ଜଣେ ବି…
୫ମ ଦିନ ପାଇଁ ପେଟ୍ରୋଲ, ଡିଜେଲ ଲଗାତର ବୃଦ୍ଧି
ଭୁବନେଶ୍ୱର/ନୂଆଦିଲ୍ଲୀ,୨୫।୧୦: ଗତ ସେପ୍ଟେମ୍ବର ୨୪ରୁ କ୍ରମାଗତ ଭାବେ ପେଟ୍ରୋଲ ଓ ଡିଜେଲ ଦର ବଢ଼ି ଚାଲିଛି। ଗତ ମାସକ ମଧ୍ୟରେ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୬.୫୧ ଟଙ୍କା ଏବଂ ଡିଜେଲ ୮.୪୬ ଟଙ୍କା ବୃଦ୍ଧି ପାଇଥିବା ଉତ୍କଳ ପେଟ୍ରୋଲିୟମ ଡିଲର…
ମ୍ୟାଚ୍ ପରେ ଭୋ ଭୋ କାନ୍ଦିଲେ ଏହି କ୍ରିକେଟ୍ରଙ୍କ ବାପା: ଦେଖନ୍ତୁ ଭିଡିଓ
ଦୁବାଇ,୨୫।୧୦: ଭାରତ ବିପକ୍ଷରେ ବିଜୟ ପରେ ସମଗ୍ର ପାକିସ୍ତାନ ଏହି ସମୟରେ ଉତ୍ସବରେ ବୁଡି ରହିଛି। ଅଧିନାୟକ ବାବର ଆଜମଙ୍କୁ ସବୁଠି ପ୍ରଶଂସା କରାଯାଉଛି। ସେ ଏପରି କାର୍ଯ୍ୟ କରିଥିଲେ, ଯାହା ଇମ୍ରାନ ଖାନଙ୍କ ପରି ଜଣେ କିମ୍ବଦନ୍ତୀ ଅଧିନାୟକ ମଧ୍ୟ…
ଫେରାର ପଛରେ ଅନେକ ରହସ୍ୟ
ବଲାଙ୍ଗୀର ଅଫିସ, ୨୫ା୧୦: ଟିଟିଲାଗଡ ପୋଲିସ ବାରାକ୍ରୁ ଫେରାର ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ଗତ ୧୯ ତାରିଖ ଅପରାହ୍ନରେ ବଙ୍ଗୋମୁଣ୍ଡା ଥାନା ବୁଢ଼ୀପଦର ଗଁା ନିକଟ ଏକ ଆଖୁ କିଆରିରୁ ଗିରଫ କରାଯାଇଥିଲା। ଗୋବିନ୍ଦଙ୍କ ମୋବାଇଲ…
ସରକାରୀ ଅନୁଦାନର ବର୍ଷା
ଭବାନୀପାଟଣା,୨୫।୧୦(ସ୍ବ.ପ୍ର.): ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ବିଧାୟକ, ଏମ୍ପି ଓ ମନ୍ତ୍ରୀମାନଙ୍କୁ ପ୍ରଭାବିତ କରି ବିପୁଳ ସରକାରୀ ଅର୍ଥ ନିଜ ସ୍କୁଲ ଓ କଲେଜ ପାଇଁ ନେଇଥିବା ଜଣାପଡିଛି। ସ୍ଥାନୀୟ ବିଧାୟକଙ୍କ ବିନା ସୁପାରିସରେ ପଶ୍ଚିମ ଓଡ଼ିଶା…
ଗୋବିନ୍ଦଙ୍କ ପାଇଁ ସବୁ ଜଳାଞ୍ଜଳି
ଭବାନୀପାଟଣା,୨୫।୧୦(ସ୍ବ.ପ୍ର.): ଗୋବିନ୍ଦଙ୍କ ପାଇଁ ସବୁ ଲକ୍ଷ୍ମଣରେଖାକୁ ଡେଇଁଥିଲେ ସରକାରୀ ବାବୁମାନେ। କମ୍ପଟ୍ରୋଲର ଆଣ୍ଡ୍ ଅଡିଟର ଜେନେରାଲ (ସିଏଜି)ଙ୍କ ଆପତ୍ତି ସତ୍ତ୍ୱେ ଗୋବିନ୍ଦଙ୍କ ଶିକ୍ଷାନୁଷ୍ଠାନକୁ ଅଜାଡ଼ି ଚାଲିଥିଲେ ସରକାରୀ ଟଙ୍କା। ତାଙ୍କ ଶିକ୍ଷାନୁଷ୍ଠାନକୁ ମନ୍ତ୍ରୀ, ନେତା ବାରମ୍ବାର ଧାଉଁଥିଲେ। ନେତା, ଅଫିସରଙ୍କୁ ଖୁସି…
୭ ବଲ୍ରେ ବଦଳିଗଲା ଇତିହାସ
ଦୁବାଇ,୨୫।୧୦: ଦୁବାଇ ଗ୍ରାଉଣ୍ଡରେ ୨୯ ବର୍ଷ ପରେ ଇତିହାସ ରଚିଛି ପାକିସ୍ତାନ। ଦିନିକିଆ ଏବଂ ଟି -୨୦ ବିଶ୍ୱକପରେ ଲଗାତାର ୧୨ଟି ମ୍ୟାଚ ହାରିଯିବା ପରେ ପାକିସ୍ତାନ ଏହି ଇତିହାସ ବଦଳାଇ ଦେଇଛି। ଇତିହାସ, ସାମ୍ପ୍ରତିକ ଫର୍ମ ଏବଂ ଅଭିଜ୍ଞତା ଟିମ…
ବୋଲ୍ଡ ଅବତାରରେ ଛୋଟ ପରଦାର ସଂସ୍କାରୀ ବୋହୂ
ମୁମ୍ବାଇ: ଛୋଟ ପରଦାର ସଂସ୍କାରୀ ବୋହୂ ଭାବେ ପରିଚିତ ଟିନା ଦତ୍ତା ବାସ୍ତବ ଜୀବନରେ ବହୁତ ବୋଲ୍ଡ। ଏହାର ଝଲକ ଟିନା ନିଜେ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଧାରାବାହିକ ‘ଉତ୍ତରନ’ରେ ସବୁବେଳେ ଶାଢ଼ି ଶୁଟ୍ରେ ନଜର ଆସୁଥିବା ଟିନା ଅସଲ…
ବଢ଼ୁନି ବିଶ୍ୱବିଦ୍ୟାଳୟ ଅଧ୍ୟାପକଙ୍କ ଅବସର ବୟସ
ଭୁବନେଶ୍ୱର, ୨୫।୧୦(ବ୍ୟୁରୋ): ରାଜ୍ୟରେ ଏବେ ବିଭିନ୍ନ ବଶ୍ୱବିଦ୍ୟାଳୟରେ ବହୁ ପଦବୀ ଖାଲି ପଡ଼ିଛି। ଏପରିକି ଉତ୍କଳ ବିଶ୍ୱବିଦ୍ୟାଳୟରେ ମଧ୍ୟ ୫୦% ପଦବୀ ଖାଲି ପଡ଼ିଛି। ଗୋଟିଏ ପଟେ ପଦବୀ ଶୀଘ୍ର ପୂରଣ ହୋଇପାରୁ ନ ଥିବାବେଳେ ଅନ୍ୟପଟେ ବିଶ୍ୱବିଦ୍ୟାଳୟ ଅଧ୍ୟାପକଙ୍କ ୬୦ବର୍ଷରେ…
Archives


