Home Left

ଆଜି ରାଜ୍ୟରୁ ୪୨୫ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୭୧ ପିଲା

ଭୁବନେଶ୍ୱର,୨୫ା୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ୪୨୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୮,୮୩୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୪୯ ଜଣ ଚିହ୍ନଟ ହୋଇଥିବା…

ଆଜି ଭୋର୍‌ ୪ଟାରୁ ଗୋବିନ୍ଦ ସାହୁଙ୍କୁ ନେଇଗଲେ, ସକାଳ ୮ରେ କୋର୍ଟରେ କଲେ ହାଜର

ବଲାଙ୍ଗୀର ଅଫିସ,୨୫ା୧୦: ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ବଲାଙ୍ଗୀର ପୋଲିସ ସୋମବାର ଭୋର୍‌ ୪ଟାରୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଏସ୍‌ପି ଅଫିସରୁ ବଙ୍ଗୋମୁଣ୍ଡା ନେଇଯାଇ ସକାଳ ୮ଟାରେ ଜେଏମ୍‌ଏଫସି କୋର୍ଟ ଜଜ୍‌ଙ୍କ ଆବାସରେ ହାଜର…

‘ହାର୍ଡଶିପ୍‌ ଅଫ୍‌ ଲାଇଫ୍‌’ରେ ଯନ୍ତ୍ରଣାର ହସ

ନୂଆଦିଲ୍ଲୀ, ୨୫।୧୦: ବୋମା ବିସ୍ଫୋରଣରେ ଗୋଡ଼ ହରାଇଛନ୍ତି ବାପା। ବିଷାକ୍ତ ଗ୍ୟାସ ଯୋଗୁ ବିରଳ ଜେନେଟିକ୍‌ ରୋଗର ଶିକାର ହୋଇଥିବା ପୁଅଙ୍କ ଜନ୍ମରୁ ନାହିଁ ଗୋଡ଼ କି ହାତ। ତଥାପି ଦୁହିଁଙ୍କ ଓଠରେ ହସ। ଆଉ ଏଭଳି କଷ୍ଟକର ସମୟକୁ ପରାସ୍ତ…

ଭାରତର ସବୁଠୁ ଛୋଟ ଏବଂ ବଡ଼ ନାମଧାରୀ ରେଳ ଷ୍ଟେଶନ

ଭାରତୀୟ ରେଳବାଇକୁ ଆମ ଦେଶର ଜୀବନ ରେଖା କୁହାଯାଏ। ଅଧିକାଂଶ ଭାରତୀୟ ଯାତ୍ରା କରିବା ପାଇଁ ଟ୍ରେନ୍‌ରେ ଯିବା ଆସିବା କରିଥାନ୍ତି। କାରଣ ଭାରତୀୟ ରେଳ ସେବା ବିଶ୍ୱର ବୃହତ୍ତମ ରେଳ ନେଟଓ୍ବାର୍କ ମଧ୍ୟରେ ଗଣନା କରାଯାଏ। ପ୍ରତିଦିନ ଲକ୍ଷ ଲକ୍ଷ…

ପାଠରେ ଭଲ, ଖେଳରେ ବି କମ୍‌ ନୁହନ୍ତି

ସିମୁଳିଆ,୨୫।୧୦-ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଗୌଡ଼ଦିଆ-ନୂଆସାହି ଅଞ୍ଚଳର ବବୁଲୁ ବେହେରାଙ୍କ ୩ ଝିଅ ରୁବି(୧୯), ମାମାଲି(୧୭) ଓ ପ୍ରିୟଙ୍କା (୧୫) ପାଠ ସହିତ ବିଭିନ୍ନ କ୍ରୀଡ଼ାରେ କମାଲ କରୁଛନ୍ତି । ରାଜ୍ୟ ଓ ଜାତୀୟ ସ୍ତରରେ ସଫଳତା ହାସଲ କରି ଅଞ୍ଚଳ…

ତେଲ ଦର ବୃଦ୍ଧି ଟିକସ ଡକାୟତି

ନୂଆଦିଲ୍ଲୀ,୨୫।୧୦: ତେଲ ଦର ପ୍ରତିଦିନ ନୂଆ ରେକର୍ଡ ଭାଙ୍ଗୁଛି। ପେଟ୍ରୋଲ ଓ ଡିଜେଲ ମୂଲ୍ୟ ବୃଦ୍ଧି ଯୋଗୁ ପରିବହନଜନିତ ଖର୍ଚ୍ଚ ବଢ଼ୁଥିବାରୁ ଜରୁରୀ ସାମଗ୍ରୀଗୁଡ଼ିକର ଦରଦାମ ମଧ୍ୟ ଆକାଶଛୁଆଁ ହୋଇଛି। କଂଗ୍ରେସ ଏହାକୁ କେନ୍ଦ୍ର ସରକାରଙ୍କ ଟିକସ ଡକାୟତି ବୋଲି ଆଖ୍ୟା…

ପୋଲ ଥାଇ ବି ବାଉଁଶ ଚାର ଭରସା

ବନ୍ତ,୨୫।୧୦(ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ବ୍ଲକ ବଡ଼ମହିଷଗୋଠ ପଞ୍ଚାୟତର ଟିକିରା-ଶ୍ରୀରାମପୁର ଗ୍ରାମକୁ ସଂଯୋଗୀକରଣ ନିମନ୍ତେ ସାଳନ୍ଦୀ ନଦୀ ଉପରେ ନିର୍ମିତ ବିଜୁ ସେତୁ ଲୋକଙ୍କ କାମରେ ଆସୁନି। ଅବଧି ସରିବା ପରେ ବହୁ ବିଳମ୍ବରେ ସେତୁ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିଲା। କିନ୍ତୁ…

ଏମିତି ସ୍ମାରକୀ, ଯାହାକୁ ନିର୍ମାଣ କରିଛନ୍ତି ମହିଳା

ଅତୀତ ଦିନରେ ମହିଳାମାନେ ଆଜିର ମହିଳାଙ୍କ ପରି ଶକ୍ତିଶାଳୀ ନ ଥିଲେ। ଏବେ ତ ମହିଳାମାନେ ବାହାରେ କାମ କରୁଛନ୍ତି ଏବଂ ପୁରୁଷମାନଙ୍କ ସହିତ କାନ୍ଧରେ କାନ୍ଧ ମିଶାଇ କାମ କରୁଛନ୍ତି। ପୂର୍ବରୁ ସେପରି ନ ଥିଲା। ଇତିହାସରେ ମଧ୍ୟ ଆମେ…

ଆଖି ପିଛୁଳାକେ ବିଲେଇକୁ ଚକମା ଦେଖାଇଲା ଗୁଣ୍ଡୁଚିମୂଷା

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ଭାରତକୁ ହରାଇଥିବାରୁ ଗର୍ବିତ: ଆଫ୍ରିଦୀ

ଦୁବାଇ,୨୫।୧୦: ବିଶ୍ୱକପ୍‌ରେ ପ୍ରଥମଥର ପାଇଁ ଭାରତକୁ ହରାଇଥିବାରୁ ଗର୍ବ ଅନୁଭବ କରୁଛି ବୋଲି ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଥିବା ପାକିସ୍ତାନ ଦ୍ରୁତ ବୋଲର ଶାହିନ ଶାହ ଆଫ୍ରିଦୀ କହିଛନ୍ତି। ଆରମ୍ଭରୁ ଭାରତ କେତୋଟି ଉଇକେଟ ହାସଲ କରିପାରିଲେ ଆମେ…

୧୫ ଦିନ ଧରି ଦେଶବ୍ୟାପୀ ଆନ୍ଦୋଳନ କରିବ କଂଗ୍ରେସ

ନୂଆଦିଲ୍ଲୀ,୨୫।୧୦: ପେଟ୍ରୋଲ ଓ ଡିଜେଲ ଦରବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ନଭେମ୍ବର ୧୪ରୁ ୨୯ ପର୍ଯ୍ୟନ୍ତ ଦେଶବ୍ୟାପୀ ଆନ୍ଦୋଳନ କରାଯିବ। କଂଗ୍ରେସ ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳ ଏହି ସୂଚନା ଦେଇଛନ୍ତି। ୧୫ ଦିନିଆ ଆନ୍ଦୋଳନରେ କଂଗ୍ରେସ ନେତାମାନେ ନିଜ ଅଞ୍ଚଳରେ…

ବିଗ୍‌ ବି – ଶତ୍ରୁଘ୍ନ ମଧ୍ୟରେ ବନ୍ଧୁତା ଖରାପ ନେଇ ଦାୟୀ କରାଯାଇଥିଲା ରେଖାଙ୍କୁ, ପୂରା ଘଟଣା ଜାଣିଲେ…

ବଲିଉଡ ଇଣ୍ଡଷ୍ଟ୍ରିରେ ଏପରି ଅନେକ ତାରକା ଅଛନ୍ତି, ଯାହାଙ୍କ ବନ୍ଧୁତା ସର୍ବଦା ଚର୍ଚ୍ଚାରେ ଥାଏ। ଏହି ତାଲିକାରେ ମେଗାଷ୍ଟାର ଅମିତାଭ ବଚ୍ଚନ ଏବଂ ଅଭିନେତା ଶତ୍ରୁଘ୍ନ ସିହ୍ନାଙ୍କ ନାମ ମଧ୍ୟ ରହିଛି। ଅମିତାଭ ଏବଂ ଶତ୍ରୁଘ୍ନ ବହୁତ ଭଲ ବନ୍ଧୁ ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri