Home Left

ରାଜନୀତି ସରଗରମ : ଆଜି ଆସିପାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୬।୩(ବ୍ୟୁରୋ): ପୌର ନିର୍ବାଚନ ପାଇଁ ରାଜନୀତି ସରଗରମ ହେଉଛିି। ନାମାଙ୍କନ ପାଇଁ ଆଉ ଦୁଇ ଦିନ ସମୟ ରହିଥିବା ବେଳେ ଏପର୍ଯ୍ୟନ୍ତ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଘୋଷଣା ହୋଇନାହିଁ। ଭୁବନେଶ୍ୱର, କଟକ ପାଇଁ ଭାଜପା ମେୟର ପ୍ରାର୍ଥୀ ଘୋଷଣା କରିଥିବାବେଳେ ଏଯାଏ…

ଗଜପତି ରାଜାଙ୍କ ଜମି ଜବରଦଖଲ ଅଭିଯୋଗ

ପାରଳାଖେମୁଣ୍ଡି,୬।୩: ଗଜପତି ଜିଲା ସଦର ମହକୁମାରେ ଥିବା ଗଜପତି ରାଜାଙ୍କ ଜମି ଜବରଦଖଲ ହୋଇଥିବା ଅଭିଯୋଗ ହୋଇଛି। ମହାରାଜାଙ୍କର ଗୁମ୍ମା ତହସିଲ ଅନ୍ତର୍ଗତ ବେତଗୁଡାରେ ଥିବା ଜମି ଓ କେତେକ ସରକାରୀ ଜମି ଜଣେ କମାଣ୍ଡାଣ୍ଟ ମାଡ଼ି ବସିଥିବା ଅଭିଯୋଗ ହୋଇଛି।…

‘ଭୟ, ଆଶଙ୍କାରେ ବିତୁଥିଲା ପ୍ରତିଟି ମୁହୂର୍ତ୍ତ’

ବାଲିଆପାଳ, ୬।୩(ସ୍ବ.ପ୍ର.): ପଦେ ପଦେ ଥିଲା ଜୀବନ ପ୍ରତି ବିପଦ। ବଙ୍କର ମଧ୍ୟରେ ୭ଦିନ ବିତାଇବାକୁ ପଡିଥିଲା। ରୁଷିଆ ପକ୍ଷରୁ ଗ୍ରେନେଡ୍‌ଗୁଡ଼ିକ ସେମାନଙ୍କର ବଙ୍କରଠାରୁ ମାତ୍ର ୩ଶହ ମିଟର ଦୂରରେ ମାଡ଼ ହେଉଥିବାରୁ ପ୍ରତିଟି ମୁହୂର୍ତ୍ତ କଟୁଥିଲା ଭୟ ଓ ଆଶଙ୍କା…

ଟାର୍ଗେଟ୍‌ ନାହିଁ, ପଡ଼ିରହିଛି ଧାନ

ଧାମନଗର,୬।୩: ଭଦ୍ରକ ଜିଲା ଧାମନଗର ସେବା ସମବାୟ ସମିତି ଅଧୀନରେ ଥିବା ଚାଷୀମାନେ ଧାନ ବିକ୍ରି କରି ନ ପାରି ହତାଶ ହୋଇପଡ଼ିଛନ୍ତି। ଟୋକନ ଅବଧି ଶେଷ ହେବା ସହ ଟାର୍ଗେଟ୍‌ ଅଭାବରୁ ଚାଷୀ ଅମଳ କରିଥିବା ଧାନ ସମିତିକୁ ବିକ୍ରି…

ସିଏମ୍‌ସି ଲାଗି ଶ୍ରୀତମ ଦାସଙ୍କୁ ମେୟର ପ୍ରାର୍ଥୀ କଲା ଭାଜପା

କଟକ ଅଫିସ,୬।୩: ବର୍ତ୍ତମାନ ୩ ମହାନଗର ନିଗମରେି ରାଜନୀତି ସରଗରମ ହେଉଛି। ତିନି ମହାନଗର ନିଗମର ମେୟର ପଦ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ ଶୁକ୍ରବାର କଟକ ମହାନଗର ନିଗମ ପାଇଁ ଭାଜପା ପ୍ରାର୍ଥୀ ଘୋଷଣା କରିଛି। ସିଏମ୍‌ସି…

ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୬।୩(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯,୧୦୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ…

ଚତୁର୍ଥ ଦିନରେ ୩୭ଟି ନାମାଙ୍କନ ଦାଖଲ

ଭୁବନେଶ୍ୱର,୬।୩(ବ୍ୟୁରୋ): ନାମାଙ୍କନ ଦାଖଲର ଶନିବାର ଥିଲା ଚତୁର୍ଥ ଦିନ । ଓଡ଼ଶାରୁ ପୌରାଧ୍ୟକ୍ଷ ଓ ମେୟର ପଦ ପାଇଁ ୩୭ଟି ଏବଂ କାଉନସିଲର ଓ କର୍ପୋରେଟର ପାଇଁ ୨୭୫ଟି ନାମାଙ୍କନ ପତ୍ର ଦାଖଲ ହୋଇଛି । ସାମୁହିକ ଭାବେ ୭୧୩ଟି କର୍ପୋରେଟର…

୨୬ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ବାଲେଶ୍ୱର ଅଫିସ,୬ା୩: ଥମୁନି ଧଳା ଜହର କାରବାର। ବାଲେଶ୍ୱର ଜିଲା କମର୍ଦ୍ଦା ବଜାରରୁ ୨୬୦ ଗ୍ରାମର ବ୍ରାଉନସୁଗାର ଜବତ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ। ଜବତ ଧଳା ଜହର ଆନୁମାନିକ ବଜାରର ମୂଲ୍ୟ ୨୬ ଲକ୍ଷ ଟଙ୍କା ହେବ। ସୂଚନାନୁସାରେ,…

ଜେଲେନସ୍କିଙ୍କ ଉତ୍ସାହ ବଢ଼ାଉଛନ୍ତି ଓଲେନା…

କ୍ୱିଭ୍‌, ୬।୩ : ଯେତେବେଳେ ୟୁକ୍ରେନ୍‌ ଉପରେ ଯୁଦ୍ଧର ସଙ୍କଟ ଦେଖାଦେଇଛି। ସେତେବେଳେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ଉତ୍ସାହ ବଢ଼ାଉଛନ୍ତି ତାଙ୍କ ସ୍ତ୍ରୀ ଓଲେନା ଜେଲେନସ୍କି। ଫାଷ୍ଟ ଲେଡି ଓଲେନା ଜେଲେନସ୍କିଙ୍କ ସହିତ କାନ୍ଧକୁ କାନ୍ଧ ମିଶାଇ ଠିଆହୋଇ ତାଙ୍କୁ…

ମସଜିଦ୍‌-ଇଦ୍‌ଗାହରେ ନମାଜ ପଢ଼ିବେ ମୁସଲମାନ୍‌ ମହିଳା, ଏମ୍‌ଆର୍‌ଏମ୍‌ ପକ୍ଷରୁ ଅଭିଯାନ ଯୋଜନା…

ନୂଆଦିଲ୍ଲୀ, ୬।୩ : ଏଣିକି ମସଜିଦ୍‌ ଏବଂ ଇଦ୍‌ଗାହରେ ମୁସଲମାନ୍‌ ମହିଳାମାନେ ନମାଜ ପଢ଼ି ପାରିବେ। ଏନେଇ ରାଷ୍ଟ୍ରୀୟ ସ୍ବଂୟସେବକ ସଂଘର ମୁସଲିମ ରାଷ୍ଟ୍ରୀୟ ମଞ୍ଚ (ଏମ୍‌ଆର୍‌ଏମ୍‌) ପକ୍ଷରୁ ଏକ ଅଭିଯାନ ଆରମ୍ଭ ହେବାକୁ ଯାଉଛି। ଏହା ସହିତ, ବିବାହର ସର୍ବନିମ୍ନ…

ଖସୁଛି ସଂକ୍ରମଣ: ଆଜି ୧୨୯ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୬।୩(ବ୍ୟୁରୋ): ରାଜ୍ୟରେ ରବିବାର ୧୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୯ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୭୫ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫୪ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

ନିଆରା ହୋଟେଲ

ବୁଲିବାକୁ ଗଲେ ବିଳାସପୂର୍ଣ୍ଣ ହୋଟେଲରେ ରହିବାକୁ ଅନେକେ ପସନ୍ଦ କରନ୍ତି । ତେଣୁ ପର୍ଯ୍ୟଟକମାନଙ୍କୁ ଆକର୍ଷିତ କରିବା ପାଇଁ ହୋଟେଲଗୁଡ଼ିକୁ ଭିନ୍ନ ଭିନ୍ନ ଡିଜାଇନ୍‌ରେ ସୁସଜ୍ଜିତ କରାଯାଇଥାଏ। ତେବେ ଏମିତି କିଛି ନିଆରା ହୋଟେଲ ରହିଛି, ଯାହା ହୁଏତ ଆପଣଙ୍କୁ ଅଜଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?