ନୋଟିସ ବଦଳରେ ନୋଟିସ
କେନ୍ଦ୍ରାପଡ଼ା ଅଫିସ, ୨୪ା୧୦: ଗତ ୧୮ ତାରିଖରେ ଜାରି ହୋଇଥିବା ଦୁଇ ନୋଟିସ ଏବେ ଖରସ୍ରୋତା ନଦୀରୁ ଭଦ୍ରକକୁ ପାଣି ଦେବା ବିବାଦକୁ ଅଧିକ ରୋଚକ କରିଛି । ପ୍ରକଳ୍ପ ନିର୍ମାଣ ଅନିଶ୍ଚିତତା ଆଡ଼କୁ ଗତି କରୁଥିବାରୁ ଜିଲା ପ୍ରଶାସନ ଆକ୍ରୋଶମୂଳକ…
୨୫ରେ ମୟୂରଭଞ୍ଜ ବନ୍ଦ
ବାରିପଦା ଅଫିସ,୨୪।୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାରିପଦା ଗସ୍ତ ସମୟରେ ଶୁକ୍ରବାର ଭାଜପା କର୍ମୀମାନଙ୍କୁ ମାଡ଼ ଘଟଣାରେ ମୁଖ୍ୟ ଅଭିଯୁକ୍ତମାନଙ୍କୁ ଗିରଫ ଦାବିରେ ଭାଜପା ପକ୍ଷରୁ ସୋମବାର ୧୨ ଘଣ୍ଟିଆ ଜିଲା ବନ୍ଦ ଡାକରା ଦିଆଯାଇଛି। ଜିଲା ଭାଜପା (ପୂର୍ବ) ସଭାପତି…
ସୀମାନ୍ତ ପଞ୍ଚାୟତରେ ବୁଲୁଛନ୍ତି ଆନ୍ଧ୍ର ଏଜେଣ୍ଟ
ପଟ୍ଟାଙ୍ଗୀ, ୨୪।୧୦(ଡି.ଏନ୍.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅଧୀନରେ ଥିବା ୧୪ରୁ ୮ଟି ପଞ୍ଚାୟତ ଆନ୍ଧ୍ର ରାଜ୍ୟ ସୀମାନ୍ତକୁ ଲାଗି ରହିଛି। କୋଟିଆ ପଞ୍ଚାୟତରେ ଆନ୍ଧ୍ର ନିଜର ଜବରଦଖଲ ଜାହିର କରୁଛି। ଅନ୍ୟ ପଞ୍ଚାୟତଗୁଡ଼ିକରେ ମଧ୍ୟ ଅନୁପ୍ରବେଶ କରିବାକୁ ପଛଘୁଞ୍ଚା ଦେଉନି।…
ଓଡ଼ିଶାରୁ ବିଳମ୍ବରେ ବିଦାୟନେଲା ମୌସୁମୀ
ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ସାରା ରାଜ୍ୟରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶନିବାର ବିଦାୟ ନେଇଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଚଳିତବର୍ଷ ଠିକ୍ ସମୟରେ ଅର୍ଥାତ୍ ଜୁନ୍ ୧ରେ ମୌସୁମୀ ପ୍ରବେଶ କରିଥିଲେ ମଧ୍ୟ…
ମିଳିଲା ୧୦୦ ବର୍ଷର ଲଭ୍ ଲେଟର, ଏଥିରେ ଲେଖା ଥିଲା…
ବ୍ରିଟେନରେ ଜଣେ ନାବାଳକ ତାଙ୍କ ଘରୁ ଏକ ଲଭ୍ ଲେଟର ପାଇଛନ୍ତି। ଯାହାକି ୧୦୦ ବର୍ଷ ତଳର ବୋଲି ଜଣାପଡ଼ିଛି। ଏହି ଲଭ୍ ଲେଟରରେ ଗୁପ୍ତ ପ୍ରେମ ସମ୍ପର୍କ ବିଷୟରେ ଜଣାପଡ଼ିଥିଲା। ଏହି କଥା ସେତେବେଳେ ଜଣାପଡ଼ିଲା ଯେତେବେଳେ ପିଲାଟି ଘର…
ଆଜି ପ୍ରକାଶ ପାଇବ ଯୁକ୍ତ ତିନି ସ୍ପଟ୍ ମେଧା ତାଲିକା
ଭୁବନେଶ୍ବର,୨୪।୧୦(ବ୍ୟୁରୋ): ଯୁକ୍ତ ତିନି ସ୍ପଟ୍ ନାମଲେଖା ମେଧା ତାଲିକା ରବିବାର ପ୍ରକାଶ ପାଇବ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟର ବିଭିନ୍ନ ସ୍ବୟଂଶାସିତ ଓ ଡିଗ୍ରୀ କଲେଜରେ ଖାଲି ଥିବା ଯୁକ୍ତ ତିନି ସିଟରେ ନାମଲେଖା ପାଇଁ…
ଝୁଲୁଛି ୧୦ ବର୍ଷିଆ ଆକ୍ସନ ପ୍ଲାନ
ଭୁବନେଶ୍ୱର,୨୪ା୧୦(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱ ପାଇଁ ବଡ଼ ସମସ୍ୟା ହେଲାଣି। ତାପମାତ୍ରା ବୃଦ୍ଧି ଯୋଗୁ ସମୁଦ୍ର ଜଳପତ୍ତନ ବୃଦ୍ଧି ପାଇବାରେ ଲାଗିଛି। ଆସନ୍ତା ୨୦୫୦ ସୁଦ୍ଧା ଅଧିକାଂଶ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ ହେବାର ଆଶଙ୍କା କରାଯାଉଛି। ମହାରାଷ୍ଟ୍ର, ପଶ୍ଚିମବଙ୍ଗ, ଓଡ଼ିଶା,…
୧୦ ଦେଶର ରାଷ୍ଟ୍ରଦୂତଙ୍କୁ ଦେଶରୁ ବାହାର କରିବାକୁ ନିର୍ଦ୍ଦେଶ ଜାରି କଲା ତୁର୍କୀ…
ଆଙ୍କ୍ରା,୨୪।୧୦: ମାନବାଧିକାର କର୍ମୀ ଓସମାନ କଓ୍ବାଲାଙ୍କୁ ମୁକ୍ତ କରିବାକୁ ଦାବି କରୁଥିବା ୧୦ଟି ଦେଶର ରାଷ୍ଟ୍ରଦୂତଙ୍କୁ ବହିଷ୍କାର କରିବାକୁ ତୁର୍କୀ ରାଷ୍ଟ୍ରପତି ରିସେପ ତାଇପ ଏର୍ଦୋଗନ ନିର୍ଦ୍ଦେଶ ଦେଇଛନ୍ତି। ଏହି ୧୦ ଦେଶ ମଧ୍ୟରେ କାନାଡା, ଡେନମାର୍କ, ଫିନଲ୍ୟାଣ୍ଡ, ଫ୍ରାନ୍ସ, ଜର୍ମାନୀ,…
ଦୃଷ୍ଟି ଆଢ଼ୁଆଳରେ ଚକ୍ରତୀର୍ଥ ପୀଠ, ସଂରକ୍ଷଣ ଲୋଡୁଛି
କେନ୍ଦୁଝର, ୨୪ା୧୦: କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡରେ ଥିବା ଚକ୍ରତୀର୍ଥ, ଗଡ଼ଚଣ୍ଡୀ ପର୍ଯ୍ୟଟନ କ୍ଷେତ୍ରରେ ପ୍ରାଚୀନ ବୌଦ୍ଧ ଓ ଜୈନ ପରମ୍ପରାର ଝଲକ ଦେଖିବାକୁ ମିଳେ। କିନ୍ତୁ ଏହି ସ୍ଥାନ ଗୁଡ଼ିକ ଅବହେଳିତ ହୋଇଥିବାରୁ ଜଙ୍ଗଲରେ ପଡ଼ିରହିଛି ଜୈନ ଓ ବୌଦ୍ଧ…
ଅଫ୍ଲାଇନରେ ହେବ ଆଇସିଏସ୍ଇ ଦଶମ, ଆଇଏସ୍ସି ଦ୍ୱାଦଶ ଟର୍ମ-୧
ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): କାଉନ୍ସିଲ୍ ଫର୍ ଦି ଇଣ୍ଡିଆନ୍ ସ୍କୁଲ ସାର୍ଟିଫିକେଟ୍ ଏକ୍ଜାମିନେଶନ୍ସ(ସିଆଇଏସ୍ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍ଇ ଦଶମ ଓ ଆଇଏସ୍ସି ଦ୍ୱାଦଶ ଟର୍ମ-୧ ପରୀକ୍ଷା ଅଫ୍ଲାଇନ୍ରେ ହେବ। ଏ ନେଇ ଶନିବାର ସିଆଇଏସ୍ସିଇ ପକ୍ଷରୁ ଘୋଷଣା କରାଯାଇଛି। ଏଥିସହିତ ପରୀକ୍ଷା ତାରିଖ…
ମୃତ୍ୟୁ ପୂର୍ବରୁ ଆଇସିୟୁରେ ପ୍ରେମିକାଙ୍କୁ ବିବାହ କଲେ ପ୍ରେମିକ
ଦୁହେଁ ଦୁହିଁଙ୍କୁ ବହୁତ ଭଲ ପାଉଥିଲେ। ୧୮ ମାସ ପୂର୍ବରୁ ଦୁହିଁଙ୍କର ସାକ୍ଷାତ ହୋଇଥିଲା। ଏହା ପରେ ପରସ୍ପର ନିକଟତର ହୋଇଥିଲେ। ବିବାହ କରିବା ପାଇଁ ପ୍ରତିଶ୍ରୁତି ମଧ୍ୟ ଦେଇଥିଲେ ପ୍ରେମିକ। ଉଭୟ ପରିବାର ଲୋକେ ଏଥିରେ ରାଜି ବି ହୋଇଥିଲେ।…
ବସୁଧୈବ କୁଟୁମ୍ବକମ୍ ପାଇଁ ଶାନ୍ତି ଜରୁରୀ
ଶାନ୍ତିପୂର୍ଣ୍ଣ ସହାବସ୍ଥାନ ମାନବତାର ସୁରକ୍ଷା ପାଇଁ ଜରୁରୀ। ବସୁଧୈବ କୁଟୁମ୍ବକମ୍ ଲକ୍ଷ୍ୟ ପୂରଣ ଲାଗି ବିଭିନ୍ନ ଦେଶ ଦେଶ ମଧ୍ୟରେ ଶାନ୍ତି ହଁି ଏକମାତ୍ର ବିକଳ୍ପ। ସଭିଏ ମିଳିମିଶି ଚଳିଲେ ବଡ଼ରୁ ବଡ଼ ବିପଦର ମଧ୍ୟ ସାମନା କରିବା ସହଜ ହୋଇପାରିବ।…
Archives


