୨୪ ଦିନରେ ବଳାତ୍କାରୀଙ୍କୁ ମୃତ୍ୟୁ ଦଣ୍ଡାଦେଶ
ଜୟପୁର, ୨୩।୧୦: ରାଜସ୍ଥାନରେ ଜଣେ ୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ମାମଲାର ବିଚାର ୨୪ ଦିନ ମଧ୍ୟରେ ଶେଷ ହୋଇଛି। ସ୍ବତନ୍ତ୍ର କୋର୍ଟ ମାମଲାର ବିଚାର କରି ଅଭିଯୁକ୍ତ ତଥା ପୀଡିତାଙ୍କ ମାମୁ ଦୀନେଶ ଜାଟ୍ଙ୍କୁ ଶୁକ୍ରବାର ମୃତ୍ୟୁ…
ବ୍ରହ୍ମପୁର ଆଇଟିଆଇକୁ ସ୍ବର୍ଣ୍ଣ
ବ୍ରହ୍ମପୁର ଅଫିସ,୨୩ା୧୦: ବ୍ରହ୍ମପୁର ଆଇଟିଆଇ ଜାତୀୟସ୍ତରୀୟ ଦକ୍ଷତାଭିତ୍ତିକ ପ୍ରତିଯୋଗିତାରେ ସଫଳତା ହାସଲ କରିଛି। ଗତ ୨୦ରୁ ୨୩ ତାରିଖ ଯାଏ ବିହାର ପାଟନାଠାରେ ଏହି ପ୍ରତିଯୋଗିତା ହୋଇଥିଲା। ଏଥିରେ ୮ଟି ରାଜ୍ୟର ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ଏଥିମଧ୍ୟରୁ ବ୍ରହ୍ମପୁର ଆଇଟିଆଇ ଇଲେକଟ୍ରିିକାଲ…
ଡିଫେଣ୍ଡିଂ ଚାମ୍ପିୟନ ପାଇଁ ଅଭୁଲା ଦିନ
ଦୁବାଇ,୨୩।୧୦: ୨୦୧୬ରେ ଦ୍ୱିତୀୟ ଥର ପାଇଁ ଟି୨୦ ବିଶ୍ୱକପ୍ ଜିତିଥିବା ଓ୍ବେଷ୍ଟଇଣ୍ଡିଜକୁ ପ୍ରଥମ ମ୍ୟାଚ୍ରେ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଚଳିତ ବିଶ୍ୱକପ୍ର ପ୍ରଥମ ମ୍ୟାଚ୍ରେ ଇଂଲଣ୍ଡର ସ୍ପିନରଙ୍କୁ ନ ଖେଳିପାରି ଡିଫେଣ୍ଡିଂ ଚାମ୍ପିୟନ ଅଲଆଉଟ୍ ହୋଇଯାଇଥିଲା ମାତ୍ର ୫୫…
ନଭେମ୍ବର ୧୨ରୁ ଦ୍ୱାଦଶ, ୨୯ରୁ ଦଶମ
ଭୁବନେଶ୍ୱର,୨୩।୧୦(ବ୍ୟୁରୋ): କାଉନସିଲ୍ ଫର୍ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ୍ ଏକ୍ଜାମିନେସନ୍ସ(ସିଆଇଏସ୍ସିଇ) ପରିଚାଳିତ ଆଇସିଏସ୍ଇ ଦଶମ ଓ ଆଇଏସ୍ସି ଦ୍ୱାଦଶ ଟର୍ମ-୧ ପରୀକ୍ଷା ଅଫ୍ଲାଇନ୍ରେ ହେବ। ଏ ନେଇ ଶନିବାର ସିଆଇଏସ୍ସିଇ ପକ୍ଷରୁ ଘୋଷଣା କରାଯାଇଛି। ଏଥି ସହିତ ପରୀକ୍ଷା ତାରିଖ ମଧ୍ୟ…
ସ୍ଲଟ୍ ବୁକିଂ କଲେ ବରଗଡ଼ର ଯୁବତୀ, ଟିକା ନେଲେ ଉତ୍ତରପ୍ରଦେଶ ଲୋକ
ବରଗଡ଼ ଅଫିସ୍,୨୩।୧୦: ଦେଶରେ ଶହେ କୋଟି କୋଭିଡ୍ ଟିକାକରଣ ନେଇ ସରକାର ଡିଣ୍ଡିମ ପିଟୁଛନ୍ତି । ହେଲେ କୋଭିଡ୍ ଟିକା ନେଇ ନ ଥିବା ଲୋକଙ୍କୁ ମିଳିଛି ଭୁଲ ଟିକାକରଣ ପ୍ରମାଣପତ୍ର। ଏଭଳି ଘଟଣା ଘଟିଛି ବରଗଡ଼ର ଯୁବତୀ ଯଶୋବନ୍ତୀ ସାହୁଙ୍କ…
୫୦ କୁଇଣ୍ଟାଲର ଇଲା ମାଛ
ଚାନ୍ଦବାଲି,୨୧।୧୦(ଡି.ଏନ.ଏ.):ଭଦ୍ରକ ଜିଲା ଧାମରା ମାଛଧରା ଜେଟିରେ ଶନିବାର ପ୍ରାୟ ୫୦ କୁଇଣ୍ଟାଲ ‘ଇଲା’ ମାଛ ଧରାଯାଇଛି। ଏହି ମାଛ ଦେଖିବାକୁ ଇଲଶି ପରି। ଏହାର ସ୍ଥାନୀୟ ନାମ ଚନ୍ଦନୀ ବୋଲି ଜଣାଯାଇଛି। ଆକାରରେ ଛୋଟ ହୋଇଥିବା ବେଳେ ଗୋଟିଏ ମାଛର ଓଜନ…
୬ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର
ନୂଆଦିଲ୍ଲୀ,୨୩।୧୦: ରାଜଧାନୀର ରଞ୍ଜିତ ନଗର ଅଞ୍ଚଳରେ ଜଣେ ୬ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ବର୍ତ୍ତମାନ ରାମ ମନୋହର ଲୋହିଆ ହସ୍ପିଟାଲରେ ପୀଡ଼ିତାଙ୍କ ଚିକିତ୍ସା ଚାଲିଛି। ଶୁକ୍ରବାର ସକାଳେ ପଡୋଶୀଙ୍କ ଘରକୁ ଯାଉଥିବା ବେଳେ ପୀଡ଼ିତାଙ୍କୁ ଦୁର୍ବୃତ୍ତ ଉଠାଇ…
ବିନା ଭକ୍ତରେ ଶେଷ ହେଲା ବୁଢ଼ାରଜାଙ୍କ ବାର୍ଷିକ ଦଶହରା
କୋକସରା,୨୩।୧୦(ଡି.ଏନ.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣିଠାରେ ବୁଢ଼ାରଜାଙ୍କ ବାର୍ଷିକ ଦଶହରା ଉତ୍ସବ ବିନା ଭକ୍ତରେ ଶେଷ ହୋଇଛି। କଳାହାଣ୍ଡି ଓ ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟି ତଳେ ଅବସ୍ଥିତ ଆରାଧ୍ୟ ଦେବତା ବୁଢ଼ାରଜାଙ୍କ ଦଶହରା ପର୍ବ ଶନିବାର ନିରାଡ଼ମ୍ବରରେ…
ପୋଲିସ କର୍ମଚାରୀଙ୍କ ମାଡ଼ରେ ଯୁବକ ଗୁରୁତର
ବରୀ,୨୩।୧୦: ବରୀ ରାମଚନ୍ଦ୍ରପୁର ଥାନା ଅଧୀନ ବରୀ ‘ବିଲସାହି’ ଗ୍ରାମର ବାବୁଲି ମଲ୍ଲିକ ନାମକ (୨୧)ଜଣେ ଯୁବକଙ୍କୁ ବରୀ ଥାନାର ଜଣେ ପୋଲିସ କର୍ମଚାରୀ ମାଡ ମାରିଥିବା ଅଭିଯୋଗ ହୋଇଛି। ସେ ଗୁରୁତର ଭାବେ ଆହତ ହୋଇଛନ୍ତି। ପରିବାର ଲୋକେ ତାଙ୍କୁ…
ଓସ୍କାରରେ ଭାରତର ପ୍ରତିନିଧିତ୍ୱ କରିବ ‘କୁଝାଙ୍ଗଲ’
ନୂଆଦିଲ୍ଲୀ,୨୩।୧୦: ୨୦୨୨ ଏକାଡେମୀ ପୁରସ୍କାରରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିବା ପାଇଁ ତାମିଲ ଫିଲ୍ମ ‘କୁଝାଙ୍ଗଲ’କୁ ବଛାଯାଇଛି। ଏ ନେଇ ଫିଲ୍ମର ନିର୍ମାତା ଟୁଇଟ୍ କରି ସୂଚନା ଦେଇଛନ୍ତି। ଓସ୍କାର ପାଇବାକୁ ହେଲେ ଏହି ଫିଲ୍ମକୁ ପ୍ରଥମେ ନୋମିନେଶନ ତାଲିକାରେ ସ୍ଥାନ…
ହିନ୍ଦୀ ଶିକ୍ଷକ ପାଇଁ ୯୫୩ ପ୍ରାର୍ଥୀ ଉତ୍ତୀର୍ଣ୍ଣ
ଭୁବନେଶ୍ୱର, ୨୩।୧୦(ବ୍ୟୁରୋ): ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ତରଫରୁ ରାଜ୍ୟର ସରକାରୀ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଖାଲି ଥିବା ହିନ୍ଦୀ ଶିକ୍ଷକ ପଦବୀରେ ନିଯୁକ୍ତି ପାଇଁ ହୋଇଥିବା ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି। ପରୀକ୍ଷାରେ ମୋଟ୍ ୯୫୩ ପ୍ରାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେମାନଙ୍କ…
ବିବାହରେ ବିଫଳ ହେବାରୁ ଜୀବନ ହାରିଲେ ନାବାଳିକା
ପଦ୍ମପୁର,୨୩।୧୦(ଡି.ଏନ.ଏ): ପ୍ରେମରେ ବିଫଳ ହେବା ପରେ ପ୍ରେମୀ ଯୁଗଳ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଏଥିରେ ପ୍ରେମିକାଙ୍କ ମୃତ୍ୟୁ ଘଟିଛି। ମାତ୍ର ପ୍ରେମିକ ଜଣକ ଆତ୍ମହତ୍ୟା ଉଦ୍ୟମ କରିଥିବା ବେଳେ ଅଳ୍ପକେ ବର୍ତ୍ତିଯାଇଛନ୍ତି। ପରେ ସେ ଥାନାରେ ଆତ୍ମସମର୍ପଣ କରିଛନ୍ତି। ଏଭଳି ଏକ…
Archives


