Home Left

ସବୁ ରାଗ ଭୁଲି କୋହଲିଙ୍କୁ ନେଇ ଏମିତି କହିଲେ ଗାଙ୍ଗୁଲି

ମୋହାଲି,୪।୩: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଶୁକ୍ରବାର ଠାରୁ ମୋହାଲିରେ ପ୍ରଥମ ଟେଷ୍ଟ ଆରମ୍ଭ ହୋଇଛି। ବିରାଟ କୋହଲିଙ୍କ ପାଇଁ ସ୍ବତନ୍ତ୍ର ହେବ। ଏହା ତାଙ୍କ କ୍ୟାରିୟରର ୧୦୦ ତମ ଟେଷ୍ଟ ହେବ। ବହୁ ପୂର୍ବତନ ଭେଟେରାନ ଖେଳାଳି କୋହଲିଙ୍କୁ ଅଭିନନ୍ଦନ…

ଆଜି ବାରାଣସୀରେ ରୋଡ ଶୋ କରିବେ ମୋଦି

ଲକ୍ଷ୍ନୌ,୪।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ବାରାଣସୀ ଗସ୍ତରେ ଯିବେ। ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନର ଶେଷ ପର୍ଯ୍ୟାୟ ମତଦାନ ପାଇଁ ବାରାାଣାସୀରେ ରୋଡ ଶୋ କରିବେ । ବାରାଣାସୀର ମଲଦହିୟା ଠାରୁ ଆରମ୍ଭ କରି ଗୋଡୌଲିଆ ପର୍ଯ୍ୟନ୍ତ ଏହି ରୋଡ ଶୋ…

ଥମୁଛି ସଂକ୍ରମଣ, କମୁନି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୪।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬ ହଜାର ୩୯୩ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୧୪୨ଙ୍କ ମୃତ୍ୟୁ ଘଟିଛି।…

ବିରାଟଙ୍କୁ ଖାସ୍‌ ଉପହାର ଦେଲେ ଦ୍ରାବିଡ

ମୋହାଲି,୪।୩:ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ମୋହାଲିରେ ଖେଳାଯାଉଛି। ଏହା ହେଉଛି ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ୧୦୦ ତମ ମ୍ୟାଚ। ଏହି ସଫଳତା ହାସଲ କରିବାରେ ସେ ହେଉଛନ୍ତି ଦ୍ୱାଦଶ ଭାରତୀୟ ଖେଳାଳି। ବିରାଟଙ୍କ…

ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ

ସିଡନୀ,୪।୩: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଉଇକେଟ କିପର ରୋଡ ମାର୍ଶଙ୍କ ପରଲୋକ ଘଟିଛି। ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ନିକଟରେ ହୃଦଘାତ ଯୋଗୁ ସେ କୋମାରେ ଥିଲେ। ମାର୍ଶ ୩୫୫ ଉଇକେଟ୍‌ ନେଇଛନ୍ତି, ଯାହା ତାଙ୍କ ଅବସର ପର୍ଯ୍ୟନ୍ତ ଏକ ବିଶ୍ୱ…

ଆଉ ୬ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୪ା୩(ବ୍ୟୁରୋ): ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧାରୁ ୩…

ଶନାୟା କପୁରଙ୍କୁ ଲଞ୍ଚ କରୁଛନ୍ତି କରନ

ମୁମ୍ବାଇ: ବଲିଉଡ ଅଭିନେତା ସଞ୍ଜୟ କପୁରଙ୍କ ଝିଅ ଶନାୟା କପୁର ବଲିଉଡରେ ଡେବ୍ୟୁ କରିବାକୁ ଯାଉଛନ୍ତି । ତାଙ୍କ ଅଭିନୀତ ଫିଲ୍ମ ‘ବେଧଡକ’ର ପୋଷ୍ଟର ରିଲିଜ୍ ହୋଇଛି । ଶନାୟା କପୁରଙ୍କୁ ବଲିଉଡ କିଙ୍ଗ କରନ ଜୋହର ଲଞ୍ଚ କରିବାକୁ ଯାଉଛନ୍ତି…

ଆଜି ରାଜ୍ୟରୁ ୧୨୮ ଆକାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ୨୨ ଶିଶୁ

ଭୁବନେଶ୍ୱର,୪ା୩(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୧୨୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୫,୬୧୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭୩ ଜଣ ଚିହ୍ନଟ ହୋଇଥିବା…

ୟୁକ୍ରେନର ସ୍କୁଲ, ବଡ ବଡ ଘର ଉପରେ ରୁଷିଆର ଆକ୍ରମଣ: ଚେର୍ନିହିବରେ ୩୩ ଜଣଙ୍କ ମୃତ୍ୟୁ

କ୍ୱିଭ,୪ ।୩: ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ନବମ ଦିନରେ ପହଞ୍ଚିଛି । ଏବେ ୟୁକ୍ରେନର ଯୁଆଡେ ଚାହିଁଲେ ସିଆଡେ ଖାଲି ଧ୍ୱଂସ ଆଉ ଧ୍ୱଂସ । ରୁଷିଆର ଭୟଙ୍କର ଆକ୍ରମଣରେ ଏକ ପ୍ରକାର ଧ୍ୱଂସର ଦ୍ୱାର ଦେଶରେ ଠିଆ ହୋଇଛି ୟୁକ୍ରେନ୍…

ମନ୍ଥର ଗତିରେ ଚାଲିଛି ଧାନକିଣା

ଖୋର୍ଦ୍ଧା ଅଫିସ,୪ା୩: ଖୋର୍ଦ୍ଧା ଜିଲାରେ ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ଲାଗି ରହିଛି। ମଣ୍ଡିରେ ଧାନବସ୍ତା ରଖି ଚାଷୀ ଜଗି ବସିଥିବା ବେଳେ ମିଲର୍ସ ବିଭିନ୍ନ ଆଳ ଦେଖାଇ ଧାନ ଉଠାଉ ନାହାନ୍ତି। ଫଳରେ ଚାଷୀ ନାହିଁ ନ ଥିବା ହଇରାଣ ହେଉଛନ୍ତି।…

୭୫ ମିଟର ବାହାରେ ହେବ ଅଢ଼େଇ ମିଟର ରାସ୍ତା

ପୁରୀ ଅଫିସ,୪।୩: ଶ୍ରୀକ୍ଷେତ୍ରରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଏବେ ଜୋରସୋରରେ ଆଗେଇ ଚାଲିଛି। ଗୁରୁବାର ଓଡ଼ିଶା ସେତୁ ନିର୍ମାଣ ନିଗମ(ଓବିସିସି)ର ବରିଷ୍ଠ ଅଧିକାରୀ ଓ କର୍ତ୍ତୃପକ୍ଷମାନେ ପୁରୀ ଆସି ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଶ୍ରୀମନ୍ଦିର ଚାରିପାଖ ବୁଲି…

ଲୋକାୟୁକ୍ତରେ ଆରୁହା ପାହାଡ଼ କଳାପଥର ଲୁଟ୍‌ ମାମଲା: ମତାମତ ରଖିବାକୁ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ

ଯାଜପୁର ଅଫିସ,୪।୩: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ଆରୁହା ପାହାଡ଼ରୁ କଳାପଥର ଲୁଟ୍‌, ଜାଲିଆତି ଅଭିଯୋଗ ମାମଲାରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କୁ ମତାମତ ରଖିବାକୁ ଲୋକାୟୁକ୍ତ ଅଧ୍ୟକ୍ଷ ନିର୍ଦ୍ଦେଶ ଦେଇଛନ୍ତି। ୮।୪।୨୦୨୨ରେ ମାମଲାର ପରବର୍ତ୍ତୀ ଶୁଣାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?