Home Left

ଗିରଫ ହେଲେ ଯାତ୍ରା ପାର୍ଟି ମାଲିକ

ବାରିପଦା ଅଫିସ/ଚିତ୍ରଡ଼ା,୨୨ା୧୦(ଡି.ଏନ.ଏ.): କରୋନା କଟକଣା ନ ମାନି ଯାତ୍ରା ପରିବେଷଣ କରିବା ଅଭିଯୋଗରେ ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ପୋଲିସ ‘ଧର୍ତ୍ତୀ ସିର୍ଜନ’ ନାମକ ଏକ ଆଦିବାସୀ ଯାତ୍ରା ପାର୍ଟିର ମାଲିକଙ୍କୁ ଗିରଫ କରିବା ସହ ୬ ଆୟୋଜକଙ୍କ ନାମରେ ମାମଲା…

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ବଡ଼ ଭବିଷ୍ୟବାଣୀ: ଏହି ୪ ଦଳ ମଧ୍ୟରେ ଖେଳାଯିବ ସେମିଫାଇନାଲ୍‌

ନୂଆଦିଲ୍ଲୀ,୨୨।୧୦: ଆଇସିସି ଟି -୨୦ ବିଶ୍ୱକପ ୨୦୨୧ର ସୁପର -୧୨ ମ୍ୟାଚ ଅକ୍ଟୋବର ୨୩ରୁ ଆରମ୍ଭ ହେବ, କିନ୍ତୁ ଏହା ପୂର୍ବରୁ ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ବ୍ରାଡ ହଗ ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ସେ ଟୁର୍ନାମେଣ୍ଟର ସେମିଫାଇନାଲ ପୂର୍ବାନୁମାନ କରିଛନ୍ତି।…

୬ ହଜାର ଟଙ୍କା ନେଇ ଧରାପଡ଼ିଲେ ପିଇଓ

ଭବାନୀପାଟଣା,୨୨।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଲପୁର ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ(ପିଇଓ) କ୍ଷମା ପ୍ରସାଦ ଦୁରିଆ ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗୁରୁବାର କଳାହାଣ୍ଡି ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସେ ଜଣେ ହିତାଧିକାରୀଙ୍କଠାରୁ ପ୍ରଧାନମନ୍ତ୍ରୀ ଆବାସ…

ଭାରତୀୟ ଯୁବତୀଙ୍କ ପ୍ରେମରେ ପଡିଥିଲେ ଏହି ୨ ପାକିସ୍ତାନ କ୍ରିକେଟର୍‌; ବିବାହ ପାଇଁ…

ନୂଆଦିଲ୍ଲୀ,୨୨।୧୦: ଆଇସିସି ଟି -୨୦ ବିଶ୍ୱକପ ୨୦୨୧ ଆରମ୍ଭ ହୋଇଛି। ସମସ୍ତ କ୍ରିକେଟ ପ୍ରଶଂସକ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହାଇ ଭୋଲଟେଜ ମ୍ୟାଚ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ମ୍ୟାଚ ୨୪ ଅକ୍ଟୋବରରେ ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ…

ଟି୨୦ ବିଶ୍ୱକପ୍‌ର ମେନ୍‌ ଇଭେଣ୍ଟରେ ଦୁଇ ଦଳ

ଅଲ ଅମେରାଟ,୨୨।୧୦: ଟି୨୦ ବିଶ୍ୱକପ୍‌ର ମେନ ଇଭେଣ୍ଟରେ ପ୍ରବେଶ କରିଛନ୍ତି ବାଂଲାଦେଶ ଓ ସ୍କଟଲାଣ୍ଡ। ଗ୍ରୁପ୍‌ ବି’ରେ ଦୁଇ ଦଳ ସେମାନଙ୍କ ଅନ୍ତିମ ମ୍ୟାଚ୍‌କୁ ଜିତି ବିଶ୍ୱକପ୍‌ର ସୁପର- ୧୨ ପର୍ଯ୍ୟାୟରେ ସ୍ଥାନ ପକ୍କା କରିଛନ୍ତି। ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍କଟଲାଣ୍ଡ…

ସୋସିଆଲ ମିଡିଆ ପାଇଁ ବଞ୍ଚିଗଲେ ଯୁବକ

ନୂଆଦିଲ୍ଲୀ,୨୧।୧୦: ଫେସବୁକ୍‌ରେ ଲାଇଭ୍‌ ଷ୍ଟ୍ରିମିଂ କରି ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣେ ୪୩ ବର୍ଷୀୟ ଯୁବକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସୋସିଆଲ ମିଡିଆ ପକ୍ଷରୁ ଇ-ମେଲ ପାଇବା ପରେ ତୁରନ୍ତ ପୋଲିସର କାର୍ଯ୍ୟାନୁଷ୍ଠାନ ଯୋଗୁ ଏହା ସମ୍ଭବ ହୋଇପାରିଛି ବୋଲି ଦିଲ୍ଲୀ…

ଦେଢ଼ କୋଟି ଟଙ୍କାର ବ୍ରାଉନସୁଗାର ହେଲା ଜବତ

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଟିଏଫ୍‌) ହାତରେ ଏକ ଆନ୍ତଃରାଜ୍ୟ ବ୍ରାଉନସୁଗାର ବେପାରୀ ଧରାପଡିଛନ୍ତି। ପଶ୍ଚିମବଙ୍ଗରୁ ଆସି କଟକ ଜିଲା ଟାଙ୍ଗୀ ୧୬ ନଂ. ଜାତୀୟ ରାଜପଥ ନିକଟରେ ଡିଲ୍‌ବେଳେ ବୁଧବାର ବିଳମ୍ବିତ ରାତିରେ ତାଙ୍କୁ ଏସ୍‌ଟିଏଫ୍‌ ଗିରଫ କରିଛି। ସେ…

ଅନ୍ତିମ ସତ୍କାର କରାଇ ଦେଲେନି ମହୁମାଛି

କୁତ୍ରା,୨୧।୧୦(ଡି.ଏନ.ଏ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅଧୀନ କଟଙ୍ଗ ମାର୍ଟିନପଡା ଗ୍ରାମରେ ମହୁମାଛି ଆକ୍ରମଣରେ ୧୫ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନେ ହେଲେ ନେଲସନ ସମାଧ, ଆନନ୍ଦ ମାସି ସମାଧ, ମନସିତ କାଣ୍ଡୁଲାନା, ବିନକା ଲୁଗୁନ, ସୁଚିତା ଗୁଡ଼ିଆ, ହର୍ଷିତ…

୪୩ ମାଓବାଦୀଙ୍କ ସହ ଏକାଠି ଖାଇଲେ ସୁକୁମା ଏସ୍‌ପି

ମାଲକାନଗିରି, ୨୧ା୧୦ (ଡି.ଏନ.ଏ.): ସୁକ୍‌ମା ପୋଲିସ ନିକଟରେ ୪୩ ଜଣ ମାଓବାଦୀ ଗୁରୁବାର ଆତ୍ମ ସମର୍ପଣ କରିଛନ୍ତି। ତେବେ ପୋଲିସ ନିକଟରେ ଆତ୍ମସମର୍ପଣ କରିଥିବା ଏହି ମାଓବାଦୀଙ୍କ ସହ ତଳେ ବସି ସୁକୁମା ଏସ୍‌ପି ଏକାଠି ଖାଦ୍ୟ ଖାଇଥିଲେ। ଏମିତି ଏକ…

ଗଳାକାଟି ହତ୍ୟା କରିଥିବା ଅଭିଯୁକ୍ତ ଧରାପଡ଼ିଲେ

ରାଉରକେଲା ଅଫିସ,୨୧।୧୦: ରାଉରକେଲା ସେକ୍ଟର-୧୯ ଅଞ୍ଚଳରେ ବୁଦା ଭିତରୁ ଗଳାକଟା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଜବତ ଘଟଣାର ପର୍ଦ୍ଦାଫାଶ ହୋଇଛି। ଏହି ଘଟଣାରେ ପୋଲିସ ୩ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଆକାଶ ପ୍ରଧାନ(୨୭), ଅଜୟ…

ଗୁଣିଗାରେଡ଼ି ସନ୍ଦେହରେ ଦମ୍ପତିଙ୍କୁ ହାଣି ଦେଲେ

ସୁନ୍ଦରଗଡ଼,୨୧।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଏବଗା ଥାନା ଅଧୀନ ଭଦ୍ରାଟୋଲିରେ ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧ ଦମ୍ପତିଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଛି। ମୃତକ ହେଲେ ଲୋହିଆ ପାଢୁଓ୍ବାର(୬୫) ଓ ତାଙ୍କର ସ୍ତ୍ରୀ ଲୋଧି (୬୦)। ଖବରପାଇ ରାଏବଗା ଥାନା ପୋଲିସ ଘଟଣାସ୍ଥଳରେ…

‘ଶାହରୁଖ ମୋ ବାପା ଭଳି’

ନୂଆଦିଲ୍ଲୀ,୨୧।୧୦: ଶାହରୁଖ ଖାନଙ୍କ ପରିବାର ସହ ବଲିଉଡ୍‌ ଅଭିନେତ୍ରୀ ଅନନ୍ୟା ପାଣ୍ଡେଙ୍କ ସମ୍ପର୍କ ବେଶ ପୁରୁଣା। ଶାହରୁଖଙ୍କ ଝିଅ ସୁହାନା ଖାନ ହେଉଛନ୍ତି ଅନନ୍ୟାଙ୍କ ଭଲ ବନ୍ଧୁ। ତାଙ୍କୁ ବହୁ ସମୟରେ ସୁହାନା, ଶାହରୁଖଙ୍କ ପୁଅ ଆର୍ଯ୍ୟନ ଓ ଅବରାମଙ୍କ ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri