Home Left

ଆଜିଠୁ ଆରମ୍ଭ ଏକାଦଶ ଶ୍ରେଣୀର ପାଠପଢା

ଭୁବନେଶ୍ବର,୨୧।୧୦(ବ୍ୟୁରୋ): ଏକାଦଶ ଶ୍ରେଣୀର ପାଠପଢା ଗୁରୁବାର ଅଫଲାଇନରେ ଆରମ୍ଭ ହେବ। କୋଭିଡ୍‌ କଟକଣା ମାନି ଶ୍ରେଣୀ ଗୃହରେ ପାଠପଢିବେ ଛାତ୍ରୀଛାତ୍ର। ଏ ନେଇ ସମସ୍ତ ଶିକ୍ଷାନୁଷ୍ଠାନରେ ପ୍ରସ୍ତୁତି ଶେଷ ହୋଇଛି। ଦିନ ୧୦ଟାରୁ ୧ଟା ୩୦ ଯାଏଁ ଅଫଲାଇନରେ ପାଠପଢା ଚାଲିବ।…

ବାହୁବଳି ମୋମୋ

ମୁମ୍ବାଇ: ମୋମୋ ତ ସମସ୍ତେ ଖାଇଥିବେ। ହେଲେ କେହି କେବେ ବାହୁବଳି ମୋମୋ ତିଆରି ହେବା ଦେଖି ନ ଥିବେ। ଏବେ ଏମିତି ଏକ ଭିନ୍ନ ଧରଣର ମୋମୋ ପ୍ରସ୍ତୁତ ହୋଇଛି, ଯାହାର ନାଁ ରହିଛି ବାହୁବଳି ଗୋଲ୍‌ଡ ମୋମୋ। ସୋସିଆଲ…

ପ୍ରଥମଥର ପାଇଁ ପୁଅଙ୍କୁ ଭେଟିବାକୁ ଜେଲ୍‌ କଲେ ଶାହରୁଖ

ଅଭିନେତା ଶାହରୁଖ ଖାନ୍‌ ପୁଅ ଆର୍ୟନ କ୍ରୁଜ ଡ୍ରଗ୍ସ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଜେଲରେ ଅଛନ୍ତି। ପ୍ରଥମଥର ପାଇଁ ପୁଅଙ୍କୁ ଭେଟିବାକୁ ଶାହାରୁଖ ମୁମ୍ବାଇର ଆର୍ଥର ରୋଡ ଜେଲ ନିକଟରେ ପହଞ୍ଚିଥିଲେ। ପୁଅକୁ ଭେଟିବା ପରେ ଶାହାରୁଖ ୧୫ ମିନିଟ…

ହାତୀ-କୁମ୍ଭୀର ଲଢ଼େଇରେ କିଏ ଜିତିଲା, କ୍ୟାମେରାରେ ହେଲା କଏଦ

ଆଫ୍ରିକାର ଜାମ୍ବିଆରେ ଏକ ମାଈ ହାତୀ ଏବଂ କୁମ୍ଭୀର ମଧ୍ୟରେ ଲଢ଼େଇ ହେଉଥିବାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓରେ ଦେଖିବାକୁ ମିଳିଛି, ହାତୀଟି କୁମ୍ଭୀରକୁ ପାଣି ଭିତରେ ଶୁଣ୍ଢରେ ମାରୁଛି। ମଝିରେ ମଝିରେ ତା’ ଉପରେ ପାଦ…

ମହାମୁକାବିଲା ପୂର୍ବରୁ ପାକିସ୍ତାନକୁ ଝଟ୍‌କା

ଦୁବାଇ, ୨୧।୧୦: ଟି -୨୦ ବିଶ୍ୱକପ ୨୦୨୧ ପୂର୍ବରୁ ପାକିସ୍ତାନକୁ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ବୁଧବାର ଦ୍ୱିତୀୟ ଅଭ୍ୟାସ ମ୍ୟାଚ୍‌ରେ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ ପରାଜୟର ସମ୍ମୁଖୀନ ହୋଇଛି। ଏହାପୂର୍ବରୁ ପ୍ରଥମେ ଅଭ୍ୟାସ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ…

ଗୋଟିଏ ଓଭରରେ ଲଗାତର ୮ ଛକା ମାରିଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୧।୧୦:ଗୋଟିଏ ଓଭରରେ ଜଣେ ବ୍ୟାଟ୍ସମ୍ୟାନ କେତେ ରନ ସ୍କୋର କରିପାରିବେ। ଅତିବେଶୀରେ ୩୬ ରନ୍‌। କାରଣ କ୍ରିକେଟର ଗୋଟିଏ ଓଭରରେ ୬ଟି ବଲ ଅଛି, ଯଦି ଜଣେ ବ୍ୟାଟ୍ସମ୍ୟାନ ସମସ୍ତ ବଲରେ ୬ଟି ଛକା ମାରିଛନ୍ତି ତେବେ ୩୬ ରନ ସ୍କୋର…

ବାପାଙ୍କ ଉପରେ ରାଗିଗଲେ ଜାହ୍ନବୀ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଜାହ୍ନବୀ କପୁର ବାସ୍ତବ ଜୀବନରେ ବହୁତ ଶାନ୍ତ ସ୍ବଭାବର। ନିକଟରେ ଜାନବୀ ନିଜ ପରିବାର ସହ ଛୁଟି କାଟିବା ପାଇଁ ବିଦେଶ ଯାଇଥିଲେ। ଏହି ସମୟର ଫଟୋ ସେ ସୋସିଆଲ ମିଡିଆରେ ଶେୟାର କରିଥିଲେ। ଛୁଟି ସାରି…

ସମୁଦ୍ର କୂଳରେ ନଗ୍ନ ଫଟୋ ଶୁଟ

ଜେରୁଜେଲମ: ଇସ୍ରାଏଲର ୩୦୦ ପୁରୁଷ ଏବଂ ମହିଳା ସ୍ବେଚ୍ଛାସେବୀ ଏକ ନିଆରା ଢଙ୍ଗରେ ଫଟୋ ଶୁଟ୍‌ କରିଛନ୍ତି। ପରିବେଶ ବିପର୍ଯ୍ୟୟ ପ୍ରତି ଦୃଷ୍ଟି ଦେଇ ମହିଳା ଏବଂ ପୁରୁଷ ସ୍ବେଚ୍ଛାସେବୀମାନେ ଏପରି ଉପାୟ ଅବଲମ୍ବନ କରିଛନ୍ତି। ବିନା ପୋଷାକରେ ଡେଡ୍‌ ସି’…

କୋଇଲା ଲୋଡିଂ ଜାଲିଆତିରେ ୭ ଗିରଫ

ପାରାଦୀପ, ୨୧।୧୦(ସ୍ବ.ପ୍ର.): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳରେ ପୁଣି ଏକ ବଡ ଧରଣର ଜାଲିଆତି ଘଟଣା ଚଳିତ ମାସରେ ଘଟିଛି। ଏହି ଘଟଣା ପ୍ରଥମେ କୋର୍ଟ ଓ ପରେ ପାରାଦୀପ ଆଦର୍ଶ ଥାନାକୁ ଆସିଛି। ଉକ୍ତ ଘଟଣାରେ ବୁଧବାର ପୋଲିସ ୭ ଜଣଙ୍କୁ…

ଆଗ୍ରାରେ ହାଜତ ମୃତ୍ୟୁ

ଆଗ୍ରା,୨୧।୧୦: ଉତ୍ତର ପ୍ରଦେଶର ଆଗ୍ରାସ୍ଥିତ ଜଗଦୀଶପୁରା ଥାନାରୁ ୨୫ ଲକ୍ଷ ଟଙ୍କା ଚୋରି କରିବା ଅଭିଯୋଗରେ ପୋଲିସ ଜେରା କରୁଥିବାବେଳେ ଜଣେ ବ୍ୟକ୍ତିଙ୍କ ହାଜତ ମୃତ୍ୟୁ ହୋଇଛି। କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ତାଙ୍କ ପରିବାରକୁ ଭେଟିବା ପାଇଁ ଯାଉଥିବାବେଳେ…

ଚିଲିକାରେ ବଢୁଛି ବିଦେଶୀ ପକ୍ଷୀଙ୍କ ସମାଗମ

ବାଲୁଗାଁ,୨୧।୧୦(ଡି.ଏନ୍‌.ଏ.): ବାୟୁମଣ୍ଡଳକୁ ଶୀତ ସ୍ପର୍ଶ ନ କରୁଣୁ ଏସିଆର ସର୍ବବୃହତ ଲବଣାକ୍ତ ହ୍ରଦ ଚିଲିକାକୁ ବିଦେଶୀ ପକ୍ଷୀଙ୍କ ସୁଅ ଛୁଟିବା ଆରମ୍ଭ ହୋଇଛି। ଗତ ୨ସପ୍ତାହରୁ ବୁଧବାର ସୁଦ୍ଧା ସମଗ୍ର ଚିଲିକାକୁ ପ୍ରଥମ ପର୍ଯ୍ୟାୟରେ ୬୨ପ୍ରଜାତିର ୨୨ହଜାରରୁ ଊର୍ଦ୍ଧ୍ୱ ପକ୍ଷୀଙ୍କ ସମାଗମ…

ବଢୁଛି ଦାଦାବଟି ଆଦାୟ ଘଟଣା

ପୁରୀ ଅଫିସ, ୨୧।୧୦: ପୁରୀ ସହରରେ ଦାଦାବଟି ଆଦାୟ ଘଟଣା ବଢ଼ିବାରେ ଲାଗିଛି। ଦାଦାବଟି ପାଇଁ ବ୍ୟବସାୟୀ, ହୋଟେଲ ମାଲିକ, ନୂଆ ଘର ମାଲିକଙ୍କୁ ଟାର୍ଗେଟ କରାଯାଉଛି। ନୂଆଘର ବାବଦକୁ ଏକକାଳୀନ କିଛି ଟଙ୍କା ମଗାଯାଉଥିବା ବେଳେ ସମୁଦ୍ରକୂଳ ଅଞ୍ଚଳରେ ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri