ପରୀକ୍ଷା କେନ୍ଦ୍ର ପାଇଁ ସହର ବଦଳାଇପାରିବେ ଛାତ୍ରୀଛାତ୍ର
ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍ଇ) ଦଶମ ଓ ଦ୍ୱାଦଶ ଟର୍ମ-୧ ପରୀକ୍ଷା ପାଇଁ ଛାତ୍ରୀଛାତ୍ରମାନେ ପରୀକ୍ଷା କେନ୍ଦ୍ର ପରିବର୍ତ୍ତନ କରିପାରିବେ। ଏ ନେଇ ବୁଧବାର ସିବିଏସ୍ଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅନେକ ଛାତ୍ରୀଛାତ୍ର ନିଜ ସ୍କୁଲ ଯେଉଁ…
ଏହି ୩ ଜିନିଷ ତ୍ୱଚାରେ ଆଣିଥାଏ ଚମକ
ତ୍ୱଚାରେ ଚମକ ଆସିବା ପାଇଁ ଅନେକ ଲୋକ ଚାହିଁଥାନ୍ତି। ଏସବୁ ଜିନିଷ ଆମ ଘରେ ହିଁ ରହିଥାଏ। ସେଥିରୁ ନଡ଼ିଆ ତେଲ, ଘି କୁଆଁରୀ ଏବଂ ବାଦାମ ଦେଲ ସବୁଠୁ ଉପକାରୀ। ନଡ଼ିଆ ତେଲ: ଏଥିରେ ଅତ୍ୟାବଶ୍ୟକ ଫ୍ୟାଟି ଏସିଡ୍, ଭିଟାମିନ…
ସଂଖ୍ୟା ବୃଦ୍ଧିରୁ ସମସ୍ୟା
ରତନ ନାୟାର ଢେଙ୍କାନାଳ ଅଫିସ, ୨୧।୧୦: ଢେଙ୍କାନାଳ ଜିଲା କପିଳାସ ପ୍ରାଣୀ ଉଦ୍ୟାନରେ ହରିଣଙ୍କ ସଂଖ୍ୟା ବୃଦ୍ଧି ଯଦିଓ ସକାରାତ୍ମକ ବାର୍ତ୍ତା ଦେଉଛି, ତେବେ ସୀମିତ ଜାଗାରେ ଏମାନଙ୍କୁ ରଖିବା ଏବେ ସବୁଠାରୁ ବଡ଼ ପ୍ରଶ୍ନ ପାଲଟିଛି। ହରିଣଙ୍କୁ ପର୍ଯ୍ୟାୟକ୍ରମେ ଅଭୟାରଣ୍ୟରେ…
ଓରେଡା ଉପରେ ପୁଣି ଭରସା
ଯାଜପୁର ଅଫିସ,୨୧।୧୦: ସୌରଶକ୍ତି ଚାଳିତ ପାନୀୟ ଜଳ ପ୍ରକଳ୍ପର ମରାମତି ଏବଂ ନିର୍ମାଣ ପାଇଁ ପୁଣିଥରେ ଓରେଡାକୁ ଦାୟିତ୍ୱ ଦିଆଯାଉଛି। ଓରେଡାର ଅଫିସର ଅନ୍ ସ୍ପେଶାଲ ଡ୍ୟୁଟି କେ.ପି. କୋନେରଙ୍କ ପତ୍ର ଆଧାରରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଅଧୀକ୍ଷଣ ଓ…
ଦୁଇଦିନରେ ଦୁଇ ଶିଶୁ ସମେତ ୧୨ଜଣଙ୍କୁ ଡେଙ୍ଗୁ
ବ୍ରହ୍ମପୁର ଅଫିସ,୨୧।୧୦: ଜିଲାରେ ଦିନକୁ ଦିନ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ପୁଣିଥରେ ଗତ ଦୁଇ ଦିନରେ ଦୁଇ ଶିଶୁ ସମେତ ୧୨ ଜଣଙ୍କ ରକ୍ତ ନମୁନା ପଜିଟିଭ ଆସିଛି। ସେମାନଙ୍କ ମଧ୍ୟରୁ ୪ ଜଣ ବ୍ରହ୍ମପୁର ମହାନଗର ନିଗମ…
ପଞ୍ଜାବରେ କ୍ୟାପଟେନଙ୍କ ଅଫର ଭାଜପା ପାଇଁ ହୋଇପାରେ ଗେମ ଚେଞ୍ଚର
ଚଣ୍ଡିଗଡ଼,୨୧ ।୧୦: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ କଂଗ୍ରେସ ଦଳ ଛାଡି ନିଜର ନୂଆ ଦଳ ଗଢିବେ ବୋଲି ଘୋଷଣା କରି ସାରିଛନ୍ତି । ପଞ୍ଜାବରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନରେ କଂଗ୍ରେସ ବିରୋଧରେ ଲଢିବେ…
ଅଭିଯୁକ୍ତଙ୍କ କଥାରେ ରହୁନି ତାଳମେଳ
ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗ ଦାସ ହତ୍ୟା ମାମଲାରେ ୩ ଅଭିଯୁକ୍ତଙ୍କୁ ୪ ଦିନିଆ ରିମାଣ୍ଡରେ ଆଣି ପଚରଉଚରା କରୁଛି ଇନ୍ଫୋସିଟି ଥାନା ପୋଲିସ। ଗୁରୁବାର ରିମାଣ୍ଡ ଅବଧି ସରୁଥିବାବେଳେ ପୋଲିସ ହାତରେ ମାତ୍ର ଆଉ…
ଅଧା ବୁଲାଇ ପର୍ଯ୍ୟଟକଙ୍କୁ ଛାଡ଼ିଦେଲା ବ୍ୟାଟେରି ଗାଡ଼ି
ବାରଙ୍ଗ,୨୧।୧୦(ଡି.ଏନ୍.ଏ.): ନନ୍ଦନକାନନର ବ୍ୟାଟେରି ଚାଳିତ ଗାଡ଼ିକୁ ନେଇ ବୁଧବାର ପର୍ଯ୍ୟଟକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ୨୫ଜଣ ବଙ୍ଗୀୟ ପର୍ଯ୍ୟଟକ ନନ୍ଦନକାନନ ବୁଲିବାକୁ ଆସିଥିବାବେଳେ ଏକକାଳୀନ ବ୍ୟାଟେରି ଅଟୋରେ ଯିବା ଓ ସଫାରି ବୁଲିବା ପାଇଁ ଟିକେଟ କାଟିଥିଲେ। କିନ୍ତୁ ଅଧା ବୁଲାଇ…
ଜୁଆରେ ହାରି ବନ୍ଧା ପଡ଼ିିଲେ ମହାପ୍ରଭୁ
ପୁରୀ ଅଫିସ, ୨୧।୧୦: ଶ୍ରୀମନ୍ଦିରରେ ବୁଧବାର କୁମାର ପୂର୍ଣ୍ଣିମା ନୀତି ପାଳିତ ହୋଇଛି। ଏହି ଅବସରରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଜୁଆଖେଳରେ ହାରି ମହାଲକ୍ଷ୍ମୀଙ୍କ ନିକଟରେ ୭ଦିନ ପାଇଁ ବନ୍ଧାପଡ଼ିଛନ୍ତି। ଶ୍ରୀମନ୍ଦିରରେ ସନ୍ଧ୍ୟାଧୂପ ପରେ ମହାପ୍ରଭୁଙ୍କ ପ୍ରତିନିଧି ଭାବେ ଶ୍ରୀମଦନ ମୋହନ ମହାଲକ୍ଷ୍ମୀ…
ଉଦ୍ବେଗ ପ୍ରକାଶ କଲେ ଏନ୍ସିଡବ୍ଲ୍ୟୁ
ଭୁବନେଶ୍ୱର,୨୧।୧୦(ବ୍ୟୁରୋ): କଳାହାଣ୍ଡି ଜିଲା ମହାଲିଙ୍ଗ ସନ୍ସାଇନ ଇଂଲିଶ ମିଡିୟମ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟା ଘଟଣାକୁ ନେଇ ଜାତୀୟ ମହିଳା କମିଶନ (ଏନ୍ସିଡବ୍ଲ୍ୟୁ) ଅଧ୍ୟକ୍ଷା ରେଖା ଶର୍ମା ଗଭୀର ଉଦ୍ବେଗ ପ୍ରକାଶ କରିଛନ୍ତି। ଏହି ହତ୍ୟା ଘଟଣାରେ ବ୍ୟକ୍ତିଗତ ହସ୍ତକ୍ଷେପ…
ପେଟ୍ରୋଲ ୩୬, ଡିଜେଲ ୩୮ ପଇସା ବଢ଼ିଲା
ଭୁବନେଶ୍ୱର,୨୧।୧୦: ଦୁଇଦିନ ବିରତି ପରେ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବଢ଼ିଛି। ବୁଧବାର ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୩୬ ପଇସା ବଢ଼ି ୧୦୭.୧୩ ଟଙ୍କା ଛୁଇଁଥିବା ବେଳେ ଡିଜେଲ ଦର ୩୮ ପଇସା ଊର୍ଦ୍ଧ୍ୱରେ ରହି ୧୦୩.୫୩…
‘ଟ୍ରୁଥ୍ ସୋସିଆଲ’ ନାଁରେ ନିଜର ସୋସିଆଲ ମିଡିଆ ପ୍ଲାଟଫର୍ମ ଲଞ୍ଚ କରିବେ ଟ୍ରମ୍ପ
ୱାଶିଂଟନ,୨୧ ।୧୦: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ଏକ ସୋସିଆଲ ମିଡିଆ ପ୍ଲାଟଫର୍ମ ଲଞ୍ଚ କରିବା କଥା ଗୁରୁବାର ଘୋଷଣା କରିଛନ୍ତି । ଏହାର ନାଁ ରହିବ ‘ଟ୍ରୁଥ ସୋସିଆଲ’ । କୁହାଯାଉଛି କି ଏହା ଟୁଇଟର ଭଳିହେବ,…
Archives


