ପୁଣିଥରେ ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଟ୍ରମ୍ପ, କହିଲେ ଆମେ ଭାରତର ଖୁବ ନିକଟତର
ଓ୍ବାଶିଂଟନ,୧୮।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରିଛନ୍ତି ଏବଂ ନିଜକୁ ଭାରତର ବହୁତ ନିକଟତର ବୋଲି କହିଛନ୍ତି। ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ସହ ଏକ ସାମ୍ବାଦିକ ସମ୍ମିଳନୀରେ ଭାରତ ବିଷୟରେ ପଚରାଯିବାରୁ ଟ୍ରମ୍ପ…
ମୋ ଜୀବନର ସର୍ବୋଚ୍ଚ ସମ୍ମାନ ମଧ୍ୟରୁ ଗୋଟିଏ, କାହିଁକି ଏମିତି କହିଲେ ଟ୍ରମ୍ପ, ଜାଣନ୍ତୁ…
ଲଣ୍ଡନ,୧୮।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ପତ୍ନୀ, ପ୍ରଥମ ମହିଳା ମେଲାନିଆ ଟ୍ରମ୍ପ ବର୍ତ୍ତମାନ ୟୁକେ ଗସ୍ତରେ ଅଛନ୍ତି। ଟ୍ରମ୍ପ ଏବଂ ମେଲାନିଆ ମଙ୍ଗଳବାର ସାରେ କିଙ୍ଗ ଚାଲର୍ସ ତୃତୀୟଙ୍କ ନିମନ୍ତ୍ରଣରେ ୟୁକେକୁ ସେମାନଙ୍କର ଦ୍ୱିତୀୟ ଐତିହାସିକ ରାଜ୍ୟ…
ଯାତ୍ରୀଙ୍କୁ ମାଡ଼ ମାରିବା ଆମ ବସ କଣ୍ଡକ୍ଟରଙ୍କୁ ପଡ଼ିଲା ମହଙ୍ଗା: ହେଲା ବଡ଼ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ବର,୧୮।୯: ଯାତ୍ରୀଙ୍କୁ ‘ଆମ ବସ’ କଣ୍ଡକ୍ଟରଙ୍କ ମାଡ଼ ଘଟଣାରେ CRUT(କ୍ରୁଟ୍) ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। CRUT ପକ୍ଷରୁ ସମ୍ପୃକ୍ତ କଣ୍ଡକ୍ଟରଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି। ଏପରିକି ଏହି ଘଟଣା ପାଇଁ CRUT ସୋସିଆଲ ମିଡିଆ ‘ଏକ୍ସ’ ଜରିଆରେ ଦୁଃଖ ପ୍ରକାଶ…
ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା: ଏହି କମ୍ପାନୀ ନାଁରେ ମାମଲା କଲେ ପୀଡ଼ିତଙ୍କ ପରିବାର
ଓ୍ବାଶିଂଟନ,୧୮।୯: ଏୟାର ଇଣ୍ଡିଆ ଫ୍ଲାଇଟ ୧୭୧ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଚାରି ଜଣ ଯାତ୍ରୀଙ୍କ ପରିବାର ଆମେରିକୀୟ ବିମାନ ନିର୍ମାତା ବୋଇଂ ଏବଂ ପ୍ରଯୁକ୍ତିବିଦ୍ୟା କମ୍ପାନୀ ହନିୱେଲ ବିରୋଧରେ ଏକ ମାମଲା ଦାୟର କରିଛନ୍ତି। ପରିବାର ଅଭିଯୋଗ କରିଛନ୍ତି ଯେ କମ୍ପାନୀଗୁଡ଼ିକର…
ସେପ୍ଟେମ୍ବର ୨୨ରୁ GSTରେ ନୂଆ ନିୟମ ଲାଗୁ: ପୁରୁଣା ଜିନିଷ କିଣିବା ପୂର୍ବରୁ ଏହି ଗୁରୁତ୍ୱପୂର୍ଣ୍ଣ କଥା ଜାଣିରଖନ୍ତୁ…
ନୂଆଦିଲ୍ଲୀ,୧୮।୯: ସରକାର GST ସ୍ଲାବରେ ପରିବର୍ତ୍ତନ କରିଛନ୍ତି। ଏହି ନିଷ୍ପତ୍ତି ସିଧାସଳଖ ଗ୍ରାହକ ଏବଂ ବିକ୍ରେତା ଉଭୟଙ୍କୁ ପ୍ରଭାବିତ କରିବ। ସେପ୍ଟେମ୍ବର ୨୨ ତାରିଖରୁ ଲାଗୁ ହେବାକୁ ଥିବା ନୂତନ ନିୟମ ଟିକସ ସ୍ଲାବକୁ ପରିବର୍ତ୍ତନ କରିବ। ତେଣୁ, ପୁରୁଣା ଷ୍ଟକର…
ହତ୍ୟା ଉଦ୍ୟମ ଘଟଣା: ୨ ଅଭିଯୁକ୍ତ ଜେଲ ଗଲେ
ଦିଗପହଣ୍ଡି,୧୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ବିଜୟ ପଦ୍ମନାଭପୁର ଲାଡିଗାଁର ଭୁକୁଲି ସେଠୀ ଏବଂ ତାଙ୍କ ପ୍ରତିପକ୍ଷ ବି. ତୁରୁବୁଡ଼ିି ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମର ମିଥୁନ ସେଠୀଙ୍କୁ ଦିଗପହଣ୍ଡି ପୋଲିସ ହତ୍ୟା ଉଦ୍ୟମ ଘଟଣାରେ ଗିରଫ…
କୋମ୍ବିଂ ଅପରେଶନବେଳେ ସୁରକ୍ଷାକର୍ମୀ-ମାଓବାଦୀ ମଧ୍ୟରେ ଗୁଳିବିନିମୟ: ଯବାନ ଗୁରୁତର
ଭଞ୍ଜନଗର,୧୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୀମା ଠାରୁ ୫ କି.ମି. ଭିତରକୁ କନ୍ଧମାଳ ଜିଲା ରାଇକିଆ ଥାନା ଅନ୍ତର୍ଗତ ଦାଉସର ଜଙ୍ଗଲରେ ଗୁରୁବାର ଏସଓଜି ପକ୍ଷରୁ କୋମ୍ବିଂ ଅପରେଶନ ଚାଲିଥିଲା। ଏହି ସମୟରେ ଯବାନ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ…
ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ଅସ୍ତ୍ରୋପଚାର ପରେ ଅଧାରୁ ଅଚଳ ହେଲା ମେଶିନ , ଆଉ ତା’ପରେ…
ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ) : ବରଗଡ଼ ଜିଲାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇ ପଡିଛି। ଜିଲାର ଡାକ୍ତରଖାନାଗୁଡିକରେ ଡାକ୍ତର ପଦବୀ ଖାଲି ପଡିଥିବା ସାଧାରଣରେ ପରିଣତ ହୋଇଥିବାବେଳେ ଜିଲା ମୁଖ୍ୟ ଡାକ୍ତରଖାନାରେ ହାଡଭଙ୍ଗା ରୋଗୀଙ୍କୁ କାର୍ଡବୋର୍ଡ ଚିକିତ୍ସା ରାଜ୍ୟବ୍ୟାପୀ ଚର୍ଚ୍ଚାର ବିଷୟ ହୋଇଥିଲା ।…
ଅନାସ୍ଥା ପ୍ରସଙ୍ଗରେ ବିଜେଡି ନେଲା ବଡ଼ ନିଷ୍ପତ୍ତି! ନବୀନ ନିବାସରେ ବୈଠକ ପରେ ପ୍ରସନ୍ନ ଆଚାର୍ଯ୍ୟ କହିଲେ…
ଭୁବନେଶ୍ୱର, ୧୮।୯: ରାଜ୍ୟ ସରକାର ବିରୋଧରେ ଅନାସ୍ଥା ଆଣିଛି କଂଗ୍ରେସ । ବିଧାନସଭା ସଚିବଙ୍କ ଜରିଆରେ କଂଗ୍ରେସ ବାଚସ୍ପତିଙ୍କୁ ଚିଠି ଦେଇଛି । ପ୍ରସ୍ତାବ ସପକ୍ଷରେ ୧୫ ବିଧାୟକଙ୍କ ସମର୍ଥନ ଥିବା ଜଣାଇଲା ଦଳ । ସେପଟେ କଂଗ୍ରେସ ବିଧାୟକମାନେ ବିଜେଡି…
ମିଳିଲା ସଫଳତା: ରାଜ୍ୟସ୍ତରକୁ ମନୋନୀତ ହେଲେ ୩ ଛାତ୍ର
ମୋରଡ଼ା,୧୮।୯(ସ୍ମାରକ ମାଜୀ): ଜିଲାସ୍ତରୀୟ କବାଡି ଏବଂ ବ୍ୟାଡ୍ମିଣ୍ଟନ ପ୍ରତିଯୋଗିତାରେ ମୟୂରଭଞ୍ଜ ଜିଲା ମୋରଡ଼ା ଆଦର୍ଶ ବିଦ୍ୟାଳୟକୁ ସଫଳତା ମିଳିଛି। ବିଦ୍ୟାଳୟର ୩ଜଣ ଛାତ୍ର ରାଜ୍ୟସ୍ତରକୁ ମନୋନୀତ ହୋଇଛନ୍ତି । ମନୋନୀତ ହୋଇଥିବା ଛାତ୍ରମାନେ ହେଲେ ଏକାଦଶ ଶ୍ରେଣୀର କରଣ ଅର୍ଜୁନ ମହାନ୍ତ,…
ବରିଷ୍ଠ ସମାଜସେବୀ ଭୁବନ ବିହାରୀଙ୍କ ପରଲୋକ: ଅଞ୍ଚଳରେ ଶୋକର ଛାୟା
କର୍ଲାମୁଣ୍ଡା,୧୮।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବରିଷ୍ଠ ସମାଜସେବୀ ତଥା ବ୍ୟବସାୟୀ ଭୁବନ ବିହାରୀ ସିଂଙ୍କ ୬୮ ବର୍ଷ ବୟସରେ ଗୁରୁବାର ପରଲୋକ ଘଟିଛି। ଏହି ଖବର ପ୍ରଚାର ହେବା ମାତ୍ରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ତାଙ୍କ…
ରାଜ କୁନ୍ଦ୍ରା-ଶିଳ୍ପା ଶେଟ୍ଟୀ ଠକେଇ ମାମଲାରେ ନୂଆ ମୋଡ଼, EOW ରାଡାରରେ ବିପାଶା ବସୁ, ନେହା ଧୁପିଆ, ଏକତା କପୁର
ମୁମ୍ବାଇ,୧୮।୯: ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ଏବଂ ତାଙ୍କ ସ୍ବାମୀ ରାଜ କୁନ୍ଦ୍ରାଙ୍କ ସହିତ ଜଡିତ ୬୦ କୋଟି ଠକେଇ ମାମଲାରେ ଏକ ନୂତନ ମୋଡ଼ ଆସିଛି। ମୁମ୍ବାଇ ପୋଲିସର ଅର୍ଥନୈତିକ ଅପରାଧ ଶାଖା (EOW) ଏବେ ତିନି ଜଣ ପ୍ରମୁଖ…
Archives


