ଥାନାରୁ ୨୫ ଲକ୍ଷ ଚୋରି, ଜେରା ବେଳେ ଆଖି ବୁଜିଲେ ଅଭିଯୁକ୍ତ
ଆଗ୍ରା,୨୦।୧୦: ଉତ୍ତର ପ୍ରଦେଶର ଆଗ୍ରାସ୍ଥିତ ଜଗଦୀଶପୁରା ଥାନାରୁ ୨୫ ଲକ୍ଷ ଟଙ୍କା ଚୋରି କରିବା ଅଭିଯୋଗରେ ପୋଲିସ ଜେରା କରୁଥିବା ବେଳେ ଜଣେ ବ୍ୟକ୍ତିଙ୍କ ହାଜତ ମୃତ୍ୟୁ ହୋଇଛି। କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ତାଙ୍କ ପରିବାରକୁ ଭେଟିବା ପାଇଁ…
ଗାଡ଼ି, ଟଙ୍କା ଛାଡ଼ି ପଳାଇଲେ ଲୁଟେରା
ଉଦଳା,୨୦ା୧୦(ଡି.ଏନ.ଏ.): ଜଣେ ବ୍ୟବସାୟୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଝାମ୍ପି ନେଇ ପଳାଉଥିବା ବେଳେ ଲୋକେ ପିଛା କରିବାରୁ ୨ ଦୁର୍ବୃତ୍ତ ଲୁଟ ଟଙ୍କା ଓ ଏକ ପଲସର ବାଇକ୍ ଛାଡ଼ି ଫେରାର ହୋଇଯିବା ଚର୍ଚ୍ଚାର ବିଷୟ ହୋଇଛି। ମୟୂରଭଞ୍ଜ ଜିଲା ଉଦଳା…
ବୌଦ୍ଧକୁ ଫେରିଲା କରୋନା, ଗୋଟିଏ ଦିନରେ ୧୮ ପଜିଟିଭ
ବୌଦ୍ଧ,୨୦ା୧୦(ସ୍ବ.ପ୍ର.): ବୌଦ୍ଧ ଜିଲାରେ ବୁଧବାର ୧୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡିଛି ା ଦୀର୍ଘ ଦିନ ପରେ ପୁଣି କରୋନା ଆକ୍ରାନ୍ତ ଚିହ୍ନଟ ହେବା ଜଣାପଡିବା ପରେ ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଛି। ସୂଚନା ଓ ଲୋକସମ୍ପର୍କ ବିଭାଗ…
ଭାଜପା ଛାଡିଲେ ବିଶ୍ୱରଞ୍ଜନ
ଯାଜପୁର ଅଫିସ/ବରୀ, ୨୦।୧୦: ଯାଜପୁର ଜିଲାରେ ଭାଜପାର ସାଙ୍ଗଠନିକ ସ୍ଥିତି କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଧର୍ମଶାଳା ନିର୍ବାଚନ ମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ତୁଷାର ପରିଡ଼ା ବିଜେଡିରେ ଯୋଗଦାନ କରିବାର କିଛିଦିନ ପରେ ବୁଧବାର ବରୀ ନିର୍ବାଚନ ମଣ୍ଡଳୀର ଭାଜପା…
୩୧ ବର୍ଷରେ ଅବସର ନେଲେ ଏହି ଦ୍ରୁତ ବୋଲର
ମେଲବୋର୍ନ,୨୦।୧୦: ଅଷ୍ଟ୍ରେଲୀୟ ଦ୍ରୁତ ବୋଲର ଜେମ୍ସ ପାଟିନସନ ବୁଧବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଫିଟ୍ନେସ୍ ଜନିତ ସମସ୍ୟା ଯୋଗୁ ତାଙ୍କୁ ଏହି ନିଷ୍ପତ୍ତି ନେବାକୁ ପଡିଲା ବୋଲି କେ କହିଛନ୍ତି। ଏହି କାରଣରୁ ସେ ଆଗାମୀ ଆସେସ ସିରିଜରେ…
ଭାରତ ଆଗରେ ୧୫୩ ରନ୍ର ଟାର୍ଗେଟ୍
ଦୁବାଇ,୨୦।୧୦: ସ୍ଥାନୀୟ ଆଇସିସି ଏକାଡେମୀରେ ବୁଧବାର ଦ୍ୱିତୀୟ ଓ୍ବାର୍ମଅପ୍ ମ୍ୟାଚ୍ରେ ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ୨୦ ଓଭରରେ ୫ ଉଇକେଟ ହରାଇ ଅଷ୍ଟ୍ରେଲିଆ ୧୫୨ ରନ୍ କରିଛି। ଡେଭିଡ ୱାର୍ଣ୍ଣର ଏବଂ…
୧୦ କୋଟି ଭାରତୀୟ ନେଇନାହାନ୍ତି ଦ୍ୱିତୀୟ ଡୋଜ୍ କରୋନା ଟିକା
ନୂଆଦିଲ୍ଲୀ,୨୦ା୧୦: ଗୋଟିଏ ପଟେ ଦେଶରେ ଟିକାକରଣ ସଂଖ୍ୟା ୯୯ କୋଟି ଅତିକ୍ରମ କରିଥିବା ବେଳେ ଅନ୍ୟପଟେ ଅଧିକାଂଶ ଲୋକ ଆଜି ପର୍ଯ୍ୟନ୍ତ କରୋନା ଟିକାର ଦ୍ୱିତୀୟ ଡୋଜ୍ ନେଇନାହାନ୍ତି। ନ୍ୟାଶନାଲ କୋଭିଡ ଟାସ୍କ ଫୋର୍ସର ମୁଖ୍ୟ ଭି.କେ ପଲ କରୋନା ଦ୍ୱିତୀୟ…
ଅମରିନ୍ଦର କଲେ ଘୋଷଣା: ଗଢିବେ ନୂଆ ଦଳ
ଚଣ୍ଡିଗଡ,୨୦।୧୦: ଶେଷରେ ପଞ୍ଜାବରେ ଏକ ନୂତନ ରାଜନୈତିକ ଦଳ ଗଠନ କରିବେ ପାଇଁ କ୍ୟାପଟେନ ଅମରିନ୍ଦର ସିଂ। ଏନେଇ ସେ ବୁଧବାର ଘୋଷଣା କରିଛନ୍ତି। ଏହି ଘୋଷଣା ସହିତ ପଞ୍ଜାବରେ ରାଜନୈତିକ ସମୀକରଣ ବଦଳିବ ବୋଲି ଅନୁମାନ କରାଯାଉଛି। କ୍ୟାପଟେନଙ୍କ ଆଖି…
କଂଗ୍ରେସର ମଜାକ୍ ଉଡାଇଲା ଟିଏମ୍ସି
କୋଲକତା,୨୦।୧୦: ଉତ୍ତରପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ୪୦ ପ୍ରତିଶତ ମହିଳା ପ୍ରାର୍ଥୀ ଦେବା ପାଇଁ କଂଗ୍ରେସ ଦଳ ଘୋଷଣା କରିଛି। କଂଗ୍ରେସର ଏଭଳି ନିଷ୍ପତ୍ତିକୁ ତୃଣମୂଳ କଗ୍ରେସ(ଟିଏମ୍ସି)ଉପହାସ କରିଛି। କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଙ୍ଗଳବାର ଘୋଷଣା…
ଧାରଟଙ୍କାକୁ ନେଇ ବନ୍ଧୁଙ୍କୁ ହତ୍ୟା
ଖୋର୍ଦ୍ଧା ଅଫିସ,୨୦।୧୦: ଧାରଟଙ୍କା ପାଇଁ ବନ୍ଧୁ ନେଲେ ବନ୍ଧୁଙ୍କ ଜୀବନ। ମଙ୍ଗଳବାର ବିଳମ୍ବିତ ରାତିରେ ଖୋର୍ଦ୍ଧା ଉପକଣ୍ଠ ମୁକୁନ୍ଦପ୍ରସାଦ ଜଟଣୀ ବାଇପାସ ରାସ୍ତାରେ ଏହି ଅଭାବନୀୟ ଘଟଣା ଘଟିଛି। ଧାରୁଆ ଛୁରିରେ ଛାତି, ପେଟକୁ ଭୁଷି ହତ୍ୟା କରାଯାଇଛି। ମୃତକ ଜଣଙ୍କ…
ରିମାଣ୍ଡରେ ଯିବେ ଗୋବିନ୍ଦ: ଡିଆଇଜି
ବଲାଙ୍ଗୀର ଅଫିସ,୨୦ା୧୦: ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣାରେ ବଡ଼ଧରଣର ଖୁଲାସା ହୋଇଛି। ଯୋଜନାବଦ୍ଧ ଭାବେ ମମିତାଙ୍କୁ ଗୋବିନ୍ଦ ହତ୍ୟା କରିଥିବା ଡିଆଇଜି ଡା. ଦୀପକ କୁମାର ବୁଧବାର ଅପରାହ୍ନରେ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଗୋବିନ୍ଦ…
ଟସ୍ ଜିତିଲା ଅଷ୍ଟ୍ରେଲିଆ: ଅଧିନାୟକ ଦାୟିତ୍ୱରେ ରୋହିତ
ଦୁବାଇ,୨୦।୧୦: ଟି-୨୦ ବିଶ୍ୱକପ୍ର ଦ୍ୱିତୀୟ ଅଭ୍ୟାସ ମ୍ୟାଚ୍ରେ ବୁଧବାର ଭାରତ ଅଷ୍ଟ୍ରେଲିଆକୁ ଭେଟୁଛି। ଦୁବାଇର ଆଇସିସି କ୍ରିକେଟ ଏକାଡେମୀ ଗ୍ରାଉଣ୍ଡରେ ଚାଲିଥିବା ଏହି ମ୍ୟାଚ୍ରେ ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ୍ ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ୍ରେ…
Archives


