ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ
ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହୋଇଛନ୍ତି। ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଫାଉଣ୍ଡେସନ ଦିବସ ଅବସରରେ ଆୟୋଜିତ ବିଦ୍ୟାଳୟସ୍ତରୀୟ ବକ୍ତୃତା…
ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ
ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ଆଗାମୀ ଫିଲ୍ମ ‘ରାକା’କୁ ନେଇ ଫ୍ୟାନମାନଙ୍କ ଉତ୍ସାହ ବଢ଼ିଛି। ଭାରୀ ବଜେଟରେ…
ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ
ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ ପୁଅର ଶାବଳ ମାଡରେ ବାପା ମୃତ୍ୟୁବରଣ କରିଛନ୍ତି। ଖବରପାଇ ପୋଲିସ ଓ ସାଇଣ୍ଟିଫିକ…
ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…
ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ ମୃତଦେହ ନିଜ ଜନ୍ମ ମାଟିରେ ଶ୍ରାନିକେତାରେ ପହଞ୍ଚିଥିଲା। ପ୍ରକାଶ ଯେ, ଶ୍ରାନିକେତା ଗ୍ରାମର…
ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…
ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି ୨୦ ଜୁନ ୨୦୨୬ରେ ଜାରି ହୋଇଥିଲା। ଏବେ ପରବର୍ତ୍ତୀ କିସ୍ତି କେବେ ମିଳିବ,…
ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା
ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ ସେ ନିଜ ପଞ୍ଚାୟତର ବିଦ୍ୟାଳୟଗୁଡିକୁ ପରିଦର୍ଶନ କରିଥିଲେ। ସେ ଉକ୍ତ ପଞ୍ଚାୟତ ଟେପାରି…
ପୋଲିସ ଯାଞ୍ଚ୍ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି
ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ ହୋଇଛି। ମ.ରାମପୁର ଥାନାରେ ନୂତନ ଭାବେ ଯୋଗଦେଇଥିବା ବିଜୟ କୁମାର ବେନିଆ ନାମକ…
୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍
କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍ ‘ବି’ର ଏକ ମ୍ୟାଚ୍ରେ ଭାରତ ୧୭-୧ ଗୋଲ୍ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା ମ୍ୟାଚରେ ଦୀପିକା ଶେରାଓ୍ବତ, ଋତୁଜା ଦାଦାସୋ ପିସାଲ ଓ ନବନୀତ କୌର ପ୍ରମୁଖ…
ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା
ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ରବିବାର ସାରେ ନାବାଳିକା ଜଣକ ଘର ବାହାରେ…
IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…
ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍ ଜହୀର ଖାନଙ୍କୁ ଦଳର ନୂଆ ହେଡ କୋଚ ଭାବେ ନିଯୁକ୍ତ କରିଛି CSK।…
ଅଧୁରା ରହିଗଲା ବୈଭବଙ୍କ ବଡ଼ ଇଚ୍ଛା, ଏବେ ଶ୍ରେୟସଙ୍କ ନିଷ୍ପତ୍ତି ଉପରେ ନଜର
ନୂଆଦିଲ୍ଲୀ: ଏସିଆନ ଗେମ୍ସ ପୂର୍ବରୁ ଜାପାନ ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ମ୍ୟାଚ ପାଇଁ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଜାପାନରେ ପହଞ୍ଚିସାରିଛି। ଏବେ ସମସ୍ତଙ୍କ ନଜର ଯୁବ ବ୍ୟାଟର ବୈଭବ…
ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା, ୨୪ ତାରିଖରୁ ବର୍ଷିିବ ଧନ, ଚାକିରିରେ ବଡ଼ ପଦୋନ୍ନତି!
ଭୁବନେଶ୍ୱର: ଜ୍ୟୋତିଷୀୟ ଗଣନା ଅନୁଯାୟୀ, ମଙ୍ଗଳ ଦେବ ବର୍ତ୍ତମାନ ପୁନର୍ବସୁ ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬ରେ ମଙ୍ଗଳ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ସେଠାରେ ମଙ୍ଗଳ ୧୭ ଅକ୍ଟୋବର ୨୦୨୬ ପର୍ଯ୍ୟନ୍ତ ରହିବେ। ମଙ୍ଗଳଙ୍କ ଏହି ନକ୍ଷତ୍ର…

