ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ୧୦୦ ଫୁଟ ଲମ୍ବର ଘେରିବନ୍ଧ, ଗାଁ ପ୍ରତି ଘନେଇଲା ବିପଦ
ମହାକାଳପଡ଼ା,୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ସାମୁଦ୍ରିକ ଝଡ଼ ଜୁଆର ମାଡ଼ିବା ଅଞ୍ଚଳକୁ ସୁରକ୍ଷା ବ୍ୟବସ୍ଥା ପାଇଁ କୋଟି କୋଟି ଟଙ୍କା ବ୍ୟୟରେ ସରକାରଙ୍କ ଜଳସେଚନ ବିଭାଗ ପକ୍ଷରୁ ବ୍ୟୟ ଅଟକଳ କରାଯାଇଛି। ହେଲେ ବିଭାଗୀୟ ଅଧିକାରୀ…
ତୁମ ପରି କେହି ନାହିଁ…ଇମୋଶନାଲ ହେଲେ ଅକ୍ଷୟ କୁମାର
ପ୍ରବୀଣ ହାସ୍ୟ ଅଭିନେତା ଏବଂ ଅଭିନେତା ଅସରାନି ଆଉ ନାହାନ୍ତି ସେ ତାଙ୍କ ଚଳଚ୍ଚିତ୍ର ଏବଂ ଚମତ୍କାର ଅଭିନୟ ମାଧ୍ୟମରେ ସର୍ବଦା ଦର୍ଶକଙ୍କ ହୃଦୟରେ ଜୀବିତ ରହିବେ। ତାଙ୍କର ଶେଷ ପରଦା ଉପରେ ଅଭିନୟ ଅକ୍ଷୟ କୁମାର ଏବଂ ସୈଫ ଅଲ୍ଲୀ…
ରୁଷିଆ-କରାଚି ରୁଟରେ ଭାରତୀୟ ଜାହାଜ ଉପରେ ଡ୍ରୋନ ଆକ୍ରମଣ; ଅଳ୍ପକେ ବର୍ତ୍ତିଲେ ୨୩ ଭାରତୀୟ ନାବିକ
ନୂଆଦିଲ୍ଲୀ,୪।୯: ସେପ୍ଟେମ୍ବର ୨, ୨୦୨୬ ରେ, ଭାରତୀୟ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ଏବଂ ରୁଷିଆର ନୋଭୋରୋସିସ୍କରୁ କରାଚୀ ଯାଉଥିବା ମାଲବାହୀ ଜାହାଜ MV BARYON (IMO 9151412) ଏକ ଡ୍ରୋନ ଦ୍ୱାରା ଆଘାତ ପାଇଥିଲା। ଡ୍ରୋନ ଜାହାଜର ରହଣି କ୍ଷେତ୍ରରେ ଆଘାତ…
‘ଭାରତର ୪ବନ୍ଧ ଆମ ପାଇଁ ଡେଥ ଓ୍ବାରେଣ୍ଟ’, ଘାବରେଇଲେଣି ପାକିସ୍ତାନୀ ଏକ୍ସପର୍ଟ, ଧମକ ଦେଇ କହିଲେ…
ଇସଲାମାବାଦ,୪।୯: ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ ରଖିବାକୁ ପଦକ୍ଷେପ ନେବା ପରଠାରୁ ପାକିସ୍ତାନ ବିଷ ଓଗାଳି ଚାଲିଛି। ଇତିମଧ୍ୟରେ, ପାକିସ୍ତାନୀ ଜଳ ବିଶେଷଜ୍ଞ ରସିଦ ଆବାସି ଦାବି କରିଛନ୍ତି ଯେ ଭାରତ ଚେନାବ ନଦୀରେ ଚାରୋଟି ନୂତନ ବନ୍ଧ ନିର୍ମାଣ…
ଜମନକିରାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ୧୮୫ ପଦବୀରୁ ୮୯ ଖାଲି, ଡାକ୍ତର-କର୍ମଚାରୀ ଅଭାବରେ ରୋଗୀ ହନ୍ତସନ୍ତ
ଜମନକିରା,୪।୯:(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସରକାର କୋଟିକୋଟି ଟଙ୍କା ଖର୍ଚ୍ଚ କରୁଥିବା ଦାବି କରୁଥିବା ବେଳେ, ବାସ୍ତବ ଚିତ୍ର କିନ୍ତୁ ସମ୍ପୂର୍ଣ୍ଣ ଭିନ୍ନ। ଏଭଳି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ସମ୍ବଲପୁର ଜିଲା…
ଜନ୍ମାଷ୍ଟମୀ ପରଦିନ ସୃଷ୍ଟି ହେବ ଦୁର୍ଲଭ ମହାଲକ୍ଷ୍ମୀ ରାଜଯୋଗ, କେବଳ ଏହି ୩ ରାଶି ଉପରେ ହେବ ଧନବର୍ଷା
ଜ୍ୟୋତିଷ ଶାସ୍ତ୍ରରେ ମହାଲକ୍ଷ୍ମୀ ରାଜଯୋଗକୁ ଅତ୍ୟନ୍ତ ଶୁଭ ଯୋଗ ବୋଲି ମନେ କରାଯାଏ । ଚନ୍ଦ୍ରମା ଓ ମଙ୍ଗଳ ଗ୍ରହ ଗୋଟିଏ ରାଶିରେ ଏକତ୍ର ହେଲେ ଏହି ଯୋଗ ସୃଷ୍ଟି ହୋଇଥାଏ । ଜ୍ୟୋତିଷ ଗଣନା ଅନୁସାରେ, ଜନ୍ମାଷ୍ଟମୀର ଠିକ୍ ପରଦିନ…
ରିଷିଡ଼ାରେ ଧୂମ୍ଧାମ୍ରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ, ସମଗ୍ର ବିଦ୍ୟାଳୟରେ ଆଧ୍ୟାତ୍ମିକ ପରିବେଶ
ରିଷିଡ଼ା,୪ା୯(ସୁଶାନ୍ତ ମଲ୍ଲିକ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ମାତୃରାମ ସୋହନ ଲାଲ ବିହାର ରିଷିଡ଼ା ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ମହାସମାରୋହରେ ପାଳିତ ହୋଇଯାଇଛି। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବକୁ ନେଇ ସମଗ୍ର ବିଦ୍ୟାଳୟ ପରିସରରେ ଆଧ୍ୟାତ୍ମିକ ତଥା ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଥିଲା।…
ଖୁଆଡ଼ରୁ ଖସି ବାହାରକୁ ଆସିଲା ହୁଲକ୍ ଗିବନ୍
ଭୁବନେଶ୍ୱର, ୪।୯ : ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖୁଆଡ଼ରୁ ଖସି ଏକ ହୁଲକ୍ ଗିବନ୍ ବାହାରକୁ ଆସିଯିବା ଘଟଣାକୁ ନେଇ କିଛି ସମୟ ପାଇଁ ଚର୍ଚ୍ଚା ସୃଷ୍ଟି ହୋଇଥିଲା। ଖୁଆଡ଼ରୁ ବାହାରକୁ ଆସିବା ପରେ ଗିବନ୍ଟି ନନ୍ଦନକାନନ ପରିସରରେ ଥିବା ଏକ…
୧୦ ଏକର ଜମିରେ ଗଞ୍ଜେଇ ଚାଷ : ୧୨ ହଜାର ଗଛ ନଷ୍ଟ; ୩ ଗିରଫ
କୋରାପୁଟ, ୪/୯ (ଅମିତାଭ ବେହେରା): କୋରାପୁଟ ଜିଲାରେ ଅବୈଧ ନିଶାଦ୍ରବ୍ୟ ଚାଷ ବିରୋଧରେ ପୋଲିସର ଅଭିଯାନ ଜୋରଦାର ଚାଲିଛି। ସୂଚନା ଆଧାରରେ ପାଡ଼ୱା ଥାନା ପୋଲିସ ଡିସାରିଗୁଡ଼ା ନିକଟସ୍ଥ ପାହାଡ଼ିଆ ଅଞ୍ଚଳ ଓ ଲେଞ୍ଜିଗୁଡ଼ା ଜଙ୍ଗଲ ଅଞ୍ଚଳରେ ଚଢ଼ଉ କରି ବ୍ୟାପକ…
ଭଡ଼ା ଘରେ ଚାଲିଥିଲା ଗଞ୍ଜେଇ କାରବାର, ମାଡ଼ି ବସିଲା ପୁରୀ ପୋଲିସ
ପୁରୀ,୪।୯(ଅଜିତ୍ କୁମାର ମହାନ୍ତି ): ପୁରୀ ପୋଲିସକୁ ଏକ ବଡ଼ ଧରଣର ସଫଳତା ମିଳିଛି । ପୋଲିସ ଚଢାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ଜଣଙ୍କୁ ଗିରଫ କରିଛି । ଗିରଫ ୨ ଅଭିଯୁକ୍ତ…
୪ ବର୍ଷ ପୂର୍ବେ ତିଳକଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କରିଥିଲେ ରୋହିତ, ଏବେ ହେଉଛି ସତ!
ନୂଆଦିଲ୍ଲୀ,୪।୯: ପ୍ରାୟ ଚାରି ବର୍ଷ ପୂର୍ବେ ତିଳକ ବର୍ମା ମାତ୍ର ୧୯ ବର୍ଷର ଥିଲେ। ସେତେବେଳେ ତାଙ୍କ ଖେଳ ଦେଖି ଭାରତୀୟ ଅଧିନାୟକ ରୋହିତ ଶର୍ମା ଦାବି କରିଥିଲେ ଯେ, ତିଳକ ଖୁବଶୀଘ୍ର ଭାରତ ପାଇଁ ସମସ୍ତ ଫର୍ମାଟରେ କ୍ରିକେଟ ଖେଳିବେ।…
ସଚିନଙ୍କ ଭଳି ହେବେ ବୈଭବ! BCCIର ୫ ପ୍ଲାନ୍ରେ ବଦଳିବ ଯୁବ ତାରକାଙ୍କ ଭବିଷ୍ୟତ
ନୂଆଦିଲ୍ଲୀ,୪।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ଚର୍ଚ୍ଚା ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଡ଼ ସ୍ବପ୍ନ ଦେଖୁଛି ବିସିସିଆଇ। ଭାରତୀୟ କ୍ରିକେଟ୍ର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଭଳି ବୈଭବଙ୍କ କ୍ୟାରିୟର ମଧ୍ୟ ଦୀର୍ଘ ଓ ସଫଳ…

