Home Left

ଧୋନୀ ଅଭିଜ୍ଞତା ବାଣ୍ଟିବେ, କୋହଲିଙ୍କ ଲକ୍ଷ୍ୟ ଟାଇଟଲ ଉପରେ ରହିବ: ଗମ୍ଭୀର

ନୂଆଦିଲ୍ଲୀ,୧୯।୧୦: ଭାରତୀୟ ଟି-୨୦ର ଅଧିନାୟକ ଭାବେ ବିଶ୍ୱକପ୍‌ ହିଁ ବିରାଟ କୋହଲିଙ୍କ ଶେଷ ଟୁର୍ନାମେଣ୍ଟ ହେବ। ୨୦୦୭ରୁ ଏଯାଏ ଦଳ ଟି-୨୦ ବିଶ୍ୱକପ୍‌ ଟାଇଟଲ ଜିତିନାହିଁ। ଏଥିଲାଗି କୋହଲିଙ୍କ ନଜର ଟୁର୍ନାମେଣ୍ଟରେ ଭଲ ପ୍ରଦର୍ଶନ କରିବା ସହ ଜିତିବା ଉପରେ ଥିବ…

ସ୍ବାସ୍ଥ୍ୟ ବିଭାଗ ଦାୟିତ୍ୱରେ ଆର୍‌.କେ. ଶର୍ମା

ଭୁବନେଶ୍ୱର,୧୯। ୧୦(ବ୍ୟୁରୋ): ରାଜ୍ୟ କୃଷି ଉତ୍ପାଦନ କମିଶନର (ଏପିସି) ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ରାଜ କୁମାର ଶର୍ମା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ଦାୟିତ୍ୱରେ ରହିବେ। ଏ ନେଇ ସୋମବାର ସାଧାରଣ ପ୍ରଶାସନ ଓ ସାଧାରଣ…

ଗାଏବ ହେବାକୁ ନିଷ୍ପତ୍ତି ନେଇ ଚମକାଇଲେ ଏହି ଅଭିନେତା

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅର୍ଜୁନ କପୁର କିଛି ନା କିଛି ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି। ସୋସିଆଲ ମିଡ଼ିଆରେ ବେଶ୍‌ ଆକ୍ଟିଭ୍‌ ସେ। ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନ ବିଷୟରେ ସୋସିଆଲ ମିଡ଼ିଆରେ ନିଜ ଫ୍ୟାନ୍ସଙ୍କୁ ସୂଚନା ଦିଅନ୍ତି। କିନ୍ତୁ ଏସବୁଠାରୁ…

କୋଟିଆରେ ପୁଣି ପଶିଲେ ଆନ୍ଧ୍ର ଅଧିକାରୀ

କୋରାପୁଟ,୧୯। ୧୦ସ୍ବ.ପ୍ର.): କୋରାପୁଟ ଜିଲାର କୋଟିଆ ପଞ୍ଚାୟତରେ ଆନ୍ଧ୍ରର ଅଧିକାରୀମାନେ ପଶି ବିଭିନ୍ନ କାର୍ଯ୍ୟ କରୁଥିବା ଘଟଣା ନେଇ ଗତ ବୁଧବାର ଆନ୍ଧ୍ରର ପାର୍ବତୀପୁରମ ପିଓ ଆଇଟିଡିଏ କୋର୍ମନାଥ ଫଗୁଣସିନେରି ଗ୍ରାମରେ ପହଞ୍ଚତ୍ ଗ୍ରାମବାସୀଙ୍କ ସହ ଆଲୋଚନା କରୁଥିବା ବେଳେ ପଟ୍ଟାଙ୍ଗୀ…

ମୁଁ ବିଛଣାରେ ଶୁଏନାହିଁ, ତଳେ ଶୋଇଯିବି; ଧୋନୀଙ୍କ ଉଦାରତାକୁ ମନେ ପକାଇଲେ ହାର୍ଦ୍ଦିକ…

ନୂଆଦିଲ୍ଲୀ,୧୯।୧୦: ଟିମ୍‌ ଇଣ୍ଡିଆର ତାରକା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କୁ ବହୁତ ସମ୍ମାନ ଦିଅନ୍ତି। ଧୋନୀ ମେଣ୍ଟର କମ୍‌ ଭାଇ ଅଧିକ ବୋଲି ସେ ମାନି ଆସିଛନ୍ତି। ଏବେ ହାର୍ଦ୍ଦିକ ଧୋନୀଙ୍କ ସହ ଜଡ଼ିତ ଏକ…

ଭାରତ-ପାକିସ୍ତାନ ମ୍ୟାଚ୍‌ ବାତିଲ କରିବାକୁ ଦାବି କଲେ ଓଓ୍ବାଇସି

ନୂଆଦିଲ୍ଲୀ,୧୯।୧୦: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ କାର୍ଯ୍ୟକଳାପ ବଢିବାରେ ଲାଗିଛି। ଗତ କିଛିଦିନ ହେବ ଆତଙ୍କବାଦୀମାନେ ସାଧାରଣ ନାଗରିକଙ୍କୁ ଟାର୍ଗେଟ କରୁଛନ୍ତି। ଏସବୁ ଘଟଣା ଭିତରେ ଆସନ୍ତା ୨୪ରେ ଟି-୨୦ ବିଶ୍ୱକପ୍‌ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହେବାର ଅଛି। ଦେଶରେ…

ସିବିଏସ୍‌ଇ ଦଶମ, ଦ୍ୱାଦଶ ଟର୍ମ-୧ ପରୀକ୍ଷା ତାରିଖ ଘୋଷଣା

ଭୁବନେଶ୍ୱର, ୧୯। ୧୦ (ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦଶମ ଏବଂ ଦ୍ୱାଦଶର ଟର୍ମ-୧ ପରୀକ୍ଷା ତାରିଖ ଓ କାର୍ଯ୍ୟସୂଚୀ ସୋମବାର ଘୋଷଣା କରାଯାଇଛି। ଦଶମ ଶ୍ରେଣୀ ପିଲାଙ୍କ ଟର୍ମ-୧ ନଭେମ୍ବର ୧୭ରୁ ଆରମ୍ଭ ହେବ। ତେବେ ୧୭ରୁ…

ବଦଳିଲେ ଖୋର୍ଦ୍ଧା, ଜଗତ୍‌ସିଂହପୁର ଜିଲାପାଳ

ଭୁବନେଶ୍ୱର,୧୯। ୧୦(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍‌ ଏବଂ ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ସୋମବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ବୈଷୟିକ ଶିକ୍ଷା ଏବଂ…

ଶାହରୁଖ ଖାନ୍‌ଙ୍କ ପୁଅ ପାଇଁ ସୁପ୍ରିମକୋର୍ଟ ଗଲା ଶିବସେନା

ମୁମ୍ବାଇ,୧୯।୧୦: କ୍ରୁଜ ଡ୍ରଗ୍ସ ପାର୍ଟିରେ ଗିରଫ ହୋଇଥିବା ଅଭିନେତା ଶାହରୁଖ ଖାନଙ୍କ ଆର୍ଯ୍ୟନଙ୍କ ମୌଳିକ ଅଧିକାରର ସୁରକ୍ଷା ଦାବିରେ ଶିବସେନା ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରିଛି। ଏହା ସହିତ ମୁମ୍ବାଇରେ ଏନସିବିର ଭୂମିକା ସମ୍ପର୍କରେ ତଦନ୍ତ ପାଇଁ ଦାବି ମଧ୍ୟ…

ସ୍କୁଲ ଅଧ୍ୟକ୍ଷା ନିଖୋଜ: ସନ୍ଦେହରେ ମନ୍ତ୍ରୀ

ବଲାଙ୍ଗୀର ଅଫିସ/ଟିଟିଲାଗଡ ୧୯। ୧୦ (ଡି.ଏନ.ଏ.): କଳାହାଣ୍ଡି ଜିଲା କେଗଁା ଥାନା ଅନ୍ତର୍ଗତ ମହାଲିଙ୍ଗର ଏକ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣାକୁ ୧୧ ଦିନ ବିତିଯାଇଥିଲେ ବି ତାଙ୍କର ପତ୍ତା ମିଳିନାହିଁ। ଏଭଳି ସ୍ଥଳେ ନିଖୋଜ ମାମଲାରେ…

ବିବାଦରେ ଫାବ୍‌ଇଣ୍ଡିଆ ବିଜ୍ଞାପନ

ନୂଆଦିଲ୍ଲୀ, ୧୯ା୧୦: ପୋଷାକ, ଘର ସାଜସଜ୍ଜା ଏବଂ ଲାଇଫଷ୍ଟାଇଲ ଉତ୍ପାଦ କମ୍ପାନୀ ଫାବ୍‌ଇଣ୍ଡିଆ ପାର୍ବଣ ଋତୁ ଉପଲକ୍ଷେ ପ୍ରସ୍ତୁତ କରିଥିବା ଏକ ବିଜ୍ଞାପନକୁ ନେଇ ବିବାଦ ସୃଷ୍ଟି ହୋଇଛି। ନୂଆ ଦୀପାବଳି କଲେକ୍ସନକୁ ନେଇ ଫାବ୍‌ଇଣ୍ଡିଆ ‘ଜଶ୍ନ-ଇ-ରିଓ୍ବାଜ୍‌’ ନାମରେ କରିଥିବା ଏକ…

କୋଭିଡ୍‌ରେ କୋଲିନ ପଓ୍ବେଲଙ୍କ ପରଲୋକ

ଓ୍ବାଶିଂଟନ, ୧୯।୧୦: ଆମେରିକାର ପ୍ରଥମ କୃଷ୍ଣକାୟ ପରରାଷ୍ଟ୍ର ସଚିବ କୋଲିନ ପଓ୍ବେଲଙ୍କର ସୋମବାର କୋଭିଡ୍‌ରେ ପରଲୋକ ହୋଇଯାଇଛି। ତାଙ୍କୁ ୮୪ ବର୍ଷ ହୋଇଥିଲା। ସେ ପୂର୍ବତନ ରାଷ୍ଟ୍ରପତି ଜର୍ଜ ଡବ୍ଲ୍ୟୁ. ବୁଶ୍‌ଙ୍କ ପ୍ରଶାସନରେ ୨୦୦୧ ଜାନୁୟାରୀରୁ ୨୦୦୫ ଜାନୁୟାରୀ ପର୍ଯ୍ୟନ୍ତ ପରରାଷ୍ଟ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri