Home Left

ବଦଳିଲେ ଖୋର୍ଦ୍ଧା, ଜଗତ୍‌ସିଂହପୁର ଜିଲାପାଳ

ଭୁବନେଶ୍ୱର,୧୯। ୧୦(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍‌ ଏବଂ ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ସୋମବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ବୈଷୟିକ ଶିକ୍ଷା ଏବଂ…

ଶାହରୁଖ ଖାନ୍‌ଙ୍କ ପୁଅ ପାଇଁ ସୁପ୍ରିମକୋର୍ଟ ଗଲା ଶିବସେନା

ମୁମ୍ବାଇ,୧୯।୧୦: କ୍ରୁଜ ଡ୍ରଗ୍ସ ପାର୍ଟିରେ ଗିରଫ ହୋଇଥିବା ଅଭିନେତା ଶାହରୁଖ ଖାନଙ୍କ ଆର୍ଯ୍ୟନଙ୍କ ମୌଳିକ ଅଧିକାରର ସୁରକ୍ଷା ଦାବିରେ ଶିବସେନା ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରିଛି। ଏହା ସହିତ ମୁମ୍ବାଇରେ ଏନସିବିର ଭୂମିକା ସମ୍ପର୍କରେ ତଦନ୍ତ ପାଇଁ ଦାବି ମଧ୍ୟ…

ସ୍କୁଲ ଅଧ୍ୟକ୍ଷା ନିଖୋଜ: ସନ୍ଦେହରେ ମନ୍ତ୍ରୀ

ବଲାଙ୍ଗୀର ଅଫିସ/ଟିଟିଲାଗଡ ୧୯। ୧୦ (ଡି.ଏନ.ଏ.): କଳାହାଣ୍ଡି ଜିଲା କେଗଁା ଥାନା ଅନ୍ତର୍ଗତ ମହାଲିଙ୍ଗର ଏକ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣାକୁ ୧୧ ଦିନ ବିତିଯାଇଥିଲେ ବି ତାଙ୍କର ପତ୍ତା ମିଳିନାହିଁ। ଏଭଳି ସ୍ଥଳେ ନିଖୋଜ ମାମଲାରେ…

ବିବାଦରେ ଫାବ୍‌ଇଣ୍ଡିଆ ବିଜ୍ଞାପନ

ନୂଆଦିଲ୍ଲୀ, ୧୯ା୧୦: ପୋଷାକ, ଘର ସାଜସଜ୍ଜା ଏବଂ ଲାଇଫଷ୍ଟାଇଲ ଉତ୍ପାଦ କମ୍ପାନୀ ଫାବ୍‌ଇଣ୍ଡିଆ ପାର୍ବଣ ଋତୁ ଉପଲକ୍ଷେ ପ୍ରସ୍ତୁତ କରିଥିବା ଏକ ବିଜ୍ଞାପନକୁ ନେଇ ବିବାଦ ସୃଷ୍ଟି ହୋଇଛି। ନୂଆ ଦୀପାବଳି କଲେକ୍ସନକୁ ନେଇ ଫାବ୍‌ଇଣ୍ଡିଆ ‘ଜଶ୍ନ-ଇ-ରିଓ୍ବାଜ୍‌’ ନାମରେ କରିଥିବା ଏକ…

କୋଭିଡ୍‌ରେ କୋଲିନ ପଓ୍ବେଲଙ୍କ ପରଲୋକ

ଓ୍ବାଶିଂଟନ, ୧୯।୧୦: ଆମେରିକାର ପ୍ରଥମ କୃଷ୍ଣକାୟ ପରରାଷ୍ଟ୍ର ସଚିବ କୋଲିନ ପଓ୍ବେଲଙ୍କର ସୋମବାର କୋଭିଡ୍‌ରେ ପରଲୋକ ହୋଇଯାଇଛି। ତାଙ୍କୁ ୮୪ ବର୍ଷ ହୋଇଥିଲା। ସେ ପୂର୍ବତନ ରାଷ୍ଟ୍ରପତି ଜର୍ଜ ଡବ୍ଲ୍ୟୁ. ବୁଶ୍‌ଙ୍କ ପ୍ରଶାସନରେ ୨୦୦୧ ଜାନୁୟାରୀରୁ ୨୦୦୫ ଜାନୁୟାରୀ ପର୍ଯ୍ୟନ୍ତ ପରରାଷ୍ଟ୍ର…

କେରଳ ବନ୍ୟା: ବଢୁଛି ମୃତ୍ୟୁ ସଂଖ୍ୟା

ଥିରୁଭାନନ୍ତପୁରମ,୧୯ ।୧୦: କେରଳରେ ହୋଇଥିବା ଲଗାଣ ବର୍ଷା ଫଳରେ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇବା ସହ ଏଠାରେ ବନ୍ୟା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି । ଏବେ ଏହି ସଂଖ୍ୟା ୪୧ରେ ପହଞ୍ଚିଥିବା ଜଣାପଡିଛି ।…

ଭୂପେଶ ନଂ.୧ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୧୯।୧୦: ଦେଶର ଶ୍ରେଷ୍ଠ ପ୍ରଦର୍ଶନକାରୀ ମୁଖ୍ୟମନ୍ତ୍ରୀ ତାଲିକାରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ ଶୀର୍ଷ ସ୍ଥାନ ହାସଲ କରିଛନ୍ତି। ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଦ୍ୱିତୀୟ ସ୍ଥାନରେ ଥିବାବେଳେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତୃତୀୟ ସ୍ଥାନରେ ରହିଛନ୍ତି।…

ଗିରଫ ହେଲେ ଏହି ଅଭିନେତ୍ରୀ

ଅଭିନେତ୍ରୀ ଯୁବିକା ଚୌଧୁରୀଙ୍କୁ ହରିୟାଣା ପୋଲିସ ଏକ ଅପମାନଜନକ ମନ୍ତବ୍ୟ ମାମଲାରେ ଗିରଫ କରିଛି। ନିକଟରେ ତାଙ୍କର ଏକ ଭିଡିଓ ଭାଇରାଲ ହୋଇଥିଲା। ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ଶେୟାର ହୋଇଥିବା ଏହି ଭିଡିଓ ଯୋଗୁ ତାଙ୍କୁ ବହୁତ ଟ୍ରୋଲ କରାଯାଇଥିଲା।…

ପିଲା ଅପରାଧ କଲେ ମା’ବାପାଙ୍କୁ ମିଳିବ ଦଣ୍ଡ

ବେଜିଂ,୧୯ ।୧୦: ଚାଇନା ସଂସଦ ଏଭଳି ଏକ ଆଇନ ପ୍ରଣୟନ ଉପରେ ବିଚାର କରୁଛି, ଯେଉଁଥିରେ ପିଲାମାନଙ୍କର ମାତାପିତାଙ୍କୁ ଦଣ୍ଡ ଦେବା ପାଇଁ ବ୍ୟବସ୍ଥା ରହିବ । ଯେଉଁ ପିଲାମାନେ ଖରାପ ଆଚରଣ ଓ ଅପରାଧ କରୁଛନ୍ତି ସେଭଳି ପିଲାଙ୍କ ମାତାପିତାଙ୍କୁ…

ଆଉ ଏକ ବଡ଼ ଉପଲବ୍ଧି ହାସଲ କଲେ କୋହଲି

ଦୁବାଇ,୧୯।୧୦: ଦୁବାଇର ମ୍ୟାଡାମ ତୁଷାଦ ସଂଗ୍ରହାଳୟରେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ଏକ ନୂତନ ମହମ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଛି। ଏହି ନୂତନ ପ୍ରତିମୂର୍ତ୍ତିରେ କୋହଲିଙ୍କୁ ଭାରତୀୟ ଦଳର ନୀଳ ଜର୍ସିରେ ନଜର ଆସିଛନ୍ତି। ମହମ ସଂଗ୍ରହାଳୟରେ ଏହା କୋହଲିଙ୍କ ପ୍ରଥମ…

ତରବରରେ ତିଆରି ହୋଇନି ତ କୋଭାକ୍ସିନ: ଡବ୍ଲୁଏଚଓ ମାଗିଲା ଅଧିକ ତଥ୍ୟ

ଜେନେଭା,୧୯ ।୧୦: କରୋନା ମହାମାରୀଠାରୁ ଦୂରେଇ ରହିବାକୁ ପ୍ରସ୍ତୁତ ହୋଇଛି ଟିକା । ହେଲେ ଏବେ ଏହି ଟିକାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) ଭାରତ ବାୟୋଟେକକୁ ଏହାଦ୍ୱାରା ପ୍ରସ୍ତୁତ କୋଭାକ୍ସିନ ଟିକା ଉପରେ ଆହୁରି…

ସନ୍ତୁଳିତ ସୁଗାର ଦୂର କରେ ଷ୍ଟ୍ରୋକ୍‌ ଆଶଙ୍କା

ଆଜିକାଲି ଡାଇବେଟିସ୍‌ ଏକ ସାଧାରଣ ସ୍ବାସ୍ଥ୍ୟ ସମସ୍ୟା ପାଲଟି ଗଲାଣି। ହେଲେ ଏହାଦ୍ୱାରା ଆକ୍ରାନ୍ତ ବ୍ୟକ୍ତି ନିଜର ଖାଦ୍ୟପେୟ ପ୍ରତି ସତର୍କତା ଅବଲମ୍ବନ କରିବା ସହ ରକ୍ତରେ ସୁଗାର ପରିମାଣ ଯେପରି ସନ୍ତୁଳିତ ରହେ ସେଥିପ୍ରତି ଦୃଷ୍ଟି ଦେବା ଆବଶ୍ୟକ। ସବୁଠାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri