ବିଦେଶରେ ହିନ୍ଦୀ ସିନେମା ସଙ୍ଗିତରେ ଝୁମିଲେ ବୈଦେଶିକ ମନ୍ତ୍ରୀ
ନୂଆଦିଲ୍ଲୀ,୧୯ ।୧୦: ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ଏବେ ଇସ୍ରାଏଲ ଗସ୍ତରେ ଅଛନ୍ତି । ଜୟଶଙ୍କର ଓ ତାଙ୍କ ପ୍ରତିନିଧି ମଣ୍ଡଳଙ୍କୁ ଇସ୍ରାଏଲରେ ଯେଉଁଭଳି ଭାବରେ ସ୍ୱାଗତ କରାଯାଇଥିଲା ତାକୁ ଦେଖି ସେମାନେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ । ଇସ୍ରାଏଲର ସେଣ୍ଟର ଫର…
ଜିମ୍ରେ ପ୍ରେମିକାଙ୍କ ସହ ଧରାପଡିଲେ ସ୍ବାମୀ: ସ୍ତ୍ରୀ କଲେ ଏମିତି କାମ
ଭୋପାଳ,୧୮।୧୦: ମଧ୍ୟପ୍ରଦେଶର ଭୋପାଳରେ ଏକ ରୋଚକ ଘଟଣା ଘଟିଛି। ଏଠାରେସ୍ବାମୀ, ତାଙ୍କ ଗର୍ଲଫ୍ରେଣ୍ଡ ଏବଂ ସ୍ତ୍ରୀଙ୍କ ମଧ୍ୟରେ ଝଗଡା ହେବାର ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓଟି କୋହେଫିଜା ଅଞ୍ଚଳର ଏକ ଫିଟନେସ ସେଣ୍ଟର ବିଷୟରେ କୁହାଯାଉଛି। ଭିଡିଓରେ ସ୍ତ୍ରୀ…
ପୁଣି ରାମ ଚରିତ୍ରରେ ଆସିବେ ଅରୁଣ ଗୋଭିଲ
ମୁମ୍ବାଇ,୧୮।୧୦: ପୁଣି ରାମ ଚରିତ୍ରରେ ନଜର ଆଲିବେ ଲୋକପ୍ରିୟ କଳାକାର ଅରୁଣ ଗୋଭିଲ। ରାମଙ୍କ ଭୂମିକାରେ ଅଭିନୟ କରି ସେ ଅନେକ ସଫଳତା ପାଇଲେ। ବଲିଉଡ୍ର ଖିଲାଡ଼ି ବୟ ଅକ୍ଷୟ କୁମାରଙ୍କ ଫିଲ୍ମ ‘ଓ ମାଇ ଗଡ୍ ଟୁ’ରେ ସେ ପୁଣିଥରେ…
ଭାଜପା ନେତାଙ୍କୁ ଗୁଳିକରି ହତ୍ୟା
କୋଲକାତା,୧୯।୧୦: ପଶ୍ଚିମବଙ୍ଗ ଉତ୍ତର ଦିନାଜପୁର ଜିଲା ଅଧୀନ ଇଟାହାରରେ ଭାଜପା ଯୁବନେତା ମିଥୁନ ଘୋଷଙ୍କୁ କିଛି ଦୁର୍ବୃତ୍ତ ଗୁଳିକରି ହତ୍ୟା କରିଛନ୍ତି। ହତ୍ୟାକାଣ୍ଡ ପଛରେ ତୃଣମୂଳ କଂଗ୍ରେସର ଅସାମାଜିକ ବ୍ୟକ୍ତି ସମ୍ପୃକ୍ତ ଥିବା ଭାଜପା ଅଭିଯୋଗ କରିଛି। ଅନ୍ୟପକ୍ଷେ ଟିଏମ୍ସି ଅଭିଯୋଗକୁ…
ରାଜଧାନୀରେ ୬୧ ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା
ନୂଆଦିଲ୍ଲୀ,୧୯ ।୧୦ ରାଜଧାନୀ ଦିଲ୍ଲୀରେ ରବିବାର ରାତିରୁ ସୋମବାର ପର୍ଯ୍ୟନ୍ତ ବର୍ଷା ଲାଗି ରହିଥିବା ବେଳେ ଏହା ଦୀର୍ଘ ୬୧ ବର୍ଷର ଦୁଇଟି ରେକର୍ଡକୁ ଭାଙ୍ଗିଥିବା କୁହାଯାଉଛି । ୨୪ ଘଣ୍ଟା ମଧ୍ୟରେ ଅକ୍ଟୋବରରେ ହୋଇଥିବା ବର୍ଷା ୬୧ ବର୍ଷର ରେକର୍ଡକୁ…
ମାଟି ଖୋଳୁଖୋଳୁୁ ଜେସିବ୍ ମେଶିନ୍ ଉପରକୁ ଚାଲି ଆସିଲା ଭୟଙ୍କର ସାପ, ଆଉ ତା’ ପରେ…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
ବୋଲରଙ୍କୁ କ୍ଷମା ଦେଲେ ନି ଟିମ୍ ଇଣ୍ଡିଆର ନୂଆ ଓପନିଂ ଯୋଡ଼ି
ଦୁବାଇ,୧୮।୧୦: ଟି୨୦ ବିଶ୍ୱକପ୍ ପୂର୍ବରୁ ଓ୍ବାର୍ମଅପ୍ ମ୍ୟାଚ୍ରେ ଟିମ୍ ଇଣ୍ଡିଆକୁ ମିଳିଛି ଜବରଦସ୍ତ ବିଜୟ। ଇଂଲଣ୍ଡ ଦ୍ୱାରା ଧାର୍ଯ୍ୟ ୧୮୯ ରନ୍ର ଟାର୍ଗେଟକୁ ଟିମ୍ ଇଣ୍ଡିଆ ଗୋଟିଏ ଓଭର ପୂର୍ବରୁ ହାସଲ କରି ନେଇଛି। ମ୍ୟାଚ୍ରେ ଭାରତୀୟ ଦଳକୁ ମିଳିଛି ନୂଆ…
୨ ଯୁବତୀଙ୍କ ଉପରେ ମାଡ଼ିଗଲା ପୋଲିସ ଭ୍ୟାନ୍
ଜଳନ୍ଧର, ୧୮।୧୦: ପଞ୍ଜାବର ଜଳନ୍ଧର ସହରରେ ସୋମବାର ପୋଲିସ ଭ୍ୟାନ୍ ମାଡ଼ିଯାଇ ଜଣେ ଯୁବତୀଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇବା ସହ ସ୍ଥାନୀୟ ଲୋକେ ଜଳନ୍ଧର-ଫଗଓ୍ବାରା ଜାତୀୟ ରାଜପଥ…
ବନ୍ୟା ଜଳରେ ବିବାହ
ଥିରୁଭାନନ୍ତପୁରମ,୧୮।୧୦: କେରଳର ବନ୍ୟା ଏଯାଏ ୨୬ରୁ ଉର୍ଦ୍ଧ୍ୱ ଲୋକଙ୍କ ଜୀବନ ନେଇସାରିଲାଣି। ଲଗାଣ ବର୍ଷା ଯୋଗୁ ଲୋକଙ୍କ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏଭଳି ସ୍ଥତିରେ ଯୁବତୀ, ଯୁବକ ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି। ସୂଚନାନୁସାରେ, କେରଳର ଆଲାପୁଝା ଜିଲା ଥାଲଭାଡ଼ି ଅଞ୍ଚଳର…
ଧୋନୀଙ୍କ ବିନା ସିଏସ୍କେର ଅସ୍ତିତ୍ୱ ନାହିଁ
ଆବୁଧାବି,୧୮।୧୦: ମହେନ୍ଦ୍ର ସିଂ ଧୋନୀଙ୍କ ବିନା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ)ର ଅସ୍ତିତ୍ୱ ନାହିଁ। ଠିକ୍ ସେହିଭଳି ସିଏସ୍କେ ବିନା ଧୋନୀ ମଧ୍ୟ କିଛି ନୁହେଁ। ଧୋନୀ କେବଳ ସିଏସ୍କେର ନୁହେଁ, ବରଂ ଚେନ୍ନାଇ ଓ ତାମିଲନାଡୁର ଅଂଶ। ଏଭଳି କହିଛନ୍ତି…
ଫାବ୍ଇଣ୍ଡିଆର ବିଜ୍ଞାପନକୁ ନେଇ ବିବାଦ
ନୂଆଦିଲ୍ଲୀ, ୧୮ା୧୦: ପୋଷାକ, ଘର ସାଜସଜ୍ଜା ଏବଂ ଲାଇଫଷ୍ଟାଇଲ ଉତ୍ପାଦ କମ୍ପାନୀ ଫାବ୍ଇଣ୍ଡିଆ ପାର୍ବଣ ଋତୁ ଉପଲକ୍ଷେ ପ୍ରସ୍ତୁତ କରିଥିବା ଏକ ବିଜ୍ଞାପନକୁ ନେଇ ବିବାଦ ସୃଷ୍ଟି ହୋଇଛି। ନୂଆ ଦୀପାବଳି କଲେକ୍ସନକୁ ନେଇ ଫାବ୍ଇଣ୍ଡିଆ ‘ଜଶ୍ନ-ଇ-ରିଓ୍ବାଜ୍’ ନାମରେ କରିଥିବା ଏକ…
ରେକର୍ଡ ଡ୍ୟାନ୍ସରେ ଯୁବକଙ୍କୁ ହାଣିଲେ
କୋକସରା,୧୮।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ଥାନା ମାଝିଗୁଡା ଗ୍ରାମରେ ଚାଳିଥିବା ରେକର୍ଡ ଡ୍ୟାନ୍ସ ଦେଖିବାକୁ ଯାଇଥିବା କୋକସରା ଗ୍ରାମର ମୁରଲୀ ଖମାରି(୨୨)ଙ୍କୁ ସୋମବାର କିଛି ଯୁବକ ମରଣାତ୍ମକ ଆକ୍ରମଣ କରିଛନ୍ତି। ଏ ନେଇ ମୁରଲୀଙ୍କ ପରିବାର ଲୋକେ ଥାନରେ ଏକ ଅଭିଯୋଗ…
Archives


