ମଦ ପିଇଲେ ହେବନି ଜେଲ୍
ପାଟନା,୨୮।୨: ବିହାରରେ ମଦ ନିଷେଧାଦେଶକୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏଣିକି ରାଜ୍ୟରେ ମଦ ପିଇ ଧରାପଡ଼ିଲେ ଯିବାକୁ ପଡ଼ିବନି ଜେଲ୍। ଏହା ବଦଳରେ କେବଳ ମଦ ମାଫିଆଙ୍କ ବିଷୟରେ ସୂଚନା ଦେବାକୁ ପଡ଼ିବ। ଏନେଇ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର…
ବିଜେଡିରେ ମିଶିଲେ ପୂର୍ବତନ ଅଧ୍ୟକ୍ଷ
ଭୁବନେଶ୍ୱର,୨୮।୨(ବ୍ୟୁରୋ): ଅନୁଗୋଳ ମ୍ୟୁନିସିପାଲ୍ଟିର ପୂର୍ବତନ ଅଧ୍ୟକ୍ଷ ତଥା କଂଗ୍ରେସ ନେତା ଅକ୍ଷୟ ସାମନ୍ତ ଓ ତାଙ୍କ ସମର୍ଥକ ସୋମବାର ବିଜେଡିର ଯୋଗ ଦେଇଛନ୍ତି। ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ଯୋଗ…
ତ୍ରିରଙ୍ଗା ଦେଖି ଗୁଳି ଚଳାଇବା ବନ୍ଦ କରିଦେଉଛନ୍ତି ରୁଷିଆ-ୟୁକ୍ରେନ ସେନା
କ୍ୱିଭ୍,୨୮।୨: ୟୁକ୍ରେନ-ରୁଷିଆ ମଧ୍ୟରେ ଯୁଦ୍ଧ ଜୋରଦାର ଚାଲିଛି। ରୁଷିଆର ଆକ୍ରମଣରେ ୟୁକ୍ରେନର ବହୁତ କ୍ଷତି ହୋଇଛି।ଲୋକମାନେ ନିଜ ଜୀବନ ବଞ୍ଚାଇବା ପାଇଁ ଏଠାକୁ ଦୌଡୁଛନ୍ତି। ଏଭଳି ପରିସ୍ଥିତିରେ ୟୁକ୍ରେନରେ ଫସି ରହିଥିବା ଭାରତୀୟ ନାଗରିକମାନେ ମଧ୍ୟ ନିଜ ଦେଶକୁ ଫେରିବାକୁ ଚାହୁଁଛନ୍ତି।…
୩୬ ନମ୍ବର ଜୋନ ଦଖଲ କଲା ବିଜେଡି
ପୁରୁଷୋତ୍ତମପୁର,୨୮।୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ୩୬ ଜୋନ ଅଧୀନରେ ଥିବା ୧୦ଟି ପଞ୍ଚାୟତର ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏଥିରେ ଜିଲା ବିଜେଡିର ଜିଲା ପରିଷଦ ପ୍ରାର୍ଥୀ ଭଜମନ ବେହେରା ୧୭ ୮୫୮ ଭୋଟ ପାଇଥିବା ବେଳେ ଭାଜପାର ରାଜକୁମାରୀ…
ଶାନ୍ତିପୂର୍ଣ୍ଣ ଓ ନିରପେକ୍ଷ ନିର୍ବାଚନ ପରିଚାଳନା ପାଇଁ ନିଆଯିବ ଆବଶ୍ୟକ ପଦକ୍ଷେପ: ବିଏମ୍ସି
ଭୁବନେଶ୍ୱର,୨୮।୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ସରିବା ପରେ ଏବେ ପୌର ନିର୍ବାଚନକୁ ନେଇ ରାଜନୀତି ସରଗରମ୍ ରହିଛି। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଏମ୍ସି କାର୍ଯ୍ୟାଳୟ, ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସମେତ ୱାର୍ଡ ୱାରି ବିଜ୍ଞପ୍ତି ଜାରି ହୋଇଛି। ମେୟର, ଡେପୁଟି ମେୟର…
ସତ ହେବ କି ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ
ମସ୍କୋ,୨୮।୨:ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧର ପଞ୍ଚମ ଦିନ। ରୁଷିଆ ସେନା ୟୁକ୍ରେନର ସବୁ ଦିଗରୁ ଘେରିବାକୁ ଚେଷ୍ଟା କରୁଛି। ଅନେକ ବିଶେଷଜ୍ଞ ଏହି ଯୁଦ୍ଧକୁ ତୃତୀୟ ବିଶ୍ୱଯୁଦ୍ଧର ଆରମ୍ଭ ବୋଲି ବିଚାର କରୁଛନ୍ତି। ତେବେ ଉଭୟ ଦେଶ ବର୍ତ୍ତମାନ ଧୀରେ…
କାନାଡାର ଏୟାରସ୍ପେସ୍ରେ ପଶିଲା ରୁଷିଆ ଫ୍ଲାଇଟ୍
ଟୋରୋଣ୍ଟୋ,୨୮।୨: ରୁଷିଆନ ଏୟାରଲାଇନ୍ ଏରୋଫ୍ଲଟ୍ ରବିବାର କାନାଡାର ଏୟାରସ୍ପେସ୍ ବ୍ୟବହାର କରି ପ୍ରତିବନ୍ଧକ ଉଲ୍ଲଂଘନ କରିଛି। ଏ ନେଇ ରେଗୁଲେଟର ଟ୍ରାନ୍ସପୋର୍ଟ କାନାଡା ପକ୍ଷରୁ ରବିବାର କୁହାଯାଇଛି। ୟୁକ୍ରେନ ଉପରେ ଆକ୍ରମଣ ପରେ ବିଭିନ୍ନ ନାଟୋ ସଦସ୍ୟ ଦେଶ ଭଳି କାନାଡା…
୮ ଗୁଣ ବୃଦ୍ଧି ହେଲା ସଡ଼କ ଦୁର୍ଘଟଣାରେ ମୃତ୍ୟୁ କ୍ଷତିପୂରଣ
ନୂଆଦିଲ୍ଲୀ,୨୮।୨: ସଡ଼କ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ କ୍ଷତିପୂରଣ ରାଶି ୮ ଗୁଣ ବୃଦ୍ଧି କରାଯାଇଛି। ଏପ୍ରିଲ ୧ରୁ ଦୁର୍ଘଟଣାରେ କେହି ପ୍ରାଣ ହରାଇଲେ ତାଙ୍କ ପରିବାର ସଦସ୍ୟଙ୍କୁ ୨ ଲକ୍ଷ ଟଙ୍କା କ୍ଷତିପୂରଣ ମିଳିବ ବୋଲି ସଡ଼କ ପରିବହନ ଓ ଜାତୀୟ…
ଛାତ୍ରଙ୍କ ଆତ୍ମହତ୍ୟା ପରେ ବନ୍ଧା ହେଲେ ପ୍ରଧାନଶିକ୍ଷୟିତ୍ରୀ
ଫରିଦାବାଦ,୨୮।୨: ଗ୍ରେଟର ଫରିଦାବାଦ୍ରେ ଏକ ବେସରକାରୀ ସ୍କୁଲର ୧୬ ବର୍ଷୀୟ ଛାତ୍ରଙ୍କ ଆତ୍ମହତ୍ୟାର ୩ ଦିନ ପରେ ପ୍ରଧାନଶିକ୍ଷୟିତ୍ରୀଙ୍କୁ ଗିରଫ କରାଯାଇଛି। ପୋଲିସକୁ ମିଳିଥିବା ସୁଇସାଇଡ୍ ନୋଟ୍ରେ ନାବାଳକ ତାଙ୍କର ଚରମ ନିଷ୍ପତ୍ତି ଲାଗି ସ୍କୁଲ ଓ ଉଚ୍ଚ ଅଧିକାରୀଙ୍କୁ ଦାୟୀ…
ହେଭିୱେଟ୍ଙ୍କ ଗଡ଼ ଭାଙ୍ଗିଦେଲା ବିଜେଡି
ବଲାଙ୍ଗୀର ଅଫିସ,୨୮ା୨: ବଲାଙ୍ଗୀର ଜିଲାର ଦୁଇ ହେଭିୱେଟ୍ କଂଗ୍ରେସ ଦଳର ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ଓ ଭାଜପାର କନକ ବର୍ଦ୍ଧନ ସିଂଦେଓଙ୍କ ଗଡ଼ରେ ଚଳିତ ପଞ୍ଚାୟତ ନିର୍ବାଚନରେ ବିଜେଡି ବାଜିମାତ୍ କରିଛି। ୨୦୧୭ ପଞ୍ଚାୟତ ନିର୍ବାଚନରେ ଭାଜପା ପକ୍ଷରୁ ବଲାଙ୍ଗୀରରେ…
ମୁଁ ଅସୁସ୍ଥ: ବିଗ୍ ବି
ମୁମ୍ବାଇ: ମେଗାଷ୍ଟାର ଅମିତାଭ ବଚ୍ଚନ ୮୦ ବର୍ଷରେ ମଧ୍ୟ କଠିନ ପରିଶ୍ରମ କରନ୍ତି । ଏହି ବୟସରେ ସେ ୧୨ ଘଣ୍ଟା କାମ କରିବା ବ୍ୟତୀତ ସୁପର ଆକ୍ଟିଭ ବିଗ୍ ବି ଜିମ୍ ଯାଇ ଝାଳ ବୁହାଇଥାନ୍ତି। ପ୍ରଶଂସକମାନେ ସେମାନଙ୍କ ମେଗାଷ୍ଟାର…
ଗୁଲାମ ନବୀଙ୍କ ପୁତୁରା ଭାଜପାରେ ସାମିଲ
ଜମ୍ମୁ,୨୮।୨: ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବୀ ଆଜାଦଙ୍କ ପୁତୁରା ମୁବାଶିର ଆଜାଦ ଭାଜପାରେ ସାମିଲ ହୋଇଛନ୍ତି। ତୃଣମୂଳସ୍ତରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକାଶମୂଳକ କାର୍ଯ୍ୟରେ ସେ ପ୍ରଭାବିତ ହୋଇଥିବା କହିଛନ୍ତି। ଗୁଲାମ ନବୀଙ୍କ ସାନଭାଇ ଲିଆକତ୍ ଅଲିଙ୍କ ପୁଅ ମୁବାଶିର।…

