Home Left

ଏହି ବ୍ଲଡ୍‌ ଗ୍ରୁପ୍‌ ଲୋକଙ୍କୁ ଶୀଘ୍ର ଆସିଥାଏ ହୃଦଘାତ

ହୃଦରୋଗ ଏକ ଗମ୍ଭୀର ସମସ୍ୟା। ଏହା ଅନେକ ଲୋକଙ୍କୁ ପ୍ରଭାବିତ କରିଥାଏ। ଏହାର ଅନେକ କାରଣ ଅଛି । ଖରାପ ଜୀବନଶୈଳୀ, ଚାପ, ଚିନ୍ତା ଏବଂ ଅନ୍ୟାନ୍ୟ କାରଣରୁ ଏହି ରୋଗ ସୃଷ୍ଟି ହୁଏ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚ୍‌ଓ) ଅନୁଯାୟୀ,…

ଭାରତୀୟ କ୍ରିକେଟ୍‌ ଦଳର କୋଚ ଅଫର୍‌ ପ୍ରତ୍ୟାଖ୍ୟାନ ଏହି ପ୍ରସିଦ୍ଧ କ୍ରିକେଟର୍‌

ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) ଟିମ ଇଣ୍ଡିଆର ମୁଖ୍ୟ କୋଚ ପଦ ପାଇଁ ଅଷ୍ଟ୍ରେଲିଆର କିମ୍ବଦନ୍ତୀ କ୍ରିକେଟର ରିକି ପଣ୍ଟିଂଙ୍କୁ ନିକଟକୁ ଡାକରା ଯାଇଥିଲା। ତେବେ ଅଷ୍ଟ୍ରେଲୀୟ ପୂର୍ବତନ ଅଧିନାୟକ ପଣ୍ଟିଂ ବିସିସିଆଇର ଅଫରକୁ ପ୍ରତ୍ୟାଖ୍ୟାନ…

ମା’ ପଛରେ ଯାଉଯାଉ ପଡ଼ିଗଲା ଛୁଆ ହାତୀ, ଆଉ ତା’ ପରେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ବିଶ୍ୱକପ୍‌ ଆରମ୍ଭରୁ ବିପର୍ଯ୍ୟୟ

ଅଲ ଆମେରାତ,୧୭।୧୦: ଟି୨୦ ବିଶ୍ୱକପ୍‌ ଆରମ୍ଭରୁ ବିପର୍ଯ୍ୟୟ ଘଟିଛି। ବାଂଲାଦେଶକୁ ୬ ରନ୍‌ରେ ହରାଇ ଦେଇଛି ଦୁର୍ବଳ ସ୍କଟଲାଣ୍ଡ। ୧୪୧ ରନ୍‌ର ବିଜୟ ଲକ୍ଷ୍ୟ ନେଇ ଓହ୍ଲାଇଥିବା ବାଂଲାଦେଶ ୭ ଉଇକେଟ ହରାଇ ୧୩୪ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଏହି…

ଦୁର୍ଦ୍ଦାନ୍ତ ଅପରାଧିଙ୍କ ପୁଅ ଛୁରାମାଡ଼ କରି ଫେରାର

ଝାରସୁଗୁଡ଼ା ଅଫିସ୍‌, ୧୭।୧୦: ଝାରସୁଗୁଡା ଜିଲା ବ୍ରଜରାଜନଗରର ଦୁର୍ଦ୍ଦାନ୍ତ ଅପରାଧି ସୋନୁ ଘୋଷଙ୍କ ନାବାଳକଙ୍କ ପୁଅ ରବିବାର ପୁଣି ଜଣେ ଯୁବକଙ୍କୁ ଛୁରାମାଡ କରିଛନ୍ତି। ଫଳରେ ଯୁବକ ଜଣଙ୍କ ଆହତ ହୋଇ ପ୍ରଥମେ ମଣ୍ଡଲିଆ ସ୍ଥିତ ଏମ୍‌ସିଏଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ।…

ନୂଆ ରେକର୍ଡ ପ୍ରତିଷ୍ଠା କଲେ ଶାକିବ

ଅଲ ଆମେରାତ,୧୭।୧୦: ଟି୨୦ କ୍ରିକେଟରେ ସର୍ବାଧିକ ଉଇକେଟ ନେବାର ରେକର୍ଡ ନିଜ ନାମରେ କରିଛନ୍ତି ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ। ଚଳିତ ଟି୨୦ ବିଶ୍ୱକପ୍‌ରେ ସ୍କଟଲାଣ୍ଡ ବିପକ୍ଷରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ଶାକିବ ଦୁଇ ଉଇକେଟ ହାତେଇ ଥିଲେ। ଏଥିସହ…

ଉତ୍ତରାଖଣ୍ଡରେ ଜାରି ହେଲା ରେଡ୍‌ ଆଲର୍ଟ

ଡେରାଡୁନ୍‌, ୧୭।୧୦: ଉତ୍ତରାଖଣ୍ଡରେ ସୋମବାର ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ଆଲର୍ଟ ଜାରି କରିଛି। ଏପରି କି ୧୭ ଓ ୧୯ ତାରିଖ ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ଫଳରେ ବଦ୍ରିନାଥ ଯାତ୍ରାକୁ…

ବଢ଼ିଲା ବିଶ୍ୱକପ୍‌ ହିରୋଙ୍କ ସମସ୍ୟା

ହାଂସି,୧୭।୧୦: ଅନୁସୂଚିତ ଜାତି ଉପରେ ଅପମାନଜନକ ଟିପ୍ପଣି ଦେଇ ହଟହଟା ହୋଇଛନ୍ତି ଭାରତକୁ ଦୁଇ ଦୁଇ ଥର ବିଶ୍ୱକପ୍‌ ଜିତାଇଥିବା ଯୁବରାଜ ସିଂ। ଏହି ମାମଲାରେ ହିସାର ପୋଲିସ ୨୦୦୭ ଟି୨୦ ବିଶ୍ୱକପ୍‌ ଓ ୨୦୧୧ ବିଶ୍ୱକପ୍‌ ହିରୋ ଯୁବିଙ୍କୁ ଗିରଫ…

ଯାତ୍ରୀଙ୍କ ଆଗରେ ମହିଳାଙ୍କୁ ବଳାତ୍କାର

ଓ୍ବାଶିଂଟନ,୧୭।୧୦: ଆମେରିକାର ଦକ୍ଷିଣପୂର୍ବ ପେନ୍‌ସିଲଭାନିଆ ପରିବହନ କର୍ତ୍ତୃପକ୍ଷ (ଏସ୍‌ଇପିଟିଏ)ଙ୍କ ଦ୍ୱାରା ମାର୍କେଟ ଓ ଫ୍ରାଙ୍କଫୋର୍ଡ ମଧ୍ୟରେ ଚଳାଚଳ କରୁଥିବା ଏକ ଟ୍ରେନ୍‌ରେ ଯାତ୍ରୀଙ୍କ ସମ୍ମୁଖରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଛି। ପୀଡ଼ିତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଅଭିଯୁକ୍ତ ୩୫ ବର୍ଷୀୟ…

ବାପାଙ୍କ ଆଗରେ ଝିଅଙ୍କୁ ମାରିଦେଲା ବାଘ

ସିଓନି(ମଧ୍ୟପ୍ରଦେଶ),୧୭।୧୦: ମଧ୍ୟପ୍ରଦେଶର ସିଓନି ଜିଲାରେ ବାପାଙ୍କ ଆଖି ଆଗରେ ୧୬ ବର୍ଷର ଝିଅଙ୍କୁ ଏକ ଚିତାବାଘ ଝାମ୍ପିନେଇ ମାରିଦେଇଛି। ପାଣ୍ଡିଓ୍ବାଡ଼ା ଗ୍ରାମ ନିକଟବର୍ତ୍ତୀ କାହ୍ନିଓ୍ବାଡ଼ା ଜଙ୍ଗଲ ମଧ୍ୟରେ ଏଭଳି ଅଘଟଣ ଘଟିଥିବା ବନ ବିଭାଗ ରେଞ୍ଜର ୟୋଗେଶ ପଟେଲ ସୂଚନା ଦେଇଛନ୍ତି।…

ବିମାନ ଇନ୍ଧନକୁ ବଳିଗଲା ପେଟ୍ରୋଲ

ନୂଆଦିଲ୍ଲୀ,୧୭।୧୦: ଲଗାତାର ଚତୁର୍ଥ ଦିନ ପାଇଁ ବଢ଼ିଛି ପେଟ୍ରୋଲ ଓ ଡିଜେଲ୍‌ ଦର। ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧି ଏହା ପଛର କାରଣ ବୋଲି କୁହାଯାଇଛି। ଜାତୀୟ ରାଜଧାନୀରେ ଉଭୟ ପେଟ୍ରୋଲ ଓ ଡିଜେଲ ଉପରେ ଲିଟର ପିଛା…

୭୫ ଦିନ ପରେ ମିଳିଲା ପାଇଲଟ୍‌ଙ୍କ ମୃତଦେହ

ପଠାନକୋଟ୍‌,୧୭।୧୦: ଗତ ଅଗଷ୍ଟ ୩ ତାରିଖରେ ପଞ୍ଜାବର ପଠାନକୋଟ ଜିଲାର ରନ୍‌ଜୀତ ସାଗର ଡ୍ୟାମରେ ସେନାର ଏକ ହେଲିକାପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ସେବେଠାରୁ ହେଲିକାପ୍ଟର ଦ୍ୱିତୀୟ ପାଇଲଟ୍‌ ନିଖୋଜ ଥିଲେ। ଦୀର୍ଘ ୭୫ ଦିନ ଧରି ସ୍ଥଳସେନା ଓ ନୌସେନା ପକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri