ଆଲମିରା ତିଆରି କରିବାକୁ ଆସି ବୃଦ୍ଧାଙ୍କୁ ହତ୍ୟା, ମିଳିଲା ରକ୍ତଭିଜା ଛୁରି
ବ୍ରହ୍ମପୁର ଅଫିସ,୨୭ା୨: ସଦର ଥାନା ଅଳକାପୁରୀରେ ରହୁଥିବା ବୃଦ୍ଧ ଦମ୍ପତ୍ତିଙ୍କ ଘରେ ସୁନା, ଗହଣା ଓ ଟଙ୍କା ରହିଥିବା ଅପରାଧୀ ଜଣକ ଜାଣିବାକୁ ପାଇଥିଲେ। ସେହି ଘରେ ବିଜୟ ଚନ୍ଦ୍ର ବେହେରା ଓ ତାଙ୍କ ସ୍ତ୍ରୀ ସୁରଜା ରହୁଥିବା ବେଳେ ଗତ…
ବଲିଉଡ୍ରେ ଧମାଲ କରିବେ ଖୁସି!
ମୁମ୍ବାଇ: ବଲିଉଡର ଏଭରଗ୍ରୀନ ନାୟିକା ଶ୍ରୀଦେବି ଓ ନିର୍ଦ୍ଦେଶକ ବୋନି କପୁରଙ୍କ ସାନ ଝିଅ ଖୁସି କପୁର ବଲିଉଡରେ ଏଣ୍ଟ୍ରି କରିବାକୁ ଯାଉଛନ୍ତି । ବଡ ଝିଅ ଜାହ୍ନବୀ କପୁର ଫିଲ୍ମ ‘ଧଡକ’ ମାଧ୍ୟମରେ ବଲିଉଡରେ ଏଣ୍ଟ୍ରି କରିଥିବା ବେଳେ ଏବେ…
ଦ୍ୱିତୀୟ ଦିନର ଗଣତି ସୁଦ୍ଧା ୫୦୦ ପାର୍ କଲାଣି ବିଜେଡି
ଭୁବନେଶ୍ୱର,୨୭ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଆଜି ହେଉଛି ଦ୍ୱିତୀୟ ଦିନ ଭୋଟ୍ ଗଣତି। ତେବେ ଗତକାଲିର ଗଣତି ମଧ୍ୟ ଆଜି ଅପରାହ୍ନ ୧ଟା ସୁଦ୍ଧା ସରିନାହିଁ। ପ୍ରଥମ ଦିନରେ ୩୧୫ଟି ଜିଲା ପରିଷଦ ଜୋନ୍ରେ ଭୋଟ ଗଣତି ଆରମ୍ଭ କରାଯାଇଥିବା ବେଳେ…
ୟୁକ୍ରେନ୍ରେ ଫସିଥିବା ଭାରତୀୟଙ୍କୁ ମିଳିଲା ଆଶ୍ୱସ୍ତି
କ୍ୱିଭ୍,୨୭।୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଆରମ୍ଭ ହୋଇଥିବା ଯୁଦ୍ଧର ଆଜି ଚତୁର୍ଥ ଦିନ। ୟୁକ୍ରେନରେ ଫସି ରହିଥିବା ଭାରତୀୟଙ୍କ ପାଇଁ ଆଉ ଏକ ଆଶ୍ୱସ୍ତିକର ଖବର ଆସିଛି। ୟୁକ୍ରେନ ରେଳ ବିଭାଗ କ୍ୱିଭରୁ ଜରୁରୀକାଳୀନ ଟ୍ରେନ ଚଳାଇବାକୁ ନିଷ୍ପତ୍ତି ନେଇଛି।…
ୟୁକ୍ରେନକୁ ସହଯୋଗର ହାତ ବଢାଇଲେ ଏଲନ ମସ୍କ
କ୍ୱିଭ,୨୭ ।୨: ରୁଷିଆ ଆକ୍ରମଣର ସାମ୍ନା କରୁଥିବା ୟୁକ୍ରେନକୁ ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ ମସ୍କ ସହଯୋଗର ହାତ ବଢାଇଛନ୍ତି । ୟୁକ୍ରେନର ଗୋଟିଏ ଗୁହାରୀରେ ଏଲନ ମସ୍କ ସିଧା ଅନ୍ତରିକ୍ଷରୁ ସାହାଯ୍ୟ ପଠାଇ ଦେଇଛନ୍ତି । ସୂଚନାଯୋଗ୍ୟ, ରୁଷିଆର…
୨ଟି ଆସନରେ ବିଜେଡିର ବାଜିମାତ୍
ବରଗଡ଼ ଅଫିସ,୨୭ା୨: ବରଗଡ଼ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗଣତି ଶନିବାର ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ଚାଲିଥିଲା । ତେବେ ଗଣତି ସରିବା ପରେ ବରଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀ ୨ ଜିଲା ପରିଷଦ ଜୋନ୍ରେ ବିଜେଡି ପ୍ରାର୍ଥି…
ପରାଜୟର ସ୍ବାଦ ଚାଖିଲେ ହେବିୱେଟ୍ ନେତା
ପୁରୁଷୋତ୍ତମପୁର, ୨୭।୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ୩୫ ଜୋନ୍ ଅଧୀନରେ ଥିବା ୮ଟି ପଞ୍ଚାୟତର ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏଥିରେ ଭୀମପୁର ଓ ପାଣ୍ଡିଆ ପଞ୍ଚାୟତ ସମିତିସଭ୍ୟ ପଦବୀ ଉପରେ ସଭିଙ୍କ ନଜର ରହିଥିଲା। ଯାହାକି ଦୁଇଥର ସରପଞ୍ଚ,…
ସେବା ପାଇଁ ସମର୍ପିତ, ଅନ୍ୟପାଇଁ ଉଦାହରଣ
ପ୍ରତ୍ୟେକ ବ୍ୟକ୍ତି ନିଜ ପରିବାର ପୋଷିବା ପାଇଁ କୌଣସି ନା କୌଣସି ବୃତ୍ତିରେ ଥାଆନ୍ତି। କିନ୍ତୁ ଏମିତି କେତେଜଣ ବ୍ୟକ୍ତି ଅଛନ୍ତି, ଯେଉଁମାନେ ନିଜ ପେସାରେ ଥାଇ ବି ବଳକା ସମୟରେ ଜନସେବାକୁ ଜୀବନର ବ୍ରତ ବୋଲି ମନେକରି ନିଜସ୍ବ ଉଦ୍ୟମରେ…
ୟୁକ୍ରେନ୍ରେ ଫସି ରହିଛନ୍ତି ମାଲକାନଗିରି ଯୁବକ
ମାଲକାନଗିରି,୨୭।୨(ଡି.ଏନ.ଏ.): ୟୁକ୍ରେନ ଓ ଋଷିଆ ମଧ୍ୟରେ ଯୁଦ୍ଧ ଜାରି ରହିଥିବା ବେଳେ ସେଠାରେ ପରିସ୍ଥିତି ଶୋଚନୀୟ ହେବାରେ ଲାଗଛି। ଏଭଳି ସ୍ଥିତରେ ୟୁକ୍ରେନକୁ ପାଠପଢିବାକୁ ଯାଇଥିବା ଅନେକ ଓଡିଆ ଛାତ୍ର ସେଠାରେ ଫସି ରହିଛନ୍ତି। ମାଲକାନଗିରି ଜିଲା ବୁଟିଗୁଡାର ରାଜେନ୍ଦ୍ର ପ୍ରଧାନଙ୍କ…
ସ୍ମୃତିଙ୍କ ମୁଣ୍ଡରେ ବାଜିଲା ବଲ୍, ଛାଡିଲେ ପଡିଆ
ଓଭାଲ,୨୭।୨: ଆଇସିସି ମହିଳା ବିଶ୍ୱକପ ଆରମ୍ଭ ପାଇଁ ଆଉ କିଛି ଦିନ ବାକି ଅଛି। ଏହା ପୂର୍ବରୁ ଭାରତୀୟ ଦଳକୁ ଝଟ୍କା ଲାଗିଛି। ରବିବାର ଦକ୍ଷିଣ ଆଫ୍ରିକା ବିପକ୍ଷ ୱାର୍ମ ଅପ ମ୍ୟାଚରେ ଭାରତର ଅଭିଜ୍ଞ ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧନାଙ୍କ ମୁଣ୍ଡରେ…
ପିଲାଙ୍କୁ ଛାଡ଼ିବାକୁ ଅଭିଭାବକ ଅମଙ୍ଗ
ବଇଣ୍ଡା, ୨୭।୨(ଡି.ଏନ୍.ଏ.): କରୋନାର ତୃତୀୟ ଲହର ନିୟନ୍ତ୍ରଣକୁ ଆସିବା ପରେ ଦୀର୍ଘ ଦୁଇବର୍ଷ ପରେ ସୋମବାରଠାରୁ ଆରମ୍ଭ ହେଉଛି ପ୍ରାଥମିକ ସ୍କୁଲ। ଶ୍ରେଣୀଗୃହରେ ପ୍ରତ୍ୟକ୍ଷ ଶିକ୍ଷାଦାନ ଲାଗି ସରକାରୀସ୍ତରରେ ନିର୍ଦ୍ଦେଶନାମା ଜାରି କରାଯିବା ପରେ ଶିକ୍ଷା ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ…
କୈଫ୍ଙ୍କ ଚେତାବନୀ: ରୋହିତଙ୍କ ସହ ହାତ ମିଳାଇବା ବେଳେ ରୁହନ୍ତୁ ସାବଧାନ
ଧର୍ମଶାଳା,୨୭।୨: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ବିଜୟ ରଥରେ ଚଢିଛି। ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଶ୍ରୀଲଙ୍କାକୁ ୭ ଉଇକେଟରେ ପରାସ୍ତ କରି ୩ ମ୍ୟାଚ ବିଶିଷ୍ଟ ସିରିଜରେ ୨-୦ରେ ଅଗ୍ରଣୀ ହାସଲ କରିଛି। ସିରିଜରେ…

