ଏହି ଲୋକପ୍ରିୟ ଅଭିନେତ୍ରୀଙ୍କୁ ବଲିଉଡ୍ର ଲେଡି ଅମିତାଭ ବଚ୍ଚନ କୁହାଯିବାପରେ , ରାଗିକି ବିଗ୍ ବି କହିଥିଲେ ଏମିତି
ବଲିଉଡ୍ ଅଭିନେତ୍ରୀ ଶ୍ରୀଦେବୀ ତାଙ୍କ ଅଭିନୟରେ କେବଳ ଅଭିନେତ୍ରୀମାନଙ୍କୁ ନୁହେଁ ବରଂ ବଡ଼ ବଡ଼ ଅଭିନେତାଙ୍କୁ ମଧ୍ୟ ପଛରେ ପକେଇ ଦେଉଥିଲେ। ସେ ବଲିଉଡର ପ୍ରଥମ ମହିଳା ସୁପରଷ୍ଟାର ଥିଲେ। ଏକ ସମୟରେ ସେ ବଡ଼ କଳାକାରଙ୍କଠାରୁ ଅଧିକ ଚାର୍ଜ କରୁଥିଲେ।…
ମନୀଷ ଅନୁରାଗ ମୃତ୍ୟୁ ମାମଲା: ୩ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ ପୋଲିସ
ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗଙ୍କ ମୃତ୍ୟୁ ମାମଲାରେ ଅଭିଯୁକ୍ତଙ୍କ ମୁହଁରୁ ସତ ଓଗାଳିବା ପାଇଁ କମିଶନରେଟ ପୋଲିସ ରିମାଣ୍ଡରେ ନେବ। ଆଜି ଭୁବନେଶ୍ୱର ଏସଡିଜେଏମ କୋର୍ଟରେ ରିମାଣ୍ଡ ଆବେଦନର ଶୁଣାଣି ରହିଛି। ୫ ଦିନିଆ ରିମାଣ୍ଡରେ…
୨୦୦କୋଟି ଠକେଇ ମାମଲାର ମୁଖ୍ୟ ଅଭିଯୁକ୍ତ ହେଲେ ଏହି ଅଭିନେତ୍ରୀ
ମୁମ୍ବାଇ: ମନିଲଣ୍ଡ୍ରିଂ ମାମଲାରେ ଦିନକୁ ଦିନ ଅଡ଼ୁଆ ବଢ଼ୁଛି। ନିକଟରେ ବଲିଉଡ୍ର ଅଭିନେତ୍ରୀ ଜ୍ୟାକଲିନ ଫର୍ନ୍ନାଣ୍ଡିଜ ଓ ନୋରା ଫତେହିଙ୍କୁ ଇଡି ସମନ ଜାରି କରିଥିଲେ। ଘଟଣାରେ ସମ୍ପୃକ୍ତ ଥିବା ଅଭିନେତ୍ରୀ ଲିନା ମାରିଆ ପଲ୍ ଓ ତାଙ୍କ ସ୍ବାମୀ ସୁକେଶ…
ଧଡକନ୍ରେ ତୁ
ସାଧାରଣତଃ ପ୍ରେମରେ ଉତ୍ଥାନ, ପତନ ଲାଗି ରହିଥାଏ। ହେଲେ ଯାହାଙ୍କୁ ପ୍ରେମର ନିଶା ଘାରିଥାଏ ଏବଂ ଯଦି ସେମାନଙ୍କର ସଚ୍ଚା ପ୍ରେମ ହୋଇଥାଏ ତେବେ ଏହାର ଶବ୍ଦ ଧଡକନ୍ରେ ମଧ୍ୟ ଶୁଣିବାକୁ ମିଳିଥାଏ। ହଁ, ଏଭଳି ଏକ ଭିନ୍ନ ଧରଣର କାହାଣୀକୁ…
ଅପେକ୍ଷା ଆସନ୍ତାବର୍ଷକୁ
ଏବର୍ଷ ତ ହେଲା ନାହିଁ, ତେଣୁ ଆସନ୍ତା ବର୍ଷ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡିବ। ଏ ନେଇ ଆଦୌ ମନ ଦୁଃଖ କରୁନାହନ୍ତି ଆଲିୟା। ହେଲେ ଆସନ୍ତାବର୍ଷ ଏମିତି କେଉଁ ଘଟଣାକୁ ନେଇ ଆଲିୟା ଖୁସି ଅଛନ୍ତି? କେହି କେହି ହୁଏତ…
ମହାପ୍ରଭୁଙ୍କ ଚେତନାରେ ଜୀବନ ହୁଏ ମଧୁମୟ: ସଂସ୍କୃତିର ଗବେଷକ ଡ. ସୁରେନ୍ଦ୍ର ନାଥ ଦାଶ
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସଂସ୍କୃତିର ପ୍ରଚାରପ୍ରସାର ଓ ଗବେଷଣାରେ ମନୋନିବେଶ କରି ସେ ବହୁ ବିରଳ ତଥା ପୁରାତନ ପୁସ୍ତକ ଓ ପୋଥିକୁ ସଂଗ୍ରହ କରିଛନ୍ତି। ତଥ୍ୟସମ୍ବଳିତ ଏକାଧିକ ଗବେଷଣାଧର୍ମୀ ଆଧ୍ୟାତ୍ମିକ ଓ ପୌରାଣିକ ପୁସ୍ତକ ରଚନା କରି ସେ ଆତ୍ମସନ୍ତୋଷ ଲାଭ…
ତାଲିବାନ ସଙ୍କଟକୁ ନେଇ ମନ୍ଥନ: ଆଫଗାନ ସମସ୍ୟାକୁ ନେଇ ଦିଲ୍ଲୀରେ ହେବ ଏନ୍ଏସ୍ଏର ବୈଠକ
ନୂଆଦିଲ୍ଲୀ,୧୭ ।୧୦: ଆଫଗାନିସ୍ତାନରେ ତାଲିବାନ ସରକାର ଗଠନ କରିବା ପରେ ଆମେରିକା, ରୁଷିଆ, ଚାଇନା ଭଳି ବଡ ବଡ ଦେଶ ଏହାକୁ ନେଇ ଲାଗାତାର ବୈଠକ କରି ଆସୁଛନ୍ତି । ଏହି କ୍ରମରେ ଭାରତ ବି ଦିଲ୍ଲୀରେ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା(ଏନ୍ଏସ୍ଏ)ର…
ଗଛ ବଦଳାଇ ଦେବ ଭାଗ୍ୟ
ଘରେ ଶାନ୍ତି ବଜାୟ ରହିବା ସହ ସୁଖସମୃଦ୍ଧି ବୃଦ୍ଧି କରିବାକୁ କାହାର ବା ଇଚ୍ଛା ନୁହେଁ! ସେଥିପାଇଁ କିଏ କେତେ ପ୍ରକାରର ବିଧିବିଧାନକୁ ଆପଣେଇଥା’ନ୍ତି। ହେଲେ ଜାଣିଛନ୍ତି କି, ବାସ୍ତୁଶାସ୍ତ୍ର ଅନୁସାରେ ଏମିତି ଏକ ଗଛ ଅଛି, ଯାହାକୁ ଘରେ ଲଗାଇବା…
ଜଳରେ କୌଶଳ
ଶରୀରର ନାନା କାର୍ଯ୍ୟକଳାପ ମଧ୍ୟରେ ସାମଞ୍ଜସ୍ୟ ରଖିବା ପାଇଁ ଯୋଗ ଓ ପ୍ରାଣାୟାମ ଖୁବ୍ ଉପକାରୀ। ତେବେ ଯୋଗାସନରେ ଶରୀର ସୁସ୍ଥ ରହେ। ନୀରୋଗ ରହିବାର ଏହା ହେଉଛି ସବୁଠୁ ବଳିଷ୍ଠ ମାଧ୍ୟମ। ମାତ୍ର ମୁକ୍ତବାୟୁ ଚଳାଚଳ କରୁଥିବା ସ୍ଥାନରେ ଯୋଗାଭ୍ୟାସ…
ସବୁବେଳେ ଘରେ କଳହ ଲାଗି ରହୁଛି କି…ଏପରି ବାସ୍ତୁଦୋଷ ହୋଇପାରେ କାରଣ; ଜାଣନ୍ତୁ ଉପାୟ..
ଘରେ କଳହ ହେବାର ଅନେକ କାରଣ ରହିଛି। ବାସ୍ତୁଦୋଷ ଏବଂ ଗ୍ରହଦୋଷ ଏଥିପାଇଁ ମଧ୍ୟ ଦାୟୀ। ଘରର ରଙ୍ଗ, ଘରର ଉର୍ଜା(ଶକ୍ତି), ଘରେ ରହୁଥିବା ଲୋକ ଯଦି ଠିକ୍ ଥାନ୍ତି ତେବେ ଘରେ ସୁଖଶାନ୍ତି ରହିଥାଏ। ହେଲେ ଯଦି ଏଥିରୁ କୌଣସିଟି…
୧୭ ଆମେରିକୀୟ ମିଶନାରୀଙ୍କୁ ଅପହରଣ…
ପୋର୍ଟ-ଓ-ପ୍ରିନ୍ସ୍,୧୭।୧୦: ହାଇତିରେ ୧୭ ଜଣ ଆମେରିକୀୟ ମିଶନାରୀଙ୍କୁ ଅପହରଣ କରାଯାଇଛି। ମାରଣାସ୍ତ୍ର ଧରି କିଛି ଅଜଣା ଲୋକ ଖ୍ରୀଷ୍ଟଧର୍ମର ମିଶନାରୀ ଏବଂ ତାଙ୍କ ପରିବାର ସଦସ୍ୟଙ୍କୁ ଅପହରଣ କରିନେଇଥିବା ଖବର ମିଳିବା ପରେ ସର୍ଚ୍ଚ ଅପରେଶନ୍ ଆରମ୍ଭ ହୋଇଛି। ସେମାନଙ୍କ ମଧ୍ୟରେ…
ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ବିଶାଳକାୟ ମାଛ, ଓଜନ ଜାଣିଲେ…
ମାଛ ତ ସମସ୍ତେ ଦେଖିଥିବେ। ମାତ୍ର ଏକ ବିଶାଳକାୟ ମାଛ ଦେଖିଲେ ଯିଏ ବି ହେଉନା କାହିଁକି ଆଶ୍ଚର୍ଯ୍ୟ ହେବ। ଏପରି ଏକ ବିରାଟକାୟ ମାଛ ଦେଖିବାକୁ ମିଳିଛି ଏନ୍ରିକ ଓଷ୍ଟେଲ ସେଓଟାର ଭୂମଧ୍ୟସାଗରୀୟ ତଟରେ। ଏହି ମାଛଟି ମତ୍ସ୍ୟଜୀବୀଙ୍କ ଜାଲରେ…
Archives


