Home Left

ସକାଳ ୯ରୁ ଅଷ୍ଟମ, ପୂର୍ବାହ୍ନ ୧୦ରୁ ଏକାଦଶ ପିଲାଙ୍କ ହେବ ପାଠପଢ଼ା

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): କରୋନା କଟକଣା ମଧ୍ୟରେ ଅଷ୍ଟମ ଓ ଏକାଦଶ ଣ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ୨୧ରେ ଏକାଦଶ ଓ ୨୫ ତାରିଖରେ ଅଷ୍ଟମ ଶ୍ରେଣୀ ଖୋଲିବ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏସ୍‌ଓପି…

ଶ୍ରୀନଗରରେ ପୁଣି ଟାର୍ଗେଟ କିଲିଂ

ଶ୍ରୀନଗର,୧୬ ।୧୦: ଜମ୍ମୁ-କଶ୍ମୀରରେ ଲାଗାତାର ଭାବେ ଆତଙ୍କବାଦୀମାନେ ସାଧାରଣ ଲୋକଙ୍କୁ ଟାର୍ଗେଟ କରି ଚାଲିଛନ୍ତି । ଏହି କ୍ରମରେ ଶନିବାର ପୁରୁଣା ଶ୍ରୀନଗରର ଇର୍ଦଗାହ ଇଲାକାରେ ଆତଙ୍କବାଦୀମାନେ ଜଣେ ବ୍ୟକ୍ତିଙ୍କୁ ଗୁଳି କରିଛନ୍ତି । ମୃତକ ଜଣକ ହେଲେ ଅରବିନ୍ଦ କୁମାର…

ସ୍ବାମୀ- ସ୍ତ୍ରୀ ମଧ୍ୟରେ ବଚସା: ବ୍ରିଜ ଉପରୁ ଡେଇଁପଡ଼ିଲେ ସ୍ତ୍ରୀ

କୋରାପୁଟ, ୧୬।୧୦(ସ୍ବ.ପ୍ର.): କୋରାପୁଟ ଜିଲା ପାଡୁଆ ଥାନା ଅଧୀନ ପାତାଳି ନଦୀ ବ୍ରିଜ ଉପରୁ ଡେଇଁ ଜଣେ ମହିଳାଙ୍କ ଶନିବାର ମୃତ୍ୟୁ ଘଟିଛି। ସେ ହେଲେ ପାଡୁଆ ଥାନା ଅଧୀନ କୁକୁଡ଼ାପକ୍ଷୀ ଗ୍ରାମର ଜଗବନ୍ଧୁ ଖରାଙ୍କ ସ୍ତ୍ରୀ ପଦ୍ମା ଖରା(୪୦)। ପ୍ରାପ୍ତ…

ମାଗଣାରେ ବାଣ୍ଟିଲେ ପେଟ୍ରୋଲ; କାରଣ ଜାଣିଲେ…

ଭୋପାଳ,୧୬।୧୦: ଦେଶରେ ଦିନକୁ ଦିନ ତୈଳ ଦର ବୃଦ୍ଧି ପାଇବାରେ ଲାଗିଛି। ଏହି ସମୟରେ ମଧ୍ୟପ୍ରଦେଶର ଜଣେ ବ୍ୟକ୍ତି ଖୁସିରେ ମାଗଣା ପେଟ୍ରୋଲ ବାଣ୍ଟିବା ଖବର ଚର୍ଚ୍ଚାର ବିଷୟ ପାଲଟିଛି। ପେଟ୍ରୋଲ ପମ୍ପ ମାଲିକ ଦୀପକ ସୈନାନୀଙ୍କ ପରିବାରରେ ଏକ କନ୍ୟା…

ଦୁଇ-ତିନି ବର୍ଷରେ ପିଲା ହେବ, ଏବେ ମୁଁ ନାଁ ବାଛୁଛି: ରଣବୀର ସିଂହ

ବମ୍ବେ: ଫ୍ୟାଶନ ହେଉ ଅବା ଅଭିନୟ, ସବୁକିଛିକୁ ନେଇ ଚର୍ଚ୍ଚାରେ ଥାନ୍ତି ବଲିଉଡ୍‌ ଅଭିନେତା ରଣବୀର ସିଂହ। ଏବେ ସେ ନିଜର ପ୍ରଥମ ରିଆଲିଟି ଶୋ’ ହୋଷ୍ଟ କରିବାକୁ ଯାଉଛନ୍ତି, ଯାହାର ନାଁ ରହିଛି ‘ଦ ବିଗ୍‌ ପିକ୍ଚର’। ଅକ୍ଟୋବର ୧୬,…

ବଚସାରୁ ଯୁବକଙ୍କୁ କରିଥିଲେ ହତ୍ୟା, ଗିରଫ ହେଲେ ୨ ଅଭିଯୁକ୍ତ

ବରଗଡ଼ ଅଫିସ୍‌,୧୬।୧୦: ବରଗଡ଼ ସହରର ୱାର୍ଡ଼ ନଂ-୫ ବିଚ୍‌ ରାସ୍ତାରେ ଗୁରୁବାର ବିଳମ୍ବିତ ରାତ୍ରିରେ ପଥରରେ ଛେଚି ହତ୍ୟା ଘଟଣାର ପର୍ଦ୍ଦାଫାଶ ହୋଇଛି । ଏହି ଘଟଣାରେ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି । ସେମାନେ ହେଲେ, ବରଗଡ଼ କେଶବ…

ଭୁବନେଶ୍ୱରରୁ ରାଜସ୍ଥାନ, ଗୋଆକୁ ଉଡିବ ବିମାନ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରାଜସ୍ଥାନର ଜୟପୁରକୁ ବିମାନ ସେବା ଆରମ୍ଭ ହେବ। ଆସନ୍ତା ନଭେମ୍ବର ୨ ତାରିଖରୁ ଏହି ବିମାନସେବା ଆରମ୍ଭ ହେବ। ଇଣ୍ଡିଗୋ ପକ୍ଷରୁ ଏହି ସେବା ଯୋଗାଇ ଦିଆଯିବ। ଗତ ସେପ୍ଟେମ୍ବର ୧୭ରେ ଏ ସମ୍ପର୍କରେ ବେସାମରିକ ବିମାନ…

ରାହୁଲ ପୁଣି ଥରେ ଅଧ୍ୟକ୍ଷ ହେବାକୁ ସିଡବ୍ଲୁସି ବୈଠକରେ ଉଠିଲା ଦାବି

ନୂଆଦିଲ୍ଲୀ,୧୬ ।୧୦: ରାହୁଲ ଗାନ୍ଧୀଙ୍କୁ ପୁଣିଥରେ ଦଳର ଅଧ୍ୟକ୍ଷ କରିବାକୁ ଦଳର ନେତା ଓ କର୍ମୀମାନେ ଦାବି କରିଛନ୍ତି । କଂଗ୍ରେସ ୱାର୍କିଂ କମିଟି ବୈଠକରେ ଏହି ଦାବି କରାଯାଇଛି । ହେଲେ ଏହାକୁ ନେଇ ରାହୁଲ କହିଛନ୍ତି ସେ ଏହା…

ଡେଙ୍ଗୁରେ ଆକ୍ରାନ୍ତ ଅଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୬।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିବା ଏମ୍ସର ଅଧିକାରୀ ଶନିବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ତାଙ୍କ ସ୍ବାସ୍ଥ୍ୟାବସ୍ଥା ସୁଧୁରିବାରେ ଲାଗିଛି। ୮୯ବର୍ଷୀୟ କଂଗ୍ରେସ ନେତା ବୁଧବାର ଏସ୍ସରେ ଭର୍ତ୍ତି ହୋଇଥିଲେ। ଜ୍ୱର ଓ ଦୁର୍ବଳତା ଅନୁଭବ…

ସୈଫ ଦୁନିଆର ସବୁଠୁ ସୁନ୍ଦରତମ ପୁରୁଷ: କରିନା

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ଯୋଡ଼ି କରିନା କପୁର ଓ ସୈଫ ଅଲ୍ଲୀ ଖାନ୍‌ଙ୍କ ଶନିବାର ନବମ ବିବାହ ବାର୍ଷିକୀ। ଏହି ଅବସରରେ ସ୍ବାମୀଙ୍କୁ ନିଆରା ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି ଅଭିନେତ୍ରୀ। ସୈଫ ଦୁନିଆର ସବୁଠୁ ସୁନ୍ଦରତମ ପୁରୁଷ ବୋଲି ସେ କହିଛନ୍ତି।…

ଆଇପିଏଲ୍‌ରେ ଲଜ୍ଜାଜନକ ରେକର୍ଡ କଲେ କେକେଆର୍‌ର ଏହି କ୍ରିକେଟର; ଆସନ୍ତା ନିଲାମୀରେ କେହି…

ଦୁବାଇ,୧୬।୧୦: ଆଇପିଏଲ୍‌ ୨୦୨୧ ଫାଇନାଲ ମୁକାବିଲାରେ ଚେନ୍ନାଇ ସୁପରକିଙ୍ଗ୍ସଠାରୁ ୨୭ ରନ୍‌ରେ ପରାସ୍ତ ହୋଇଛି କୋଲକାତା ନାଇଟ୍‌ ରାଇଡର୍ସ। ଜିତିବା ପାଇଁ ଚେନ୍ନାଇ କୋଲକାତାକୁ ୧୯୩ ରନ୍‌ର ବିଜୟଲକ୍ଷ୍ୟ ଦେଇଥିଲା। ହେଲେ କୋଲକାତାର ଖେଳାଳିମାନେ ୨୦ ଓଭରରେ ୧୬୫/୯ ସ୍କୋର କରିପାରିଥିଲେ।…

ବୁମ୍‌ରା-ହର୍ଷଲଙ୍କୁ ପଛରେ ପକାଇଲେ ‘ଲର୍ଡ ଶାର୍ଦ୍ଦୁଳ’; ହେଲେ ୟୁଏଇ କିଙ୍ଗ୍‌

ଦୁବାଇ,୧୬।୧୦: ଚେନ୍ନାଇ ସୁପର୍‌ କିଙ୍ଗ୍ସ(ସିଏସ୍‌କେ) ଏବଂ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌) ମଧ୍ୟରେ ଶୁକ୍ରବାର ଖେଳାଯାଇଥିଲା ଆଇପିଏଲ୍‌ ଫାଇନାଲ ମୁକାବିଲା। ଏଥିରେ ବାଜିମାତ କରିଥିଲା ଚେନ୍ନାଇ। ଦଳ କୋଲକାତାକୁ ୨୭ ରନ୍‌ରେ ପରାସ୍ତ କରି ଚତୁର୍ଥ ଥର ପାଇଁ ଆଇପିଏଲ୍‌ ଚାମ୍ପିୟନ ହେବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri