Home Left

ଆଇପିଏଲ୍‌ର ‘ସିକ୍ସର କିଙ୍ଗ’ ପାଲଟିଲେ ଏହି କ୍ରିକେଟର; ବିଦେଶୀ ବ୍ୟାଟ୍ସମ୍ୟାନ୍‌ଙ୍କୁ ପଛରେ ପକାଇଲେ

ଦୁବାଇ,୧୬।୧୦: ଶେଷ ହୋଇଛି ଆଇପିଏଲ୍‌ ୨୦୨୧। ଦୁଇଟି ପର୍ଯ୍ୟାୟରେ ଖେଳାଯାଇଥିବା ଏହି ଲିଗ୍‌ରେ ଅନେକ କ୍ରିକେଟର ନୂଆ ନୂଆ ଉପଲବ୍ଧି ହାସଲ କରିଛନ୍ତି। ବିଶେଷଭାବେ ସବୁଠାରୁ ଅଧିକ ଛକା ମାରି ଦର୍ଶକଙ୍କ ମନୋରଞ୍ଜନ କରିଛନ୍ତି ପଞ୍ଜାବ କିଙ୍ଗ୍ସର ଅଧିନାୟକ କେ.ଏଲ୍‌. ରାହୁଲ।…

ହୃଦଘାତରେ ଆଖି ବୁଜିଲେ ଏହି ଯୁବ କ୍ରିକେଟର; ଏସ୍‌ସିଏ ସ୍ତବ୍ଧ

ନୂଆଦିଲ୍ଲୀ,୧୬।୧୦: ପୂର୍ବତନ ଭାରତ ଅଣ୍ଡର-୧୯ ଅଧିନାୟକ ତଥା ସୌରାଷ୍ଟ୍ର ପକ୍ଷରୁ ଘରୋଇ ଟୁର୍ନାମେଣ୍ଟ ଖେଳୁଥିବା ଅଭି ବାରୋତଙ୍କ ଅକାଳ ବିୟୋଗ ଘଟିଛି। ମାତ୍ର ୨୯ ବର୍ଷ ବୟସରେ ହୃଦଘାତ ଯୋଗୁ ଏହି କ୍ରିକେଟରଙ୍କ ଦେହାନ୍ତ ହୋଇଛି। ଶୁକ୍ରବାର ଘରେ ଥିବା ବେଳେ…

୭୬ ବର୍ଷରେ ମୁଖ୍ୟମନ୍ତ୍ରୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶନିବାର ଜନ୍ମଦିନ। ସେ ୭୬ ବର୍ଷରେ ପଦାର୍ପଣ କରିଛନ୍ତି। ଏ ନେଇ ତାଙ୍କୁ ସବୁଆଡ଼ୁ ଶୁଭେଚ୍ଛାର ସୁଅ ଛୁଟୁଛି। ତାଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନବୀନଙ୍କ ଦୀର୍ଘ ଜୀବନ…

ଟିମ୍‌ ଇଣ୍ଡିଆର୍‌ ନୂଆ କୋଚ୍‌ ହେବେ ରାହୁଲ ଦ୍ରାବିଡ ! ବିସିସିଆଇର ପ୍ରଚେଷ୍ଟା ଯୋଗୁ….

ନୂଆଦିଲ୍ଲୀ,୧୬।୧୦: ରବି ଶାସ୍ତ୍ରୀଙ୍କ ପରେ ରାହୁଲ ଦ୍ରାବିଡ୍‌ ଟିମ୍‌ ଇଣ୍ଡିଆର୍‌ ନୂତନ ମୁଖ୍ୟ ପ୍ରଶିକ୍ଷକ ହେବା ପ୍ରାୟ ନିଶ୍ଚିତ। ଦ୍ରାବିଡ ଏହା ପୂର୍ବରୁ ଅନେକ ଥର ହେଡ୍‌ କୋଚ୍‌ ହେବାର ଅଫର୍‌କୁ ପ୍ରତ୍ୟାଖ୍ୟାନ କରିଥିଲେ। ହେଲେ କ୍ରିକେଟ ବୋର୍ଡ ଅଫ୍‌ ଇଣ୍ଡିଆ(ବିସିସିଆଇ)ର…

ନିରାଡ଼ମ୍ବର ଭାବେ ଜନ୍ମଦିନ ପାଳନ କରିବାକୁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶନିବାର ଜନ୍ମଦିନ। ହେଲେ କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତବର୍ଷ ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳନ କରିବେନି। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ରାଜ୍ୟବାସୀଙ୍କ ଭଲପାଇବା, ଶୁଭେଚ୍ଛା, ଆଶୀର୍ବାଦ ପାଇଁ ମୁଁ…

ମୁଁ ହିଁ ଦଳର ସ୍ଥାୟୀ ଅଧ୍ୟକ୍ଷ: ଅସନ୍ତୁଷ୍ଟଙ୍କୁ ସୋନିଆଙ୍କ ଉତ୍ତର

ନୂଆଦିଲ୍ଲୀ,୧୬ ।୧୦: କଂଗ୍ରେସ ଦଳରେ ସ୍ଥାୟୀ ଅଧ୍ୟକ୍ଷ ପଦକୁ ନେଇ ଚାଲିଥିବା ଆଲୋଚନା ସମାଲୋଚନା ଉପରେ ଫୁଲଷ୍ଟପ ଲଗାଇଛନ୍ତି ବର୍ତ୍ତମାନର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ । ଶବିବାର କଂଗ୍ରେସ ୱାର୍କିଂ କମିଟି(ସିଡବ୍ଲୁସି)ର ବୈଠକରେ ସୋନିଆ ସ୍ପଷ୍ଟ କରିଛନ୍ତି କି ସେ…

୭୩ରେ ପାଦ ରଖିଲେ ଡ୍ରିମ ଗର୍ଲ

ମୁମ୍ବାଇ: ଲକ୍ଷେ ଦିଲ କି ଧଡକନ ବଲିଉଡ୍ ଡ୍ରିମ ଗର୍ଲ ହେମା ମାଳିନୀ ୭୩ ବର୍ଷରେ ପଦାର୍ପଣ କରିଛନ୍ତି । ୧୬ ଅକ୍ଟୋବର ୧୯୪୮ରେ ତାମିଲନାଡୁର ଅମ୍ମକୁଦିରେ ତାଙ୍କର ଜନ୍ମ । ସାଉଥ୍‌ରେ ଜନ୍ମହୋଇ ବି ସେ ୮୦ ଦଶକରେ ବଲିଉଡରେ…

ମନୀଷ ମୃତ୍ୟୁ ମାମଲା: ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ବହୁ ଚର୍ଚ୍ଚିତ ମନୀଷ ମୃତ୍ୟୁ ମାମଲାରେ କମିଶନରେଟ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଅମ୍ରିତ ବିଶ୍ୱାଳ, ଦିନେଶ ମହାପାତ୍ର ଓ ମୃତ୍ୟୁଞ୍ଜୟ ମିଶ୍ର। ହତ୍ୟା ଓ ପ୍ରମାଣ ନଷ୍ଟ ଅଭିଯୋଗରେ ଏମାନଙ୍କୁ ଗିରଫ କରାଯାଇଛି। ଏ…

ଆଜିଠୁ ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ

ପୁରୀ ଅଫିସ, ୧୬।୧୦: ଶ୍ରୀମନ୍ଦିରରେ ପବିତ୍ର କାର୍ତ୍ତିକ ନୀତି ଶନିବାର ଆରମ୍ଭ ହେଇଛି। ଆଜିଠାରୁ ମହାପ୍ରଭୁ ରାଧା ଦାମୋଦର ବେଶରେ ଦର୍ଶନ ଦେବେ। ଏହି ବେଶରେ ମହାପ୍ରଭୁଙ୍କ ନିକଟରେ ସ୍ବତନ୍ତ୍ର ବାଳଧୂପ ନୀତି ହୋଇଥାଏ। ଆଜି ସିଂହଦ୍ୱାର ସମ୍ମୁଖରେ ଗୋଷାଣୀ ଏକାଠି…

ହଠାତ୍ ଅଜନାଲା ଗସ୍ତ କଲେ ପଞ୍ଜାବ ଉପମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୧୬ ।୧୦: ପଞ୍ଜାବର ଉପ ମୁଖ୍ୟମନ୍ତ୍ରୀ ତଥା ଗୃହମନ୍ତ୍ରୀ ସୁଖଜିନ୍ଦର ସିଂ ରନ୍ଧୱା ଶୁକ୍ରବାର ରାତିରେ ପାକିସ୍ତାନ ସୀମାକୁ ଲାଗି ରହିଥିବା ଅମୃତସରର ଅଜନାଲା ଅଞ୍ଚଳ ଗସ୍ତ କରିଛନ୍ତି । ଏହି ଗସ୍ତ ପରେ ସେ କହିଛନ୍ତି ବିଏସ୍‌ଏଫ୍‌କୁ ସୀମାରେ ରଖିବା…

୧୮ ଦିନ ପରେ ସିଦ୍ଧୁ ଫେରାଇ ନେଲେ ଇସ୍ତଫା, କହିଲେ ସବୁ ଠିକ୍ ହୋଇଗଲା

ନୂଆଦିଲ୍ଲୀ,୧୬ ।୧୦: ପଞ୍ଜାବ କଂଗ୍ରେସରେ ଲାଗି ରହିଥିବା କଳହରେ କିଛିଟା ଶାନ୍ତି ପଡି ଯାଇଥିବା ଲକ୍ଷ୍ୟ କରାଯାଉଛି । ଦଳର ପୂର୍ବତନ ଅଧ୍ୟକ୍ଷ ନବଜୋତ ସିଂ ସିଦ୍ଧୁ ୧୮ ଦିନ ପରେ ତାଙ୍କ ଇସ୍ତଫା ଫେରାଇ ନେଇଛନ୍ତି । ଶୁକ୍ରବାର ସେ…

ଭାଇଜାନଙ୍କ ପାଇଁ ନାଁ ବଦଳାଇ ଦେଇଥିଲେ ଏହି ଅଭିନେତ୍ରୀ, ପୂରା ଘଟଣା ଜାଣିଲେ

ବଲିଉଡ ଅଭିନେତ୍ରୀ କିଆରା ଆଡଭାନୀ ଧୀରେ ଧୀରେ ଇଣ୍ଡଷ୍ଟ୍ରିରେ ସଫଳତା ପାଇବାରେ ଲାଗିିଛନ୍ତି। ତେବେ ଚଳଚ୍ଚିତ୍ରରେ ଅଭିନୟ କରିବା ପୂର୍ବରୁ କିଆରାଙ୍କ ନାମ ଆଲିଆ ଥିଲା। ଡେବ୍ୟୁ ସହିତ ସେ ତାଙ୍କ ନାମ ପରିବର୍ତ୍ତନ କରିଥିଲେ। କିଆରା ୨୦୧୪ ମସିହାରେ ଫିଲ୍ମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri