ଘରୁ ସାଇକେଲ ନେଇ ବାହାରି ଯାଇଥିଲେ ଦାଦା- ପୁତୁରା: ସକାଳୁ ମିଳିଲା ମୃତଦେହ
ରେଢ଼ାଖୋଲ,୧୫।୧୦(ଡି.ଏନ୍.ଏ): ସମ୍ବଲପୁର ଜିଲା ରେଢ଼ାଖୋଲ ସହର ଉପକଣ୍ଠସ୍ଥ ଡିମିରିକୁଦା ଗ୍ରାମ ନିକଟରେ ହାତୀ ଦଳିଦେବାରୁ କାକା-ପୁତୁରାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଡିମିରିକୁଦା ଗ୍ରାମର ଦୁଃଶାସନ ଭୋଇ (୨୬) ଓ ପୁତୁରା ଲତିକ ଭୋଇ (୫)। ଖବରପାଇ ବନକର୍ମଚାରୀ ଓ ପୋଲିସ…
ରୋମାଣ୍ଟିକ ହେଲେ ପଓ୍ବନଦୀପ୍-ଅରୁଣିତା
ମୁମ୍ବାଇ: ଇଣ୍ଡିଆନ ଆଇଡଲ୍ର ବିଜେତା ପଓ୍ବନଦୀପ୍ ରାଜନ ଏବଂ ଅରୁଣିତା କାଞ୍ଜିଲାଲ କିଛି ନା କିଛି କଥାକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଆସୁଛନ୍ତି। ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିବା ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେମାନଙ୍କ ଭିତରେ କେବଳ ବନ୍ଧୁତା…
ବୁର୍ଜ ଖଲିଫାରେ ପ୍ରଦର୍ଶିତ ହେଲା ଟିମ୍ ଇଣ୍ଡିଆର ନୂଆ ଜର୍ସି
ନୂଆଦିଲ୍ଲୀ,୧୫।୧୦: ଆସନ୍ତା ଅକ୍ଟୋବର ୧୭ରୁ ଆରମ୍ଭ ହେବାକୁ ଯାଉଛି ଆଇସିସି ଟି-୨୦ ବିଶ୍ୱକପ୍। ଏହାକୁ ଦୃଷ୍ଟିରେ ରଖି ଭାରତୀୟ କ୍ରିକେଟ ଟିମ୍ର ନୂଆ ଜର୍ସି ବୁଧବାର ଉନ୍ମୋଚିତ ହୋଇଥିଲା। ଏହି ଜର୍ସିକୁ ବିଶ୍ୱକପ୍ରେ ଖେଳାଳିମାନେ ପିନ୍ଧିବେ। ତେବେ ବିଶ୍ୱର ସବୁଠାରୁ ବଡ଼…
୧୯ଟି ଜିଲାକୁ ୟେଲୋ ୱାର୍ଣ୍ଣିଂ : କାଲିଠୁ ପ୍ରବଳ ବର୍ଷିବ
ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଶୁକ୍ରବାର ଉପକୂଳ ଓଡ଼ିଶାରେ ଅଧିକାଂଶ ଜିଲାରେ ଘଡ଼ଘଡି ସହ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସାମାନ୍ୟ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଏ…
ଶୁନ୍ଶାନ୍ ଜଙ୍ଗଲରେ ବାଘକୁ ଦେଖି ଦୁଇ ଗୋଡ ଟେକି ଛିଡ଼ା ହେଲା ଭାଲୁ; ପରେ ଯାହା ହେଲା ଦେଖିଲେ…
ଯେତେବେଳେ ମଣିଷ ଆଉ ପଶୁ ମୁହାଁମୁହିଁ ହୋଇଥାନ୍ତି ସେତେବେଳେ କ’ଣ ପରିଣାମ ହେବ ତାହା ସହଜେ ଅନୁମେୟ। ହେଲେ ଯେତେବେଳେ ଦୁଇଟି ପଶୁ ମୁହାଁମୁହିଁ ହୋଇଥାନ୍ତି, ତେବେ ସ୍ଥିତି କ’ଣ ହେବ ତାର କଳ୍ପନା କରିବା ଅସମ୍ଭବ। ସୋସିଆଲ ମିଡିଆରେ ଏବେ…
ଭୁଶୁଡ଼ିଲା ବନ୍ଧ: ଚାଷ ଜମିରେ ମାଡ଼ିଗଲା ପାଣି; ଏକର ଏକର ଫସଲ ନଷ୍ଟ
ବରଗଡ଼ ଅଫିସ,୧୫।୧୦: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଜମରତଲା ପଞ୍ଚାୟତ ଅନ୍ତର୍ଗତ କଣ୍ଠେଶ୍ୱରପୁର ମାଟିବନ୍ଧ ପ୍ରକଳ୍ପ ଗୁରୁବାର ବିଳମ୍ବିତ ରାତ୍ରିରେ ଭୁଶୁଡ଼ି ପଡ଼ିଛି। ରକ୍ଷଣାବେକ୍ଷଣ ଅଭାବରୁ ମାଟିବନ୍ଧ ଡ୍ୟାମ ଭାଙ୍ଗି ପଡିଥିବା ଲୋକେ ଅଭିଯୋଗ କରିଛନ୍ତି। ଏହାଦ୍ବାରା ବ୍ୟାପକ ଫସଲକ୍ଷତି ହୋଇଛି।…
ଏପିସୋଡ ପିଛା ମୋଟା ଅଙ୍କର ପାଉଣା ନେଇଥାନ୍ତି ‘ଅନୁପମା’; ବନରାଜ-ଅନୁଜଙ୍କଠାରୁ ବି ଢେର ଅଧିକ…
ବମ୍ବେ: ଷ୍ଟାର ପ୍ଲସରେ ପ୍ରସାରିତ ‘ଅନୁପମା’ ଧାରାବାହିକ ବେଶ ଲୋକପ୍ରିୟ। ଏଥିରେ ମୁଖ୍ୟ ଚରିତ୍ର ଅନୁପମା ଭୂମିକାରେ ନଜର ଆସୁଛନ୍ତି ରୁପାଲୀ ଗାଙ୍ଗୁଲୀ। ରୁପାଲୀଙ୍କ ଚରିତ୍ର ଦର୍ଶକଙ୍କୁ ବେଶ ପସନ୍ଦ ଆସୁଥିବା ବେଳେ ଧାରାବାହିକଟି ଟିଆର୍ପି ତାଲିକା ଶୀର୍ଷରେ ରହିଆସୁଛି। ଏଣୁ…
୨୧ରୁ ଏକାଦଶ, ୨୫ରୁ ୮ମ ଶ୍ରେଣୀ ପାଠପଢ଼ା
ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୧ରୁ ଏକାଦଶ ଓ ୨୫ରୁ ଅଷ୍ଟମ ଶ୍ରେଣୀ ଖୋଲିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ଓ ଗଣଶିକ୍ଷା ବିଭାଗ। ପିଲାମାନେ ଅଫଲାଇନ୍ ମୋଡ୍ରେ ପାଠ ପଢ଼ିପାରିବେ। ତେବେ କ୍ଲାସରୁମକୁ କେମିତି ପରିଚାଳନା କରାଯିବ ଓ ଗାଇଡଲାଇନ୍ ଅନୁସାରେ…
ଗାୟକ ରାହୁଲ ବୈଦ୍ୟଙ୍କୁ ହତ୍ୟା ଧମକ
ମୁମ୍ବାଇ: ଗାୟକ ତଥା ବିଗବସ୍ର ପୂର୍ବ ପ୍ରତିଯୋଗୀ ରାହୁଲ ବୈଦ୍ୟଙ୍କୁ ହତ୍ୟା ଧମକ ମିଳିଛି। ନିକଟରେ ରିଲିଜ ହୋଇଥିବା ତାଙ୍କ ଗୀତ ‘ଗର୍ବେ କି ରାତ୍’ରେ ଦେବତ୍ୱ ଭାବନାକୁ ଆଘାତ କରିଥିବା ନେଇ ତାଙ୍କୁ ଏହି ଧମକ ମିଳିଥିବା ସୂଚନା ମିଳିଛି।…
କ୍ଲିଣ୍ଟନ ଅସୁସ୍ଥ
ୱାଶିଂଟନ,୧୫ ।୧୦: ଆମେରିକାର ପୂର୍ବତନ ରାଷ୍ଟ୍ରପତି ବିଲ କ୍ଲିଣ୍ଟନ ଅସୁସ୍ଥ ହୋଇ ପଡିଛନ୍ତି । ୭୫ ବର୍ଷୀୟ କ୍ଲିଣ୍ଟନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ରକ୍ତ ସଂକ୍ରମଣ ଯୋଗୁ ସେ ଅସୁସ୍ଥ ହୋଇଥିବା ସୂଚନା ମିଳିଛି । କିନ୍ତୁ ସେ…
ରାଜ୍ୟରୁ ପୁଣି ୫ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୨୭କ୯କୁ ବୃଦ୍ଧି ପାଇଛି। ୫ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ଦୁଇ ଜଣ ରହିଥିବା ବେଳେ ନବରଙ୍ଗପୁରରୁ ୩ ଜଣ ରହିଛନ୍ତି।
ରାଜଧାନୀରେ ଚାଞ୍ଚଲ୍ୟ; ଅଳିଆ ଗଦାରୁ ମିଳିଲା କଟା ହାତ, ଗୋଡ଼
ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ଖାରବେଳନଗର ଥାନା ଅଞ୍ଚଳରୁ ଗୁରୁବାର କଟା ହାତ, ଗୋଡ଼ ଜବତ ହୋଇଛି। ଏହା କାହାର, ଏଠାକୁ କିପରି ଆସିଲା ତାହା ଏଯାଏ ଅସ୍ପଷ୍ଟ ରହିଛି। ତେବେ ଏହା ବହୁତ ଦିନର ହୋଇଥିବା ନେଇ ପୋଲିସ ଅନୁମାନ କରିଛି।…
Archives


