Home Left

ଓଡ଼ିଶାରେ ରହି ରାଜ୍ୟ ବିରୋଧରେ ଷଡ଼ଯନ୍ତ୍ର କରୁଥିବା ଦଲାଲଙ୍କୁ ଜାତୀୟ ସୁରକ୍ଷା ଅଧିନିୟମରେ ଗିରଫ କରାଯାଉ: ରାଜ୍ୟ ବିହନ ନିଗମ ଅଧ୍ୟକ୍ଷ

କୋରାପୁଟ, ୧୪।୧୦(ସ୍ବ.ପ୍ର.): ଓଡ଼ିଶାରେ ରହି ରାଜ୍ୟ ବିରୋଧରେ ଷଡ଼ଯନ୍ତ୍ର କରୁଥିବା ଦଲାଲମାନଙ୍କୁ ଜାତୀୟ ସୁରକ୍ଷା ଅଧିନିୟମରେ ଗିରଫ କରାଯାଉ ବୋଲି ଗୁରୁବାର ରାଜ୍ୟ ବିହନ ନିଗମ ଅଧ୍ୟକ୍ଷ ତଥା କୋରାପୁଟ ଜିଲା ବିଜେଡି ସଭାପତି ଇଂ. ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀ ଦାବି…

ଲଖିମପୁର ଖେରି ହିଂସା ଘଟଣାର ସିନ୍ ରିକ୍ରିଏଶନ

ଲକ୍ଷ୍ନୌ,୧୪ ।୧୦: ଉତ୍ତର ପ୍ରଦେଶ ଲଖିମପୁର ଖେରି ହିଂସା ଘଟଣାକୁ ନେଇ ଗୁରୁବାର ଏସ୍‌ଆଇଟି ଟିମ୍ ଯାଞ୍ଚ ଆରମ୍ଭ କରିଛନ୍ତି । ଗୁରୁବାର ଏହି ଟିମ୍ ଅଭିଯୁକ୍ତଙ୍କୁ ନେଇ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ଘଟଣାସ୍ଥଳରେ ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରା, ଅଙ୍କିତ…

କେ.ଏଲ୍‌. ରାହୁଲ ଭଲ ଖେଳିଲେ କୋହଲିଙ୍କ ଉପରେ ଚାପ କମିବ: ବ୍ରେଟ୍‌ ଲି

ସିଡନୀ,୧୪।୧୦: ଟି-୨୦ ବିଶ୍ୱକପ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ଉପରେ ଚାପ କମ୍‌ କରାଯାଇପାରେ। ଏହାଦ୍ୱାରା ସେ ନିଜର ସ୍ବାଭାବିକ ଖେଳ ଖେଳିପାରିବେ। ତେବେ ଏଥିପାଇଁ କେଏଲ୍‌ ରାହୁଲଙ୍କୁ ଅଧିକ ରନ୍‌ କରିବାକୁ ହେବ ବୋଲି ଅଷ୍ଟ୍ରେଲିଆର ପୂର୍ବ ଦ୍ରୁତ ବୋଲର…

ଏବେ ମୋର ସମ୍ପୂର୍ଣ୍ଣ ଧ୍ୟାନ ଫାଇନାଲ ଉପରେ, ଭାରତୀୟ ଟିମ୍‌ରେ ସାମିଲ କଥା ପଛ: ଭେଙ୍କଟେଶ ଆୟାର

ଦୁବାଇ,୧୪।୧୦: ଦିଲ୍ଲୀ କ୍ୟାପିଟାଲ୍ସ ଟିମ୍‌କୁ ଆଇପିଏଲ୍‌ର କ୍ୱାଲିଫାୟର-୨ ମୁକାବିଲାରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି କୋଲକାତା ନାଇଟ୍‌ ରାଇଡର୍ସ। ଦଳ ଆସନ୍ତା ଅକ୍ଟୋବର ୧୫ରେ ଚେନ୍ନାଇ ସୁପରକିଙ୍ଗ୍ସ ବିପକ୍ଷରେ ଫାଇନାଲ ଖେଳିବ। ତେବେ ଏହି ରୋମାଞ୍ଚକର ମ୍ୟାଚ୍‌ରେ କୋଲକାତାକୁ ବିଜେତା…

ଲୋକେ କହୁଥିଲେ ବ୍ୟକ୍ତିଙ୍କ ପେଟରେ ଅଛି ପିଲା, ଅପରେଶନ ପରେ ଯାହା ବାହାରିଲା ଜାଣିଲେ…

ଦୁନିଆରେ ଏପରି କିଛି ଘଟଣା ଘଟେ, ଯାହା ଉପରେ ବିଶ୍ୱାସ କରିବା ମୁସ୍କିଲ ହୋଇଯାଏ। ସେଭଳି ଏକ ଘଟଣା କୋଲକାତାରେ ଘଟିଛି। ଏଠାରେ ଜଣେ ବ୍ୟକ୍ତିଙ୍କୁ ଦେଖି ଲୋକମାନେ ତାଙ୍କ ପେଟରେ ଛୁଆ ଥିବା ନେଇ କହୁଥିଲେ। ହେଲେ ସତ ଜଣାପଡ଼ିବା…

ଯୁବତୀ ପଚାରୁଥିଲେ ବିବାହ କେବେ ହେବ? ଜୋରଦାର ଚାପୁଡ଼ା ମାରି ମା’ କହିଲେ…

ସୋସିଆଲ ମିଡିଆରେ ଅନେକ ମଜାଦାର ଭିଡିଓ ଭାଇରାଲ ହୋଇଥାଏ। ସେଥିରୁ କିଛି ହସର ଖୋରାକ ଯୋଗାଉଥିବା ବେଳେ କିଛି ଦେଖିଲେ ଆଶ୍ଚର୍ଯ୍ୟ ଲାଗେ। ସେଭଳି ଏକ ଭିଡିଓ ଏବେ ଭାଇରାଲ ହେଉଛି। ଭିଡିଓରେ ଜଣେ ଯୁବତୀ ନିଜ ବିବାହ ବିଷୟରେ ଜାଣିବାକୁ…

୧୩ ମହଲା କୋଠାରେ ଅଗ୍ନିକାଣ୍ଡ, ୩୧ ଜୀବନ୍ତ ଦଗ୍ଧ…

ତାଇପେ,୧୪।୧୦: ତାଇଓ୍ବାନର ଦକ୍ଷିଣ ଅଞ୍ଚଳରେ ଗୁରୁବାର ଏକ ୧୩ ମହଲା କୋଠାରେ ଅଗ୍ନିକାଣ୍ଡ ଘଟି ୩୧ ଜଣଙ୍କ ଜୀବନ୍ତ ଦଗ୍ଧ ହୋଇଛନ୍ତି। ୫୫ ଜଣଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ୧୪ ଜଣ ଆହତଙ୍କ ମୃତ୍ୟୁ ହସ୍ପିଟାଲରେ…

ଲେମ୍ବୁରେ ସଜେଇ ହୋଇଛନ୍ତି ମା’ ମଝିଘରିଆଣୀ, ମଧ୍ୟରାତ୍ରିରେ ସରିଛି ମହାନବମୀ ପୂଜା

ରାୟଗଡ଼ା ଅଫିସ, ୧୪।୧୦: ଆରାଧ୍ୟା ଠାକୁରାଣୀ ମା’ ମଝିଘରିଆଣୀଙ୍କ ମହାନବମୀ ପୂଜା ବୁଧବାର ବିଳମ୍ବିତ ରାତ୍ରିରେ ଶେଷ ହୋଇଛି। ତହସିଲ ପ୍ରାଙ୍ଗଣରେ କରାଯାଇଥିବା ଅସ୍ଥାୟୀ ମଣ୍ଡପରେ ବିଧିବଦ୍ଧ ଭାବେ ଚଣ୍ଡୀପାଠ ସହ ସନ୍ଧିପୂଜା କରାଯାଇଛି। ଗୁରୁବାର ସକାଳୁ ମା’ଙ୍କୁ ଲେମ୍ବୁମାଳରେ ସଜ୍ଜିତ…

ଅଖିଳେଶଙ୍କ ଦୃଢ଼ୋକ୍ତି, ସାଇକେଲ ବୋହି ନେବ ୪୦୦ ଆସନ…

ଲକ୍ଷ୍ନୌ,୧୪।୧୦: ଉତ୍ତରପ୍ରଦେଶରେ ୨୦୨୨ରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ସମାଜବାଦୀ ପାର୍ଟି (ଏସ୍‌ପି) ପକ୍ଷରୁ ଅଖିଳେଶ ଯାଦବ କହିଛନ୍ତି ଯେ, ରାଜ୍ୟର ଭାଜପା ନେତୃତ୍ୱାଧୀନ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର ଦୁର୍ନୀତିରେ ବୁଡ଼ି ରହିଛନ୍ତି। ଚାଷୀଙ୍କ ପ୍ରତି ତାଙ୍କର ଦରଦ ନାହିଁ।…

ପୁଣି ବଢ଼ିଲା ତୈଳଦର, ଭୁବନେଶ୍ୱରରେ…

ନୂଆଦିଲ୍ଲୀ,୧୪।୧୦: ପୁଣି ବଢ଼ିଲା ତୈଳଦର। ଦଶହରାର ଗୋଟିଏ ଦିନ ପୂର୍ବରୁ ଗୁରୁବାର ପେଟ୍ରୋଲ ଓ ଡିଜେଲ ଦାମ ବୃଦ୍ଧି ପାଇଛି। ରାଜଧାନୀ ଦିଲ୍ଲୀରେ ଉଭୟ ତୈଳ ୩୫ ପଇସା ଲେଖାଏ ବଢ଼ିଛି। ଫଳରେ ଲିଟର ପିଛା ପେଟ୍ରୋଲର ଦାମ ୧୦୪.୭୯ ଟଙ୍କା…

କିନ୍ନାର ଜିଲାରେ ଶତପ୍ରତିଶତ ଟିକାକାରଣ…

ଶିମ୍‌ଲା,୧୪।୧୦: ହିମାଚଳ ପ୍ରଦେଶର କିନ୍ନାର ଜିଲ୍ଲା ଏକ ନୂଆ ରେକର୍ଡ ସୃଷ୍ଟି କରିଛି। କିନ୍ନର ଦେଶର ପ୍ରଥମ ଜିଲା ଭାବେ ଶତପ୍ରତିଶତ ଟିକାକରଣ ଲକ୍ଷ୍ୟ ହାସଲ କରିପାରିଛି। ଜିଲାର ସମସ୍ତ ଲୋକଙ୍କୁ କରୋନା ଟିକାର ଉଭୟ ଡୋଜ୍‌ ଦିଆଯାଇଛି। ଏସମ୍ପର୍କରେ ଜିଲା…

ବାତ୍ୟା ଭୟ ନାହିଁ, କେବଳ ବର୍ଷିବ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ଆଉ ବାତ୍ୟା ଭୟ ନାହିଁ। କେବଳ ବର୍ଷିବ। ପୂର୍ବରୁ ଦଶହରା ପରେ ପରେ ରାଜ୍ୟରେ ବାତ୍ୟା ସମ୍ଭାବନା ଥିବା ନେଇ କୁହାଯାଉଥିଲା। ହେଲେ ଏବେ କେବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଗୁରୁବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri