Home Left

୧୮ରେ ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତ ବାତିଲ

ପୁରୀ ଅଫିସ,୧୪।୧୦: ଆସନ୍ତା ୧୮ତାରିଖରେ ହେବାକୁ ଥିବା ଶ୍ରୀମନ୍ଦିର ପରିକ୍ରମା ଯୋଜନା ପ୍ରକଳ୍ପର ଭୂମି ପୂଜନ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଛି। ଏଥିସହ ଏହିଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୁରୀ ଗସ୍ତ ବାତିଲ ହୋଇଛି। ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ, ୧୮ ତାରିଖରେ…

ନାକ ତଳକୁ ମାସ୍କ, ସାମାଜିକ ଦୂରତା ବି ରହୁନି

ଭୁବନେଶ୍ୱର,୧୪।୧୦ (ବ୍ୟୁରୋ): କରୋନାର ଦୁଇଟି ଲହରରେ ବହୁ ଲୋକ ପ୍ରଭାବିତ ହୋଇଛନ୍ତି। ଏପରି କି ଅନେକ ଜୀବନ ମଧ୍ୟ ଗଲାଣି। ଏଭଳି ସ୍ଥିତିରେ ତୃତୀୟ ଲହରକୁ ଏଡ଼ାଇ ଦିଆଯାଇ ନ ପାରେ ବୋଲି ବିଶେଷଜ୍ଞମାନେ ମତ ଦେଉଛନ୍ତି। ସାମାଜିକ ଦୂରତା, ଠିକ୍‌…

ଆତ୍ମସମର୍ପଣ କଲେ କନ୍ଧମାଳର ୨ଯୁବକ

ଭୁବନେଶ୍ୱର(ବ୍ୟୁରୋ)/ ଫୁଲବାଣୀ ଅଫିସ, ୧୪।୧୦: ଭୁବନେଶ୍ୱର ଉପକଣ୍ଠ ପାତ୍ରପଡ଼ା ନିକଟସ୍ଥ ପୋଖରୀରୁ ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗ ଦାସଙ୍କ ମୃତଦେହ ମିଳିବା ଘଟଣା ଦିନକୁ ଦିନ ନୂଆ ମୋଡ଼ ନେଉଛି। ମଙ୍ଗଳବାର କମିଶନରେଟ ପୋଲିସ ୨ଜଣଙ୍କୁ ଅଟକ…

ରାଜଧାନୀ ଭିଡ଼ ବଢ଼ାଇଲା ସଂକ୍ରମଣ

ଭୁବନେଶ୍ୱର, ୧୪।୧୦(ବ୍ୟୁରୋ): ରାଜ୍ୟରେ କରୋନା ଭୂତାଣୁ ଏବେ ପୁଣି ସକ୍ରିୟ ହୋଇଉଠିଛି। ଲୋକେ ନିୟମ ମାନୁ ନ ଥିବାରୁ ସଂକ୍ରମଣ ଉପରମୁହାଁ ହେଉଛି। ବିଶେଷକରି ରାଜଧାନୀ ଭୁବନେଶ୍ୱରର ହାଟବଜାର, ରାସ୍ତାଘାଟରେ ହେଉଥିବା ଭିଡ଼ ପାଇଁ ସହରରେ ସଂକ୍ରମଣ ବଢ଼ିବା ସହ ଜିଲା…

ଦିଲ୍ଲୀ ହସ୍ପିଟାଲରେ ରୋଗୀଙ୍କ ପାଇଁ ଅଭାବ ପଡିଲାଣି ବେଡ୍‌

ନୂଆଦିଲ୍ଲୀ,୧୪ ।୧୦: ରାଜଧାନୀ ଦିଲ୍ଲୀରେ କରୋନା ନିୟନ୍ତ୍ରଣକୁ ଆସିଥିବା ବେଳେ ଏବେବି ହସ୍ପିଟାଲରେ ବେଡର ଅଭାବ ଦେଖାଦେଇଛି । ଏହି ସମସ୍ୟାର ସମାଧାନ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି । ସୂଚନାଯୋଗ୍ୟ, ରାଜଧାନୀରେ ଏବେ ଅଧିକାଂଶ ହସ୍ପିଟାଲରେ ବେଡର ଅଭାବ ଦେଖାଦେଇଛି…

ଆକାଶବାଣୀର ପୂର୍ବତନ ଘୋଷକ ବସନ୍ତ ପଟ୍ଟନାୟକଙ୍କ ପରଲୋକ

ଆଠଗଡ଼,୧୪।୧୦(ସ୍ବ.ପ୍ର.): ଆକାଶବାଣୀ ଖବର ପଢୁଛନ୍ତି ବସନ୍ତ ପଟ୍ଟନାୟକ। ସତୁରି ଦଶକର ଏହି ଗୁରୁଗମ୍ଭୀର କଣ୍ଠସ୍ବର ଆଜି ନିରବୀ ଯାଇଛି। ବସନ୍ତ ଆକାଶବାଣୀ ନୂଆଦିଲ୍ଲୀ ସମ୍ବାଦ ବିଭାଗର ଏକ ସ୍ପର୍ଦ୍ଧିତ ନାମ। ବୁଧବାର ତାଙ୍କର ୯୨ବର୍ଷ ବୟସରେ ଆଠଗଡ଼ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି।…

କଂଗ୍ରେସ ଭବନରେ ଭଙ୍ଗାରୁଜା

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ଅନେକ ସମୟରେ ଭୁବନେଶ୍ୱରସ୍ଥିତ ରାଜ୍ୟ କଂଗ୍ରେସର ମୁଖ୍ୟ କାର୍ଯ୍ୟାଳୟ କଂଗ୍ରେସ ଭବନ ଅଶାନ୍ତ ହେଉଛି। ଏପରିସ୍ଥଳେ ବୁଧବାର ଏଠାରେ ଦୁଇଥର ଭଙ୍ଗାରୁଜା ହୋଇଛି। ସକାଳେ ଯୁବ କଂଗ୍ରେସ କାର୍ଯ୍ୟାଳୟ ଭିତରେ ଓ ସନ୍ଧ୍ୟାରେ ପିସିସି ସଭାପତିଙ୍କ କକ୍ଷ ସମ୍ମୁଖରେ ବ୍ୟାପକ…

କରୋନା ମୃତକ ବିପିଏଲ୍ ପରିବାରକୁ ମାସକୁ ୫ ହଜାର ଟଙ୍କା ସହାୟତା

ଥିରୁଭାନନ୍ତପୁରମ,୧୪ ।୧୦: କରୋନା ମହାମାରୀ ଅନେକ ପରିବାରରେ ଲୁହ ଭରିଦେଇଛି । ଏସବୁ କ୍ଷତକୁ ପୂରଣ କରିବାକୁ ଏବେ ସରକାର ସାମାନ୍ୟ ପ୍ରୟାସ କରିଛନ୍ତି । ମିଳିଥିବା ସୂଚନାରୁ ଜଣାପଡିଛି କି କରୋନାରେ ପୀଡ଼ିତ ହୋଇ ମୃତ୍ୟୁ ଘଟିଥିବା ବିପିଏଲ୍ ପରିବାରର…

ସୀମାନ୍ତରେ ଆନ୍ଧ୍ର ଅଧିକାରୀ-ପଟ୍ଟାଙ୍ଗୀ ବିଧାୟକ ମୁହାଁମୁହିଁ

ପଟ୍ଟାଙ୍ଗୀ,୧୪।୧୦ (ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତ ଉପରୁ ନଜର ହଟାଉନି ଆନ୍ଧ୍ର। ବାରମ୍ବାର ଓଡ଼ିଶାର ଏହି ସୀମାନ୍ତ ଗ୍ରାମରେ ପ୍ରବେଶ କରି ବିଭିନ୍ନ କାର୍ଯ୍ୟକ୍ରମ କରୁଛି। ଏପରିକି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଅବମାନନା…

ଚୁଲି ଚାନ୍ଦା, ଠେଙ୍ଗା ପାଳିରେ ଜଙ୍ଗଲ ସୁରକ୍ଷା

ନୟାଗଡ଼ ଅଫିସ,୧୪।୧୦:ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ଟାକରା ପଞ୍ଚାୟତ ବାଙ୍କ ତଇଲା  ଗାଁର ଆଦିବାସୀ ଲୋକଙ୍କ ଜଙ୍ଗଲ ସୁରକ୍ଷା ନିଶା ବନ୍ୟଜନ୍ତୁ ସଂଖ୍ୟା ବଢ଼ାଇବାରେ ସହଯୋଗ କରିଛି। ଏଥିପାଇଁ ଅବାଧ ଶିକାର ରୋକାଯାଇ ପାରିଛି। ଚୁଲି ଚାନ୍ଦା ଓ ଠେଙ୍ଗା ପାଳିରେ…

ଇସ୍ତଫା ଫେରାଇ ନେଇପାରନ୍ତି ସିଦ୍ଧୁ

ଚଣ୍ଡିଗଡ଼,୧୪ ।୧୦: ପଞ୍ଜାବ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିବା ନବଜୋତ ସିଂ ସିଦ୍ଧୁ ତାଙ୍କର ଇସ୍ତଫା ଫେରାଇ ନେଇ ପାରନ୍ତି ବୋଲି କୁହାଯାଉଛି । ଗୁରୁବାର ସେ ଦିଲ୍ଲୀର ବରିଷ୍ଠ କଂଗ୍ରେସ ନେତାଙ୍କ ସହ ସାକ୍ଷାତ୍ କରିବାର କାର୍ଯ୍ୟକ୍ରମ ରହିଛି…

ଏହି ଅଭିନେତାଙ୍କୁ ନିର୍ଦ୍ଦେଶକ କହିଥିଲେ କେବେ ହୋଇପାରିବନି ଷ୍ଟାର, ପୂରା ଘଟଣା ଜାଣିଲେ…

ଅନିଲ କପୁରଙ୍କୁ ବଲିଉଡ୍‌ର ଏଭରଗ୍ରିନ୍‌ ତାରକା କୁହାଯାଏ। ଅନିଲ କେବଳ ତାଙ୍କ ଅଭିନୟ ପାଇଁ ନୁହେଁ ବରଂ ତାଙ୍କ ଫିଟ୍‌ନେସ୍‌ ପାଇଁ ଦର୍ଶକଙ୍କ ହୃଦୟ ଜିତିଛନ୍ତି। ସେ ତାଙ୍କ କ୍ୟାରିୟରରେ ଅନେକ ସୁପରହିଟ୍‌ ଫିଲ୍ମ ଦେଇଛନ୍ତି। ସେ ୧୯୮୩ ମସିହାରେ ଫିଲ୍ମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri